ରାସାୟନିକ ଦୁର୍ଘଟଣା ଓ ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ବୈଠକ
ପୁରୀ ଅଫିସ,୩୧ା୧୨: ଜିଲାରେ ରାସାୟନିକ ଦୁର୍ଘଟଣା ଓ ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ ବିଭାଗୀୟ ଅଧିକାରୀ ଜିଲାର ଆଶଙ୍କା ପ୍ରବଣ କାରଖାନାର ପ୍ରତିନିଧିମାନେ…
ମହିଳା ଖବରଦାତାଙ୍କୁ ଆକ୍ରମଣ ଘଟଣା: ପୋଲିସ ମହାନିର୍ଦ୍ଦେଶକଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ
ଚୌଦ୍ୱାର,୩୧ା୧୨(ଡି.ଏନ୍.ଏ.): ଭୁବନେଶ୍ୱରରେ କାର୍ଯ୍ୟରତ ଜଣେ ମହିଳା ଖବରଦାତାଙ୍କୁ ଆକ୍ରମଣ ଘଟଣାକୁ ଅନ୍ତର୍ଜାତୀୟ ମାନବାଧିକାର ପରିଷଦ, ଓଡ଼ିଶା ଶାଖା, ଓଡ଼ିଶା ନାରୀ ସୁରକ୍ଷା ମଞ୍ଚ, ଆଦିଶକ୍ତି ଯୁବ ପରିଷଦର ସଦସ୍ୟମାନେ ନିନ୍ଦା କରିଛନ୍ତି। ଆକ୍ରମଣକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ସୋମବାର ମାନବାଧିକାର ପରିଷଦର…
ଘରଭଙ୍ଗା ସହାୟତା ପାଇଁ ଦାବିପତ୍ର
ବାଲିଅନ୍ତା,୩୧ା୧୨(ଡି.ଏନ୍.ଏ.): ବାତ୍ୟା ‘ଫନୀ’ରେ ଘର ଭାଙ୍ଗିଯାଇଥିବା ହିତାଧିକାରୀଙ୍କୁ ସରକାରୀ ସହାୟତା ପ୍ରଦାନ ଦାବିରେ ସୋମବାର ତହସିଲଦାରଙ୍କ ଅନୁପସ୍ଥିତିରେ ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ସ୍ବାଇଁଙ୍କୁ ସୋମବାର ଦାବିପତ୍ର ପ୍ରଦାନ କରାଯାଇଛି। ଭୁବନେଶ୍ୱର ଏମ୍ପିଙ୍କ ପ୍ରତିନିଧି ସିଦ୍ଧେଶ୍ୱର ନାଥ ଓ ଭିଙ୍ଗାରପୁର ମଣ୍ଡଳ…
ବ୍ୟାଖ୍ୟାନ କେନ୍ଦ୍ର ବୁଲିଲେ କେନ୍ଦ୍ରମନ୍ତ୍ରୀ
କୋଣାର୍କ,୩୧ା୧୨(ଡି.ଏନ୍.ଏ.): ଓଡ଼ିଶାରେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ିବାର ଆବଶ୍ୟକତା ରହିଛି। ପୁରୀ, କୋଣାର୍କ, ଚିଲିକା ଆଦି ଅଞ୍ଚଳକୁ ମିଶାଇ ପର୍ଯ୍ୟଟକଙ୍କ ପାଇଁ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳ ବନାଇବା ଦିଗରେ ସମସ୍ତେ ଉଦ୍ୟମ କରନ୍ତୁ। ଏହି କ୍ଷେତ୍ରର ବିକାଶ ହିଁ ରାଜ୍ୟର ଦ୍ରୁତ ପ୍ରଗତି…
ଆଶାକର୍ମୀଙ୍କୁ ଗାଳିଗୁଲଜ ଅଭିଯୋଗ
ବ୍ରହ୍ମଗିରି,୩୧ା୧୨(ଡି.ଏନ୍.ଏ.):ବ୍ରହ୍ମଗିରି ଥାନା ଅନ୍ତର୍ଗତ ରେବଣାନୂଆଗଁା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ଆଶାକର୍ମୀଙ୍କୁ ମୋବାଇଲ ଫୋନରେ କେହି ଦୁର୍ବୃତ୍ତ ଗାଳିଗୁଲଜ କରିଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ତଦନ୍ତ ଚଳାଇଛି। ଅଭିଯୋଗ ଅନୁଯାୟୀ, ରେବଣା ନୂଆଗଁାଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟ କରୁଥିବା…
ମହିଳା ଖବରଦାତାଙ୍କୁ ଆକ୍ରମଣ ଘଟଣା : ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ
ବ୍ରହ୍ମଗିରି,୩୧ା୧୨(ଡି.ଏନ୍.ଏ.): ଭୁବନେଶ୍ୱରରେ କାର୍ଯ୍ୟରତ ଜଣେ ମହିଳା ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ସୋମବାର ବ୍ରହ୍ମଗିରି ପ୍ରେସ କ୍ଲବ ପକ୍ଷରୁ ନିନ୍ଦା କରାଯାଇଛି। ଏହା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ତହସିଲଦାର କିଶୋର ଚନ୍ଦ୍ର ପଣ୍ଡାଙ୍କୁ ପ୍ରଦାନ କରାଯାଇଛି। ଗତ ଶନିବାର ଭୁବନେଶ୍ୱରସ୍ଥିତ…
କେନ୍ଦ୍ରମନ୍ତ୍ରୀଙ୍କୁ ନିମାପଡ଼ାରେ ସ୍ବାଗତ ସମ୍ବର୍ଦ୍ଧନା
ନିମାପଡ଼ା,୩୧ା୧୨(ଡି.ଏନ୍.ଏ.): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସୋମବାର ନିମାପଡ଼ା ପୁରୁଣା ବସ୍ଷ୍ଟାଣ୍ଡ ଛକ, ଖେଲାର ଏବଂ ହରିପୁର ଛକଠାରେ ଭାଜପା ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଭାଜପା ମହିଳା ମୋର୍ଚ୍ଚାର ରାଜ୍ୟ ସଭାନେତ୍ରୀ ପ୍ରଭାତୀ ପରିଡ଼ା, ଝିଲ୍ଲୀଲତା ଦାଶ, ମୀନଲତା ମହାନ୍ତି,…
୩ ମାସର ଜନ ଶୁଣାଣି ତାରିଖ ଘୋଷଣା
ଜଗତ୍ସିଂହପୁର ଅଫିସ,୩୧ା୧୨: ଜାନୁୟାରୀ, ଫେବୃୟାରୀ ଓ ମାର୍ଚ୍ଚ ମାସ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ତାରିଖ ଘୋଷଣା ହୋଇଛି। ଏହି ଶୁଣାଣିଗୁଡିକ ଜିଲାପାଳଙ୍କ କାର୍ଯ୍ୟାଳୟ ସମେତ ଜିଲାର ବିଭିନ୍ନ ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ।…
ବ୍ଲକ ପରିସରରେ ଦରପୋଡ଼ା ଆଇରନ ବଟିକା
ଏରସମା,୩୧ା୧୨(ସ୍ବ.ପ୍ର.): ଗର୍ଭବତୀ ଓ ଶିଶୁଙ୍କ ସୁରକ୍ଷା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ସେମାନଙ୍କୁ ନିୟମିତ ସମୟ ବ୍ୟବଧାନରେ ବିଭିନ୍ନ ଖାଦ୍ୟ ସହିତ ଔଷଧ ଆଦି ସରକାରଙ୍କ ପକ୍ଷରୁ ଯୋଗଇ ଦେବାର ବ୍ୟବସ୍ଥା କରାଯାଇଛି। ମାତ୍ର ଏରସମା ବ୍ଲକ…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ:ସେସୁ କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଜଗତ୍ସିଂହପୁର ଅଫିସ,୩୧ା୧୨ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସେସୁ ଜଗତ୍ସିଂହପୁର-୨ କନିଷ୍ଠ ଯନ୍ତ୍ରୀ ଦୀପ୍ତି ପ୍ରକାଶ ସ୍ବାଇଁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଭିଜିଲାନ୍ସର ୫ଟି ଦଳ ସ୍ବାଇଁଙ୍କ ଘର, କାର୍ଯ୍ୟାଳୟ ସମେତ ୫ଟି ସ୍ଥାନରେ ପୃଥକ ଭାବେ…
ଗଳାପୋଲ ଦାବିରେ ଆନ୍ଦୋଳନ ଜାରି
ଭଦ୍ରକ ଅଫିସ, ୩୧।୧୨- ଭଦ୍ରକ ରାଣୀତାଲରେ ଗଳାପୋଲ ନିର୍ମାଣ ଦାବି ନେଇ ଗତ ୨୪ ତାରିଖରୁ ଆରମ୍ଭ ହୋଇଥିବା ଆନ୍ଦୋଳନ ଜାରି ରହିଛି। ସୋମବାର ଆନ୍ଦୋଳନ ୭ମ ଦିନରେ ପହଞ୍ଚିଛି। ରାଣୀତାଲ ବିକାଶ ମଞ୍ଚ ଆହ୍ବାନରେ ଏହି ଆନ୍ଦୋଳନକୁ ସମର୍ଥନ କରୁଥିବା…
ସର୍ବଭାରତୀୟ ଚରମ୍ପା କପ୍ କ୍ରିକେଟ ଉଦ୍ଯାପିତ: ଛତିଶଗଡ଼ ଫରେଷ୍ଟ ଚାମ୍ପିୟନ
ଭଦ୍ରକ ଅଫିସ, ୩୧।୧୨- ଭଦ୍ରକ ଚରମ୍ପା ହାଇସ୍କୁଲ ପଡ଼ିଆରେ ଚାଲିଥିବା ସର୍ବଭାରତୀୟ ଚରମ୍ପା କପ୍ କ୍ରିକେଟ ଟୁର୍ନାମେଣ୍ଟ ସୋମବାର ଉଦ୍ଯାପିତ ହୋଇଯାଇଛି। ରାଉରକେଲା ଆର୍ଏସ୍ଏକୁ ପରାସ୍ତ କରି ଛତିଶଗଡ଼ ଫରେଷ୍ଟ ଚାମ୍ପିୟନ ହୋଇଛି। ଟସ୍ ଜିତି ଛତିଶଗଡ଼ ଫରେଷ୍ଟ ନିର୍ଦ୍ଧାରିତ ୩୦ଓଭରରେ…

