ଆମ ଜିଲା ଖବର

ପ୍ରସିଦ୍ଧ ଶୁଲିଆ ଯାତ୍ରା ଆରମ୍ଭ: ପଶୁବଳିରେ ରକ୍ତରଞ୍ଜିତ ହେଲା ପୀଠ

ବଲାଙ୍ଗୀର ଅଫିସ, ୩୧।୧୨: ବଲାଙ୍ଗୀର ଜିଲାର ଦେଓଗାଁ ବ୍ଲକ ଖଇରଗୁରା ଓ କୁମୁରିଆରେ ମଙ୍ଗଳବାର କନ୍ଧ ସମେତ ବିଭିନ୍ନ ଆଦିବାସୀ ସମ୍ପ୍ରଦାୟର ପ୍ରସିଦ୍ଧ ଶୁଲିଆ ଯାତ୍ରା ଅନୁଷ୍ଠିତ ହୋଇଛି। ଚଳିତବର୍ଷ ଶୁଲିଆ ଯାତ୍ରା ୩ ଦିନ ଧରି ଅନୁଷ୍ଠିତ ହେବ। ଯାତ୍ରାର…

ମହାପ୍ରଭୁଙ୍କୁ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପୁରୀ ଅଫିସ, ୩୧।୧୨: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶ୍ରୀମନ୍ଦିରକୁ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବାହ୍ନ ୧୧ଟାରେ କେନ୍ଦ୍ରମନ୍ତ୍ରୀ ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଦଳୀୟ କର୍ମକର୍ତ୍ତା ଏବଂ ପ୍ରଶାସନିକ ଅଧିକାରୀମାନେ ତାଙ୍କୁ ସ୍ବାଗତ କରିଥିଲେ। ପରେ ମନ୍ତ୍ରୀ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ…

ଶ୍ରୀମନ୍ଦିରରେ ନୂଆବର୍ଷ ପ୍ରସ୍ତୁତି: ଆଜି ରାତି ସାଢେ ୧୦ ସୁଦ୍ଧା ପହୁଡ଼, ୧ଟାରେ ଦ୍ୱାରଫିଟା

ପୁରୀ ଅଫିସ,୩୧ା୧୨: ଆସୁଛି ନୂଆବର୍ଷ । ପୁରୁଣା ବର୍ଷକୁ ବିଦାୟ ଏବଂ ନୂଆବର୍ଷକୁ ସ୍ବାଗତ କରିବା ଲାଗି ପ୍ରସ୍ତୁତ ହୋଇଯାଇଛି ପୁରୀ ସହର। ଏଥିପାଇଁ ହୋଟେଲ, ଲଜ୍‌, ରେସ୍ତୋରାଁ, ହଲିଡେ ହୋମ୍‌ଗୁଡିକରେ ଭକ୍ତ ଓ ପର୍ଯ୍ୟଟକଙ୍କ ଭିଡ଼ ଜମିଲାଣି। ଜିରୋ ନାଇଟ୍‌…

ରତ୍ନଭଣ୍ଡାର ଖୋଲିବାକୁ ଦାବି କଲା ଯୁବ କଂଗ୍ରେସ

ପୁରୀ ଅଫିସ,୩୧ା୧୨: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲିବାକୁ ଦାବି କରିଛି ପୁରୀ ଲୋକସଭା ଯୁବ କଂଗ୍ରେସ। ଏ ସଂକ୍ରାନ୍ତରେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ଦିଆଯାଇଛି । ଏଥିରେ ଦର୍ଶାଯାଇଛି ଯେ, ଶ୍ରୀଜଗନ୍ନାଥ ମନ୍ଦିର ଆଇନ ୧୯୫୫ ଅନୁଯାୟୀ ପ୍ରତି…

ନୂଆ ବର୍ଷ ଲାଗି ଟ୍ରାଫିକ ବ୍ୟବସ୍ଥା କଡ଼ାକଡ଼ି

ପୁରୀ ଅଫିସ,୩୧ା୧୨- ନୂତନ ବର୍ଷରେ ଶ୍ରୀକ୍ଷେତ୍ରରେ ପ୍ରବଳ ଜନସମାଗମ ହେବ। ଏ ନେଇ ପୁରୀ ପୋଲିସ ପକ୍ଷରୁ ଟ୍ରାଫିକ ନିିୟନ୍ତ୍ରଣ ଓ ପାର୍କିଂ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଦୁଇ ଚକିଆ ଓ ଚାରି ଚକିଆ ଗାଡ଼ି ପାର୍କିଂ ପ୍ରବେଶ ଏବଂ…

ନୂଆ ବର୍ଷ ଲାଗି ଶ୍ରୀମନ୍ଦିର ଚଳଚଞ୍ଚଳ -ଜୋରସୋରରେ ଚାଲିଛି ପ୍ରସ୍ତୁତି

ପୁରୀ ଅଫିସ,୩୧ା୧୨- ଆଉ ଦୁଇ ଦିନ ପରେ ହେବ ନୂଆବର୍ଷ। ଏଥିପାଇଁ ଶ୍ରୀମନ୍ଦିର ଚଳଚଞ୍ଚଳ ହୋଇପଡିଛି। ନୂତନ ବର୍ଷରେ ମହାପ୍ରଭୁଙ୍କ ଦର୍ଶନ ଲାଗି ଲକ୍ଷାଧିକ ଭକ୍ତଙ୍କ ସମାଗମ ନଜରରେ ରଖି ଜୋରସୋରରେ ପ୍ରସ୍ତୁତି ଚାଲିଛି। ଏ ନେଇ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ…

ସଭାରୁ ଉଠି ଥାନା ଆଗରେ ବିଷ ପିଇଲେ ବୃଦ୍ଧ

ପୁରୀ ଅଫିସ,୩୧ା୧୨ : ଚନ୍ଦନପୁର ଥାନା ପରିସରରେ ସୋମବାର ରାତିରେ ଏକ ସଭା ଚାଲିଥିଲା। ତେବେ ଅଚାନକ ଜଣେ ବୃଦ୍ଧ ସଭାରୁ ଉଠି ଥାନା ଆଗରେ ବିଷ ପିଇଦେଇଥିଲେ। ଏହାଦେଖି ସେଠାରେ ଉପସ୍ଥିତ ଲୋକେ ଆଚମ୍ବିତ ହୋଇଯାଇଥିବାବେଳେ ଗୁରୁତର ଅବସ୍ଥାରେ ବୃଦ୍ଧଙ୍କୁ…

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

ବନ୍ତଳା, ୩୧।୧୨(ଡି.ଏନ.ଏ): ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପୁରୁଣା କୋଟ ଥାନା ରେଞ୍ଜ ଅଧୀନରେ ଥିବା ଗୋପାଳପୁର ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଭୋର ୩.୧୫ ମିନିଟରେ ହାତୀ ଆକ୍ରମଣରେ ଗ୍ରାମର ଜଣେ ମହିଳା ଜୟନ୍ତୀ ବିର (୪୨)ଙ୍କର…

ବଡ଼ଦାଣ୍ଡରେ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରା

ପୁରୀ ଅଫିସ,୩୧ା୧୨: ସ୍ଥାନୀୟ ଭୋଳାନାଥ ବିଦ୍ୟାପୀଠ ପରିସରରେ ଶ୍ରୀରାମ ସୁନ୍ଦର ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ରାଷ୍ଟ୍ରୀୟ ଶ୍ରୀଜଗନ୍ନାଥ ରସ ମହୋତ୍ସବ ଚାଲିଛି। ସୋମବାର ପଞ୍ଚମ ଦିବସରେ ଶ୍ରୀରାଧାଗୋପାଳ ଜୀଉଙ୍କ ବରଯାତ୍ରୀ ଏକ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରାରେ ବାହାରିଥିଲା। ଟ୍ରଷ୍ଟର ପ୍ରତିଷ୍ଠାତା ସମ୍ପାଦକ ପଣ୍ଡିତ…

କଲରାପତରିଆ ବାଘୁଣୀ ବର୍ଷା ମୃତ

ବାରଙ୍ଗ,୩୧ା୧୨(ଡି.ଏନ୍‌.ଏ)- ପ୍ରାଣୀ ଉଦ୍ୟାନ ନନ୍ଦନକାନନ ରବିବାର ବେଶ ଖୁସିରେ ପ୍ରତିଷ୍ଠା ଦିବସ ପାଳନ କରିଥିବାବେଳେ ସୋମବାର ଏକ ଦୁଃଖଦ ଘଟଣା ଘଟିଯାଇଛି। ୧୯ନଂ. ଏନ୍‌କ୍ଲୋଜରରେ ଥିବା ୧୪ବର୍ଷର ଏକ କଲରାପତରିଆ ବାଘୁଣୀ ବର୍ଷାର ମୃତ୍ୟୁ ହୋଇଛି। ଗତ ୨୪ତାରିଖରେ ଏନକ୍ଲୋଜରରେ ବିଚରଣ…

ନାବାଳିକାକୁ ଅନ୍ତଃସତ୍ତ୍ୱା କରି ଯୁବକ ଗିରଫ

ବାରଙ୍ଗ,୩୧ା୧୨(ଡି.ଏନ୍‌.ଏ.)- ବାରଙ୍ଗ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅନ୍ତଃସତ୍ତ୍ୱା କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ସୋମବାର ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଉକ୍ତ ଥାନା ଅଞ୍ଚଳର ସୁବ୍ରତ ନାୟକ (୨୪)। ଏ ନେଇ ପୋଲିସ ନଂ. ୨୨୫/୧୯ରେ…

ପରଲୋକରେ ଗୀତିକାର କୁଳମଣି ଦାସ

କଟକ ଅଫିସ, ୩୧ା୧୨- ଗୀତିକବି, ନୃତ୍ୟ ବିଷାରଦ, ଶିଶୁ ସାହିତି୍ୟକ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ, ଆକାଶବାଣୀ ଓ ଦୂରଦର୍ଶନର ସ୍ବୀକୃତିପ୍ରାପ୍ତ ଗୀତିକାର ଏବଂ ମର୍ଦ୍ଦଳ ବାଦକ କୁଳମଣି ଦାସ(୬୯)ଙ୍କ କଟକ ତୁଳସୀପୁରସ୍ଥିତ ବାସଭବନରେ ସୋମବାର ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ଅସୁସ୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?