ଆମ ଜିଲା ଖବର

ପ୍ରେମିକଙ୍କ ସହ ମିଶି ସୁପାରି ଦେଇ ସ୍ବାମୀଙ୍କୁ ହତ୍ୟା, ଅଭିଯୁକ୍ତ ସ୍ତ୍ରୀଙ୍କ ସହ ୪ ଗିରଫ

ବଣାଇ, ୨୭।୧୨ (ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ଥାନା ଅନ୍ତର୍ଗତ କେନ୍ଦ୍ରୀକଳା ନିକଟରେ ସଂଘଟିତ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ପୋଲିସ। ଗତ ୧୯ ତାରିଖରେ ବଣାଇ ଅଞ୍ଚଳର ଅନିଲ ମୁଣ୍ଡାଙ୍କୁ କେନ୍ଦ୍ରୀକଳା ଜଙ୍ଗଲରେ ତଣ୍ଟି କାଟିବା ପରେ ପଥରରେ ଛେଚି ହତ୍ୟା…

ଜବରଦଖଲ ଉଚ୍ଛେଦ ବେଳେ ଛାତ ଭୁଶୁଡ଼ିବା ଘଟଣା: ଜଣେ ମୃତ, ୩ ଗୁରୁତରଙ୍କ ଚିକିତ୍ସା ଜାରି

ବଅଁରପାଳ,୨୭।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ନୂଆହତା ବାଲିସାହି ନିକଟରେ ଜାତୀୟ ରାଜପଥ କଡ଼ରୁ ଉଚ୍ଛେଦ କାର୍ଯ୍ୟ ଚାଲିଥିବା ସମୟରେ ଏକ ଘରର ଛାତ ଭୁଶୁଡ଼ି ପଡ଼ିଥିଲା। ଏହି ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ଜଣ ଗୁରୁତର ହୋଇଛନ୍ତି।…

ହିଂସାକୁ ଉସୁକାଇବା ଭଳି ମନ୍ତବ୍ୟ ଦେଇ ଅଡ଼ୁଆରେ ପ୍ରଦୀପ ମାଝି, ନିଜ ଆଡ଼ୁ ଏତଲା କଲା ନବରଙ୍ଗପୁର ପୋଲିସ

ନବରଙ୍ଗପୁର,୨୭।୧୨(ବି.ପ୍ର.): ନବରଙ୍ଗପୁର ବନ୍ଦ ପାଳନ ସମୟରେ ହିଂସାକୁ ଉସୁକାଇବା ଭଳି ମନ୍ତବ୍ୟ ଦେଇ ଅଡ଼ୁଆରେ ପୂର୍ବତନ ଏମ୍‌ପି ତଥା କଂଗ୍ରେସ ନେତା ପ୍ରଦୀପ ମାଝି। ନବରଙ୍ଗପୁର ଟାଉନ ଥାନାରେ ନିଜ ତରଫରୁ ପୋଲିସ ପ୍ରଦୀପଙ୍କ ସହ ମୋଟ ୧୫ଜଣଙ୍କ ନାମରେ ଏତଲା…

ବୁଡ଼ିଲା ଟ୍ରଲର: ଜଣେ ନିଖୋଜ, ଅଳ୍ପକେ ବର୍ତ୍ତିଲେ ୧୦ ମତ୍ସ୍ୟଜୀବୀ

ଭୋଗରାଇ,୨୭।୧୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ଦିଘା ମୁହାଣରୁ ମାଛ ମାରି ଫେରୁଥିବା ଏକ ଟ୍ରଲର ସମୁଦ୍ର ଢେଉରେ ଭାରସାମ୍ୟ ହରାଇ ଶୁକ୍ରବାର ମଧ୍ୟାହ୍ନରେ ଓଲଟି ପଡ଼ିଛି। ଫଳରେ ଜଣେ ବଙ୍ଗୀୟ ମତ୍ସ୍ୟଜୀବୀ ନିଖୋଜ ହୋଇଯାଇଥିବା ବେଳେ ୧୦ ମତ୍ସ୍ୟଜୀବୀ ଅଳ୍ପକେ…

ଜାତୀୟ ରାଜପଥରୁ ଜବରଦଖଲ ଉଚ୍ଛେଦ ବେଳେ ଭୁଶୁଡ଼ିଲା ଛାତ, ୪ ଗୁରୁତର

ବଅଁରପାଳ,୨୭।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ନୂଆହତା ବାଲିସାହି ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ପ୍ରଶାସନ ପକ୍ଷରୁ ୫୫ନଂ. ଜାତୀୟ ରାଜପଥ ପ୍ରଶସ୍ତିକରଣ ନିମନ୍ତେ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଚାଲୁ ରହିଥିବା ବେଳେ ଏକ ଘରର ଛାତ ଭୁଶୁଡ଼ି ପଡ଼ିବାରୁ…

ଅଦିନିଆ ବର୍ଷା: ଖୋଲା ଆକାଶ ତଳେ ପଡ଼ିରହିଛି ଧାନ, ଚିନ୍ତାରେ ଚାଷୀ

ଭବାନୀପାଟଣା,୨୭।୧୨(ଡି.ଏନ୍‌.ଏ.): କୋହଲା ପାଗ ସାଙ୍ଗକୁ ଗତ ୨୫ତାରିଖ ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳରେ ଝିପିଝିପି ବର୍ଷ ଲାଗିରହିଛି। ଫଳରେ ଖୋଲା ଆକାଶ ତଳେ ମଣ୍ଡିରେ ହଜାର ହଜାର କ୍ୱିଣ୍ଟାଲ ଧାନବସ୍ତା ପଡ଼ିରହିଛି। ଧାନ ଉଠାଣରେ ମିଲର୍ସଙ୍କ ଅବହେଳା ଯୋଗୁ ଧାର୍ଯ୍ୟ…

ଜାନୁୟାରୀ ୮ରେ ବିଭିନ୍ନ ଦାବି ନେଇ କଳାହାଣ୍ଡିରେ ହେବ ଧର୍ମଘଟ

ଭବାନୀପାଟଣା,୨୭।୧୨(ଡି.ଏନ୍‌.ଏ.) : କେନ୍ଦ୍ର ସରକାରଙ୍କ ଦରଦାମ୍‌ ବୃଦ୍ଧି ବନ୍ଦ, ଶ୍ରମିକମାନଙ୍କୁ ମାସିକ ସର୍ବନିମ୍ନ ମଜୁରୀ ୨୧ ହଜାର ଟଙ୍କା ପ୍ରଦାନ, ସମାନ କାମକୁ ସମାନ ଦରମା, ମାସିକ ପେନ୍‌ସନ୧୦ ହଜାର ଟଙ୍କା ପ୍ରଦାନ ଆଦି ଦାବି ନେଇ ଆସନ୍ତା ଜାନୁଆରୀ ୮…

ଭିଜିଲାନ୍ସ ଜାଲରେ ଉଦ୍ୟାନ ବିଭାଗ ମାଳି, ୪ ସ୍ଥାନରେ ଚାଲିଛି ଏକକାଳୀନ ଚଢ଼ାଉ

ଉଦଳା,୨୭।୧୨(ଡି.ଏନ୍‌.ଏ.): ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲା ଉଦଳା ଉଦ୍ୟାନ ବିଭାଗ ମାଳି ଉଦ୍ଧବ ବେହେରା। ଶୁକ୍ରବାର ଉଦ୍ଦବଙ୍କ ୪ ସ୍ଥାନରେ ଥିବା ଘରେ ଭିଜିଲାନ୍ସ ଟିମ୍‌ ଏକକାଳୀନ ଚଢ଼ାଉ କରିଛି। କପ୍ତିପଦା ବ୍ଲକ ବଡ଼ାମପଦାସ୍ଥିତ ବାସଭବନ ସମେତ ଶ୍ୱଶୁର ଘର ନୁଦଡ଼ିହା,…

ଟ୍ରକ୍‌ ଧକ୍କାରେ ଜଣଙ୍କ ଜୀବନଗଲା

ବରଗଡ଼ ଅଫିସ,୨୭।୧୨: ବରଗଡ଼ ସହର ବ୍ରହ୍ମବିହାର-ଗୋବିନ୍ଦପାଲି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଧକ୍କା ଦେବା ଯୋଗୁ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସ୍ଥାନୀୟ ଗୋବିନ୍ଦପାଲି ନିବାସୀ ମକରଧ୍ୱଜ ନାଗ। ସେ ଜଣେ ରିକ୍ସା…

ବଲାଙ୍ଗୀରରେ ବିପିସିଏଲ୍‌ର ବଟଲିଂ ପ୍ଲାଣ୍ଟ ଉଦ୍‌ଘାଟିତ

ବଲାଙ୍ଗୀର ଅଫିସ,୨୭।୧୨: ବଲାଙ୍ଗୀର ସହର ଉପକଣ୍ଠ ବରକାନି ଗ୍ରାମରେ ନବନିର୍ମିତ ବିପିସିିଏଲ୍‌ର ଏଲ୍‌ପିଜି ବଟଲିଂ ପ୍ଲାଣ୍ଟକୁ ଶୁକ୍ରବାର ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରାଯାଇଛି। ଓଡ଼ିଶା ରାଜ୍ୟପାଳ ଗଣେଶୀ ଲାଲ ଏହାକୁ ଉଦ୍‌ଘାଟନ କରିଛନ୍ତି। ସମାରୋହରେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ୍‌…

ବ୍ୟବସାୟୀଙ୍କଠାରୁ ଲୁଟେରା ଝାମ୍ପିନେଲେ ଦେଢ଼ ଲକ୍ଷ ଟଙ୍କା

ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ,୨୭।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମଞ୍ଜୁରୀରୋଡ୍‌ସ୍ଥିତ ଆଲ୍ହାବାଦ ବ୍ୟାଙ୍କ ଶାଖା ସମ୍ମୁଖରୁ ଶୁକ୍ରବାର ପୂର୍ବାହ୍ନରେ କଳା ପଲସରରେ ଆସି ଜଣେ ବ୍ୟବସାୟୀଙ୍କଠାରୁ ଦୁଇ ଲୁଟେରା ଦେଢ଼ ଲକ୍ଷ ଟଙ୍କା ଝାମ୍ପି ନେଇ ଫେରାର ହୋଇଯାଇଛନ୍ତି। ମଞ୍ଜୁରୀରୋଡ୍‌ର ବ୍ୟବସାୟୀ ଶଙ୍କର୍ଷଣ…

ଜିଲା ଚିଠି: ଦେବଗଡ଼ରେ ହାତୀ ଆତଙ୍କ

ଦେବଗଡ଼ ଜିଲାର ବିଭିନ୍ନ ଗ୍ରାମରେ ଗତ କିଛିଦିନ ହେବ ହାତୀ ଆତଙ୍କ ଦେଖାଦେଇଛି। ସହର ବି ସେଥିରୁ ବାଦ୍‌ ପଡ଼ିନି। ବଣ ଜଙ୍ଗଲ ଛାଡ଼ି ଗାଁ ଓ ସହର ମୁହଁା ହେଉଥିବା ସେହି ହାତୀପଲଙ୍କୁ ରୋକିବା ବନ ବିଭାଗ କର୍ମଚାରୀଙ୍କ ପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?