ଆମ ଜିଲା ଖବର

ରାସ୍ତାରେ ଜଳିଗଲା ଆଇରନ ବୋଝେଇ ଟ୍ରକ୍‌

ଠାକୁରମୁଣ୍ଡା,୨୦ା୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଯଶୀପୁର ଥାନା ଅଧୀନ କେନ୍ଦୁଝର-ଯଶୀପୁର ୪୯ନଂ. ଜାତୀୟ ରାଜପଥରେ ରବିବାର ସକାଳେ ଏକ ୧୨ଚକିଆ ଆଇରନ ବୋଝେଇ ଟ୍ରକ୍‌ରେ ନିଆଁ ଲାଗି ଜଳିଯାଇଛି। ଡ୍ରାଇଭର ଓ ହେଲ୍‌ପର ଅଳ୍ପକେ ନିଆଁରୁ ବର୍ତ୍ତି ଯାଇଛନ୍ତି। କେନ୍ଦୁଝରରୁ ଆଇରନ ବୋଝେଇ…

ମୁଣ୍ଡାରୀ ସମ୍ପ୍ରଦାୟର ବୁରୁବଙ୍ଗା ମହୋତ୍ସବ

ବଡ଼ସାହି,୨୦ା୧(ସ୍ବ.ପ୍ର)-ବଡସାହି ପଞ୍ଚାୟତ କେନ୍ଦୁଆସାହି ବିର୍ସା ମଇଦାନରେ ବୁରୁବଙ୍ଗା ସାସାଂକିର୍‌ କମିଟି ଓ ବୁରୁବଙ୍ଗା ଯୁବକ ସଂଘ ଆନୁକୂଲ୍ୟରେ ମୁଣ୍ଡାରୀ ସମ୍ପ୍ରଦାୟ ତରଫରୁ ୬ଷ୍ଠ ବାର୍ଷିକ ‘ବୁରୁବଙ୍ଗା ମହୋତ୍ସବ’ ଶନିବାର ଆରମ୍ଭ ହୋଇଛି। ପ୍ରାରମ୍ଭରେ ମୁଣ୍ଡାରୀ ସମ୍ପ୍ରଦାୟର ପାହାନ୍‌ ଗମ୍‌କେ(ପୁରୋହିତ) ବସନ୍ତ କୁମାର…

କାର୍ଯ୍ୟକାରୀ ହେଉନି କୋର୍ଟ ନିର୍ଦ୍ଦେଶ: ବରିଷ୍ଠ ନାଗରିକଙ୍କ କ୍ଷୋଭ

ବାଲିଆପାଳ, ୨୦।୧(ଡି.ଏନ.ଏ.)- କୋର୍ଟ ନିର୍ଦ୍ଦେଶ ପ୍ରଶାସନ କାର୍ଯ୍ୟକାରୀ କରୁ ନ ଥିବାରୁ ବାଲିଆପାଳ ବ୍ଲକ ସମେତ ଗ୍ରାମାଞ୍ଚଳରେ ବରିଷ୍ଠ ନାଗରିକମାନେ କ୍ଷୋଭ ପ୍ରକାଶ କରିଛନ୍ତି। ବାଲିଆପାଳ ପୂର୍ତ୍ତ ବିଭାଗ ଡାକବଙ୍ଗଳାଠାରେ ରବିବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସେମାନେ ଏହା ପ୍ରକାଶ କରିଛନ୍ତି।…

କ୍ରିକେଟ ଲାଗି ବେଟିଂ, ଜଣେ ଗିରଫ

ଜଳେଶ୍ୱର, ୨୦ା୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ପୋଲିସ ଗ୍ୟାରେଜ୍‌ ବଜାର ଅଞ୍ଚଳର ଜୁଆ ଆଡ୍ଡାରେ ଚଢାଉ କରି କ୍ରିକେଟ ପାଇଁ ବେଟିଂ ଚାଲିଥିବା ବେଳେ ଜଣଙ୍କୁ ଗିରଫ କରିଛି। ତାଙ୍କଠାରୁ ଦେଢଲକ୍ଷ ଟଙ୍କା ଜବତ ହୋଇଛି। ଅଭିଯୁକ୍ତ ହେଲେ ଜଳେଶ୍ୱର ଥାନା ରାଜପୁର…

ସରକାରୀ ଯୋଜନାରୁ ବଞ୍ଚିତ ନେଇ କ୍ଷୋଭ

ଗଣିଆ,୨୦ା୧(ଡି.ଏନ୍‌.ଏ.): ଗଣିଆ ବ୍ଲକ ପଞ୍ଚୁପଲ୍ଲୀ ପ୍ରଗଣାସ୍ଥିତ ଗୁପ୍ତେଶ୍ୱର ମହାଦେବଙ୍କ ମନ୍ଦିର ପ୍ରାଙ୍ଗଣ ପଞ୍ଚମୁଖୀ ହନୁମାନ ମନ୍ଦିର ସମ୍ମୁଖରେ ରବିବାର ବ୍ଲକ ଶିବଶକ୍ତୀ ପୂଜକ ସମାଜର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସମାଜର ନୟାଗଡ ଜିଲା ସଭାପତି ବିକ୍ରମ ମହାପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ…

ଆକ୍ରମଣ ଘଟଣା: ବାପପୁଅଙ୍କୁ ୧୨ବର୍ଷ କାରାଦଣ୍ଡ

ନୟାଗଡ଼ ଅଫିସ,୨୦ା୧: ନୟାଗଡ଼ ଜିଲା ମୁଖ୍ୟ ବିଚାର ବିଭାଗୀୟ ବିଚାରପତି ମାନସ କୁମାର ପଣ୍ଡା ଶନିବାର ଏକ ଆକ୍ରମଣ ଘଟଣାର ବିଚାର କରି ବାପପୁଅଙ୍କୁ ୧୨ ବର୍ଷ କାରାଦଣ୍ଡ ଶୁଣାଣି କରିଛନ୍ତି। ସେମାନେ ହେଲେ ଓଡ଼ଗାଁ ଥାନା ଜାମୁସାହି ଗ୍ରାମର ନକୁଳ…

କଲଭର୍ଟରେ ଗର୍ତ୍ତ: ୨ ମାସରେ ୩୪ ଦୁର୍ଘଟଣା

ରଣପୁର,୨୦ା୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଏନ୍‌ଏସିର ୧୩ନଂ. ୱାର୍ଡ ରଘୁନାଥପୁର ଗଁା ମୁଣ୍ଡରେ ଥିବା କଲଭର୍ଟରେ ଗର୍ତ୍ତ ସୃଷ୍ଟି ହୋଇ ଦୁର୍ଘଟଣାକୁ ଆମନ୍ତ୍ରଣ କରୁଛି। ଗତ ୨ମାସ ମଧ୍ୟରେ ଏଠାରେ ୩୪ଟି ଦୁର୍ଘଟଣା ଘଟିସାରିଲାଣି। ସେହିପରି ୧୨ ଗୃହପାଳିତ ପ୍ରାଣୀ ଗର୍ତ୍ତ…

ଶାରଳା ମନ୍ଦିର ସେବାୟତଙ୍କୁ ମରଣାନ୍ତକ ଆକ୍ରମଣ

ଜଗତ୍‌ସିଂହପୁର ଅଫିସ୍‌/ତିର୍ତ୍ତୋଲ,୨୦ା(ଡି.ଏନ.ଏ.): କନକପୁରସ୍ଥିତ ମା’ଶାରଳା ମନ୍ଦିରରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। କନକପୁର ଦେଉଳୀ ଗ୍ରାମର ତ୍ରିଲୋଚନ ରାଉଳ(ଗୁଲା)ନାମକ ସେବାୟତଙ୍କୁ ୩ଜଣ ମରଣାନ୍ତକ ଆକ୍ରମଣ କରିଛନ୍ତି। ସେମାନେ ହେଲେ ତିର୍ତ୍ତୋଲ ଥାନା ଓକଲାର ସୁଶାନ୍ତ ରାଉଳ, କନକପୁର ଶାସନର ପ୍ରଶାନ୍ତ…

ବୋଲେରୋ ଓଲଟି ୪ ଗୁରୁତର

ଶଙ୍କରାଖୋଲ,୧୯ା୧(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଟିକାବାଲି ଥାନା ଶଙ୍କରାଖୋଲ ନିକଟ ଡୁମ୍ବୁରିନାଳ ପୋଲଠାରେ ରବିବାର ରାତି ପ୍ରାୟ ୯ଟାରେ ଏକ ବୋଲେରୋ ଓଲଟି ପଡ଼ିବାରୁ ୪ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଚକାପାଦ ଗ୍ରାମର ଭବାନୀ ଶଙ୍କର ସାହାଣୀ, କାବାଲାଗଁାର କେଦାରନାଥ…

ଇଟାଭାଟି ଭିତରେ ଅଙ୍ଗନୱାଡ଼ି କେନ୍ଦ୍ର

ଜୟପୁର,୧୯ା୧(ଡି.ଏନ୍‌.ଏ.):ଜୟପୁର ବ୍ଲକ ସଦର ଉପକଣ୍ଠ ବାରିଣିପୁଟ ପଞ୍ଚାୟତ ପରଜା ସାହିରେ ଏକ ନିର୍ଜନ ଚାଷଜମିରେ ବେଆଇନ ଇଟାଭାଟି ଗଢ଼ି ଉଠିଛି। ତାରି ଭିତରେ ରହିଛି ଅଙ୍ଗନୱାଡ଼ି କେନ୍ଦ୍ର ା ସରକାର ଅଙ୍ଗନୱାଡ଼ି କେନ୍ଦ୍ର ସ୍ଥାପନ ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରି…

ପୋଖରୀରୁ ମିଳିଲା ନିଖୋଜ ନାବାଳିକାଙ୍କ ମୃତଦେହ

ଭଦ୍ରକ ଅଫିସ, ୧୯।୧- ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ ରବିବାର ରମ୍ଭିଳା ଗ୍ରାମର ଜଣେ ନାବାଳିକାଙ୍କ ମୃତଦେହ ଚରମ୍ପା ରେଲୱେ ଲାଇନକଡ଼ ଏକ ପୋଖରୀରୁ ଉଦ୍ଧାର କରିଛି। ମୃତା ନାବାଳିକା ଗ୍ରାମର ଶ୍ୟାମସୁନ୍ଦର ବିହାରୀଙ୍କ ଝିଅ ଲିଜାରାଣୀ(୧୫) ବୋଲି ଜଣାପଡ଼ିଛି। ସେ…

ଚୋରା ମଦ ବେପାରୀ ଗିରଫ

ଢେଙ୍କିକୋଟ, ୧୯ା୧(ଡି.ଏନ୍‌.ଏ.)- ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ପିପିଳିଆ ଗ୍ରାମ ପଞ୍ଚାୟତ ପିପିଳିଆଠାରେ ଚୋରାରେ ଦେଶୀ ବିଦେଶୀ ମଦ ବିକ୍ରି ହେଉଥିବା ଢେଙ୍କିକୋଟ ଫାଣ୍ଡିରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପାଇ ରବିବାର ପୂର୍ବାହ୍ନ ୧୧ଟାବେଳେ ଘଟଗାଁ ପୋଲିସ ସର୍କଲ ଏସ୍‌ଡିପିଓ ରବୀନ୍ଦ୍ର କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?