ଆମ ଜିଲା ଖବର

ସ୍ବାଭିମାନ ଅଞ୍ଚଳରେ ମଣ୍ଡି ଉଦ୍‌ଘାଟନ ସମାବେଶ: କୃଷି ବିକାଶର ବାର୍ତ୍ତା ଦେଲେ କୃଷି ମନ୍ତ୍ରୀ

ଚିତ୍ରକୋଣ୍ଡା, ୨୩।୧୨(ଡି.ଏନ.ଏ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ବଡ଼ପଡାଠାରେ ସୋମବାର ମାଣ୍ଡିଆ ମଣ୍ଡି ଉଦ୍‌ଘାଟନ କରିଛନ୍ତି କୃଷିମନ୍ତ୍ରୀ ଡାକ୍ତର ଅରୁଣ କୁମାର ସାହୁ। ଏହି ଅବସରରେ ମନ୍ତ୍ରୀ ମାଣ୍ଡିଆର ଉପକାରିତା ସମ୍ପର୍କରେ ଚାଷୀମାନଙ୍କୁ ବୁଝାଇବା ସହ ସ୍ବାଭିମାନ ଅଞ୍ଚଳରେ ଚାଷୀ…

ଶ୍ରୀମନ୍ଦିର ଫଟୋ ଭାଇରାଲ ଘଟଣା: ପୋଲିସର ତତ୍ପରତା

ପୁରୀ ଅଫିସ୍‌, ୨୩।୧୨: ଶ୍ରୀମନ୍ଦିର ଓ ଗୁଣ୍ଡିଚା ମନ୍ଦିର ଫଟୋ ଭାଇରାଲ ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପରେ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଫଟୋ ଭାଇରଲ ହୋଇଥିବା ଫେସବୁକ ଆକାଉଣ୍ଟଧାରୀଙ୍କୁ ତଦନ୍ତ ପାଇଁ ଡକାଯାଇଛି। କେଉଁ ପରିସ୍ଥିତିରେ କିଭଳି…

ଚିନିକଳ କର୍ମଚାରୀଙ୍କୁ ମିଳୁନି ଦରମା, ଜିଲାପାଳଙ୍କୁ ଭେଟି ପ୍ରଦାନ କଲେ ସ୍ମାରକପତ୍ର

ବରଗଡ଼ ଅଫିସ,୨୩।୧୨: ବରଗଡ଼ ସହର ଉପକଣ୍ଠ ତୋରା ସମବାୟ ଚିନିକଳ କର୍ମଚାରୀଙ୍କୁ ଦୀର୍ଘ ୨୮ ମାସ ହେଲା ଦରମା ମିଳିନାହିଁ। ଏହା ସହିତ ସେମାନଙ୍କୁ ଇପିଏଫ୍‌, ଜିପିଏଫ୍‌ ମଧ୍ୟ ପ୍ରଦାନ କରାଯାଇ ନ ଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ…

ଏମ୍‌କେସିଜି ପଥ୍ୟ ବିଭାଗ ପଙ୍ଗୁ

ବ୍ରହ୍ମପୁର ଅଫିସ,୨୩ା୧୨-ବ୍ରହ୍ମପୁର ମେଡିକାଲକୁ ଦକ୍ଷିଣ ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ଖୋର୍ଦ୍ଧା ଓ ପୁରୀ ଜିଲାରୁ ପ୍ରତିଦିନ ରୋଗୀ ଆସିଥାନ୍ତି। ଏମାନଙ୍କୁ ଉତ୍ତମ ସେବା ଯୋଗାଇଦେବା ସହ ମାଗଣାରେ ଖାଦ୍ୟ ଓ ଔଷଧ ଯୋଗାଇ ଦେବା ନେଇ ସରକାର ଅନେକ ଯୋଜନା କରିଛନ୍ତି।…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୩।୧୨(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ରବିବାର ଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ, ବଡ଼ଦିନ ପାଇଁ ଛୁଟି ଥିବାରୁ ରାଜ୍ୟ ଓ ରାଜ୍ୟ ବାହାରୁ ପର୍ଯ୍ୟଟକ ଭୋରରୁ ଦାରିଙ୍ଗବାଡ଼ିରେ ଭିଡ଼ ଜମାଇଛନ୍ତି। ପାହାନ୍ତିଆ ଶୀତର ମଜା ନେବାକୁ ପ୍ରାୟ…

ଲୋକଙ୍କୁ ହଇରାଣ କଲେ ସରକାରୀ ଆକାଉଣ୍ଟ ଉଠାଇ ନିଆଯିବ

ଫୁଲବାଣୀ ଅଫିସ, ୨୩ା୧୨-ଜିଲା ପରାମର୍ଶଦାତା କମିଟି ବୈଠକ ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡା.ବୃନ୍ଦା ଡି. ଏଥିରେ ଅଧ୍ୟକ୍ଷତା କରି ଜିଲାରେ ଗ୍ରାହକ ସେବା କେନ୍ଦ୍ର କିମ୍ବା ମିନି ବ୍ୟାଙ୍କ ଦ୍ୱାରା ପ୍ରଦାନ କରାଯାଉଥିବା ସେବା ନୀତି…

ଖ୍ରୀଷ୍ଟଧର୍ମାବଲମ୍ବୀଙ୍କ କ୍ୟାଣ୍ଡେଲ ଶୋଭାଯାତ୍ରା

ଜି.ଉଦୟଗିରି, ୨୩ା୧୨ (ଡି.ଏନ୍‌.ଏ: ଜି. ଉଦୟଗିରି ସହରରେ ରବିବାର ସନ୍ଧ୍ୟାରେ ନିକଟସ୍ଥ ମାଲିକପଡି ବାପଟିଷ୍ଟ ଚର୍ଚ୍ଚ ପକ୍ଷରୁ ଏକ କ୍ୟାଣ୍ଡେଲ ଶୋଭାଯାତ୍ରା ହୋଇଥିଲା। ଚର୍ଚ୍ଚଠାରୁ ଖ୍ରୀଷ୍ଟୀୟମାନେ ହାତରେ କ୍ୟାଣ୍ଡେଲ ଧରି ଜି.ଉଦୟଗିରି ସହର ପରିକ୍ରମା କରି ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ମହତ ବାଣୀ…

ଦୁର୍ଘଟଣାରେ ଆହତଙ୍କୁ ଡାକ୍ତରଖାନା ନେଲେ ଜିଲାପାଳ

ହିିିଞ୍ଜିଳିକାଟୁ/ଶେରଗଡ଼,୨୩ା୧୨(ଡିି.ଏନ୍‌.ଏ)-ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ଶେରଗଡ଼ ବ୍ଲକ ମାରୁଡ଼ିଠାରେ ସଡ଼କ ଦୁର୍ଘଟଣାରେ ଆହତଙ୍କୁ ଉଦ୍ଧାର କରି ହିଞ୍ଜିଳିକାଟୁ ଡାକ୍ତରଖାନାରେ ଭର୍ତ୍ତି କରି ମାନବିକତାର ପରିଚୟ ଦେଇଛନ୍ତି। ଆହତ ଜଣକ ଶେରଗଡ଼ ବ୍ଲକ ଗୋବିନ୍ଦପୁର ନୂଆଁସାହିର ଶିବରାମ ପ୍ରଧାନ। ଶିବରାମ…

ଉତ୍କଳ ଗ୍ରାମୀଣ ବ୍ୟାଙ୍କ କର୍ମଚାରୀ ସଂଘ ସମ୍ମିଳନୀ: ଶାଖା ବନ୍ଦ ନିଷ୍ପତ୍ତିକୁ ବିରୋଧ

ବ୍ରହ୍ମପୁର ଅଫିସ,୨୩ା୧୨-ଉତ୍କଳ ଗ୍ରାମୀଣ ବ୍ୟାଙ୍କ କର୍ମଚାରୀ ସଂଘ ଉପଖଣ୍ଡସ୍ତରୀୟ ସମ୍ମିଳନୀ ରବିବାର ଅନୁଷ୍ଠିତ ହୋଇଯାଇଛି। ରାମଲିଙ୍ଗମ ଟେମ୍ପୁଲ ରୋଡସ୍ଥିତ ଶଙ୍କର ଭବନ ସମ୍ମିଳନୀ କକ୍ଷରେ ଆୟୋଜିତ ବୈଠକରେ ବ୍ୟାଙ୍କର ଆଞ୍ଚଳିକ ମହାପ୍ରବନ୍ଧକ ରାଜ୍ୟବର୍ଦ୍ଧନ ଧଳ ମହାପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ଉପସଭାପତି…

ପାଚିକା, ସହାୟିକାଙ୍କ ବୈଠକ

ପାତ୍ରପୁର,୨୩ା୧୨(ଡି.ଏନ୍‌.ଏ.) -ପାତ୍ରପୁର ଦୁର୍ଗାଦେବୀ ମନ୍ଦିର ପ୍ରାଙ୍ଗଣରେ ରବିବାର ପାଚିକା, ସହାୟିକାମାନଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପାତ୍ରପୁର ବ୍ଲକ ସମେତ ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କେତେକ ବିଦ୍ୟାଳୟର ପାଚିକା ଓ ସହାୟିକାମାନେ ଯୋଗ ଦେଇ ସେମାନଙ୍କର ବିଭିନ୍ନ ସମସ୍ୟା ଆଲୋଚନା…

ପୃଥକ୍‌ ଦୁର୍ଘଟଣାରେ ୫ ଗୁରୁତର

ସୋରଡା,୨୩ା୧୨(ଡି.ଏନ୍‌.ଏ.) -ସୋରଡା-ଆସିକା ଜାତୀୟ ରାଜପଥ ନଂ.୫୯ କରଡାବାଡି ଗ୍ରାମଠାରେ କାର ଓ ବୁଲେଟ୍‌ ମଧ୍ୟରେ ମୁହଁାମୁହିଁ ଧକ୍କା ହେବାରୁ ଜଣଙ୍କ ହାତ ଛିଣ୍ଡିବା ସହ ଗୋଡ ଭାଙ୍ଗି ଯାଇଛି। ଅନ୍ୟଜଣେ ମଧ୍ୟ ଆହତ ହୋଇଛନ୍ତି। ଆସିକା କୋର୍ଟର ୬ଜଣ କର୍ମଚାରୀ ରବିବାର…

୧୨ ବର୍ଷ ହେଲା ବିଛଣାରେ ନିବେଦିତା: ଆଶାରେ ଦିନ ବିତାଉଛନ୍ତି ମା’ବାପା

ବାଲେଶ୍ୱର ଅଫିସ, ୨୩।୧୨-ମା’ ବାପା ଗରିବ ହୋଇଥିଲେ ବି ମନୋବଳ ହରାଇନାହାନ୍ତି। ଦୀର୍ଘ ୧୨ବର୍ଷ ଧରି ନିଜ ରୋଗଣା ଝିଅ ନିବେଦିତାକୁ ଯତ୍ନର ସହ ଲାଳନପାଳନ କରିଆସୁଛନ୍ତି। ଅର୍ଥାଭାବ କାରଣରୁ ତା’ର ଚିକିତ୍ସା କରାଇପାରୁନାହାନ୍ତି। ଜନ୍ମ ହେବାପରଠାରୁ ନିବେଦିତା ସବୁବେଳେ ଶଯ୍ୟାଶାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?