ଆମ ଜିଲା ଖବର

୫୦ବର୍ଷ ବିତିବା ସତ୍ତ୍ୱେ ଘୁଞ୍ଚିନି ବିସ୍ଥାପିତଙ୍କ ଦୁର୍ଦ୍ଦଶା

ହାଟଡିହୀ,୨୮।୧୨(ଡି.ଏନ.ଏ.)- ସାଳନ୍ଦୀ ନଦୀରେ ହଦଗଡ ଡ୍ୟାମ ନିର୍ମାଣ ବେଳେ ବିସ୍ଥାପିତ ହୋଇଥିବା ଲୋକଙ୍କ ଦୁଃଖ ଏଯାଏ ଦୂର ହୋଇନି। ଏହାମଧ୍ୟରେ ୫୦ରୁ ଅଧିକ ବର୍ଷ ବିତିଗଲାଣି। ସେମାନଙ୍କୁ ନା ମିଳିଛି କ୍ଷତିପୂରଣ ନା ଥଇଥାନ ସୁବିଧା। ବିସ୍ଥାପିତ ଲୋକେ ହାଟଡିହୀ ବ୍ଲକଠାରୁ…

ଅଦିନିଆ ବର୍ଷାକୁ ନେଇ ଚିନ୍ତାରେ ଚାଷୀ

ଭଣ୍ଡାରିପୋଖରୀ, ୨୮।୧୨(ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅଞ୍ଚଳରେ ଦୁଇଦିନ ଧରି ମେଘୁଆ ପାଗ ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି। ଧାନ ଅମଳ ସମୟରେ ଏଭଳି ଅଦିନିଆ ବର୍ଷାକୁ ନେଇ ଚାଷୀମାନେ ଚିନ୍ତାରେ ପଡ଼ିଯାଇଛନ୍ତି। ଚାଷୀମାନେ ଖରିଫ ଧାନ କାଟି ବିଲରେ ପକାଇଥିବାବେଳେ…

‘ସୌଭାଗ୍ୟ’ ପାଲଟିଛି ଦୁର୍ଭାଗ୍ୟ

ଭଦ୍ରକ ଅଫିସ, ୨୮।୧୨- ଭଦ୍ରକ ଜିଲାରେ ସୌଭାଗ୍ୟ ଯୋଜନା ଏବେ ଗରିବ ଲୋକଙ୍କ ପାଇଁ ଦୁର୍ଭାଗ୍ୟ ଅବସ୍ଥା ଆଣିଦେଇଛି। ବିଦ୍ୟୁତ୍‌ ବିଭାଗର ଅଜବ ନିୟମ କାରଣରୁ ଗରିବ ହିତାଧିକାରୀ ମୁଣ୍ଡରେ ହାତଦେଇ ବସିଛନ୍ତି। ଦୁଇ ପରିବାର ବକେୟା ଦେୟ ପୈଠ କରି…

ସାଇକେଲରେ ପରିବେଶ ସୁରକ୍ଷା ବାଣ୍ଟୁଥିବା ଅମରେଶଙ୍କୁ ସ୍ବାଗତ

ନୟାଗଡ଼ ଅଫିସ,୨୮।୧୨: ବୃକ୍ଷ ଓ ପରିବେଶ ସୁରକ୍ଷା ବାର୍ତ୍ତା ନେଇ ପାରାଦୀପରୁ ସାଇକେଲରେ ବ୍ରହ୍ମପୁର ଅଭିୁମୁଖେ ବାହାରିଥିବା ପରିବେଶବିତ ଅମରେଶ ନରେଶ ସାମନ୍ତଙ୍କୁ ଶୁକ୍ରବାର ନୟାଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ସ୍ବାଗତ କରାଯାଇଥିଲା। ପ୍ରଥମେ ନୟାଗଡ଼ ଠାରେ ପହଞ୍ଚିବା ପରେ ବନ…

ଶରଣକୁଳ ଅଞ୍ଚଳରେ ଗୋମଡ଼କ

ନୟାଗଡ଼ ଅଫିସ,୨୮।୧୨: ନୟାଗଡ଼ ଜିଲା ଶରଣକୁଳ ଅଞ୍ଚଳରେ ଅଜଣା ରୋଗ ବ୍ୟାପୀ ଗୋମଡକ ଦେଖାଦେଇଛି। ଅଜଣା ରୋଗରେ ଆକ୍ରାନ୍ତ ହୋଇ ଗୋରୁଙ୍କ ମୃତ୍ୟୁ ଘଟୁଛି। ସପ୍ତାହକ ମଧ୍ୟରେ ୫୦ରୁ ଊର୍ଦ୍ଧ୍ୱ ଗୋରୁଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଏତେ ସଂଖ୍ୟକ ଗୋରୁଙ୍କ ମୃତ୍ୟୁ…

ଖଣି ଶ୍ରମିକଙ୍କ ବିକ୍ଷୋଭ

ରାଇରଙ୍ଗପୁର,୨୮ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବାଦାମପାହାଡ଼ସ୍ଥିତ ଲାଲ ଟ୍ରେର୍ଡ୍‌ସ ଲୁହାଖଣି କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ବକେୟା ଅର୍ଥ ଏବଂ ଦରମା ପ୍ରଦାନ ସମେତ ବିଭିନ୍ନ ଦାବି ନେଇ ଖଣି ଶ୍ରମିକମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବାମନଘାଟି ମାଇନ୍ସ ଓ୍ବାର୍କର୍ସ ସଂଗଠନର ସାଧାରଣ ସମ୍ପାଦକ…

ସାତକୋଶିଆରେ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ଗଣିଆ, ୨୮।୧୨(ଡି.ଏନ.ଏ.): ନୂଆ ବର୍ଷ ପାଖେଇ ଅସୁଥିବା ବେଳେ ଧୀରେ ଧୀରେ ସାତକୋଶିଆରେ ପର୍ଯ୍ୟଟକଙ୍କ ଭିଡ ଜମିବାରେ ଲାଗିଛି। ସାତକୋଶିଆ ବ୍ୟାଘ୍ର ସଂରକ୍ଷଣାଞ୍ଚଳ ସାଉଥ୍‌ ବଡମୂଳ ଠାରେ ଥିବା ପ୍ରାକୃତିକ ପର୍ଯ୍ୟଟନସ୍ଥଳୀର ଭରପୂର ମଜା ଉଠାଇବା ପାଇଁ ପ୍ରତିଦିନ ଶହ ଶହ…

ଚାଷୀଙ୍କୁ ଦାଉ ସାଧିଲା ଅଦିନିଆ ବର୍ଷା

ବଡ଼ସାହି,୨୮ା୧୨(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଞ୍ଚଳରେ ଅଦିନିଆ ବର୍ଷା ଦାଉ ସାଧିଛି। ଅମଳ ହୋଇ ବିଲରେ ଗଦା ହୋଇ ରହିଥିବା ପାଚିଲା ଧାନ ବର୍ଷାରେ ଓଦା ହୋଇ ଯାଇଛି ା ଚାଷ ଜମିଗୁଡିକରେ ପାଣି ଜମି ରହିଥିବାରୁ କଟା ହୋଇ…

ସେଲ୍‌ଫି ନେଲା ବେଳେ ଯୁବକଙ୍କୁ କଚାଡ଼ିଲା ଦନ୍ତା

କୁଆମରା,୨୮ା୧୨(ଡି.ଏନ୍‌.ଏ.)- ହାତୀ ଦେଖିବାକୁ ଯାଇ ଜଣେ ଯୁବକ ମୋବାଇଲରେ ସେଲ୍‌ଫି ନେବା ବେଳେ ମାଡ଼ି ଆସିଲା ବିପଦ। ୫୦୦ ମିଟର ପର୍ଯ୍ୟନ୍ତ ଗୋଡାଇଲା ଦନ୍ତାହାତୀ। ଶୁଣ୍ଢରେ ତାଙ୍କୁ ଉଠାଇ ଫିଙ୍ଗିଦେଲା କିଛି ଦୂରକୁ । ସୌଭାଗ୍ୟବଶତଃ ହାତୀ ଆକ୍ରମଣରୁ ବର୍ତ୍ତି ଯାଇଥିଲେ…

ଆଳୁ ୧୦, ପିଆଜ କିଲୋ ୫୦

କଟକ ସଦର,୨୮ା୧୨(ଡି.ଏନ୍‌.ଏ.): ରାଜ୍ୟରେ ଆଳୁ ଓ ପିଆଜ ଦର ଆକାଶଛୁଅଁ। ଥିବା ବେଳେ ଶୁକ୍ରବାର କଟକ ସଦର ବ୍ଲକ ଅନ୍ତର୍ଗତ କିଶୋରନଗର ହାଟରେ ଜଣେ ବେପାରୀ ଆଳୁ କିଲୋ ୧୦ଟଙ୍କା ଓ ପିଆଜ କିଲୋ ୫୦ଟଙ୍କା ବିକ୍ରି କରୁଥିବା ଦେଖିବାକୁ ମିଳିଥିଲା।…

ଜିଲା ଯୋଜନା କମିଟି ବୈଠକ: ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୨୮।୧୨-ବାଲେଶ୍ୱର ଜିଲାପରିଷଦ ସଭାଗୃହରେ ଶୁକ୍ରବାର ଜିଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ତଥା ଭୋଗରାଇ ବିଧାୟକ ଅନନ୍ତ ଦାସ ଅଧ୍ୟକ୍ଷତା କରିବା ସହିତ ଜିଲାର ବିକାଶ କ୍ଷେତ୍ରରେ ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ…

ସିଏଏ, ଏନ୍‌ଆର୍‌ସି ବିରୋଧରେ ମାନବ ଶୃଙ୍ଖଳ

କଟକ ଅଫିସ, ୨୮ା୧୨: କେନ୍ଦ୍ର ସରକାର ବେକାରୀ, ଦରଦାମ୍‌ ବୃଦ୍ଧି ଓ ସାଧାରଣ ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରିବାରେ ବିଫଳ ହୋଇଛନ୍ତି। ସେହିପରି ଛାତ୍ର, ଯୁବକ, ମହିଳା, ଚାଷୀ, ଶ୍ରମିକଙ୍କ ସମସ୍ୟା ମଧ୍ୟ ଦୂର କରିପାରି ନାହାନ୍ତି। ଅନ୍ୟପକ୍ଷରେ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?