ଆମ ଜିଲା ଖବର

ସରକାରୀ ଜମି ଜବରଦଖଲ: ଉଚ୍ଛେଦ ଲାଗି ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଭବାନୀପାଟଣା,୨୫।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅର୍ତ୍ତଳ ପଞ୍ଚାୟତ କାନ୍ଦୁଲଝର ଗାଁର କିଛି ପ୍ରଭାବଶାଳୀ ବ୍ୟକ୍ତି ପ୍ରାୟ ୫ ଏକର ସରକାରୀ ଜମିକୁ ଜବରଦଖଲ କରି ଅକ୍ତିଆର କରିଛନ୍ତି। ଏ ନେଇ ଗ୍ରାମବାସୀ ବୋର୍ଡା ଫାଣ୍ଡିରେ ଅଭିଯୋଗ କରିବା ସହ…

ହାଇଓ୍ବା-ବୁଲେଟ୍‌ ଧକ୍କା: ଜଣେ ମୃତ, ଜଣେ ଗୁରୁତର

ସମ୍ବଲପୁର,୨୫ା୧୨(ବ୍ୟୁରୋ): ସମ୍ବଲପୁର ଦେଇ ଯାଇଥିବା ୫୫ ନଂ. ଜାତୀୟ ରାଜପଥର ଯୁଯୁମୁରା ଥାନା ଅମିଲିପାଏନ୍‌ ନିକଟରେ ବୁଧବାର ଏକ ହାଇୱା ଏବଂ ବୁଲେଟ୍‌ ମଧ୍ୟରେ ଧକ୍କା ହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ…

ପାଳନ ହେଲା ବଡ଼ଦିନ: ବାଇବେଲ୍‌ ପାଠ ସହ ପ୍ରାର୍ଥନାରେ ପ୍ରକମ୍ପିତ ଚର୍ଚ୍ଚ ଗୃହ

ଦାରିଙ୍ଗବାଡ଼ି,୨୫।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବୁଧବାର ବଡ଼ଦିନ ଶାନ୍ତି ଶୃଙ୍ଖଳାର ସହ ପାଳନ ହେଉଛି। ଏହି ଅବସରରେ ସମସ୍ତ ଖ୍ରୀଷ୍ଟଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସାହ ଦେଖାଯିବା ସହ ମଙ୍ଗଳବାର ମଧ୍ୟରାତ୍ରରେ ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମ ଦିବସ ପାଳନ କରାଯାଇଥିଲା। ନବଯାତ…

ସୂର୍ଯ୍ୟୋପରାଗ ଲାଗି ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ପ୍ରସ୍ତୁତ ହେଲା ନୀତିକାନ୍ତି

ଆରଡ଼ି,୨୫।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ିରେ ଥିବା ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ସୂର୍ଯ୍ୟୋପରାଗ ଲାଗି ବୁଧବାର ସମସ୍ତ ନୀତିକାନ୍ତି ପ୍ରସ୍ତୁତ ହୋଇଛି । ବିରଜା ପଞ୍ଜିକା ଅନୁସାରେ ବୁଧବାର ରାତ୍ର ୮ଟା୧୯ରୁ ଗୁରୁବାର ପୂର୍ବାହ୍ନ ୧୧ଟା୨୯ ପର୍ଯ୍ୟନ୍ତ ଅନ୍ନଭୋଜନ, ପାକକର୍ମ…

ଦନ୍ତା ଆକ୍ରମଣରେ ବୃଦ୍ଧାଙ୍କ ଜୀବନଗଲା

ବାରିପଦା ଅଫିସ,୨୫।୧୨: ମୟୂରଭଞ୍ଜ ଜିଲ୍ଲା ବାଙ୍ଗରିପୋଷି ବନାଞ୍ଚଳ ଅଧୀନ ଗୋଶାଣିପାଳ ଗାଁରେ ଦନ୍ତା ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସ୍ନେହଲତା ସେଠୀ (୬୫)। ସେ ସକାଳୁ ଗ୍ରାମ ନିକଟସ୍ଥ କାତରା ନଦୀକୁ ଶୌଚ ହେବାକୁ…

ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ବଢ଼ୁଛି ଅସନ୍ତୋଷ: ଅର୍ଥ ମଞ୍ଜୁର ସତ୍ତ୍ୱେ ହେଉନି ଭିତ୍ତିଭୂମି ବିକାଶ

ଆଠମଲ୍ଲିକ,୨୫ା୧୨(ଡି.ଏନ.ଏ.) ଆଠମଲ୍ଲିକ ଉପଖଣ୍ଡରେ ଦୀର୍ଘଦିନ ହେବ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ଉପଖଣ୍ଡ ଡାକ୍ତରଖାନାଠାରୁ ଆରମ୍ଭ କରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଯାଏ ସବୁଠି ପୁଳା ପୁଳା ପଦବୀ ଖାଲି ପଡ଼ିଛି। କୋଟି କୋଟି ଟଙ୍କା ମଞ୍ଜୁର ହୋଇସାରିଥିଲେ ବି ଭିତ୍ତିଭୂମିର ବିକାଶ ପାଇଁ…

ନାବାଳିକାଙ୍କୁ ଗଣବଳାତ୍କାର: ୩ କୋର୍ଟଚାଲାଣ, ସୁଧାର ଗୃହ ଗଲେ ନାବାଳକ

ଫୁଲବାଣୀ ଅଫିସ, ୨୫ା୧୨- ଖଜୁରିପଡା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣ ବଳାତ୍କାର କରାଯାଇଛି। ଏହି ଘଟଣାରେ ଅଟକ ଥିବା ୩ ଯୁବକଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଜଣେ ନାବାଳକଙ୍କୁ ବାଳ ସୁଧାର ଗୃହକୁ ପଠାଯାଇଛି।…

ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ସଫଳ ମୁକାବିଲା ପାଇଁ ପ୍ରସ୍ତୁତ ରୁହ

ଢେଙ୍କାନାଳ ଅଫିସ,୨୫ା୧୨: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ମଙ୍ଗଳବାର ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏମ୍‌ପି ମହେଶ ସାହୁ ବିଲରେ ଲଙ୍ଗଳଧରି ଚାଷ କରୁଥିବା ଭଳି କେତେ ଚାଷୀ ଜିଲାରେ…

ଆଧାରକେନ୍ଦ୍ରରେ ତୁମୁଳକାଣ୍ଡ: କର୍ମଚାରୀଙ୍କୁ ମାଡ଼ ମାରି ଯୁବକ ଫେରାର

ବାଲେଶ୍ୱର ଅଫିସ, ୨୫।୧୨-ନୂତନ ଆଧାର କାର୍ଡ କରିବାର ବିଳମ୍ବ ହେବାରୁ ବାଲେଶ୍ୱର ଜିଲାପାଳ ଅଫିସ୍‌ ପରିସର ସରକାରୀ ଗୃହରେ ଓକାକ୍‌ ଦ୍ୱାରା ଅନୁମୋଦିତ ଆଧାରକେନ୍ଦ୍ରରେ ତୁମୁଳକାଣ୍ଡ ଘଟିଛି। କର୍ମଚାରୀଙ୍କ ସହ ଜଣେ ଯୁବକ ପାଟିତୁଣ୍ଡ କରିବାରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା।…

ମହେନ୍ଦ୍ର ହାଇସ୍କୁଲରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ଗୋଟିଏ ସେକ୍ସନରେ ବସୁଛନ୍ତି ୧୫୦ ଶିକ୍ଷାର୍ଥୀ

ଆଠମଲ୍ଲିକ,୨୫ା୧୨(ଡି.ଏନ.ଏ.) – ସରକାରୀ ଉଦାସୀନତା ତଥା ଶିକ୍ଷା ବିଭାଗର ଚରମ ଅବହେଳା ଯୋଗୁ ଆଠମଲ୍ଲିକ ସଦର ମହକୁମାରେ ଥିବା ମହେନ୍ଦ୍ର ହାଇସ୍କୁଲର ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଏକଦା ଜିଲାର କେତୋଟି ଅଗ୍ରଣୀ ହାଇସ୍କୁଲ ମଧ୍ୟରେ ପରିଗଣିତ ହେଉଥିବା ଏହି ବିଦ୍ୟାଳୟର…

ବୈଜ୍ଞାନିକ ପଦ୍ଧତିରେ ହେଉ ଶିକ୍ଷାଦାନ

କାମାକ୍ଷାନଗର,୨୫।୧୨(ଡି.ଏନ.ଏ.) କାମାକ୍ଷାନଗର ବ୍ଲକ ବୁଢିବିଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତ ବାର୍ଷିକ ସମାରୋହ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ସଭାପତି ନୃସିଂହଚରଣ ବେହେରାଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବେ ରାଜ୍ୟ ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ…

ମିଶନ ଇନ୍ଦ୍ରଧନୁଷ୍‌ ଟାସ୍କ ଫୋର୍ସ ବୈଠକ

ଫୁଲବାଣୀ ଅଫିସ, ୨୫ା୧୨- ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ସଶକ୍ତ ମିଶନ ଇନ୍ଦ୍ରଧନୁଷ ଟାସ୍କ ଫୋର୍ସ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡା. ବୃନ୍ଦା ଡି. ଏଥିରେ ଅଧ୍ୟକ୍ଷତା କରି ପ୍ରତ୍ୟେକ କାର୍ଯ୍ୟକ୍ରମକୁ ଆଶାକର୍ମୀ, ଅଙ୍ଗନୱାଡ଼ି କର୍ମୀ, ଏବଂ ଏଏନ୍‌ଏମ୍‌ମାନଙ୍କୁ ଡକାଇବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?