ଆମ ଜିଲା ଖବର

ନୟାଗଡ଼ ଜିଲା ମହୋତ୍ସବ ଉଦ୍‌ଘାଟିତ: ଲୋକକଳାଙ୍କୁ ଉଜ୍ଜୀବିତ ରଖେ ମହୋତ୍ସବ

ନୟାଗଡ଼ ଅଫିସ,୨୫ା୧୨: ନୟାଗଡ଼ ଖେଳପଡ଼ିଆଠାରେ ନୟାଗଡ଼ ଜିଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ୨୦୧୯ ମଙ୍ଗଳବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଛି। ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଏହାକୁ ଉଦ୍‌ଘାଟନ କରି ନିର୍ମାଣାଧୀନ ବଲାଙ୍ଗୀ ପାର୍କକୁ ପୋଷ୍ୟ ପ୍ରକଳ୍ପ ଭାବେ…

ଜେଏସ୍‌ଡବ୍ଲ୍ୟୁ ଅଫିସରେ ଭଙ୍ଗାରୁଜା: ୧୦ କୋର୍ଟଚାଲାଣ

ପାରାଦୀପ,୨୫ା୧୨(ସ୍ବ.ପ୍ର.): ସହରର ପ୍ରଶାସନିକ ଭବନ ନିକଟରେ ଥିବା ପାରାଦୀପ ଭବନରେ ମଙ୍ଗଳବାର ତୁମୁଳକାଣ୍ଡ ଘଟିଛି। ଭବନର ତୃତୀୟ ଓ ଚତୁର୍ଥ ମହଲାରେ ଥିବା ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ ଏବଂ ଜେଏସ୍‌ଡବ୍ଲ୍ୟୁ ପୋର୍ଟ ଟର୍ମିନାଲ ଅଫିସରେ ସୋବୁ (ଷ୍ଟୁଡେଣ୍ଟ ଅରଗାନାଇଜେଶନ୍‌ ଅଫ୍‌ ବିଜୁ…

ପାରାଦୀପ ପୌର ପ୍ରଶାସନର ସମନ୍ବୟ ବୈଠକ: କୌଶଳ ବିକାଶରେ ସାମିଲ ହେବେ କିନ୍ନର

ପାରାଦୀପ,୨୫ା୧୨(ସ୍ବ.ପ୍ର.): ସମାଜରେ ବଞ୍ଚତ୍ବାକୁ କିନ୍ନରମାନେ ଅନେକ ସଂଘର୍ଷ କରିଥାନ୍ତି। ସେମାନଙ୍କ ରୋଜଗାର ଉତ୍ସଶୈଳୀ ଭିନ୍ନ ହୋଇଥାଏ। ତେଣୁ ଏସବୁକୁ ପରିବର୍ତ୍ତନ କରିବା ପାଇଁ ଏବେ ସରକାରୀ ଭାବେ ପ୍ରୟାସ ଆରମ୍ଭ ହୋଇଛି। ମଙ୍ଗଳବାର ପାରାଦୀପ ପୌର ପ୍ରଶାସନିକ ଭବନରେ କିନ୍ନରଙ୍କ ଅଧିକାର…

ପ୍ରତିଭା ବଳରେ ପରିଚୟ ସୃଷ୍ଟି କର: ରାଜ୍ୟପାଳ

ଜଗତ୍‌ସିଂହପୁର ଅଫିସ/ନାଉଗଁା,୨୫ା୧୨(ସ୍ବ.ପ୍ର.): ଓଡ଼ିଶା ମାଟି ହେଉଛି ସ୍ବତନ୍ତ୍ର। ଏହି ମାଟିରେ ଗୋପବନ୍ଧୁ ଦାସ, ବକ୍ସି ଜଗବନ୍ଧୁଙ୍କ ଭଳି ଅନେକ ମହାତ୍ମାଙ୍କ ଜନ୍ମ ହୋଇଛି। ଗୋପବନ୍ଧୁ, ବକ୍ସି ଜଗବନ୍ଧୁ ନିଜର ପ୍ରତିଭା ବଳରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ତେଣୁ ପିଲାମାନେ ସେମାନଙ୍କ…

ପୁରୀ ବେଳାଭୂମିରେ ବୃହତ୍‌ ଥ୍ରୀଡି ବାଲୁକା ସାନ୍ତା କ୍ଲଜ: ଗୋ ଗ୍ରୀନ୍‌ର ବାର୍ତ୍ତା ଦେଇଛନ୍ତି ସୁଦର୍ଶନ

ପୁରୀ ଅଫିସ, ୨୪ା୧୨: ପବିତ୍ର ବଡ଼ଦିନ ଅବ୍ୟବହିତ ପୂର୍ବରୁ ମଙ୍ଗଳବାର ପୁରୀର ସ୍ବର୍ଣ୍ଣାଭ ବେଳାଭୂମିରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପ୍ରସ୍ତୁତ କରିଛନ୍ତି ବୃହତ୍‌ ଥ୍ରୀଡି ବାଲୁକା ସାନ୍ତାକ୍ଲଜ। ଖ୍ରୀଷ୍ଟମାସ ଅବସରରେ ପରିବେଶକୁ ସୁସ୍ଥ ରଖିବା ସହ ବିଶ୍ୱବାସୀଙ୍କୁ…

ବୁଧବାର ରାତି ୮ଟା ୨୦ରୁ ପାକତ୍ୟାଗ; ରାତିତମାମ ଉଜାଗର ରହିବେ ମହାପ୍ରଭୁ

ପୁରୀ ଅଫିସ, ୨୪ା୧୨: ଆସନ୍ତା ୨୬ ତାରିଖ ପୌଷ ଅମାବାସ୍ୟାରେ ହେବ ଖଣ୍ଡଗ୍ରାସ କେତୁଗ୍ରସ୍ତ ସୂର୍ଯ୍ୟୋପରାଗ। ଗୁରୁବାର ସକାଳ ୮ଘଣ୍ଟା ୨୦ ମିନିଟ୍‌ ୮ ସେକେଣ୍ଡରେ ପରାଗ ସ୍ପର୍ଶ ହୋଇ ୩ ଘଣ୍ଟା ୯ ମିନିଟ୍‌ ପର୍ଯ୍ୟନ୍ତ ରହିବ। ସକାଳ ୯ଟା…

ଗଳାପୋଲ ନିର୍ମାଣ ଦାବି ତେଜିଲା: ରାଣୀତାଲ ବଜାର ବନ୍ଦ, ପ୍ରତିବାଦ ସଭା

ଭଦ୍ରକ ଅଫିସ, ୨୪ା୧୨- ଭଦ୍ରକ ଉପକଣ୍ଠବର୍ତ୍ତୀ ରାଣୀତାଲ ସ୍କୁଲ ଓ ବଜାର ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଗଳାପୋଲ ନିର୍ମାଣ ଦାବିରେ ମଙ୍ଗଳବାର ସ୍ଥାନୀୟ ବଜାର ବନ୍ଦ ରଖାଯାଇ ପ୍ରତିବାଦ ସଭା କରାଯାଇଥିଲା। ଆଗାମୀ ଦିନରେ ପ୍ରଶାସନ ଦାବି ପ୍ରତି…

ତାଲା ପକାଇଲେ ଚାଷୀ, ଧାନକିଣା ବନ୍ଦ

ଭଦ୍ରକ ଅଫିସ, ୨୪ା୧୨- ଭଦ୍ରକ ବ୍ଲକ ବ୍ରହ୍ମପୁର ସେବା ସମବାୟ ସମିତିରେ ମଙ୍ଗଳବାର ଚାଷୀମାନେ ତାଲା ପକାଇ ଆନ୍ଦୋଳନ କରିଥିଲେ। ଫଳରେ ସେଠାରେ ଧାନକିଣା ପ୍ରକ୍ରିୟା ଆରମ୍ଭ ହୋଇପାରି ନ ଥିଲା। ମଣ୍ଡି ଖୋଲିବାକୁ ଯାଇଥିବା ଜିଲା ଯୋଗାଣ ଅଧିକାରୀ ମିର୍‌…

ସରକାରୀ ମଦ ଦୋକାନ ବିରୋଧରେ ଜିଲାପାଳଙ୍କୁ ଭେଟିଲେ ମହିଳା

ଭଦ୍ରକ ଅଫିସ, ୨୪ା୧୨- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଖଦାଳପୋଖରୀ ଓ ତୋଟାପଡ଼ା ପଞ୍ଚାୟତର ଏକ ସରକାରୀ ମଦ ଦୋକାନ ଖୋଲାଯାଉଥିବା ଜାଣି ସ୍ବୟଂ ସହାୟିକା ଗୋଷ୍ଠୀର ମହିଳାଙ୍କ ସମେତ ଅଞ୍ଚଳବାସୀ ଏହାକୁ ବିରୋଧ କରିଛନ୍ତି। ସ୍ବୟଂ ସହାୟିକା ଗୋଷ୍ଠୀର…

ମାଇକ୍ରୋ କମ୍ପୋଷ୍ଟ ପ୍ଲାଣ୍ଟ ନିର୍ମାଣକୁ ବିରୋଧ, ଶିଳାନ୍ୟାସ କାର୍ଯ୍ୟକ୍ରମ ବାତିଲ

ଉଦଳା,୨୪ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ସହରରେ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ନିର୍ମାଣ ହେବାକୁ ଥିବା ମାଇକ୍ରୋ କମ୍ପୋଷ୍ଟ ପ୍ଲାଣ୍ଟକୁ ସ୍ଥାନୀୟ ବାସିନ୍ଦା ବିରୋଧ କରିଛନ୍ତି। ଫଳରେ ମଙ୍ଗଳବାର ହେବାକୁ ଥିବା ଶିଳାନ୍ୟାସ କାର୍ଯ୍ୟକ୍ରମ ବାତିଲ ହୋଇଯାଇଛି। ସୂଚନା ଅନୁଯାୟୀ, ଉଦଳା ଏନଏସି…

କପ୍ତିପଦା ବ୍ଲକ୍‌ ଆଗରେ ବିକ୍ଷୋଭ

କପ୍ତିପଦା,୨୪ା୧୨(ଡ଼ି.ଏନ୍‌.ଏ.)- ଅଲ୍‌ ଇଣ୍ଡିଆ ଡେମୋକ୍ରାଟିକ୍‌ ଯୁବ ସଂଗଠନ, ଅଲ୍‌ ଇଣ୍ଡିଆ ଛାତ୍ର ସଂଗଠନ ଏବଂ ମହିଳା ସଂଗଠନର ମିଳିତ ଆନୁକୂଲ୍ୟରେ ଛାତ୍ର, ଯୁବକ, ମହିଳାମାନଙ୍କର ସମସ୍ୟା ନେଇ କପ୍ତିପଦା ବ୍ଲକ୍‌ ସମ୍ମୁଖରେ ଏକ ବିକ୍ଷୋଭ ସମାବେଶ ଅନୁଷ୍ଠିତ ହୋଇଯାଇଛି। କପ୍ତିପଦା ପୁରୁଣା…

ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତା: ଶୁଭମ୍‌, ଆଦିତ୍ୟ ଚାମ୍ପିୟନ

ବାଲେଶ୍ୱର ଅଫିସ,୨୪।୧୨-ବାଲେଶ୍ୱର ଏକ ଘରୋଇ ପବ୍ଲିକ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଥିବା ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାରେ ଫକୀରମୋହନ କନିଷ୍ଠ ମହାବିଦ୍ୟାଳୟର ଯୁକ୍ତ ୨ ପ୍ରଥମବର୍ଷ ବିଜ୍ଞାନ ଛାତ୍ର ଶୁଭମ୍‌ ଏସ୍‌ ଦାସ ଓ ଯୁକ୍ତ ୨ ପ୍ରଥମବର୍ଷ କଳା ଛାତ୍ର ଆଦିତ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?