ଗଛ ଡାଳ କାଟିବାକୁ ନେଇ ବୃଦ୍ଧଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ
କପ୍ତିପଦା,୨୩ା୧୨(ଡି.ଏନ୍.ଏ.) – ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଶରତ ଥାନା ଅଧୀନ ସରଡିହା ଭଣ୍ଡାର କଲୋନୀସାହିରେ ଗଛ ଡାଳ କାଟିବାକୁ କେନ୍ଦ୍ର କରି ରବିବାର ସନ୍ଧ୍ୟାରେ ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଛି। ମୃତ ବୃଦ୍ଧ ଜଣକ ହେଲେ ସେହି ଗ୍ରାମର ସାହୁ…
ଅଜଣା ଗାଡ଼ି ଧକ୍କାରେ ଡ୍ରାଇଭରଙ୍କ ଜୀବନ ଗଲା
ଯୋଡ଼ା,୨୩।୧୨(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ସିଆଳିଯୋଡ଼ାଠାରେ ରବିବାର ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଟ୍ରକ୍ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ମୟୂରଭଞ୍ଜ ଜିଲା କରଞ୍ଜିଆ ଅଞ୍ଚଳର ରଣଧୀର କୁମାର ରାଏ(୫୧)।…
ଟ୍ରକ୍ରୁ ଡିଜେଲ ଚୋରି: ଅଭିଯୁକ୍ତଙ୍କୁ ପୋଲିସରେ ଜିମାଦେଲେ ଗ୍ରାମବାସୀ
ଯୋଡ଼ା,୨୩।୧୨(ଡି.ଏନ୍.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଆନ୍ତ୍ରାମାନ୍ତ୍ରା ଛକ ନିକଟରେ ରବିବାର ସନ୍ଧ୍ୟାରେ ଛିଡ଼ା ହୋଇଥିବା ଟ୍ରକଗୁଡିକରୁ ଡିଜେଲ ଓ ଅନ୍ୟ ଯନ୍ତ୍ରାଂଶ ଚୋରି କରୁଥିବା ବେଳେ ଜଣେ ଅଭିଯୁକ୍ତଙ୍କୁ ଗ୍ରାମବାସୀ ଧରି ପୋଲିସରେ ଜିମା ଦେଇଥିବା ଜଣାପଡ଼ିଛି। ବାମେବାରୀ…
କଳାହାଣ୍ଡିରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ୍ ପ୍ରତିଷ୍ଠା ଦାବି: ମଧୁବାବୁଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ଧାରଣା
ଭବାନୀପାଟଣା,୨୩।୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଓକିଲ ସଂଘ ପକ୍ଷରୁ ପ୍ରତିମାସର ଶେଷ ସୋମବାର ସମସ୍ତ କୋର୍ଟ ବର୍ଜନ କରାଯିବା ସହ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମସ୍ତ କାର୍ଯ୍ୟାଳୟକୁ ବନ୍ଦ କରାଯାଇଥାଏ। ମାତ୍ର ଚଳିତ ମାସ ଶେଷ ସୋମବାର ଓକିଲ ସଂଘ ପକ୍ଷରୁ…
ପିକ୍ନିକ୍ ସ୍ପଟ୍ରେ ଗଣ୍ଡଗୋଳ ଘଟଣା: ୭ ଜଣଙ୍କୁ ଗିରଫ କଲା ପୋଲିସ
ପଦ୍ମପୁର,୨୩।୧୨(ଡି.ଏନ୍.ଏ.): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଦେବଦର୍ହା ପିକନିକ୍ ସ୍ପଟ୍ରେ ରବିବାର ସଂଘଟିତ ଗଣ୍ଡଗୋଳ ଘଟଣାରେ ଜଗଦଲପୁର ଥାନା ପୋଲିସ ସୋମବାର ୭ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ମୁନା ବିଶି, ଲିଟୁ ବହିଦାର, ମହେନ୍ଦ୍ର ପ୍ରଧାନ, ତ୍ରିଲୋଚନ…
କୁନ୍ଦୁଲି ଗଣବଳାତ୍କାର ଘଟଣା: ହାଇକୋର୍ଟରେ ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କଲା ଏସ୍ଆଇଟି
କଟକ ଅଫିସ,୨୩।୧୨: କୁନ୍ଦୁଲି ଗଣବଳାତ୍କାର ଓ ମୃତ୍ୟୁ ମାମଲାରେ ସୋମବାର ହାଇକୋର୍ଟରେ ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କରିଛି ଏସ୍ଆଇଟି। ରିପୋର୍ଟ ଦାଖଲ ପରେ ହାଇକୋର୍ଟ ଉକ୍ତ ମାମଲାର ଅନ୍ତ ଘଟାଇବା ସହିତ ଟ୍ରାଏଲ କୋର୍ଟରେ ମଧ୍ୟ ଉକ୍ତ ରିପୋର୍ଟକୁ ଦାଖଲ କରିବାକୁ…
ସଡ଼କ ଦୁର୍ଘଟଣାରେ ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର
ମାର୍ଶାଘାଇ,୨୩।୧୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଚଣ୍ଡିଖୋଲ-ପାରାଦୀପ ୫ ନଂ.(କ) ଜାତୀୟ ରାଜପଥର ବାଲିସୁଆଁ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର ହୋଇ ଡାକ୍ତରଖାନାରେ…
ସାମୂହିକ ନିକାହରେ ୪ ହିନ୍ଦୁ ଯୋଡ଼ିଙ୍କ ବିବାହ
ସମ୍ବଲପୁର,୨୩।୧୨(ବ୍ୟୁରୋ): ସମ୍ବଲପୁରରେ ଆଲା ହଜରତ ୱେଲ୍ଫେୟାର କମିଟି ପକ୍ଷରୁ ପ୍ରତିବର୍ଷ ସାମୂହିକ ନିକାହ (ଗଣ ବିବାହ) ଆୟୋଜିତ ହୋଇ ଆସୁଛି। ଏଥିରେ ମୁସଲମାନ ସମ୍ପ୍ରଦାୟର ଗରିବ ପୁଅ ଝିଅଙ୍କ ବିବାହ ଲାଗି କମିଟି ସମ୍ପୂର୍ଣ୍ଣ ସାହାଯ୍ୟ ସହଯୋଗ କରିଥାଏ। ଚଳିତ ବର୍ଷର…
ବୈତରଣୀ ନଦୀର ସାଆଁଳା ବାଲିଘାଟ: ଏନ୍ଜିଟି ନିର୍ଦ୍ଦେଶକୁ ବେଖାତିର
ଯାଜପୁର ଅଫିସ,୨୩।୧୨: ନଦୀପଠାରୁ ବାଲି ଉତ୍ତୋଳନରେ ମେଶିନ ବ୍ୟବହାର ହୋଇପାରିବ ନାହିଁ। କୌଣସି ମେଶିନ ବ୍ୟବହାର ହେଉଥିଲେ ତାହାକୁ ଜବତ କରିବା ସହିତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବାକୁ ୨୦୧୭ ଏପ୍ରିଲ ୨୮ରେ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ (ଏନଜିଟି)ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଥିଲା।…
ଓଏଚ୍ପିସି ଜେନେରାଲ ମ୍ୟାନେଜରଙ୍କ ମୃତ୍ୟୁ ଘଟଣା: ସିବିଆଇ ତଦନ୍ତ ଦାବି
ଧର୍ମଗଡ଼,୨୩।୧୩(ଡି.ଏନ.ଏ.):କଳାହାଣ୍ଡି ଜିଲା ମୁଖିଗୁଡା ଇନ୍ଦ୍ରାବତୀ ଓଏଚ୍ପିସିରେ କାର୍ଯ୍ୟରତ ଜେନେରାଲ ମ୍ୟାନେଜର ନାରାୟଣ ପ୍ରସାଦ ମେହେର ଗତ ୧୭ ତାରିଖରୁ ନିଖୋଜ ଥିବାବେଳେ ତାଙ୍କ ମୃତଦେହ ମୁଖିଗୁଡା ଏୟାରଟେଲ ଟାୱାର ନିକଟ ବୁଦା ଆଡୁଆଳରୁ ଠାବ ହୋଇଛି। ବୁଦା ମୂଳରୁ ଦୁର୍ଗନ୍ଧ ହେବାରୁ…
ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ
ଖଇରା,୨୩।୧୨(ଡି.ଏନ.ଏ): ବାଲେଶ୍ବର ଜିଲା ଖଇରା ଥାନା ଗୋଳିହା ପଞ୍ଚାୟତ ଅଧୀନ ଗୋଳିହା ମାଧବ ଗ୍ରାମର ଭରତ ଦାସ(୨୮)ଙ୍କ ରବିବାର ରାତିରେ ସନ୍ଦେହଜନକ ମୃତ୍ୟୁ ହୋଇଛି। ଭରତ ଅତ୍ୟଧିକ ମଦ୍ୟପାନ କରି ମୃତ୍ୟୁବରଣ କରିଥିବା ନେଇ ସ୍ତ୍ରୀ ତୁଳସୀ ଓ ବାପା କରୁଣାକର…
ବିଭିନ୍ନ ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲେ ମହିଳା
କେନ୍ଦୁଝର,୨୩।୧୨(ସ୍ବ.ପ୍ର.): ମଦ କାରବାରକୁ ବନ୍ଦ କରିବା ଓ ନଗ୍ନତା ଉପରେ କଟକଣା ଲଗାଇବା ଦାବିରେ ଅଲ ଇଣ୍ଡିଆ ମହିଳା ସାଂସ୍କୃତିକ ସଂଗଠନ ପକ୍ଷରୁ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବା ସହ ଦାବିପତ୍ର ପ୍ରଦାନ କରାଯାଇଛି। ସଂଗଠନର ଜିଲା ଆବାହକ ସଂଯୁକ୍ତା…

