ଆମ ଜିଲା ଖବର

ଗଞ୍ଜାମ ଜିଲାରେ ସ୍କୁଲ ଛୁଟି ଘୋଷଣା

ବ୍ରହ୍ମପୁର ଅଫିସ,୨୫।୯:ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଗଞ୍ଜାମ ଜିଲାରେ ମଧ୍ୟ ଗତ ତିନିଦିନ ହେଲା ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା ଯୋଗୁ ସତର୍କତା ଅବଲମ୍ବନ କରିଛି ଗଞ୍ଜାମ ଜିଲା ପ୍ରଶାସନ। ବୁଧବାର ଜିଲାର ସମସ୍ତ…

ଚୋରାଚାଲାଣ ବେଳେ ବାଘଛାଲ ଜବତ, ୬ ଗିରଫ

ଦେବଗଡ, ୨୫-୯(ଡି.ଏନ.ଏ.):ଚୋରାଚାଲାଣ ବେଳେ ଦେବଗଡ ଜିଲା ବନ ବିଭାଗ ସୋମବାର ଏକ କଲରାପତରିଆ ବାଘ ଛାଲ ଜବତ କରିଛି। ଚାଲାଣରେ ବ୍ୟବହୃତ ବୋଲେରୋ ଓ ବାଇକ ଜବତ ହୋଇଛି। ଏଥିରେ ସମ୍ପୃକ୍ତ ୬ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ସୁନ୍ଦରଗଡ ଜିଲା…

ଡାକ୍ତରଙ୍କୁ ମିଳୁନି କାଗଜ:ଆଟାରେ ଲେଖିଲେ ପ୍ରେସ୍‌କ୍ରିପସନ୍‌

ରଣପୁର,୨୫।୯(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ ଚାନ୍ଦପୁରସ୍ଥିତ ବସନ୍ତ ମଞ୍ଜରୀ ସାଧାରଣ ଚିକିତ୍ସାଳୟର ଜଣେ ଡାକ୍ତର ଆଟାରେ ପ୍ରେସ୍‌କ୍ରିପସନ୍‌ ଲେଖିବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ଏହି ପ୍ରେସ୍‌କ୍ରିପସନ୍‌ ସୋସିଆଲ୍‌ ମିଡିଆରେ ଘୂରି ବୁଲୁଛି। ଅଭିଯୋଗ ଅନୁସାରେ ଗୋପାଳପୁର ଅଞ୍ଚଳର…

ଲଗାଣ ବର୍ଷାରେ ଧାନଜମି ଜଳମଗ୍ନ

ଖଣ୍ଡପଡ଼ା,୨୫ା୯(ସ୍ବ.ପ୍ର.): ଗତ ୨ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଖଣ୍ଡପଡ଼ା ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି ା ବ୍ଲକ ଅନ୍ତର୍ଗତ ୨୨ ଗୋଟି ପଞ୍ଚାୟତରେ ଏକର ଏକର ଧାନଜମିରେ ବର୍ଷାଜଳ ଲହଡି ଭାଙ୍ଗୁଛି ା ତଳିଆ ତଥା…

କଣ୍ଟିଲୋ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ର:ନୂଆ ଆମ୍ବୁଲାନ୍ସ ଖତ ଖାଉଛି, ଭଡ଼ା ଗାଡ଼ିରେ କାମ ଚଳାଯାଉଛି

ଖଣ୍ଡପଡ଼ା,୨୫ା୯(ସ୍ବ.ପ୍ର.): ଜରୁରିକାଳୀନ କ୍ଷେତ୍ରରେ ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ସରକାରୀ ଡାକ୍ତରଖାନାରେ ଆମ୍ବୁଲାନ୍ସ ବ୍ୟବସ୍ଥା କରାଯାଇଛି। କିନ୍ତୁ ଅନେକ ସ୍ଥାନରେ ପରିଚାଳନଗତ ତ୍ରୁଟି ହେଉ କିମ୍ବା ରକ୍ଷଣାବେକ୍ଷଣ ଅଭାବରୁ ଆମ୍ବୁଲାନ୍ସ ଥାଇ ବି ରୋଗୀଙ୍କ କାମରେ ଲାଗିପାରୁ ନାହିଁ। ନୟାଗଡ଼ ଜିଲା…

ଯୌତୁକ ପାଇଁ ନବବଧୂଙ୍କୁ ହତ୍ୟା: ଅଭିଯୋଗ ଆଣିଲେ ବାପଘର ଲୋକେ

ଆଳି, ୨୫।୯ (ଡି.ଏନ୍‌.ଏ.):ଆଳି ଥାନା ଅଧୀନ ନରେନ୍ଦ୍ରପୁର ଗ୍ରାମର ବେଣୁଧର ସ୍ବାଇଁ ବୋହୂ ସୁନୀତା ନାୟକ(୨୮)ଙ୍କୁ ଶାଶୂଘର ଲୋକେ ଯୌତୁକ ପାଇଁ ହତ୍ୟା କରିଛନ୍ତି। ଏ ନେଇ ମଙ୍ଗଳବାର ସୁନୀତାଙ୍କ ଭାଇ ବିଲିକଣା ଗ୍ରାମର ଅମର ନାୟକ ଥାନାରେ ଅଭିଯାଗ କରିଛନ୍ତି।…

ସିଇସି ରିପୋର୍ଟକୁ ନେଇ ଅଡ଼ୁଆରେ ପ୍ରଶାସନ: ଲିଜ୍‌ପ୍ରାପ୍ତ ଚିଙ୍ଗୁଡିଘେରି ପ୍ରକଳ୍ପ ଉଚ୍ଛେଦ ଚିନ୍ତାର କାରଣ

କେନ୍ଦ୍ରାପଡା ଅଫିସ, ୨୫ା୯- କେନ୍ଦ୍ରାପଡା ଜିଲାର ସମୁଦ୍ରତଟବର୍ତ୍ତୀ ଅଞ୍ଚଳରେ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ଏବେ ଜିଲା ପ୍ରଶାସନ ପାଇଁ ଆହ୍ବାନ ପାଲଟିଛି। ଆସନ୍ତା ଅକ୍ଟୋବର ୨୧ ସୁଦ୍ଧା ୨୯୦୦ ହେକ୍ଟରରୁ ଅଧିକ ଅଞ୍ଚଳରେ ଗଢ଼ି ଉଠିଥିବା ବେଆଇନ ଘେରି ଉଚ୍ଛେଦ…

ମା’ ସମଲେଶ୍ୱରୀ ଫୁଟବଲ ଟୁର୍ନାମେଣ୍ଟ: ଉଦ୍‌ଘାଟନୀ ମ୍ୟାଚ୍‌ରେ ଟେମରି ବି, ବୁଡାପଡ଼ା ବିଜୟୀ

ବୋଡେନ,୨୫।୯(ଡି.ଏନ.ଏ.)- ନୂଆପଡ଼ା ଜିଲା ବୋଡେନ ବ୍ଲକ ଟେମରୀ (ଦଣ୍ଡେଇବସା) ଛାରିଛକ ଖେଳ ପଡିଆରେ ମଙ୍ଗଳବାର ମା’ ସମଲେଶ୍ୱରୀ ଗ୍ରାମାଞ୍ଚଳ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ଉଦଘାଟନୀ ମ୍ୟାଚ୍‌ ଟେମରି ବି ଓ (ଖରିଆର) ମହୁଲକୋଟ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ନିର୍ଦ୍ଧାରିତ…

ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ଦଶମ ଦିବସ: ମର୍ନିଂ କ୍ଲବ ୨-୦ ଗୋଲରେ ବିଜୟୀ

ଭବାନୀପାଟଣା,୨୫।୯(ଡି.ଏନ.ଏ.)-ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ମଙ୍ଗଳବାର ଦଶମ ମ୍ୟାଚ୍‌ ମର୍ନିଂ କ୍ଲବ ବନାମ ଶ୍ରୀକ୍ରୀଷ୍ଣା କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ମର୍ନିଂ କ୍ଲବ ୨-୦ ଗୋଲରେ ବିଜୟୀ ହୋଇଥିଲା।…

ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା ୨୦୧୯-୨୦: ଗ୍ରାମପଞ୍ଚାୟତସ୍ତରୀୟ ତାଲିମ, ଅଭିଯାନ କାର୍ଯ୍ୟକ୍ରମ

କେସିଙ୍ଗା,୨୫।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କୃଷି ଓ କୃଷକ ସଶକ୍ତି ବିଭାଗ ପକ୍ଷରୁ କୀଟନାଶକ ନିରାପଦ ବ୍ୟବହାର ଓ ଗ୍ରାମପଞ୍ଚାୟତସ୍ତରୀୟ ତାଲିମ ଓ ଅଭିଯାନ କାର୍ଯ୍ୟକ୍ରମ ଲଇତରା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଗ୍ରାମପଞ୍ଚାୟତସ୍ତରୀୟ ତାଲିମ ଓ ଅଭିଯାନ…

ଗଣବଳାତ୍କାର ଘଟଣାର ଅଭିଯୁକ୍ତମାନଙ୍କୁ ଗିରଫ, କଠୋର ଦଣ୍ଡ ଦାବି

ଭବାନୀପାଟଣା,୨୫।୯(ଡି.ଏନ.ଏ.)-ଜଣେ ଛାତ୍ରୀ ପ୍ରତି ହୋଇଥିବା ଗଣବଳାତ୍କାର ଘଟଣାର ଅଭିଯୁକ୍ତମାନଙ୍କୁ ଗିରଫ କରିବା ସହ କଠୋର ଦଣ୍ଡ ଦାବି କରି ବିଜୁ ଛାତ୍ର ଜନତା ଦଳ କାର୍ଯ୍ୟକର୍ତ୍ତା କଳାହାଣ୍ଡି ଏସ୍‌ପି ଓ ଏଡିଏମ୍‌କୁ ଭେଟି ଦାବିପତ୍ର ଦେଇଛନ୍ତି । ବିଜୁ ଛାତ୍ର ଜନତା…

ଜିଲା ନିର୍ମାଣ ଶ୍ରମିକ ୟୁନିୟନ୍‌ ସମନ୍ବୟ କମିଟି ପକ୍ଷରୁ ବିଭିନ୍ନ ଦାବି: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣବିକ୍ଷୋଭ

ଭବାନୀପାଟଣା,୨୫।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ନିର୍ମାଣ ଶ୍ରମିକ ୟୁନିୟନ୍‌ ସମନ୍ବୟ କମିଟି ପକ୍ଷରୁ ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣବିକ୍ଷୋଭ କରାଯାଇଛି। ଏହି ଅବସରରେ ୧୩ ଦଫା ଦାବି ସମ୍ବଳିତ ଏକ ସ୍ମାରକପତ୍ର ଜିଲାପାଳଙ୍କ ଜରିଆରେ ଶ୍ରମ କମିଶନର ତଥା ସଚିବ, ଓଡିଶା କୋଠାବାଡି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri