ଜିରୋ ଆଓ୍ବାର ପାଳନ ପ୍ରସ୍ତୁତି ଜୋର୍ଦାର: ବଲିଉଡ ଗାୟକଙ୍କ ସହ ରସିଆନ୍ ବେଲି ଡ୍ୟାନ୍ସ
କଟକ ଅଫିସ, ୩୦।୧୨- ବୁଧବାର ନୂଆବର୍ଷ। ପୁରୁଣା ବର୍ଷକୁ ବିଦାୟ ଦେବା ସହ ନୂତନ ବର୍ଷକୁ ଧୁମ୍ଧାମ୍ରେ ସ୍ବାଗତ କରିବେ ସହରବାସୀ। ଏଥିପାଇଁ କଟକର ବିଭିନ୍ନ କ୍ଲବରେ ଜୋର୍ଦାର୍ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଭିନ୍ନ କ୍ଲବ୍ରେ ବଲିଉଡ ଗାୟକଙ୍କ ସଙ୍ଗୀତ ସହ…
ଆଦିବାସୀଙ୍କ ସ୍ବପ୍ନରେ ସୀମିତ ରହିଯାଉଛି ଆବାସ
ଦଶମନ୍ତପୁର,୩୦।୧୨(ଡି.ଏନ୍.ଏ.) କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପରଜା ବେଡ଼ାପଦର ପଞ୍ଚାୟତରେ ଆବାସ ଯୋଜନାରେ ହୋଇଥିବା ଦୁର୍ନୀତିର ଗୁମର ଧୀରେଧୀରେ ଖୋଲିବାରେ ଲାଗିଛି। ଏହି ଅଞ୍ଚଳର ଆବାସ ଘର ନିର୍ମାଣ କାମ ସଲାସୁତୁରାରେ ଠିକାଦାରଙ୍କ ହାତକୁ ଯାଉଛି। କିନ୍ତୁ କେଉଁଠି ହିତାଧିକାରୀଙ୍କ…
ଓଡ଼ିଶା ଆଇନଜୀବୀ ସଂଘର ୪୮ତମ ବାର୍ଷିକ ସମ୍ମିଳନୀ ଉଦ୍ଘାଟିତ: ସମାଜର ମଙ୍ଗଳ ପାଇଁ ଏକାଠି ହେବାକୁ ଆହ୍ବାନ
ବନ୍ତଳା,୩୦।୧୨(ଡି.ଏନ.ଏ.) – ଅନୁଗୋଳ ବାର୍ ଆସୋସିଏଶନ ନେତୃତ୍ୱରେ ଓଡ଼ିଶା ଆଇନଜୀବୀ ସଂଘର ୪୮ତମ ବାର୍ଷିକ ସମ୍ମିଳନୀ ରବିବାର ଅନୁଗୋଳ ଷ୍ଟାଡିୟମଠାରେ ଉଦ୍ଘାଟିତ ହୋଇଯାଇଛି। ଓଡ଼ିଶା ଆଇନଜୀବୀ ସଂଘ ସଭାପତି ଜ୍ଞାନ ରଞ୍ଜନ ମହାନ୍ତି ଏଥିରେ ସଭାପତିତ୍ୱ କରିଥିଲେ। ଅଭ୍ୟର୍ଥନା କମିଟି ଚେୟାରମ୍ୟାନ…
ପାହାଡ଼ ଉପରେ ମାଫିଆଙ୍କ ଲୋଲୁପ ଦୃଷ୍ଟି
ଜୟପୁର,୩୦।୧୨(ଡି.ଏନ୍.ଏ.) ଜୟପୁର ସହର ଉପକଣ୍ଠରୁ ମାତ୍ର ୩ କିମି ଦୂର ବାରିଣିପୁଟ ନିକଟସ୍ଥ ମହୁଲଭଟ୍ଟା ରାସ୍ତାରେ ଥିବା ପାହାଡ଼ରୁ ମୋରମ ଓ ମାଟି ବେଆଇନ ଚାଲାଣ କରାଯାଉଛି। ରାଜସ୍ବ ବିଭାଗ ଅଧୀନରେ ଥିବା ଏହି ପାହାଡ଼ରୁ ମାଟି ଓ ମୋରମ କେବଳ…
ତାପମାତ୍ରା ୪.୬, ଥରୁଛି ଅନୁଗୋଳ
ବନ୍ତଳା,୩୦।୧୨(ଡି.ଏନ.ଏ.) – ଅନୁଗୋଳ ଜିଲାରେ ଶୀତ ଲହରି ଜାରି ରହିଛି। ଶନିବାର ଜିଲାର ତାପମାତ୍ରା ରେକର୍ଡ ସ୍ତର ୩.୪କୁ ଖସି ଆସିଥିବା ବେଳେ ରବିବାର ତାହା ୪.୬ ଥିବା ଜଣାପଡ଼ିଛି। ଫଳରେ ଜିଲାବାସୀ ଶୀତରେ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳିଛି। ଦିନତମାମ…
କଟାଗଲା ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଗଛ
ବନ୍ତଳା, ୩୦।୧୨ (ଡି.ଏନ୍.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ବେଆଇନ ଭାବେ ଚାଲିଛି ଗଞ୍ଜେଇ ଚାଷ। କୌଣସି ସୂତ୍ରରୁ ଏସ୍ପି ଜଗମୋହନ ମୀନା ଖବରପାଇ ଜିଲା ଭଲ୍ୟୁଣ୍ଟାରି ଫୋର୍ସ ଓ ପୁରୁଣାକୋଟ ପୋଲିସ ସହାୟତାରେ ବଲଙ୍ଗ ପଞ୍ଚାୟତର ଲବଙ୍ଗୀ…
ବଢ଼ୁଛି କିଡ୍ନୀ ରୋଗୀଙ୍କ ସଂଖ୍ୟା: ବର୍ଷକରେ ଗଲାଣି ୬ ଜୀବନ
ବଅଁରପାଳ, ୩୦।୧୨ (ଡି.ଏନ୍.ଏ.) – ବଅଁରପାଳ ବ୍ଲକ ବଳରାମପ୍ରସାଦ ବଡ଼ତଇଳା ସାହିରେ କିଡ୍ନୀ ରୋଗୀଙ୍କ ସଂଖ୍ୟ ବୃଦ୍ଧି ପାଇବାରେ ଲାଗିଛି। ବର୍ଷକ ମଧ୍ୟରେ ୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଏବେ ୧୦ରୁ ଊର୍ଦ୍ଧ୍ୱ ଏହି ରୋଗରେ ଚିକିତ୍ସାଧୀନ ଅଛନ୍ତି। ତେବେ ଏ…
କପିଳାସ ନାଟ୍ୟ ମହୋତ୍ସବ ଉଦ୍ଯାପିତ: ଅଭିଜ୍ଞତାର ବନ୍ଧନ କଥା ‘ଚରନ୍ ଏ ସୋମୋୟେ’
ଢେଙ୍କାନାଳ ଅଫିସ,୩୦ା୧୨ – ଢେଙ୍କାନାଳ କଳାପରିଷଦ ଅନୁଷ୍ଠାନ ପକ୍ଷରୁ ସ୍ଥାନୀୟ ମିନି ଷ୍ଟାଡିୟମସ୍ଥିତ ଗଜଲକ୍ଷ୍ମୀ କଳାମଣ୍ଡପଠାରେ ୫ଦିନ ବ୍ୟାପୀ ଅନୁଷ୍ଠିତ ହେଉଥିବା ଜାତୀୟ ବହୁଭାଷୀ କପିଳାସ ନାଟ୍ୟ ମହୋତ୍ସବ ରବିବାର ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ ସନ୍ଧ୍ୟାରେ କଲିକତାର ବିଭବ ନାଟ୍ୟ ଏକାଡେମୀ…
ଫୁଲବାଣୀରେ ୫, ଦାରିଙ୍ଗବାଡ଼ିରେ ୫.୫ ଡିଗ୍ରୀ ତାପମାତ୍ରା
ଫୁଲବାଣୀ ଅଫିସ, ୩୦ା୧୨-କନ୍ଧମାଳ ଜିଲାରେ ଅଥୟ ହେଲାଣି ଶୀତ। ସକାଳଠୁ ରାତି ପର୍ଯ୍ୟନ୍ତ ଶୀତ ପ୍ରକୋପରେ ଲୋକେ ନାହିଁ ନ ଥିବା ଯନ୍ତ୍ରଣା ଭୋଗୁଛନ୍ତି। ଗତ ଦୁଇଦିନ ଧରି ଶୀତ ପ୍ରକୋପ ଏତେ ବଢ଼ିଛି ଯେ, ରାସ୍ତାରେ ଗଲେ ମୁହଁ, ଗୋଡ,…
ସୂଚନା କର୍ମୀ ଅଭିମନ୍ୟୁ ହତ୍ୟା ଘଟଣା: ମାଷ୍ଟରମାଇଣ୍ଡଙ୍କ ସହ ୫ ଗିରଫ
ଫୁଲବାଣୀ ଅଫିସ, ୩୦ା୧୨- କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ଘଟଣାର ଫର୍ଦ୍ଦାଫାସ କରିଛି ପୋଲିସ। ପୂର୍ବ ଶତ୍ରୁତା ହିଁ ହତ୍ୟାକାଣ୍ଡରେ ମୁଖ୍ୟ କାରଣ ବୋଲି ରବିବାର ଏସ୍ପି ପ୍ରତୀକ ଗୀତା ସିଂ ବାଲିଗୁଡାରେ…
ଓଡ଼ିଶା ଭାରୋତ୍ତୋଳନ ଚାମ୍ପିୟନଶିପ
ବ୍ରହ୍ମପୁର ଅଫିସ,୩୦ା୧୨-ଗଞ୍ଜାମ ଜିଲା ଭାରୋତ୍ତଳନ ସଂଘ ପକ୍ଷରୁ ୬୭ତମ ବରିଷ୍ଠ ପୁରୁଷ ଓ ୩୫ତମ ବରିଷ୍ଠ ମହିଳା ଓଡିଶା ଭାରୋତ୍ତୋଳନ ଚାମ୍ପିୟନଶିପ ରବିବାର ଅନୁଷ୍ଠିତ ହୋଇଯାଇଛି ା ଖାସ୍ପା ସାହିସ୍ଥିିତ କନ୍ୟକା ପରମେଶ୍ୱରୀ ମନ୍ଦିର ପରିସରରେ ଆୟୋଜିତ ଏହି ପ୍ରତିଯୋଗିତାକୁ ବ୍ରହ୍ମପୁର…
ବାଇକ୍ରୁ ଖସି ଯୁବତୀଙ୍କ ମୃତ୍ୟୁ
ବ୍ରହ୍ମପୁର ଅଫିସ,୩୦ା୧୨-ବାଇକ୍ରୁ ଖସିପଡ଼ି ଗୁରୁତର ଆହତ ହୋଇଥିବା ଜଣେ ଯୁବତୀଙ୍କ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ରାତିରେ ମୃତ୍ୟୁ ଘଟିଛି। ସେ ହେଲେ ବଡ଼ଗଡ଼ ଥାନା ଅନ୍ତର୍ଗତ ରାଇବନ୍ଧ ଗ୍ରାମର ରାଜଲଷ୍ମୀ ଗୌଡ଼। ମେଡିକାଲ ଫାଣ୍ଡି ପୋଲିସ ରବିବାର…

