ଆମ ଜିଲା ଖବର

କପିଳାସ ନାଟ୍ୟ ମହୋତ୍ସବର ଚତୁର୍ଥ ସନ୍ଧ୍ୟା: ବିଡ଼ମ୍ବିତ ଶୈଶବର ଅକୁହାକଥା ‘କାହାନୀ ଏକ୍‌ କଂସ୍‌ କୀ’

ଢେଙ୍କାନାଳ ଅଫିସ,୨୯ା୧୨ – ଢେଙ୍କାନାଳର କଳାପରିଷଦ ଅନୁଷ୍ଠାନ ପକ୍ଷରୁ ୩୯ତମ ବାର୍ଷିକ ଉତ୍ସବ ଅବସରରେ ସ୍ଥାନୀୟ ମିନି ଷ୍ଟାଡିୟମ ଗଜଲକ୍ଷ୍ମୀ କଳାମଣ୍ଡପଠାରେ ଚାଲିଥିବା ଜାତୀୟ ବହୁଭାଷୀ କପିଳାସ ନାଟ୍ୟ ମହୋତ୍ସବର ଶନିବାର ଚତୁର୍ଥ ସନ୍ଧ୍ୟାରେ ନୂଆଦିଲ୍ଲୀର ଡ୍ରାମାଟୋଲୋଜୀ ଥିଏଟର ଗ୍ରୁପ୍‌ ଦ୍ୱାରା…

ଗଁ। ରେ ପଶି ଜୀବନ ନେଲା ହାତୀ

କଣିହାଁ,୨୯।୧୨(ଡି.ଏନ.ଏ.)-ଅନୁଗୋଳ ଜିଲା ରେଙ୍ଗାଳି ଥାନା କୁଳୁମା ପଞ୍ଚାୟତ ଓଳନ୍ଦା ଗ୍ରାମରେ ଶନିବାର ସାରେ ହାତୀ ଆକ୍ରମଣରେ ନବକିଶୋର ସେଠୀଙ୍କ ମୃତ୍ୟୁ ହୋଇଛି। ଅସାଧୁ ନାୟକଙ୍କ ଚାଳ ଛପର ହାତୀ ଭାଙ୍ଗି ଦେଇଛି। ଫଳରେ ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି। ଘଟଣାରୁ ଜଣାପଡ଼ିଛି, ଦେବଗଡ଼…

୫-ଟି ଓ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା: ସ୍ବଚ୍ଛତା, ଦକ୍ଷତା ବୃଦ୍ଧି ସମସ୍ତଙ୍କ ଲକ୍ଷ୍ୟ ହେଉ

ଢେଙ୍କାନାଳ ଅଫିସ,୨୯ା୧୨ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶନିବାର ଜିଲାରେ ୫-ଟି ଓ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ଭୂମେଶଚନ୍ଦ୍ର ବେହେରା କହିଥିଲେ ଯେ, ପ୍ରତ୍ୟେକ ବିଭାଗର କର୍ମଚାରୀଙ୍କ…

ଟ୍ରାକ୍ଟର ଦୁର୍ଘଟଣା, ଜଣେ ମୃତ

ଦାରିଙ୍ଗବାଡ଼ି,୨୯।୧୨(ଡି.ଏନ୍‌.ଏ.)- ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ରାଜେନପାଙ୍ଗା ଗ୍ରାମ ନିକଟରେ ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି। ସେ ହେଲେ ସିଆଙ୍ଗବାଲି ଗ୍ରାମର ମସେସ ପ୍ରଧାନ( ୨୨)। ମସେସ ଏକ ଟ୍ରାକ୍ଟରରେ ଶ୍ରମିକ ଭାବେ କାମ କରନ୍ତି। ବାଲି ଆଣିବା…

ଦାରିଙ୍ଗବାଡ଼ିରେ ମହିଳା ପର୍ଯ୍ୟଟକଙ୍କ ମୃତ୍ୟୁ

ଦାରିଙ୍ଗବାଡି,୨୯ା୧୨(ଡି.ଏନ୍‌.ଏ.)- ଦାରିଙ୍ଗବାଡିକୁ ବୁଲିବାକୁ ଆସିଥିବା ଜଣେ ପଶ୍ଚିମବଙ୍ଗର ମହିଳା ପର୍ଯ୍ୟଟକଙ୍କ ଶୁକ୍ରବାର ପାହାନ୍ତାରେ ମୃତ୍ୟୁ ହୋଇଛି। ସେ ହେଲେ ବାସୁନଗର ଅଞ୍ଚଳର ରୀନା ଘୋଷ (୬୦) ବୋଲି ଚିକିତ୍ସା କରୁଥିବା ଡାକ୍ତର ସୁମନ୍ତ କୁମାର ପଣ୍ଡା କହିଛନ୍ତି। ତାଙ୍କର ହୃଦଘାତରେ ମୃତ୍ୟୁ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: କୋଟିପତି ଫରେଷ୍ଟର ଅଟକ

ବ୍ରହ୍ମପୁର ଅଫିସ,୨୯ା୧୨: ବ୍ରହ୍ମପୁର ଭିଜିଲାନ୍ସ ବିଭାଗ କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡ ବ୍ରାହ୍ମଣୀଗଁା ଫରେଷ୍ଟର କୈଳାସ ଚନ୍ଦ୍ର ସାହୁଙ୍କୁ ଶନିବାର ଅଟକ ରଖିଛି। ଶୁକ୍ରବାର ତାଙ୍କ ବାସଭବନ ସମେତ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସ୍ଥାବର…

କୀଟନାଶକ ଗନ୍ଧର ପ୍ରଭାବ: ୨ ଭଉଣୀ ପରେ ଆଉଜଣଙ୍କ ମୃତ୍ୟୁ

ଦିଗପହଣ୍ଡି,୨୯ା୧୨(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମ ତଳସାହିରେ ରହୁଥିବା ମୋହନ ରେଡ୍ଡୀଙ୍କ ୨ ନାତୁଣୀ ଟିକିନା (୬) ଓ ସୋମା(୯)ଙ୍କର ଶୁକ୍ରବାର କୀଟନାଶକ ଗନ୍ଧରେ ମୃତ୍ୟୁ ଘଟିଥିଲା। ଅନ୍ୟଜଣେ ନାତୁଣୀ ବର୍ଷା (୧୨)ଙ୍କର ଶନିବାର ସକାଳେ ବ୍ରହ୍ମପୁର…

ଲଟେରୀରେ କାର ଉଠିବା ସୂଚନା: ୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଠକେଇ ଅଭିଯୋଗ

ଗୋପାଳପୁର,୨୯ା୧୨-ଦିନକୁ ଦିନ ସାଇବରର ଠକେଇ ବଢୁଛି। ବିଭିନ୍ନ ସମୟରେ ମିଥ୍ୟା ଫୋନ୍‌ କଲ ପାଇ ଲୋକଙ୍କର ଲକ୍ଷଲକ୍ଷ ଟଙ୍କା ଚାଲିଯାଉଛି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲାରେ। ଲଟେରୀରେ କାର ଜିତିବା ଆଶାରେ ଜଣେ ବ୍ୟକ୍ତି ଲକ୍ଷାଧିକ ଟଙ୍କା ଦେଇ…

ଷ୍ଟାଣ୍ଡିଂ କମିଟିର ବିଦ୍ୟୁତ୍‌ ବିଭାଗ କାର୍ଯ୍ୟ ସମୀକ୍ଷା

ଭଦ୍ରକ ଅଫିସ,୨୯।୧୨- ବିଧାନସଭା ଷ୍ଟାଣ୍ଡିଂ କମିଟି ଶନିବାର ଭଦ୍ରକ ଜିଲାରେ ବିଦ୍ୟୁତ୍‌ ବିଭାଗ ଅଧୀନରେ ହେଉଥିବା ଉନ୍ନତିମୂଳକ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରି ଫେରିଛି। ଏହି ଟିମ୍‌ ପାନ୍ଥିକା ପରିସରରେ ଓପିଟିସିଏଲ୍‌, ନେସ୍କୋ, ଠିକା ଏଜେନ୍ସି ଓ ପ୍ରଶାସନିକ ଅଧିକାରୀଙ୍କ ସହ…

ଏସ୍‌ଏଚ୍‌ଜି ଜମାରାଶି ଧରି ଚମ୍ପଟ

ଜଳେଶ୍ୱର, ୨୯।୧୨(ସ୍ବ.ପ୍ର.)-ସରକାର ସ୍ବୟଂ ସହାୟକ ଗୋଷ୍ଠୀ (ଏସଏଚଜି)ଙ୍କୁ ଋଣ ପ୍ରଦାନ କରି ସେମାନଙ୍କର ଆର୍ଥତ୍କ ମାନଦଣ୍ଡର ବିକାଶ ଲାଗି ଚେଷ୍ଟା କରୁଥିବା ବେଳେ କେତେକ ଅସାଧୁ ସଂସ୍ଥା ଏହାର ସୁଯୋଗ ନେଇ ଠକି ଚାଲିଛନ୍ତି । ଜଳେଶ୍ୱର ମ୍ୟୁନିସିସିପାଲଟିର ଷ୍ଟେସନବଜାର ବସ୍‌ଷ୍ଟାଣ୍ଡ…

ନୀଳଗିରି ଲ୍ୟାମ୍ପରେ ଉତ୍ତେଜନା: ୩ ଅଧିକାରୀଙ୍କୁ ୩ ଘଣ୍ଟା ଅଟକ

ସଜନାଗଡ଼, ୨୯।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଲ୍ୟାମ୍ପରେ ଶନିବାର ଉତ୍ତେଜନା ଦେଖାଦେଇଛି। ପଞ୍ଜିକରଣରେ ଅନିୟମିତତା ଅଭିଯୋଗ କରି ଚାଷୀମାନେ ଲ୍ୟାମ୍ପର ପରିଚାଳନା ନିର୍ଦ୍ଦେଶକଙ୍କୁ ୩ ଘଣ୍ଟା ଧରି ଅଟକ ରଖିଥିଲେ। ସମସ୍ୟାର ସମାଧାନ ପାଇଁ ବିଭାଗ ପକ୍ଷରୁ ଲିଖିତ ପ୍ରତିଶ୍ରୁତି ଦିଆଯିବା ପରେ…

ସ୍ବାମୀ ଆଗରେ ସ୍ତ୍ରୀ ଉପରେ ଚଢ଼ିଗଲା ଟ୍ରକ୍‌

ଗୋପ, ୨୮ା୧୨(ଡିି.ଏନ୍‌.ଏ):ଗୋପ-ବାଲିଘାଇ ରାସ୍ତାର ମଦରଙ୍ଗ ଛକଠାରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀ ଆଗରେ ସ୍ତ୍ରୀ ଉପରେ ଏକ ବାଲିବୋଝେଇ ଟ୍ରକ ଚଢ଼ିଯିବାରୁ ଘଟଣାସ୍ଥଳରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଛି। ମୃତା ମହିଳା ହେଲେ କୋଣାର୍କ ଥାନା ଅଧୀନ ଖରାଗାଁ ତଳସାହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?