କଟକ ସିରିଏଲ୍ ହତ୍ୟା ଘଟଣାରେ ଗୃହସଚିବଙ୍କୁ ନୋଟିସ:କ’ଣ ପଦକ୍ଷେପ ନେଇଛ ଜଣାଅ: ହାଇକୋର୍ଟ
କଟକ ଅଫିସ, ୨୪।୯: କଟକ ସିରିଏଲ୍ ହତ୍ୟା ଘଟଣାରେ ସୋମବାର ହାଇକୋର୍ଟ ରାଜ୍ୟ ଗୃହ ସଚିବଙ୍କୁ ନୋଟିସ୍ ଜାରି କରିଛନ୍ତି। ଏହି ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତ ନାରାୟଣ ସାହୁଙ୍କ ସ୍ତ୍ରୀ ଗୀତାଞ୍ଜଳିଙ୍କ ପକ୍ଷରୁ ସିସିଟିଭି ଫୁଟେଜ ଜବତ ପାଇଁ ଆବେଦନ…
ଗ୍ରାମାଞ୍ଚଳରେ ପାନୀୟଜଳ ସମସ୍ୟା
ଝୁମ୍ପୁରା, ୨୪।୯ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ହେଉଛି ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ। ଏହି ଅଞ୍ଚଳରେ ବିଭିନ୍ନ ପ୍ରକାର ସମସ୍ୟା ଲାଗିରହିଥିବାବେଳେ ପାନୀୟଜଳ ସମସ୍ୟା ଏଠାରେ ଉତ୍କଟ ରୂପ ଧାରଣ କରିଛି। ଲୋକେ ପାନୀୟଜଳ ପାଇଁ ନାଳ, ପୋଖରୀ ସହ…
ସ୍ତ୍ରୀଙ୍କୁ ପିଟି ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ :୪ ଶିଶୁ ଏବେ ଅସହାୟ
ବଡବିଲ, ୨୪।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ଦାମୁହଟିଂରେ ସୋମବାର ଦେବକୀ ନାମ୍ନୀ ଜଣେ ମହିଳାଙ୍କ ସହ ତାଙ୍କ ସ୍ବାମୀ କାଳିଆ ଗୋପଙ୍କ ମଧ୍ୟରେ କୌଣସି କାରଣ ନେଇ ପାଟିତୁଣ୍ଡ ହୋଇଥିଲା। ଏଥିରେ କାଳିଆ ଉତ୍କ୍ଷିପ୍ତ ହୋଇ ଏକ ଏକ ପ୍ଲାଷ୍ଟିକ…
ଚାଉଳ ନ ପାଇ ତାତିଲେ ହିତାଧିକାରୀ
କପ୍ତିପଦା,୨୪ା୯(ଡି.ଏନ୍.ଏ.)- ରାସନକାର୍ଡ ସହ ଆଧାର ଲିଙ୍କ୍ରେ ବିଳମ୍ବ ଯୋଗୁ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ଲାବଣ୍ୟଦେଇପୁର ପଞ୍ଚାୟତର ଶତାଧିକ ଗ୍ରାମବାସୀ ରାସନ ସାମଗ୍ରୀ ପାଇବାରୁ ବଞ୍ଚିତ ହୋଇଛନ୍ତି। ଏହାର ପ୍ରତିବାଦରେ ସୋମବାର ଶତାଧିକ ହିିତାଧିକାରୀ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ହୋହଲ୍ଲା କରିଥିଲେ।…
କର୍ମଶାଳାରେ ହୋହଲ୍ଲା, ଅଧାରୁ ବନ୍ଦ
ବାରିପଦା ଅଫିସ,୨୪ା୯- ସମଗ୍ର ରାଜ୍ୟରେ ବିଜୁ ଜନତା ଦଳ ପକ୍ଷରୁ ସଭ୍ୟ ସଂଗ୍ରହ ଅଭିଯାନ ଚାଲିିଛି। ଏହି ପରିପ୍ରେକ୍ଷୀରେ ମୟୂରଭଞ୍ଜ ଜିଲା ବିଜେଡି ପକ୍ଷରୁ ବାରିପଦା ଷ୍ଟେସନ ବଜାର ସ୍ଥିତ ବିବାହ ମଣ୍ଡପଠାରେ ସଭ୍ୟ ସଂଗ୍ରହ ଅଭିଯାନର କର୍ମଶାଳା ସୋମବାର ଅନୁଷ୍ଠିତ…
ଶାରିଶୂଆରେ ବେଆଇନ ଖଣି ଖନନ
ଖଇରା, ୨୪।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଓ ମୟୂରଭଞ୍ଜ ଜିଲା କପ୍ତିପଦା ତହସିଲ ଅଧୀନରେ ଥିବା ଶାରିଶୂଆ ପାହାଡ଼ରେ ବେଆଇନ ଖଣି କାରବାର ଚରମ ସୀମାରେ ପହଞ୍ଚିଛି। ଖଇରା ତହସିଲ ଅଧୀନରେ ୯୭ଖଣି ମଧ୍ୟରୁ ୩୫ ଖଣି ଲିଜ୍ ନେଇଥିବା ବ୍ୟକ୍ତି…
ବର୍ଷାଜଳ ନିଷ୍କାସନ ପାଇଁ ବିଧାୟକଙ୍କ ସହ ଆଲୋଚନା
ଜଳେଶ୍ୱର,୨୪ା୯- ୨୦୧୪ ମସିହାରୁ ଜଳେଶ୍ୱର ମ୍ୟୁନିସିପାଲିଟି ହୋଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା କୌଣସି କାର୍ଯ୍ୟ ଯୋଜନା ମୁତାବକ କାର୍ଯ୍ୟକାରୀ ହୋଇପାରିନାହିଁ। ନିମ୍ନମାନର ରାସ୍ତା ନିର୍ମାଣ, ପାଣି ନିଷ୍କାସନ ରାସ୍ତାରେ ଜବରଦଖଲ କରି ଗୃହ ନିର୍ମାଣ, ରାସ୍ତା ପାର୍ଶ୍ୱରେ ଡ୍ରେନ ନ କରି…
ବିନା ଲାଇସେନ୍ସରେ ଚାଲିଛି କରତକଳ :ଧ୍ୱଂସପାଉଛି ଗ୍ରାମ୍ୟ ଜଙ୍ଗଲ
ବାଲିଆପାଳ, ୨୪ା୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ସମେତ ଗ୍ରାମାଞ୍ଚଳରେ ଛତୁ ଫୁଟିଲା ଭଳି ବିନା ଲାଇସେନ୍ସରେ ଏବେ କରତକଳମାନ ଚାଲୁଛି। ଫଳରେ ଗ୍ରାମ୍ୟଜଙ୍ଗଲ ଦିନକୁ ଦିନ ଧ୍ୱଂସ ହେବା ସହ ସମୁଦ୍ରକୂଳ ଝାଉଁ ଜଙ୍ଗଲ ଶେଷ ହେବାକୁ ବସିଲାଣି। କରତକଳଗୁଡିକୁ ବନ୍ଦ…
ସାପ କାମୁଡ଼ାରେ ମା, ପୁଅଙ୍କ ସମେତ ୩ ମୃତ, ମହିଳା ଗୁରୁତର
କୋଦଳା/ କବିସୂର୍ଯ୍ୟନଗର, ୨୪ା୯(ଡି.ଏନ.ଏ.)-ଗଞ୍ଜାମ ଜିଲାର କୋଦଳା ଓ କବିସୂର୍ଯ୍ୟନଗରରେ ରବିବାର ରାତିରେ ସାପ କାମୁଡ଼ାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। କୋଦଳା ଥାନା ବି.ନୂଆପଲ୍ଲୀ ଗ୍ରାମରେ ମା’, ପୁଅଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ମହିଳା…
ଛତ୍ରପୁର ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ବୈଠକ :ମୃତଦେହ ରଖିବାକୁ ନୂଆ ଫ୍ରିଜର, ଜେନେରେଟର ପ୍ରସ୍ତାବ
ଛତ୍ରପୁର,୨୪ା୯(ଡି.ଏନ.ଏ) -ଛତ୍ରପୁର ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ବୈଠକ ସୋମବାର ସନ୍ଧ୍ୟାରେ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଛତ୍ରପୁର ହସ୍ପିଟାଲରେ ଚାଲିଥିବା ବିଭିନ୍ନ କୋଠା ନିର୍ମାଣ କାମ ଏବଂ ଅନ୍ୟାନ୍ୟ ଖର୍ଚ୍ଚ ଓ ସମସ୍ୟା ଉପରେ ବିସୃତ ଭାବେ ଆଲୋଚନା…
ଅଟୋ ଓଲଟି ୬ ଶ୍ରମିକ ଆହତ
ହିଞ୍ଜିଳିକାଟୁ,୨୪ା୯(ଡି.ଏନ୍.ଏ.) -ହିଞ୍ଜିଳି ଥାନା ପୋଚିଲିମା ଛକରେ ସୋମବାର ସନ୍ଧ୍ୟାରେ ଭାରସାମ୍ୟ ହରାଇ ଏକ ଡ଼ାଲା ଅଟୋ ଓଲଟି ପଡ଼ିବାରୁ ଏଥିରେ ଥିବା ୬ ଜଣ ମହିଳା ଶ୍ରମିକ ଆହତ ହୋଇଛନ୍ତି। ସେମାନେ ହେଲେ ହିଞ୍ଜିଳି ଥାନା ପୋଚିଲିମା ଗ୍ରାମର ନର୍ମଦା ଦାସ…
ଖଲ୍ଲିକୋଟ କଲେଜରେ ଆର୍ଟିଓ କ୍ୟାମ୍ପ ଅଫିସ୍
ବ୍ରହ୍ମପୁର ଅଫିସ୍,୨୪ା୯-ଖଲ୍ଲିକୋଟ ସ୍ବୟଂଶାସିତ ମହାବିଦ୍ୟାଳୟ ଠାରେ ସୋମବାର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍ଟିଓ)ର ଏକ କ୍ୟାମ୍ପ ଅଫିସ୍ ଖୋଲିଛି । ବୁଧବାର ପର୍ଯ୍ୟନ୍ତ ଚାଲିିବାକୁ ଥିବା ଏହି କ୍ୟାମ୍ପ ଅଫିସ୍କୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଉଦ୍ଘାଟନ କରିଥିଲେ। ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ…
Archives


