କୁଲଡ଼ିହାରେ ମାଈହାତୀର ମୃତଦେହ ଠାବ
ସଜନାଗଡ଼, ୨୯।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲିଡ଼ିହା ଅଭୟାରଣ୍ୟରେ ରବିବାର ସକାଳେ ଏକ ମାଈହାତୀର ମୃତଦେହ ଠାବ କରାଯାଇଛି। ହାତୀଟି ୩/୪ ଦିନ ପୂର୍ବରୁ ମୃତ୍ୟୁବରଣ କରିଥିବା ଅନୁମାନ କରାଯାଉଛି। ଅଭୟାରଣ୍ୟରେ ପ୍ରତିଦିନ ବନବିଭାଗ ପକ୍ଷରୁ ପାଟ୍ରୋଲିଂ କରାଯାଉଥିବା ବେଳେ ହାତୀର…
୩ ବଖରା ଜଳିଗଲା
ଦିଗପହଣ୍ଡି,୨୯ା୧୨(ଡି.ଏନ୍.ଏ.)- ଦିଗପହଣ୍ଡି ବ୍ଲକ ଖମାରୀଗଁାରେ ରବିବାର ପୂର୍ବାହ୍ନ ପ୍ରାୟ ୧୧ଟାରେ ଅଗ୍ନିକାଣ୍ଡ ଘଟି ବାବୁ ଗୌଡ ଓ ନାରାୟଣ ଗୌଡଙ୍କ ୩ ବଖରା ଜଳିଯାଇଛି। ଦିଗପହଣ୍ଡି ଅଗ୍ନିଶମ ଅଧିକାରୀ ପ୍ରଫୁଲ୍ଲ ବେହେରା ଓ ବଳରାମ ବେହେରାଙ୍କ ନେତୃତ୍ୱରେ କର୍ମଚାରୀମାନେ ପହଞ୍ଚତ୍ ନିଅଁା…
ଦାଦାବଟି ଲାଗି ମାଡ଼ ମାରିବା ଘଟଣା: ୪ ଅଭିଯୁକ୍ତ କୋର୍ଟ ଚାଲାଣ
ଭବାନୀପାଟଣା,୨୯।୧୨(ଡି.ଏନ୍.ଏ.): କଳାହଣ୍ଡି ଜିଲା ଜୟପାଟଣା ଥାନା ବଡ଼କୁଟରୁ ଫାଣ୍ଡି ଅନ୍ତର୍ଗତ ବର୍ଚ୍ଛି ଛକ ନିକଟରେ ଦାଦାବଟି ଲାଗି ବିହାରୀ ଶ୍ରମିକଙ୍କୁ ସ୍ଥାନୀୟ ଯୁବକମାନେ ଗତ ୨୪ ତାରିଖ ରାତିରେ ଦଳଗତ ଆକ୍ରମଣ କରିଥିଲେ। ଏହି ଘଟଣାରେ ପୋଲିସ ୫ ଜଣ ଅଭିଯୁକ୍ତ…
ଶ୍ରୀମନ୍ଦିର ଓ୍ବାଚ୍ ଟାଓ୍ବାରରେ ଚଢି ଫଟୋ ଉଠାଇଲେ ବିଦେଶିନୀ, ଭିଡିଓ ଭାଇରାଲ
ପୁରୀ ଅଫିସ,୨୯।୧୨: ନୂଆବର୍ଷ ପାଇଁ ପୁରୀ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡାକଡି ହୋଇଥିବା କୁହାଯାଉଛି। ହେଲେ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଢିଲା ଥିବା ରବିବାର ଏକ ଭାଇରାଲ ଭଡିଓରୁ ସ୍ପଷ୍ଟ ହୋଇଛି। ମନ୍ଦିରର ଉତ୍ତର-ପଶ୍ଚିମ…
ବ୍ଲକର ଜମାଖାତାରୁ ଟଙ୍କା ଗାଏବ: ବ୍ୟାଙ୍କ ମ୍ୟାନେଜର ସହ ୩ ଗିରଫ, ୬ ମାସରେ ୧୨ ଲକ୍ଷ ୪୭ ହଜାର କରିଥିଲେ ଠକେଇ
ସମ୍ବଲପୁର,୨୯।୧୨(ବ୍ୟୁରୋ): ସମ୍ବଲପୁର ଜିଲା ଠେଲକୋଲି ଥାନା ଆଇସିଆଇସିଆଇ ବ୍ୟାଙ୍କ ବାମଲୋଇ ଶାଖାରେ ରେଙ୍ଗାଲି ବ୍ଲକର ଜମାଖାତାରୁ ଟଙ୍କା ଠକେଇ ହୋଇଛି। ବିଭିନ୍ନ ଯୋଜନାରେ ଥିବା ପେନ୍ସନ ଟଙ୍କାରୁ ୬ ମାସ ଭିତରେ ପ୍ରାୟ ୧୨ ଲକ୍ଷ ୪୭ ହଜାର ୭୦ ଟଙ୍କା…
ମହିଳାଙ୍କଠାରୁ ୪୦ ହଜାର ଟଙ୍କା ଲୁଟ୍ ଘଟଣା: ୩ ମାସ ପରେ ୨ କୋର୍ଟ ଚାଲାଣ
ବଡ଼ବିଲ,୨୯।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଭଦ୍ରାସାହି ଷ୍ଟେଟ୍ବ୍ୟାଙ୍କ ଶାଖାରୁ ଜଣେ ମହିଳା ୪୦ ହଜାର ଟଙ୍କା ଉଠାଣ କରି ଫେରୁଥିବା ବେଳେ ଲୁଟ୍ ହୋଇଥିଲା। ଏହି ଘଟଣାର ୩ ମାସ ପରେ ଏଥିରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ ପୋଲିସ…
ବଡ଼ବିଲରେ ତାପମାତ୍ରା ସର୍ବନିମ୍ନ ୪ ଡିଗ୍ରୀ ତଳକୁ ଖସିଲା
ବଡ଼ବିଲ,୨୯।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ତାପମାତ୍ରା ହ୍ରାସ ପାଇ ପାରଦ ସର୍ବନିମ୍ନ ୪ ଡିଗ୍ରୀକୁ ଖସିଆସିଛି। ପୌରାଞ୍ଚଳର ଉପକଣ୍ଠ ତଥା ଆଖପାଖ ଅଞ୍ଚଳରେ ଥିବା ବେଲକୁଣ୍ଡି ରାସ୍ତା, ଡ୍ୟାମ୍ ରୋଡ୍, ଠାକୁରାଣୀ, ସୟାବାଲି, ହାୟାରବୁରୁ, ବଲାଣୀ, କିରିବୁରୁ ଓ ନାଲଦା ଆଦି…
ଗାୟକ ହେବେ ତାରା: ‘ଛି ଛି’ ଗୀତରେ ସରକାରଙ୍କୁ କରିବେ ଟାର୍ଗେଟ
ଜୟପୁର,୨୯।୧୨(ଡି.ଏନ୍.ଏ.): ଜୟପୁରରୁ ନେଇ ଭୁବନେଶ୍ୱର, ସବୁଠି ରହିଛି ତାରାପ୍ରସାଦ ବାହିନୀପତିଙ୍କ ଦବ୍ଦବା। ପୋଲିସରୁ ନେତା ସାଜିଥିବା ତାରା ନିଜର ଅଜବ ଓ ଖିଆଲି ଅନ୍ଦାଜ ପାଇଁ ସବୁବେଳେ ଚର୍ଚ୍ଚାରେ ରହି ଆସିଛନ୍ତି। ଅନେକ ସମୟରେ ଡିଜେର ତାଳେ ତାଳେ ସେ ମଞ୍ଚ…
୩ ସମବାୟ ସମିତି ଜରିଆରେ ୧ ଲକ୍ଷ ୩୦ ହଜାର ୮୮୫ କ୍ୱିଣ୍ଟାଲ ଧାନ କ୍ରୟ
କର୍ଲାମୁଣ୍ଡା,୨୯।୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସମବାୟ ସମିତି ମଣ୍ଡିରେ ଚାଷୀଙ୍କ ଧାନ ପଡ଼ି ରହିଥିବା ଦେଖିବାକୁ ମିଳିଛି। ଏହି ବ୍ଲକର କର୍ଲାମୁଣ୍ଡା ସମବାୟ ସମିତି, ଯୋରାଡବ୍ରା ସମବାୟ ସମିତି ଓ ଜୟ ମା’ ଦୁର୍ଗା ସ୍ବୟଂ ସହାୟକ ଦଳ,…
ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ କାନ୍ଥ ଖୋଳି ଚୋରି ଉଦ୍ୟମ
ଭଣ୍ଡାରିପୋଖରୀ,୨୯।୧୨(ଡି.ଏନ୍.ଏ.) : ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବଜାରଠାରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ କାନ୍ଥ ଖୋଳି ଶନିବାର ବିଳମ୍ବିତ ରାତିରେ ଡକାୟତି ଉଦ୍ୟମ ହୋଇଥିବାବେଳେ ବ୍ୟାଙ୍କକୁ ଲାଗିଥିବା ସାବିତ୍ରୀ ପଲ୍ୟୁସନ୍ ଟେଷ୍ଟ ସେଣ୍ଟରର ବାଥ୍ରୁମ୍ ଗ୍ରୀଲ କାଟି ଭିତରେ ପଶି ଦୁର୍ବୃତ୍ତମାନେ…
ନିର୍ମାଣ ସମୟରେ ଭାଙ୍ଗିଲା ରେଲ୍ଓ୍ବେ ଓଭରବ୍ରିଜ୍
ବାଲେଶ୍ୱର ଅଫିସ,୨୯।୧୨: ବାଲେଶ୍ୱର ସହର ସଭାରାମପୁର ରେଲ୍ଓ୍ବେ ଗେଟ୍ ପାଇଁ ନବନିର୍ମିତ ଓଭରବ୍ରିଜ୍ ସଂଲଗ୍ନ ୫ଟି ବିମ୍ ରବିବାର ସକାଳେ ତଳକୁ ଖସି ପଡ଼ିଛି। ମାତ୍ର ଦୁର୍ଘଟଣାରେ କୌଣସି କ୍ଷୟକ୍ଷତି ହୋଇନାହିଁ। କାର୍ଯ୍ୟ ସମୟରେ ବିଭାଗ ପକ୍ଷରୁ ରେଳ ଚଳାଚଳ ବନ୍ଦ…
ଆଜିଠୁ ଭିତରକନିକାରେ ବଉଳା କୁମ୍ଭୀର ଗଣନା ଆରମ୍ଭ
ରାଜନଗର,୨୯।୧୨(ଡି.ଏନ୍.ଏ.): ସରୀସୃପଙ୍କ ନନ୍ଦନକାନନ କୁହାଯାଉଥିବା ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ରବିବାରଠାରୁ ବଉଳା କୁମ୍ଭୀର ଗଣନା ଆରମ୍ଭ ହେଇଛି। ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ କେଉଁ ଅନାଦି କାଳରୁ ବସବାସ କରି ଆସୁଥିବା ବଉଳା କୁମ୍ଭୀରମାନଙ୍କ ଗଣନା ସହିତ…

