ପାଇକ ବିଦ୍ରୋହକୁ ମନେପକାଇଲା ସାମରିକ କଳାପ୍ରଦର୍ଶନ
ବୋଲଗଡ,୨୯ା୧୨(ଡି.ଏନ.ଏ): ବୋଲଗଡ ଷୋଡଶତମ ବୋଲଗଡ ମହୋତ୍ସବ ଆଶା ୨୦୧୯ ଶନିବାର ତୃତୀୟ ସଂନ୍ଧ୍ୟାରେ ପ୍ରବଳ ଶୀତ ସ୍ବତ୍ୱେ ଅଧିକ ସଂଖ୍ୟାରେ ଦର୍ଶକ ମାନଙ୍କର ସମାଗମ ହୋଇଥିଲା । ଏହି ସଂନ୍ଧ୍ୟାରେ ମହୋତ୍ସବର ମୁକ୍ତାକାଶ ମଂଚଞ୍ଚରେ ପରିବେଷିତ ସଂସ୍କୃତିକ କାର୍ଯ୍ୟକ୍ରମ ନୃତ୍ୟଗୀତ ,ମଡର୍ଣ୍ଣଡ୍ୟାନ୍ସ,ଲୋକନୃତ୍ୟ,ପାଇକ…
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବଢୁଛି ଦୁର୍ନୀତି: ସ୍ବଚ୍ଛଳଙ୍କୁ ମିଳୁଛି, ଗୃହହୀନଙ୍କୁ ନାହିଁ
ଖୋର୍ଦ୍ଧା ଅଫିସ,୨୯ା୧୨: ଖୋର୍ଦ୍ଧା ଜିଲାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ବଢ଼ିବାରେ ଲାଗିଛି। ବେଗୁନିଆ ବ୍ଲକର ଗଡମାଣତୀର, ପୋଡାଡିହ ପଞ୍ଚାୟତରେ ଆବାସ ଦୁର୍ନୀତି ପର୍ଦ୍ଦାଫାଶ ହେବା ପରେ ମଧ୍ୟ ପୂର୍ବବତ କାର୍ଯ୍ୟାଦେଶ ପ୍ରଦାନ ବେଳେ ସବୁ ନିୟମକୁ ଅଣଦେଖା କରାଯାଉଛି। ସ୍ବଚ୍ଛଳଙ୍କୁ…
ଉଦ୍ଯାପିତ ହେଲା ନୟାଗଡ଼ ଜିଲା ମହୋତ୍ସବ
ନୟାଗଡ଼ ଅଫିସ,୨୯।୧୨- ୫ ଦିନ ଧରି ସ୍ଥାନୀୟ ଖେଳପଡ଼ିଆରେ ଚାଲି ଆସୁଥିବା ନୟାଗଡ଼ ଜିଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ୨୦୧୯ର ଶନିବାର ଉଦ୍ଯାପିତ ହୋଇଛି। ଜିଲାପାଳ ଡା. ପୋମା ଟୁଡ଼ୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍ଯାପନୀ ଉତ୍ସବରେ ଜଙ୍ଗଲ, ପରିବେଶ ଓ…
ସାରସ୍ବତ ବାତାୟନର ସାହିତ୍ୟ ଆସର: ପାଠାଗାର ଗରିଷ୍ଠ ହେଲେ ବିଭେଦକାରୀ ଶକ୍ତି ଦୁର୍ବଳ ହେବ
ଜଗତସିଂହପୁର ଅଫିସ,୨୯ା୧୨: ସମ୍ପ୍ରତ୍ତି ପାଠାଗାର ଆନ୍ଦୋଳନକୁ ଗଣ ଆନ୍ଦୋଳନରେ ପରିଣତ କରିବାକୁ ପଡିବ। କାରଣ ପାଠାଗାର ଗରିଷ୍ଠ ହେଲେ ବିଭେଦକାରୀ ଶକ୍ତିଗୁଡିକ ଦୁର୍ବଳ ହେବ। ଯେଉଁ ଦେଶର ସଂସ୍କୃତି ଯେତେ ପରିପୃଷ୍ଠ ସେ ଦେଶ ସେତିକି ସମୃଦ୍ଧ। ଜର୍ମାନୀର ସଂସ୍କୃତି ପାଠାଗାର…
ଦିଲ୍ଲୀ ରାଜପଥ ପରେଡରେ ଯୋଗଦେବେ ଓଡ଼ିଶାର ୧୧୧ ଛାତ୍ରୀଛାତ୍ର, ଜଗତ୍ସିଂହପୁର ଜିଲାରୁ ୪ ଛାତ୍ରୀ ସାମିଲ
ପାରାଦୀପ,୨୯ା୧୨(ସ୍ବ.ପ୍ର.): ୨୦୨୦ ଜାନୁୟାରୀ ୨୬ ସାଧାରଣ ତନ୍ତ୍ରଦିବସ ଉପଲକ୍ଷେ ହେବାକୁ ଥିବା ରାଜପଥ ପରେଡ ଓ ଗାର୍ଡ ଅଫ ହନର ପାଇଁ ଓଡ଼ିଶାରୁ ୧୧୧ଜଣ ଛାତ୍ରୀଛାତ୍ର ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି। ସେଥିରେ ଜଗତ୍ସିଂହପୁର ଜିଲାରୁ ୪ଜଣ ଛାତ୍ରୀଙ୍କୁ ସାମିଲ କରାଯାଇଛି।…
ଶିଆଳି ବେଳାଭୂମିକୁ ପ୍ରଦୂଷିତ କରୁଛି କଇଁଛଙ୍କ ମୃତଦେହ, ନିରାଶ ହୋଇ ଫେରୁଛନ୍ତି ପର୍ଯ୍ୟଟକ
ଏରସମା,୨୯ା୧୨(ସ୍ବ.ପ୍ର.): ଏରସମା ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତସ୍ଥିତ ଶିଆଳି ସମୁଦ୍ର ବେଳାଭୂମିରେ ଏବେ ଶତାଧିକ ପର୍ଯ୍ୟଟକଙ୍କ ଭିଡ ଦେଖିବାକୁ ମିଳୁଛି। ଶିଆଳି ସମୁଦ୍ର ବେଳାଭୂମି ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇବା ପରେ ବିଭିନ୍ନ ସ୍ଥାନରୁ ପର୍ଯ୍ୟଟଙ୍କ ସୁଅ ଛୁଟୁଛି। ହେଲେ…
ସୁନ୍ଦରଗଡ଼ରେ ତୁଷାରପାତ
ସୁନ୍ଦରଗଡ଼,୨୯।୧୨(ଡି.ଏନ୍.ଏ.) – ସୁନ୍ଦରଗଡ଼ ଜିଲାରେ ଶୀତର ପ୍ରକୋପ ବୃଦ୍ଧି ପାଇଛି। ରାତିରେ ପାରଦ ଖସୁଥିବା ଯୋଗୁ ଶୀତ ବଢୁଛି। ଶୁକ୍ରବାର ରାତିରେ ଜିଲାର କୋଇଡା, ଟେନସା ଓ ସୁନ୍ଦରଗଡଠାରୁ ୫କି.ମି ଦୂର ସବ୍ଡେଗା ବ୍ଲକର କରମଡିହିଠାରେ ତୁଷାରପାତ ହୋଇଥିବାର ଦେଖିବାକୁ ମିଳିଛି।…
ଆର୍ଏସ୍ପି ଭିତରକୁ ଦୁଇଟି ଗାଡ଼ିର ସନ୍ଦେହଜନକ ପ୍ରବେଶ
ରାଉରକେଲା ଅଫିସ, ୨୯। ୧୨-ରାଉରକେଲା ଇସ୍ପାତ କାରଖାନା ଭିତରକୁ ଶନିବାର ସନ୍ଦେହଜନକ ଭାବେ ପଶିଥିବା ଦୁଇଟି ଭାରିଯାନକୁ ଅଟକ ରଖାଯାଇଛି। ଏହା ସହ କାରଖାନା ସୁରକ୍ଷା ଅଧିକାରୀ ତଦନ୍ତ ଆରମ୍ଭ କରିଛନ୍ତି। ଦୁଇ ଗାଡ଼ି ନଂ. ଏନ୍ଏମ୍ ୦୨କ୍ୟୁ ୧୩୩୬ ଟ୍ରକ…
ଆସ୍ଥାଗୃହ ଅନ୍ତେବାସୀଙ୍କ ସହ ଖାଇଲେ ଜିଲାପାଳ
ସୁନ୍ଦରଗଡ,୨୯।୧୨ (ଡି.ଏନ୍.ଏ) -ସମସ୍ତଙ୍କ ମଧ୍ୟରେ ବହିପଢିବା ଅଭ୍ୟାସ ସୃଷ୍ଟି କରିବା ପାଇଁ ସୁନ୍ଦରଗଡ଼ରେ ‘ବହିପଢ’ ଅଭିଯାନ ଆରମ୍ଭ କରି ଅଭିନବ ପ୍ରୟାସ କରିଥିବା ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଶନିବାର ସ୍ଥାନୀୟ ଆସ୍ଥାଗୃହରେ ଅନ୍ତେବାସୀଙ୍କ ସହ ଏକାଠି ବସି ମଧ୍ୟାହ୍ନ ଭୋଜନ…
ଖାଉଟୀ ଅଦାଲତରେ ଡାକ ବିଭାଗ ଦଣ୍ଡିତ
ଦେବଗଡ଼,୨୯।୧୨(ଡି.ଏନ.ଏ.) – ସେବା ଯୋଗାଇବାରେ ଅବହେଳା ଯୋଗୁ ଖାଉଟୀ ଅଦାଲତରେ ଡାକ ବିଭାଗ ଦଣ୍ଡିତ ହୋଇଛି । ମାମଲାର ବିବରଣୀ ଅନୁଯାୟୀ, ରିଆମାଳ ଗ୍ରାମର ଅଲେଖ ବିଶ୍ୱାଳ ନାମକ ଜଣେ ଗ୍ରାହକ ୨୦୦୬ ମସିହାରେ ପୋଷ୍ଟାଲ ଲାଇଫ ଇନ୍ସୁରାନ୍ସ ପଲିସି କ୍ରୟ…
ସପ୍ତଶଯ୍ୟା ଉତ୍ସବ ଉଦ୍ଘାଟିତ: ମମତାକୁ ପାଥେୟକରି ମା’ ମାଟିର ବିକାଶ କର
ଢେଙ୍କାନାଳ ଅଫିସ,୨୯ା୧୨ – ଢେଙ୍କାନାଳ ଜିଲା ସଦର ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ସପ୍ତଶଯ୍ୟା ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ସନ୍ଧ୍ୟାରେ ପ୍ରଥମ ସପ୍ତଶଯ୍ୟା ଉତ୍ସବ ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଏମ୍ପି ମହେଶ ସାହୁ ଯୋଗଦେଇ ଏହାକୁ ଉଦ୍ଘାଟନ…
ବେସରକାରୀ ବିଦ୍ୟାଳୟରୁ ୧୧ ଛାତ୍ରୀଛାତ୍ର ଉଦ୍ଧାର: ଘରୋଇ କାମରେ ଲଗାଯାଉଥିବା ଅଭିଯୋଗ
କାମାକ୍ଷାନଗର,୨୯।୧୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ମହୁଲପାଳ ପଞ୍ଚାୟତରେ ଥିବା ଏକ ବେସରକାରୀ ଶିକ୍ଷାନୁଷ୍ଠାନରୁ ଶନିବାର ପ୍ରଶାସନ ୧୦ ବର୍ଷରୁ କମ୍ ବୟସର ୧୧ ଜଣ ଛାତ୍ରୀଛାତ୍ରଙ୍କୁ ଉଦ୍ଧାର କରି ଅଭିଭାବକଙ୍କ ଜିମା ଦେଇଛି। ପାଠ ପଢ଼ା ନଁ।ରେ ପିଲାମାନଙ୍କୁ…

