ଆମ ଜିଲା ଖବର

ଅନାଥ ଶିଶୁଙ୍କ ସହ ବଡ଼ଦିନ ପାଳିଲେ ମହିଳା କମିଶନ ସଦସ୍ୟା

ରାଇକିଆ,୨୬ା୧୨(ଡ଼ି.ଏନ.ଏ)- ନିଆରା ଢ଼ଙ୍ଗରେ ବଡ଼ଦିନ ପାଳନ କରିଛନ୍ତି ରାଜ୍ୟ ମହିଳା କମିଶନ ସଦସ୍ୟା ଜଲିନା ପ୍ରିୟଦର୍ଶିନୀ । ବୁଧବାର ସେ ରାଇକିଆ କନଭେଣ୍ଟ ପରିସରରେ ଥିବା ଅନାଥ ଆଶ୍ରମରେ ଶିଶୁମାନଙ୍କ ସହ ସମୟ ବିତାଇବା ସହ କେକ୍‌କାଟି ବଡ଼ଦିନ ପାଳନ କରିଥିଲେ…

ଓଡ଼ିଆ ସାହିତ୍ୟର ପ୍ରସାରରେ ଇଣ୍ଟରନେଟ୍‌ ବାଧକ

ବ୍ରହ୍ମପୁର ଅଫିସ,୨୬ା୧୨- ଗଞ୍ଜାମ ଜିଲା ଲେଖକ ସାମ୍ମୁଖ୍ୟର ସପ୍ତଦଶତମ ସ୍ବନକ୍ଷତ୍ର ସମାରୋହ ବୁଧବାର ବ୍ରହ୍ମପୁର ଉତ୍କଳ ଆଶ୍ରମ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବର୍ତ୍ତମାନର ଡିଜିଟାଲ ଓ ଇଣ୍ଟରନେଟ ବ୍ୟବସ୍ଥାରେ ଓଡ଼ିଆ ଭାଷାର ପ୍ରଚାର ଓ ପ୍ରସାରରେ ବାଧକ ସାଜିଥିବା ଦର୍ଶାଇ…

ଚିଲିକା ଉତ୍ତରନାଶୀରେ ପକ୍ଷୀ ସୁରକ୍ଷା ଢିଲା

କଣାସ, ୨୬ା୧୨(ସ୍ବ.ପ୍ର.): ଶୀତ ପଡିଲେ ବିଦେଶାଗତ ପକ୍ଷୀଙ୍କ କଳରାବରେ ମୁଖରିତ ହୋଇଉଠେ ଚିଲିକା। କିନ୍ତୁ ନଳବଣରେ ଖାଦ୍ୟ ଅଭାବ ଯୋଗୁ ପକ୍ଷୀମାନେ ଉତ୍ତରନାଶୀ ଦୟା ଓ ମକରା ନଦୀର ମୁହାଣ ଆଡ଼କୁ ମୁହାଁଉଛନ୍ତି।ସେଠାରେ ବନ ବିଭାଗ ପକ୍ଷରୁ ପକ୍ଷୀ ସୁରକ୍ଷା ପାଇଁ…

ଘୁମୁସର ଇତିହାସ ବହୁ ପୁରୁଣା

ଭଞ୍ଜନଗର,୨୬ା୧୨(ଡି.ଏନ.ଏ.)- ଘୁମୁସର ଇତିହାସ ଅତି ପୁରୁଣା। ଏହାର ଅଧିକ ଗବେଷଣା ସହ ପ୍ରଚାର ଓ ପ୍ରସାର ଆବଶ୍ୟକ ବୋଲି ଘୁମୁସର ଗବେଷଣା ପ୍ରତିଷ୍ଠାନର ଦ୍ୱିତୀୟ ବାର୍ଷିକୋତ୍ସବରେ ବକ୍ତାମାନେ ମତବ୍ୟକ୍ତ କରିଛନ୍ତି। ବୁଧବାର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ…

ଜିଲାସ୍ତରୀୟ ଆଥଲେଟିକ୍‌ ମିଟ୍‌ ଉଦ୍‌ଯାପିତ

ଛତ୍ରପୁର,୨୬ା୧୨(ଡି.ଏନ.ଏ)- ଗଞ୍ଜାମ ଓ ଛତ୍ରପୁର ଆଥଲେଟିକ୍‌ ଆସୋସିଏଶନ ପକ୍ଷରୁ ଛତ୍ରପୁର ଷ୍ଟାଡିୟମରେ ୨ ଦିନ ଧରି ଚାଲିଥିବା ଜିଲା ଆଥଲେଟିକ୍‌ ମିଟ୍‌ ବୁଧବାର ଉଦଯାପିତ ହୋଇଯାଇଛି ା ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ପୂର୍ବତନ…

ଏସ୍‌ସିବି ମେଡିକାଲ ଆଉଟଡୋର କୋଠା ମରାମତି: ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଦୁର୍ନୀତି

କଟକ ଅଫିସ, ୨୬ା୧୨: ଏସ୍‌ସିବି ମେଡିକାଲରେ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଦୁର୍ନୀତି ଅଭିଯୋଗ ହୋଇଥିବାବେଳେ ଏହାର ତଦନ୍ତ ଦାବିରେ ୧ହଜାର ଲୋକଙ୍କ ଦସ୍ତଖତ ସମ୍ବଳିତ ପତ୍ର ଭିଜିଲାନ୍ସ ବିଭାଗକୁ ଦିଆଯାଇଥିଲା। ଇତିମଧ୍ୟରେ ୩ବର୍ଷ ବିତିଗଲାଣି। ମାତ୍ର କାର୍ଯ୍ୟାନୁଷ୍ଠାନ ତ ଦୂରର…

ଟ୍ରେନ୍‌ରେ ଯାତ୍ରୀ ଛାଡ଼ିଥିବା ବ୍ୟାଗ୍‌ ଦେଲା ଆର୍‌ପିଏଫ୍‌

ଛତ୍ରପୁର,୨୬ା୧୨(ଡି.ଏନ.ଏ)- ଟ୍ରେନ୍‌ରେ ଜଣେ ଯାତ୍ରୀ ଛାଡି ଯାଇଥିବା ବ୍ୟାଗକୁ ଛତ୍ରପୁର ଆର୍‌ପିଏଫ୍‌ ଆଉଟପୋଷ୍ଟ ପକ୍ଷରୁ ତାଙ୍କୁ ହସ୍ତାନ୍ତର କରାଯାଇଛି। ୨୩ ତାରିଖରେ ଭୁବନେଶ୍ୱରରୁ ବାଲୁଗଁ। ପାଇଁ ହୀରାଖଣ୍ଡ ଏକ୍ସପ୍ରେସ୍‌ରେ ବାଲୁଗଁ। ଥାନା ଅଳଇଢିହ ଛକର ସୌମ୍ୟଜିତ୍‌ ବରାଳ ଯାତ୍ରା କରିଥିଲେ। ତେବେ…

ତଡ଼ପ ଲାଗିହୋଇ ରହିଲେ ସାକ୍ଷୀଗୋପାଳ

ସାକ୍ଷୀଗୋପାଳ,୨୬ା୧୨(ଡି.ଏନ୍‌.ଏ.): ସୂର୍ଯ୍ୟୋପରାଗ ପାଇଁ ବୁଧବାର ସାକ୍ଷୀଗୋପାଳ ମନ୍ଦିରରେ ସଅଳ ଦେବନୀତି ସମ୍ପନ୍ନ କରାଯାଇଛି। ସନ୍ଧ୍ୟା ସୁଧା ବଡସିଂହାର ଧୂପ ସମାପନ କରାଯିବା ପରେ ଠାକୁରଙ୍କୁ ଗ୍ରହଣ ବେଶ କରାଯାଇଥିଲା। ଧଳା ଧୋତି ଓ ଉତ୍ତରୀୟ ପରିଧାନ କରି ଠାକୁରଙ୍କ ତଡ଼ପ ଲାଗି…

ବାରବୁଲା ଜୀବନ୍‌ ବିତଉଛନ୍‌ ବୁରୁଧ୍‌ ଦମ୍ପତି

ବିନିକା, ୨୬।୧୨ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ଏନ୍‌ଏସି ଅଧୀନ ଡଭଲା ଓ୍ବାର୍ଡ ନଂ.୧ ରେ ବାପ୍‌ଅଜା ଅମଲୁ ରହିଆସୁଛନ୍‌ ଅସାହା ବୁରୁଧ୍‌ ଦମ୍ପତି ନାଥ ଭୁଏ(୭୭) ଆର ଇଚ୍ଛା ଭୁଏ(୭୨)। ଦମ୍ପତିକଁର ଛୁଆପିଲା, ଘରଦୁଆର ବଲି କିଛି ନାଇଁ। ଆଜି…

ସୌଭାଗ୍ୟ ଯୋଜନା ବାଟବନା: ବିଦ୍ୟୁତ୍‌ ସଂଯୋଗରୁ ବଁଚିତ୍‌ ସିର୍ଲିଗୁଡ଼ାବାସୀ

କୋକସରା, ୨୬।୧୨(ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା କୋକସରା ବ୍ଲକ ଫୁଫଗାଁ ପଁଚେତ୍‌ ସିର୍ଲିଗୁଡ଼ା ଗାଁବାସୀକୁ ସୌଭାଗ୍ୟ ଯୋଜନାରେ ବିଦ୍ୟୁତ୍‌ ସଂଯୋଗ ଯୁଗେଇ ଦେବାର ଲାଗି କାମ୍‌ ମୂଲ ହେଇଛେ। ହେଲେ କାମ୍‌ ମୂଲ ହେବାର ଅନେକ ବଛର ବିତିଯାଇଥିଲେ ବି ଗାଁବାସୀ ବିଦ୍ୟୁତ୍‌…

ସ୍ବଚ୍ଛ ଭାରତ ମିଶନ ବାଟବନା: ପାଇଖାନାରେ ରହୁଛନ୍‌ ଛେଲ୍‌, କୁକ୍‌ରା

ଲାଞ୍ଜିଗଡ଼, ୨୬।୧୨ (ଡି.ଏନ୍‌.ଏ.)- ସ୍ବଚ୍ଛ ଭାରତ ମିଶନ ତରଫୁ ସବୁ ପରିବାରକେ ପାଇଖାନା ତିଆର କରବାର ଲାଗି ଟଁକା ଦିଆଯାଉଛେ। ସେନ୍‌ତା ଲୁକ୍‌କୁ ପାଇଖାନା ବେଭାର କରବାକେ ସଚେତନ କରବାର ଲାଗି ସବୁ ପଁଚେତ୍‌ରେ ୩ରୁ ୪ ଝନ୍‌ ତାଲିମ ନେଇଥିବାର…

ଶ୍ରୀମନ୍ଦିର ପାଇଁ ଜରୁରିକାଳୀନ ପାଣ୍ଠିରୁ ୩୦୦କୋଟି ଖର୍ଚ୍ଚ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରାଜ୍ୟ ସରକାର ପୁରୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ମିଟର ପର୍ଯ୍ୟନ୍ତ ନିର୍ମାଣ ଉଚ୍ଛେଦ କରି ଆକର୍ଷଣୀୟ ଢଙ୍ଗରେ ଐତିହ୍ୟ ସୁରକ୍ଷାବଳୟ ତିଆରି କରୁଛନ୍ତି। ଏହି କାର୍ଯ୍ୟ ପ୍ରାୟ ୭୦ ପ୍ରତିଶତ ସରିବାକୁ ବସିଥିବାବେଳେ ସରକାର ଓଡ଼ିଶା ଜରୁରିକାଳୀନ ପାଣ୍ଠି(ଓସିଏଫ୍‌)ରୁ ୩୦୦ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?