ଆମ ଜିଲା ଖବର

୬୫ତମ ଜିଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ

ଧର୍ମଶାଳା/ଜେନାପୁର,୨୦-୯(ଡି.ଏନ୍‌.ଏ.)- ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ଜେନାପୁର ନୋଡ଼ାଲ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୬୫ତମ ଜିଲାସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଚନ୍ଦ୍ର ଶେଖର ସ୍ବାଇଁଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ…

ଧୂପକାଠି ଫ୍ୟାକ୍ଟ୍ରି ନାଁରେ ୩ ଲକ୍ଷ ଠକେଇ

ଦିଗପହଣ୍ଡି,୨୦ା୯(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବମକେଇ ଗଁାରେ ଧୂପକାଠି ଫ୍ୟାକ୍ଟ୍ରି ପ୍ରତିଷ୍ଠା କରାଇ ଦେବା ନଁାରେ ଜଗନ୍ନାଥ ପ୍ରଧାନଙ୍କଠାରୁ ବ୍ରହ୍ମପୁର ସହରର ଜଣେ ବ୍ୟକ୍ତି ପ୍ରାୟ ୩ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ବମକେଇ ଗଁାର ଜଗନ୍ନାଥ ଏନେଇ କେ.ନୂଆଗଁା…

ଧରାକୋଟ : ଜରାଜୀର୍ଣ୍ଣ ସ୍ଥିତିରେ ଗୋଦାମଗୃହ

ଧରାକୋଟ,୨୦ା୯(ଡି.ଏନ.ଏ.)- କୃଷକର ଆର୍ଥିକ ମାନଦଣ୍ଡ ବୃଦ୍ଧିରେ ସେବା ସମବାୟ ସମିତିର ଭୂମିକା ଗୁରୁତ୍ୱପୂର୍ଣ୍ଣ। ହେଲେ ଦୀର୍ଘଦିନରୁ ସମବାୟ ସମିତି ଓ ଗ୍ରେନ୍‌ଗୋଲା(ସମବାୟ ମଣ୍ଡି)ରାଜ୍ୟପାଳଙ୍କ ଅନୁମୋଦନରେ କାର୍ଯ୍ୟ କରୁଥିଲେ ମଧ୍ୟ ଏମାନଙ୍କର ନିଜସ୍ବ ଭିତ୍ତିଭୂମି ନାହିଁ। ସମ୍ପ୍ରତି ଆସିକା କେନ୍ଦ୍ରୀୟ ସମବାୟ ସମିତି…

ତିତ୍‌ଲି ପୁନରୁଦ୍ଧାର, ରୁରାଲ ହାଉସିଂ ଅଧାପନ୍ତରିଆ

ଛତ୍ରପୁର,୨୦ା୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ)ର ସମୀକ୍ଷା ବୈଠକ ଗୁରୁବାର ଛତ୍ରପୁରସ୍ଥିତ କାର୍ଯ୍ୟାଳୟର ଋଷିକୁଲ୍ୟା ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ଜିଲାରେ ତିତ୍‌ଲି ବାତ୍ୟାରେ ବ୍ୟାପକ କ୍ଷତି ହୋଇଥିଲା।…

ଅନୁଦାନ ହାତେଇବାକୁ ଅଭିନବ ଉଦ୍ୟମ

ଭଦ୍ରକ ଅଫିସ, ୨୦।୯ – ଦୃଷ୍ଟିହୀନ, ମୁକ, ବଧିର ସ୍କୁଲରେ ସରକାରୀ ଅନୁଦାନ ହାତେଇବା ପାଇଁ ସୁସ୍ଥ ପିଲାଙ୍କୁ ରଖି ଅଭିନବ ଉପାୟରେ ଚାଲିଥିଲା ଶିକ୍ଷାନୁଷ୍ଠାନ। ଗୁରୁବାର ରାଜ୍ୟ ଭିନ୍ନକ୍ଷମ ଆୟୋଗ ଅଧ୍ୟକ୍ଷାଙ୍କ ଅଚାନକ ପରିଦର୍ଶନ ପରେ ଏହି ଗୁମର ଖୋଲିଛି।…

ପୋଲିସ ଆଇଜିଙ୍କ ବାରିପଦା ଗସ୍ତ

ବାରିପଦା ଅଫିସ,୨୦ା୯- ଉତ୍ତରାଞ୍ଚଳ ପୋଲିସ ଆଇଜି ଦୀପ୍ତେଶ ପଟ୍ଟନାୟକ ଗୁରୁବାର ଦିନିକିଆ ମୟୂରଭଞ୍ଜ ଜିଲା ବାରିପଦା ଗସ୍ତରେ ଆସିଥିଲେ। ଏହି ଅବସରରେ ଜିଲା ପୋଲିସ ମୁଖ୍ୟାଳୟର ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ସେ ପୋଲିସ ଅଧିକାରୀମାନଙ୍କୁ ନୀତି ଓ ନୈତିକତାର ପାଠ…

ନିମ୍ନମାନର ପୋଷାକ ବିତରଣକୁ ବିରୋଧ

ବଡ଼ସାହି,୨୦ା୯(ସ୍ବ.ପ୍ର)- ବଡ଼ସାହି ବ୍ଲକ ଅଧୀନ ହରିପୁର ଉନ୍ନିତ ଉପ୍ରା ବିଦ୍ୟାଳୟରେ ଛାତ୍ରୀଛାତ୍ରମାନଙ୍କୁ ପୋଷାକ ଓ ଜୋତା ବିତରଣକୁ ନେଇ ଗୁରୁବାର ଉତ୍ତେଜନା ପ୍ରକାଶ ପାଇଛି ା ନିମ୍ନମାନର ପୋଷାକ ଓ ଜୋତାକୁ ସ୍କୁଲ ଚେୟାରମ୍ୟାନ ବିତରଣ କରୁଥିବା ଜଣାପଡିବା ପରେ ଅଭିଭାବକ…

ଖୁଣ୍ଟାରେ ଚାଷୀ ସମାବେଶ

ଖୁଣ୍ଟା,୨୦ା୯(ଡି.ଏନ୍‌.ଏ.)- ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ସ୍ଥାନୀୟ ଖୁଣ୍ଟା କଲ୍ୟାଣମଣ୍ଡପଠାରେ ଗୁରୁବାର ଏକ ଚାଷୀ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏହି ସମାବେଶରେ ଖୁଣ୍ଟା ଓ ଗୋପବନ୍ଧୁ ନଗର ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରୁ ୫୦୦ ରୁ ଉଦ୍ଧର୍‌ବ ଚାଷୀ ସାମିଲ…

ସରକାରୀ ଜମି ଜବରଦଖଲ

ରୂପ୍‌ସା, ୨୦।୯(ଡି.ଏନ୍‌.ଏ.)- ବାଲେଶ୍ୱର ସଦର ବ୍ଲକ ଆଙ୍କୋ ପଞ୍ଚାୟତ ଅନ୍ତର୍ଗତ ପଦ୍ମପୋଖରୀ ଆଡ଼ିରେ ଜବରଦଖଲ ନେଇ ଉତ୍ତେଜନା ଲାଗି ରହିଛି। ସ୍ଥାନୀୟ ଲୋକେ ଏହି ସରକାରୀ ଜମିରେ ଖୁଣ୍ଟ ପୋତି ନିଜ ଦଖଲରେ ଘର ନିର୍ମାଣ ପାଇଁ ମସୁଧା କରୁଥିବା ଗ୍ରାମବାସୀ…

କର୍ତ୍ତବ୍ୟରେ ଅବହେଳା: ୨ ପୋଲିସ କର୍ମଚାରୀ ନିଲମ୍ବିତ

ବାଲେଶ୍ୱର ଅଫିସ, ୨୦ା୯-କର୍ତ୍ତବ୍ୟରେ ଅବହେଳା ଦର୍ଶାଇ ବାଲେଶ୍ୱର ଏସ୍‌ପି ବି. ଯୁଗୋଳ କିଶୋର କୁମାର ଗୁରୁବାର ଦୁଇ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ସେମାନେ ହେଲେ ବାଲେଶ୍ୱର ସହଦେବଖୁଣ୍ଟା ମଡେଲ ଥାନାର ହାବିଲଦାର ରଞ୍ଜନ ସାହୁ, କନଷ୍ଟେବଳ ପ୍ରଦୀପ କୁମାର…

ଆଗ ଥଇଥାନ, ପରେ ଉଚ୍ଛେଦ: ମେଳି କରି ଦାବି କଲେ ବ୍ୟବସାୟୀ

ବାଲେଶ୍ୱର ଅଫିସ, ୨୦।୯-ବାଲେଶ୍ୱର ଓଟିରୋଡ୍‌ର କୁରୁଡ଼ା ବାଇପାସ୍‌ରୁ ରେମୁଣା ଗୋଲେଇ ପର୍ଯ୍ୟନ୍ତ ରାସ୍ତାର ସମ୍ପ୍ରସାରଣ ପାଇଁ ଉଭୟପାର୍ଶ୍ୱରେ ଜବରଦଖଲକାରୀ ଦୋକାନୀଙ୍କୁ ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯିବା ପାଇଁ ବାଲେଶ୍ୱର ପ୍ରଶାସନ ପକ୍ଷରୁ ଅଭିଯାନ ଆରମ୍ଭ ହୋଇଛି। ବିଭିନ୍ନ ବ୍ୟବସାୟୀ ସଂଘ ପକ୍ଷରୁ…

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଗୁଳିମାଡ଼ ଘଟଣା: ୪ ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ବାଲେଶ୍ୱର ଅଫିସ, ୨୦।୯-ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ରେମୁଣା ଗୋଲେଇ ମେଡ଼ିକାଲ କଲେଜ ଛକରେ ଗତ ୧୪ ତାରିଖ ରାତି ପ୍ରାୟ ସାଢେ ୯ଟା ବେଳେ ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଥିଲା। ପୂର୍ବଶତ୍ରୁତାରୁ ଏହି ଗୁଳିକାଣ୍ଡ ଘଟିଥିବା ପୋଲିସ ଜାଣିବାକୁ ପାଇଛି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri