ଆମ ଜିଲା ଖବର

ପର୍ଯ୍ୟଟନସ୍ଥଳରେ ପର୍ଯ୍ୟଟକଙ୍କୁ ଶୋଷଣ ଅଭିଯୋଗ : ପାର୍କିଂ ପାଇଁ ଶତାଧିକ ଟଙ୍କା ଆଦାୟକୁ ବିରୋଧ

ଦାରିଙ୍ଗବାଡ଼ି,୨୪।୧୨(ଡି.ଏନ.ଏ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଜମୁଛି। ତେବେ ପର୍ଯ୍ୟଟନକେନ୍ଦ୍ରଗୁଡ଼ିକରେ ଗାଡ଼ି ପାର୍କିଂ ପାଇଁ ଶହ ଶହ ଟଙ୍କା ଆଦାୟ କରାଯାଉଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ଏହାକୁ ନେଇ କେଉଁଠି ଯୁକ୍ତିତର୍କ ହେଉଛି ତ କେଉଁଠି ପର୍ଯ୍ୟଟନକେନ୍ଦ୍ରକୁ…

କିଲୋ ୬ ଟଙ୍କାରେ ସ୍କୁଲ ବହି ବିକ୍ରି ଘଟଣା: ନିଲମ୍ବିତ ହେଲେ ଶିକ୍ଷୟିତ୍ରୀ

ପାଟପୁର,୨୪ା୧୨-ଗଞ୍ଜାମ ଜିଲା ପାଟପୁର ଗ୍ରାମ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ବହିକୁ ଜଣେ ଶିକ୍ଷୟିତ୍ରୀ ୬ଟଙ୍କା କିଲୋରେ ବିକ୍ରି କରିଥିବା ଅଭିଯୋଗ ହୋଇଥିଲା। ଏହାର ପ୍ରମାଣ ମିଳିବା ପରେ ଶିକ୍ଷୟିତ୍ରୀ ସାବିତ୍ରୀ ଦେବୀଙ୍କୁ ବ୍ଲକ ଶିକ୍ଷାଧିକାରୀ ମୁକୁନ୍ଦ ଚନ୍ଦ୍ର ପାଢ଼ୀ…

ପେସାରେ ମେକାନିକ୍‌, ନିଶା କଳାକୃତି : ପେନ୍‌ସିଲମୁନରେ ହରିଗୋବିନ୍ଦଙ୍କ କ୍ଷୁଦ୍ର ସାନ୍ତାକ୍ଲଜ୍‌

ବ୍ରହ୍ମପୁର ଅଫିସ,୨୪ା୧୨-ପେସାରେ ଜଣେ ମେକାନିକ୍‌ । କିନ୍ତୁ ନିଶା ତାଙ୍କର ନୂତନ କଳାକୃତି ଗଢ଼ିିବାରେ । ଖାଦ୍ୟଶସ୍ୟ, ପେନସିଲରେ ବିଭିନ୍ନ କଳାକୃତି କରି ସେ ପାଲଟି ଯାଇଛନ୍ତି ଜଣେ ଚର୍ଚ୍ଚିତ ଚେହେରା । ସେ ହେଲେ ଶ୍ରୀରାମନଗର ଜଗନ୍ନାଥ ବିହାର ଷଷ୍ଠଗଳିରେ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା : ପୋଲିସ ଏସ୍‌ଆଇଙ୍କୁ ଜେଲ, ଜରିମାନା

ବ୍ରହ୍ମପୁର ଅଫିସ,୨୪ା୧୨-ଗଞ୍ଜାମ ଜିଲା ସ୍ବତନ୍ତ୍ର ଭିଜିଲାନ୍ସ ଜଜ ସୁବ୍ରତ ମହାନ୍ତି ସୋମବାର ଏକ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାର ବିଚାର କରି ତତ୍କାଳୀନ ଗଜପତି ଜିଲା ଅଡ଼ବା ଥାନା ଭାରପ୍ରାପ୍ତ ଅଧିକାରୀ ତଥା ବର୍ତ୍ତମାନ ଭୁବନେଶ୍ୱର ଉତ୍ତରା ଫାଣ୍ଡି ଅଧିକାରୀ…

ତପ୍ତପାଣି ଘାଟିରେ ଓଲଟିଲା ପିକ୍‌ନିକ୍‌ ବସ୍‌ ୩୫ରୁ ଊଦ୍ଧର୍‌ବ ଆହତ, ୧୯ ଗୁରୁତର

ଦିଗପହଣ୍ଡି,(ଡି.ଏନ୍‌.ଏ.)/ପାଟପୁର,୨୪ା୧୨- ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟିରେ ସୋମବାର ରାତି ପ୍ରାୟ ୮ଟାରେ ଏକ ପିକ୍‌ନିକ୍‌ ବସ୍‌ ଓଲଟି ପଡିବାରୁ ୩୫ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯ ଜଣ ଗୁରୁତର ଅଛନ୍ତି। ପ୍ରକାଶ ଯେ,…

ଗୋପାଳପୁର ବେଳାଭୂମି ମହୋତ୍ସବ ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଗୋପାଳପୁର,୨୪ା୧୨-ଚଳିତ ବର୍ଷ ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମି ମହୋତ୍ସବ ପାଇଁ ପ୍ରସ୍ତୁତି ଶେଷ ହୋଇଛି। ମଙ୍ଗଳବାର ଅପରାହ୍ନରେ ମହୋତ୍ସବର ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ବ୍ରହ୍ମପୁର ପୋଲିସ ପକ୍ଷରୁ ଏକ ଖବରଦାତା ସମ୍ମିଳନୀରେ ସୂଚନା…

ଜିଲାସ୍ତରୀୟ ଛତୁଚାଷୀ ସମ୍ମିଳନୀ :ଚାଷୀଙ୍କୁ ନିୟମିତ ରୋଜଗାର ଦେବା ଲକ୍ଷ୍ୟ

ଓଡ଼ଗାଁ,୨୪ା୧୨(ସ୍ବ.ପ୍ର.): ସମ୍ପ୍ରତି ଛତୁ ଏକ ପ୍ରମୁଖ ଖାଦ୍ୟ ସାମଗ୍ରୀ ହିସାବରେ ସମସ୍ତଙ୍କ ଗ୍ରହଣୀୟ ହୋଇପାରିଛି ା ଦିନ ଥିଲା ଏହା କେବଳ ଋତୁ ଅନୁସାରେ ଉପଲବ୍ଧ ହେଉଥିଲା। ବର୍ତ୍ତମାନ ବୈଜ୍ଞାନିକ ପଦ୍ଧତି ଦ୍ୱାରା ଏହା ସବୁ ସମୟରେ ମିଳିପାରୁଛି ା ଛତୁ…

ଭାଷା ଆନ୍ଦୋଳନ ସମିତି ପକ୍ଷରୁ ଖବରଦାତା ସମ୍ମିଳନୀ:ବିଦଗ୍ଧ ପ୍ରତିଭାମାନଙ୍କ ଜୟନ୍ତୀ ପାଳନକୁ ନେଇ କ୍ଷୋଭ

ନୟାଗଡ଼ ଅଫିସ,୨୪ା୧୨: ନୟାଗଡ଼ ଭାଷା ଆନ୍ଦୋଳନ ସମିତି ପକ୍ଷରୁ ସୋମବାର ସ୍ଥାନୀୟ ଏକ ହୋଟେଲଠାରେ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାର ବିଦଗ୍ଧ ପ୍ରତିଭାମାନଙ୍କ ଜୟନ୍ତୀ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଭିନ୍ନ ଭିନ୍ନ ସମୟରେ ପାଳନ କରାଯିବା ଓ କବିମାନଙ୍କ…

ଡାକ୍ତର ନିଯୁକ୍ତି ନ ହେଲେ ଅନଶନ ଚେତାବନୀ

ରାଜକନିକା, ୨୪।୧୨ (ଡି.ଏନ୍‌.ଏ.) ରାଜକନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ହେବ ସ୍ଥାୟୀ ଡାକ୍ତର ନାହାନ୍ତି। ଫାର୍ମାସିଷ୍ଟ ଓ ଆୟୁଷ ଡାକ୍ତର ରୋଗୀ ସେବା କରୁଥିବା ବେଳେ ଜ୍ୱର, ଥଣ୍ଡା, ଝାଡ଼ାବାନ୍ତିକୁ ଛାଡ଼ିଲେ ଅନ୍ୟ ରୋଗୀମାନଙ୍କୁ ଆଳି, କେନ୍ଦ୍ରାପଡ଼ା ଓ କଟକକୁ ପଠାଇ…

ଜିମ୍‌ ଯିବା ପୂର୍ବରୁ ପିଉଛନ୍ତି କି ଏହି ୫ ପାନୀୟ

ବର୍ତ୍ତମାନ ସମୟରେ ଯୁବପିଢ଼ି ଫିଟ ରହିବା ପାଇଁ ଜିମ୍‌ ଯାଉଛନ୍ତି। ଏ ନେଇ ସେମାନେ ଖାଦ୍ୟପେୟ ଉପରେ ଅଧିକ ଧ୍ୟାନ ଦେଉଛନ୍ତି। ଜିମ୍‌ ଯିବା ପୂର୍ବରୁ ଅନେକେ ସ୍ବାସ୍ଥ୍ୟପକ୍ଷେ ହିତକର ଭାବି ଜୁସ୍‌ ପିଇଥାନ୍ତି। ମାତ୍ର ଏପରି କିଛି ପାନୀୟ ରହିଛି,…

ମୌଳିକ ସୁବିଧାରୁ ବଞ୍ଚିତ ବଗପାଟିଆବାସୀ

କେନ୍ଦ୍ରାପଡ଼ା ଅଫିସ୍‌, ୨୪।୧୨ ସମୁଦ୍ର କୂଳରେ ଥିବା ରାଜନଗର ବ୍ଲକ ସାତଭାୟା ଅଞ୍ଚଳବାସୀଙ୍କୁ ୧୦ କିଲୋମିଟର ଦୂର ଗୁପ୍ତି ନିକଟ ବଗପାଟିଆଠାରେ ଥଇଥାନ କରାଯାଇଛି। ସାତଭାୟାର ୫୭୧ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଚିହ୍ନଟ କରାଯିବା ସହ ବଗପାଟିଆରେ ଜମି ଓ…

ଉର୍ବଶୀକଁର ଘରେ ପୁହୁଁଚିଲା ଡାକ୍‌ତରୀ ଦଲ

  ପର୍ଲା, ୨୪।୧୨ (ଡି.ଏନ୍‌.ଏ.)- ସୋମବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ଚିକିଛା ଲାଗି ଟଁକା ଅଭାବ, ଅଜନା ରୋଗ୍‌ରେ ପୀଡ଼ିତ ଉର୍ବଶୀ’ ଶୀରଷକ୍‌ରେ ଖବର ବାହାରିଥିଲା। ଖବର ବାହାରଲାରୁ ପର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଚିକିଛା ଅଧ୍‌କାରୀକଁର ନିରଦେଶରେ ଡା.ଲଲିତ ବେହେରାକଁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?