ଆମ ଜିଲା ଖବର

ଭିଜିଲାନ୍ସ ଜାଲରେ କୋଟିପତି ଫରେଷ୍ଟର

ଫୁଲବାଣୀ ଅଫିସ,୨୭।୧୨: ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି କୋଟିପତି ଫରେଷ୍ଟର। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଫରେଷ୍ଟରଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ହୋଇଛି। କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡର ବ୍ରାହ୍ମଣୀ ଗାଁ ବନାଞ୍ଚଳରେ କାର୍ଯ୍ୟରତ ଫରେଷ୍ଟର କୈଳାସ ଚନ୍ଦ୍ର ସାହୁଙ୍କ ବାଲିଗୁଡ଼ା…

ଖୁବ୍‌ ଶୀଘ୍ର ସାକ୍ଷୀଗୋପାଳ ମନ୍ଦିରର ଉନ୍ନତୀକରଣ

ସାକ୍ଷୀଗୋପାଳ,୨୭।୧୨(ଡି.ଏନ୍‌.ଏ.): ଚାରିଧାମ ତୀର୍ଥଯାତ୍ରାରେ ଶ୍ରୀକ୍ଷେତ୍ର ଆସୁଥିବା ତୀର୍ଥଯାତ୍ରୀମାନେ ସାକ୍ଷୀଗୋପାଳ ମନ୍ଦିରକୁ ଆସିଥାନ୍ତି। ତୀର୍ଥଯାତ୍ରୀମାନଙ୍କ ସୁବିଧା ପାଇଁ ଏହି ପୀଠର ବିକାଶ ଜରୁରୀ। ପୁରାତନ ଅଧ୍ୟାତ୍ମିକ ପୀଠ ସାକ୍ଷୀଗୋପାଳ ମନ୍ଦିରକୁ ଶ୍ରୀକ୍ଷେତ୍ର ଭଳି ବିକାଶ ଯୋଜନାରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…

ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌: ନୂଆବର୍ଷରୁ ଜୋର୍‌ ଧରିବ ଉଚ୍ଛେଦ ଅଭିଯାନ

ପୁରୀ ଅଫିସ,୨୭।୧୨: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ସକାଶେ ମେଘନାଦ ପାଚେରିକୁ ଲାଗି ୭୫ ମିଟର ପରିଧି ମଧ୍ୟରେ ସବୁ ନିର୍ମାଣ ଉଚ୍ଛେଦ ପାଇଁ ନିଷ୍ପତ୍ତି ହୋଇଛି। ଏହାର କାମ ମଧ୍ୟ ଆରମ୍ଭ ହୋଇଯାଇଛି। ୫ଟି ମଠ, କେତେକ ଘରୋଇ ଓ…

ସୁଧ ଟଙ୍କା ଆଦାୟକୁ ନେଇ ଯୁବକଙ୍କୁ କଟୁରିରେ ଆକ୍ରମଣ

ବାରଙ୍ଗ,୨୭।୧୨(ଡି.ଏନ୍‌.ଏ.): ସୁଧ ଟଙ୍କା ଆଦାୟକୁ କେନ୍ଦ୍ରକରି ନନ୍ଦନକାନନ ଛକରେ ଗୁରୁବାର ପିଇସୀ ପୁଅ କଟୁରି ଚୋଟରେ ମାମୁ ପୁଅ ଗୁରୁତର ହୋଇଛି। ନନ୍ଦନକାନନ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ବାଙ୍କୀ ଅଞ୍ଚଳର ବିଭୁରଞ୍ଜନ ସାହୁଙ୍କୁ ଡାକ୍ତରଖାନାକୁ ପଠାଇଥିବାବେଳେ ତାଙ୍କ ପିଇସୀ ପୁଅକୁ…

ଖରାପ ପାଗ ଯୋଗୁ ଉପରାଷ୍ଟ୍ରପତିଙ୍କ ବଲାଙ୍ଗୀର ଗସ୍ତ ବାତିଲ

ବଲାଙ୍ଗୀର ଅଫିସ, ୨୭।୧୨: ଖରାପ ପାଗ ଯୋଗୁ ଉପରାଷ୍ଟ୍ରପତି ଏମ.ଭେଙ୍କିୟା ନାଇଡୁଙ୍କ ବଲାଙ୍ଗୀର ଗସ୍ତ ବାତିଲ ହୋଇଛି। ବଲାଙ୍ଗୀରଠାରେ ନବନିର୍ମିତ ବିପିସିଏଲର ବଟ୍‌ଲିଂ ପ୍ଳାଣ୍ଟ ଏବଂ ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି ସମାରୋହ ଉଦ୍‌ଘାଟନ ସମାରୋହରେ ଉପରାଷ୍ଟ୍ରପତି ଶୁକବ୍ରାର ଯୋଗଦେବାର ଥିଲା।…

ଦେବାଳୟର ସ୍ମୃତିଚିହ୍ନ ବହନ କରୁଥିବାରୁ ଦେଉଳସାହି

କଟକ ଅଫିସ, ୨୭।୧୨: ବାଉନ ବଜାର ତେପନ ଗଳିର ସହର କଟକ। ଯଦିଓ ଏବେ ବାଉନ ବଦଳରେ ଶହେ ବଜାର, ହଜାରେ ଗଳି ସୃଷ୍ଟି ହେଲାଣି ତଥାପି କଟକ ସହିତ ଏହି ଢଗଟି ଚିରକାଳଧରି ଅମର ରହିଛି। ପ୍ରାଚୀନ ଏହି ସହରର…

ମହୀପୁରକୁ ସମ୍ପ୍ରସାରଣ ହେଲା ପାସେଞ୍ଜର ଟ୍ରେନ୍‌

ନୟାଗଡ଼ ଅଫିସ,୨୭।୧୨: ନୟାଗଡ଼ ଜିଲା ନୂଆଗାଁ ବ୍ଲକର ମହୀପୁର ଷ୍ଟେଶନ ଗୁରୁବାର ରେଳ ମାନଚିତ୍ରରେ ସ୍ଥାନ ପାଇଛି। ଫଳରେ ବହୁ ପ୍ରତୀକ୍ଷିତ ଅଞ୍ଚଳବାସୀ ଏ ନେଇ ଖୁସି ବ୍ୟକ୍ତ କରିଛନ୍ତି। ନୟାଗଡ଼ ଟାଉନ ଷ୍ଟେଶନଠାରେ ମହିପୁର ନୂଆ ରେଳ ଲାଇନ୍‌ର ଲୋକାର୍ପଣ…

ସେଲ୍‌ଫି ହେଲା କାଳ: ମହାନଦୀ ବ୍ରିଜ୍‌ରୁ ଖସିପଡ଼ିଲେ ଯୁବକ

ସୋନପୁର,୨୭।୧୨(ନି.ପ୍ର.): ମୋବାଇଲରେ ସେଲ୍‌ଫି ନେବା ଯୁବକଙ୍କୁ ମହଙ୍ଗା ସାବ୍ୟସ୍ତ ହୋଇଛି। ଗୁରୁବାର ସକାଳେ ସୋନପୁର ସହର ପଟାଭାଡି ଅଞ୍ଚଳର ଜିତୁ ନାଏକ(୨୪) ମହାନଦୀ ବ୍ରିଜ୍‌ ଉପରେ ଛିଡା ହୋଇ ସେଲ୍‌ଫି ନେଉଥିଲେ। ତେବେ ଅସାବଧାନତାରୁ ସେ ବ୍ରିଜ୍‌ ତଳକୁ ଖସି ପଡିଥିଲେ।…

ସୁନ୍ଦରଗଡ଼ ଜିଲାପାଳଙ୍କ ଅଭିନବ ପ୍ରୟାସ: ‘ବହିପଢ଼’ ଅଭିଯାନର ଶୁଭାରମ୍ଭ

ସୁନ୍ଦରଗଡ଼, ୨୭।୧୨ (ଡି.ଏନ୍‌.ଏ) – ସମ୍ପ୍ରତି ଇଣ୍ଟରନେଟ୍‌ର ବହୁଳ ବ୍ୟବହାର ଦ୍ୱାରା ପୁସ୍ତକ ପଠନ ଅଭ୍ୟାସ ହ୍ରାସ ପାଉଛି। ଛାତ୍ରୀ, ଛାତ୍ର, ଯୁବ ତଥା ସାଧାରଣବର୍ଗଙ୍କ ମଧ୍ୟରେ ପୁସ୍ତକ ପଠନ ଅଭ୍ୟାସ ପାଇଁ ସୁନ୍ଦରଗଡ଼ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଅଭିନବ…

ଉପାନ୍ତ ଅଞ୍ଚଳରେ ଡାକ୍ତର ଅଭାବ : ରୋଗୀଙ୍କ ଜୀବନ ସହିତ ଚାଲିଛି ଖେଳ

କୁଆଁରମୁଣ୍ଡା, ୨୭।୧୨(ଡି.ଏନ.ଏ.)-ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତବର୍ତ୍ତୀ ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା, ଅଣ୍ଡାଳି-ଜାମବାହାଲ, କାଦୋବାହାଲ ଇତ୍ୟାଦି ଅଞ୍ଚଳରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନାହାନ୍ତି। ଫଳରେ ଏହି ସ୍ବାସ୍ଥ୍ୟକେନ୍ଦ୍ରଗୁଡିକରେ ଫାର୍ମାସିଷ୍ଟମାନେ ନିଜକୁ ଡାକ୍ତର ବୋଲାଇବା ସହ ଘରୋଇ କ୍ଲିନିକ ଖୋଲି ସାଧାରଣ ଲୋକଙ୍କୁ…

ପାପୀ ଗାଁବାସୀକର ଅଭିଯୋଗ: ମାସ୍‌କେ ଦୁଇଦିନ୍‌ ଖୁଲୁଛେ ଉପ ସ୍ବାସ୍ଥ୍ୟକେନ୍ଦ୍ର

ବିନିକା, ୨୬।୧୨ (ଡି.ଏନ୍‌.ଏ.)-ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଭଣ୍ଡାର ପଁଚେତ୍‌ ଅଧୀନ ପାପୀ ଉପ ସ୍ବାସ୍ଥ୍ୟକେନ୍ଦ୍ର ତଥା ଏଏନ୍‌ଏମ୍‌ ସେଣ୍ଟର ତିଆର ହେଲାଦିନୁ ଅବେବସ୍‌ତା ଘେରରେ ରହିଛେ। ଦେଖ୍‌ଭାଲ ଅଭାବୁ କେନ୍ଦ୍ରଟା ଲଟାବୁଟା ଢାପି ହେଇ ଭୁତକୁଠି ପାଲଟିଗଲାନ। କେନ୍ଦ୍ରରେ ନିୟୋଜିତ…

ପକ୍ଷୀ, ବାସସ୍ଥଳୀର ସୁରକ୍ଷା ଚିନ୍ତା : ଏକାଠି ହେଲେ ପରିବେଶବିତ୍‌

ସୋନପୁର,୨୭।୧୨(ନି.ପ୍ର.)-ସୁବର୍ଣ୍ଣପୁର ଜିଲାରେ ଛୋଟ ବଡ ନଦୀ, ନାଳ ଓ ବହୁ ସଂଖ୍ୟକ ବନ୍ଧ ରହିଛି। ଜଙ୍ଗଲ ସମ୍ପଦ ଓ ଉତ୍ତମ ଜଳବାୟୁ ଅଛି। ସ୍ଥାନୀୟ ଅଞ୍ଚଳରେ ଦେଖା ଯାଉଥିବା ପକ୍ଷୀଙ୍କ ସମେତ ଦେଶ ଓ ବିଦେଶର ବିରଳ ପକ୍ଷୀଙ୍କ ସମାଗମ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?