ପ୍ରବଳ ଶୀତ, ୧୦ ଡିଗ୍ରୀ ତଳେ ୧୬ ସହରର ତାପମାତ୍ରା
ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ଏବେ ସାରା ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଅସହ୍ୟ ଜାଡ଼ରେ ଥରୁଛି ସାରା ଓଡ଼ିଶା। ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ କେଉଁଠାରେ ବି ଶୀତରୁ ଲୋକଙ୍କୁ ନିସ୍ତାର ମିଳୁନାହିଁ। ଅନ୍ୟପକ୍ଷରେ ସୋମବାର ରାଜ୍ୟର ୧୬ଟି ସହରର…
କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଜଗତ୍ସିଂହପୁର ଅଫିସ୍, ୩୦।୧୨:-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଗତ୍ସିଂହପୁର ସେସୁ ଜେଇ-୨ ଦୀପ୍ତି ପ୍ରକାଶ ସ୍ବାଇଁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଦୀପ୍ତିଙ୍କ ବିସିପାତଳସ୍ଥିତ ପୈତୃକ ବାସଭବନ, ଗୋପାଳ ସାଗର ନୂଆ ଘର, ଶ୍ୱଶୁର ଘର, ସେସୁ ଅଫିସ ସହିତ…
ଟ୍ରକ୍କୁ ଧକ୍କା ଦେଲା କୁକୁଡ଼ା ବୋଝେଇ ଗାଡି: ଜଣେ ମୃତ
ବଅଁରପାଳ,୩୦।୧୨(ଡି.ଏନ.ଏ): ଅନୁଗୋଳ ଜିଲା ତାଳଚେର ବାଇପାସ ନିକଟରେ ଏକ ଦୁର୍ଘଟଣା ଘଟିଛି। ସୋମବାର ଭୋର ସମୟରେ ୧୪୯ ନମ୍ବର ଜାତୀୟ ରାଜପଥର ଗୋମତରା ନିକଟ ପେଟ୍ରୋଲ ଟାଙ୍କିଠାରେ ଏକ ଚଳନ୍ତା ଟ୍ରକ୍କୁ ଏକ କୁକୁଡ଼ା ବୋଝେଇ ଗାଡି ଧକ୍କା ଦେଇଛି। ଫଳରେ…
ଭିଜିଲାନ୍ସ ଜାଲରେ ରେଞ୍ଜର
ଧର୍ମଗଡ,୩୦।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବନ ବିଭାଗ ରେଞ୍ଜର ଲକ୍ଷ୍ମଣ ଶବରଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଲକ୍ଷ୍ମଣଙ୍କ ପୈତୃକ ଘର ଲଡୁଗାଁ, ଶ୍ୱଶୁର ଘର ତୁନଗାଁରେ ଏକକାଳୀନ ଚଢାଉ ଜାରି ରହିଥିବାବେଳେ ଜୁନାଗଡ ରେଞ୍ଜ ଅଫିସରେ ଗୋଟିଏ ଟିମ୍ ଚଢାଉ…
ରାସ୍ତାକଡରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ସନ୍ଦେହ
ଆନନ୍ଦପୁର,୩୦।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ୫୩ ନଂ ରାଜ୍ୟ ରାଜପଥର କୋଡପଡା ଛକ ଠିକ୍ ପୂର୍ବରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଜଣଙ୍କ ହେଉଛନ୍ତି ନିକଟସ୍ଥ ଗୌଡଡିହା ଗ୍ରାମର ସନାତନ ପାତ୍ର(୫୮)। ମୃତକ ସନାତନଙ୍କ ପୁଅ ମାନସଙ୍କ…
ଦୁର୍ଘଟଣାରେ ବାଇକ୍ ଚାଳକଙ୍କ ଜୀବନଗଲା
ରାୟଗଡ଼ା ଅଫିସ, ୨୯।୧୨: ରାୟଗଡ଼ାର ଗଜପତି ଛକରେ ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକରେ ଧକ୍କା ହୋଇ ବାଇକ ଚାଳକଙ୍କ ମୃତ ହୋଇଛି । ମୃତକ ଜଣକ ହେଲେ କୋଲନରାର ହାରକା ରାଜା। ନିଜ ବନ୍ଧୁଙ୍କ ସହ କୌଣସି କାମରେ ରାୟଗଡ଼ା…
ଚିଲିକା ଭ୍ରମଣରେ ଲକ୍ଷାଧିକ ପର୍ଯ୍ୟଟକଙ୍କ ଭିଡ଼; ଡଙ୍ଗା ନ ପାଇ ନିରାଶରେ ଫେରିଲେ
ବାଲୁଗାଁ, ୩୦ା୧୨(ଡି.ଏନ.ଏ.): ନୂତନବର୍ଷର ଆଗମନ ସଙ୍ଗେ ସଙ୍ଗେ ବିଦାୟବର୍ଷର ଶେଷ ରବିବାର ଚିଲିକା ପରିଭ୍ରମଣରେ ଲକ୍ଷାଧିକ ପର୍ଯ୍ୟଟକଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। ଚିଲିକା ମଧ୍ୟରେ ଥିବା ମା’ କାଳିଜାଈଙ୍କ ପୀଠ, ପକ୍ଷୀ ଅଭୟାରଣ୍ୟ ନଳବଣ ସମେତ ମା’ ନାରାୟଣୀ ପୀଠ, ବାଣପୁରସ୍ଥିତ…
ସିଂହଦ୍ୱାର ସୌନ୍ଦର୍ଯ୍ୟକରଣ କାମ ଦେଖିଲେ ମୁଖ୍ୟ ପ୍ରଶାସକ; ନୂଆ ପାଦ ପ୍ରକ୍ଷାଳନ କାମ ଆରମ୍ଭ
ପୁରୀ ଅଫିସ,୩୦।୧୨: ସିଂହଦ୍ୱାରରେ ସୌନ୍ଦର୍ଯ୍ୟକରଣ କାମ ଦ୍ରୁତଗତିରେ ଚାଲିଛି। ରବିବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଏହି ସୌନ୍ଦର୍ଯ୍ୟକରଣ କାମ ବୁଲି ଦେଖିଛନ୍ତି। ସେହିପରି ନୂଆ ପାଦ ପ୍ରକ୍ଷାଳନ କାମ ବି ଆରମ୍ଭ ହୋଇଛି। ଆସୁଛି ନୂଆବର୍ଷ। ପୁରୀକୁ…
ରାସ୍ତାରେ ଢ଼େଉ ମାରୁଛି ଡ୍ରେନ୍ପାଣି
ଚୌଦ୍ୱାର,୩୦।୧୨(ଡି.ଏନ.ଏ): ୫୫ ନମ୍ବର ଜାତୀୟ ରାଜପଥକୁ ସଂଯୋଗ କରୁଥିବା କଳିଙ୍ଗ ଛକ-ଶଙ୍କରପୁର ରାସ୍ତାର କଳିଙ୍ଗଛକ ନିକଟରେ ରାସ୍ତାରେ ହମ୍ପ୍ସ ନିର୍ମାଣ ଯୋଗୁ ଆଖପାଖ ରାସ୍ତାରେ ନିୟମିତ ପାଣି ଜମି ରହୁଥିବା ଦେଖିବାକୁ ମିଳିଛି । ରାସ୍ତାରେ ଭାରିଯାନ ସବୁବେଳେ ଚଳାଚଳ କରିଥାଏ।…
ଆର୍ଆଇ ଧରିଲେ ପଥର ଟ୍ରକ୍
ଖୁଣ୍ଟୁଣୀ,୨୯ା୧୨(ଡି.ଏନ.ଏ): ରବିବାର ରାତି ପ୍ରାୟ ୯ଟା ବେଳେ ଗୁରୁଡ଼ଝାଟିଆ ରାଜସ୍ବ ନିରୀକ୍ଷକ ସୁଚନ୍ଦ୍ର ମହାନ୍ତି ୪ଟି ଚୋରା ମାଙ୍କଡ଼ା ପଥର ଟ୍ରକ ଧରିଥିଲେ। ଏହି ଟ୍ରକ୍ଗୁଡ଼ିକ ଢ଼େଙ୍କାନାଳ ଜିଲା ବଳଦିଆବନ୍ଧରୁ ଆସୁଥିବା ଖବର ପାଇ ରାଜସ୍ବ ନିରୀକ୍ଷକ ମହାନ୍ତି ନିଜେ ରାସ୍ତାରେ…
ପେଟ୍ରୋଲ୍ ପମ୍ପ ମାଲିକଙ୍କୁ ଗୁଳିମାଡ଼
ବ୍ରହ୍ମଗିରି,୩୦।୧୨(ଡି.ଏନ.ଏ): ପୁରୀ ଜିଲା ସତ୍ୟବାଦୀ ଥାନା ଅର୍ନ୍ତଗତ ସାକ୍ଷୀଗୋପାଳ-ଅଳଗୁମା ରାସ୍ତାର ପୁରୁଣା ସୋମେଶ୍ୱରପୁର ଛକ ନିକଟରେ ସୁଜାତା ପେଟ୍ରୋଲ୍ ପମ୍ପରେ ରବିବାର ରାତିରେ ଗୁଳିକାଣ୍ଡ ଘଟିଛି। ଲୁଟ୍ ଉଦ୍ଧେଶ୍ୟରେ ଦୁର୍ବୃତ୍ତମାନେ ପମ୍ପ ମାଲିକ ଶ୍ରୀକାନ୍ତରଥଙ୍କ ଉପରକୁ ଗୁଳିମାଡ଼ କରିଛନ୍ତି। ପେଟରେ ଗୁଳି…
ନିମାପଡ଼ାରେ ଟ୍ରାଫିକ ଯନ୍ତ୍ରଣା: ରୋଗୀ, ପର୍ଯ୍ୟଟକ ସମସ୍ତେ ଅଟକ
ନିମାପଡ଼ା,୩୦।୧୨(ଡି.ଏନ୍.ଏ): ନିମାପଡ଼ାରେ ଟ୍ରାଫିକ ଯନ୍ତ୍ରଣା ବଢ଼ିବାରେ ଲାଗିଛି। ନିତି ବହୁ ସଂଖ୍ୟାରେ ଯାନବାହାନ ଟ୍ରାଫିକ ଜାମ୍ ଯୋଗୁ ଅଟକି ରହୁଛି। ପର୍ଯ୍ୟଟକବାହୀ ଯାନ ହେଉ ଅବା ଆମ୍ବୁଲାନ୍ସ, ସମସ୍ତେ ଏହି ଟ୍ରାଫିକ୍ରେ ଫଶିରହୁଛନ୍ତି। କୋଣାର୍କ, ଅସ୍ତରଙ୍ଗ ଏବଂ କାକଟପୁର ଯିବା ଆସିବା…

