ଆମ ଜିଲା ଖବର

ଆଇଟିଆର୍‌ ଲଞ୍ଚପ୍ୟାଡ୍‌ରୁ ‘ପିନାକା’ର ୩ଥର ବ୍ୟବହାରିକ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୪।୧୨-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର(ଆଇଟିଆର୍‌) ୩ ନମ୍ବର ଲଞ୍ଚପ୍ୟାଡ୍‌ରୁ ମଙ୍ଗଳବାର ବହୁମୁଖୀ ରକେଟ ଲଞ୍ଚର ‘ପିନାକା’ର ୩ଥର ପରୀକ୍ଷଣ କରାଯାଇଛି। ଏସବୁ ପରୀକ୍ଷଣ ସଫଳ ହୋଇଥିବା ଆଇଟିଆର ପକ୍ଷରୁ ସୂଚନା ଦିଆଯାଇଛି। ଭାରତୀୟ ବାୟୁସେନାରେ ‘ପିନାକା’ ରକେଟ…

କର୍ନାଟକରୁ ପ୍ରାପ୍ୟ ନ ପାଇ ଫେରିଲେ ଶ୍ରମିକ: ଠିକାଦାର, ୩ ସହଯୋଗୀଙ୍କ ବିରୋଧରେ ଅଭିଯୋଗ

ହିଞ୍ଜିଳିକାଟୁ,୨୪ା୧୨(ଡ଼ି.ଏନ୍‌.ଏ.)- ଜଣେ ଠିକାଦାର ଓ ତାଙ୍କ ୩ ସହଯୋଗୀଙ୍କ କଥାରେ ଅଧିକ ଅର୍ଥ ଲୋଭରେ ପଡ଼ି ଜିଲାର ବିଭିନ୍ନ ଅଞ୍ଚଳରୁ ୬୦ରୁ ଉର୍ଦ୍ଧ୍ୱ ଶ୍ରମିକ କର୍ନାଟକ ରାଜ୍ୟକୁ ଦାଦନ ଖଟିବାକୁ ଯାଇଥିଲେ। ଏକ ରେଲ୍‌ ସ୍ଲିପର (ରେଳ ଧାରଣା ତଳେ ପଡୁଥିବା…

ଗୋପାଳପୁର ବେଳାଭୂମି ମହୋତ୍ସବ ଉଦ୍‌ଘାଟିତ: ଯୋଗଦେଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଅଫିସ, ୨୪।୧୨- ଗୋପାଳପୁର ବେଳାଭୂମି ପରିସରରେ ଆୟୋଜିତ ଗୋପାଳପୁର ବେଳାଭୂମି ମହୋତ୍ସବ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ୫ ଦିନଧରି ଚାଲିବାକୁ ଥିବା ଏହି ମହୋତ୍ସବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଜାଗା…

ବାଇକ୍‌କୁ ପିଟିଲା ଟ୍ରକ୍‌: ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

ସରଣ୍ଡା,୨୪।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଥାନା ସମ୍ବଲପୁର-ବରଗଡ଼ ୫୩ନଂ. ଜାତୀୟ ରାଜପଥର ଅତାବିରା ଷ୍ଟେଟ୍‌ ବ୍ୟାଙ୍କ ସମ୍ମୁଖରେ ମଙ୍ଗଳବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଭେଡେନ୍‌…

ପରିଣତ ବୟସରେ ଆବାସ ଯୋଜନାରୁ ବଞ୍ଚିତ କଳାକାର, ଘର ଖଣ୍ଡିଏ ପାଇଁ ଗୁହାରି ସତ୍ତ୍ୱେ ପ୍ରଶାସନର ନିଦ ଭାଙ୍ଗୁନି

କେନ୍ଦୁଝର,୨୪।୧୨(ସ୍ବ.ପ୍ର.): ସରକାର ଗରିବମାନଙ୍କୁ ପକ୍କା ଘର ଯୋଗାଇ ଦେବା ଲାଗି ଆବାସ ଯୋଜନା କରିଛନ୍ତି। ହେଲେ ଆଜି ବି ରାଜ୍ୟର ଅନେକ ଯୋଗ୍ୟ ହିତାଧିକାରୀ ଏଥିରୁ ବଞ୍ଚିତ ରହୁଛନ୍ତି। ଫଳରେ ବିପଦପୂର୍ଣ୍ଣ ଅବସ୍ଥାରେ ସେମାନଙ୍କୁ ଝାଟିମାଟି ଚାଳଛପର ଘରେ ଜୀବନ ବିତାଇବାକୁ…

ଧାନଖଳାରେ ଲାଗିଲା ନିଆଁ

ରାୟଗଡ଼ା ଅଫିସ,୨୪।୧୨- ରାୟଗଡ଼ା ଜିଲା ତାଡ଼ମା ପଞ୍ଚାୟତ ମାଲିପଡ଼ା ଗ୍ରାମର ଜଗନ୍ନାଥ ପ୍ରଧାନଙ୍କର ଧାନଖଳାରେ ୧ ଏକର ଜମିର ଧାନ ଫସଲ ମଙ୍ଗଳବାର କୌଣସି କାରଣବଶତଃ ନିଆଁ ଲାଗିଯାଇଛି। ଏନେଇ ଖବର ପାଇ ଅଗ୍ନିଶମ କର୍ମଚାରୀ ଗ୍ରାମରେ ପହଞ୍ଚି ନିଆଁକୁ ଆୟତ୍ତ…

ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ

ବଡଗାଁ,୨୪।୧୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ପଟୁଆବେଡ଼ା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବନମାଳୀ ନାୟକଙ୍କ ସ୍ତ୍ରୀ ଉର (୫୮)। ଉଭୟ ସ୍ବାମୀ ସ୍ତ୍ରୀ ସୋମବାର ଜଙ୍ଗଲ ପାଖ ବିଲକୁ ଧାନ କାଟିବାକୁ ଯାଇଥିଲେ।…

ସିଏଏ, ଏନ୍‌ଆର୍‌ସି ବିରୋଧରେ ବରଗଡ଼ରେ ବିକ୍ଷୋଭ

ବରଗଡ଼ ଅଫିସ,୨୪।୧୨: ବରଗଡ଼ରେ ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ବିରୋଧ କରାଯାଇଛି। ଏହି କ୍ରମରେ ମଙ୍ଗଳବାର ସ୍ଥାନୀୟ ସମ୍ବିଧାନ ସୁରକ୍ଷା ମଞ୍ଚ ନେତୃତ୍ୱରେ ଏଠାରେ ବିକ୍ଷୋଭ ଶୋଭାଯାତ୍ରା, ଧାରଣା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ସ୍ଥାନୀୟ ଡାକବଙ୍ଗଳାରୁ…

ଜଙ୍ଗଲରୁ ମିଳିଲା ଯୁବତୀଙ୍କ ମୃତଦେହ: ହତ୍ୟା ସନ୍ଦେହ କରି ଏସ୍‌ପିଙ୍କ ତନାଘନା

ବରଗଡ ଅଫିସ,୨୪।୧୨: ବରଗଡ ଜିଲା ପାଇକମାଳ ଥାନା ଅନ୍ତର୍ଗତ ଝାରବନ୍ଧ ପଞ୍ଚାୟତ ଟେମରିମାଲ ଗ୍ରାମ ନିକଟ ଜଙ୍ଗଲ ମଧ୍ୟରୁ ମଙ୍ଗଳବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତା ଯୁବତୀ ଜଣକ ହେଲେ, ଟେମରିମାଳ ଗ୍ରାମର ଲୁଭାବତୀ ବରିହା(୨୩) ।…

ଡିସେମ୍ବର ୨୬ରୁ ଜାନୁୟାରୀ ୪ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ଲାଗି ଭିତରକନିକା ବନ୍ଦ

ରାଜନଗର,୨୪।୧୨(ଡି.ଏନ୍‌.ଏ.): ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ଚଳିତ ମାସ ଡିସେମ୍ବର ୨୬ରୁ ଜାନୁୟାରୀ ୪ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିବ। ଏ ନେଇ ଡିଏଫ୍‌ଓ ବିକାଶ ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଏହି ଦିନଗୁଡିକରେ ବଉଳା କୁମ୍ଭୀର…

ବଡ଼ଦିନକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ଦାରିଙ୍ଗବାଡ଼ି,୨୪।୧୨(ଡି.ଏନ୍‌.ଏ.): ବଡ଼ଦିନକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ପାଇଁ ଡିଏସ୍‌ପି ଆଲବିନାସ କେରେକେଟାଙ୍କ ନେତୃତ୍ୱରେ ଥାନା ଅଧିକାରୀ ରଞ୍ଜିତ କୁମାର ମୁନୀଙ୍କ ସମେତ ଜଣେ…

ଫେବୃୟାରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା

କଟକ ଅଫିସ୍‌,୨୪।୧୨: ଆସନ୍ତା ଫେବୃୟାରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା ଆରମ୍ଭ ହେବ। ଏହା ମାର୍ଚ୍ଚ ୨ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହୋଇ ଦିନ ୧୨.୩୦ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?