ଆମ ଜିଲା ଖବର

ଚାନ୍ଦିପୁର ବେଳାଭୂମିରେ ସଫେଇ: ଜିଲାପାଳ, ଏସ୍‌ପି ଓ ଛାତ୍ରୀଛାତ୍ର ସାମିଲ

ବାଲେଶ୍ୱର ଅଫିସ, ୨୩।୧୨: ବାଲେଶ୍ୱର ଜିଲା ଚାନ୍ଦିପୁର ସ୍ବର୍ଣ୍ଣିମ ବେଳାଭୂମିରେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନେତୃତ୍ୱରେ ଜିଲା ପ୍ରଶାସନ ଓ ହୋଟେଲ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ଏକ ମେଗା ସଫେଇ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସହର ସମେତ…

ଲାଲବାହିନୀ ହାତ ଛାଡିଲେ ୨୫୦ ମାଓବାଦୀ ସମର୍ଥକ

ମାଲକାନଗିରି,୨୩ା୧୨(ସ୍ବ.ପ୍ର.)- ଲାଲବାହିନୀର ହାତ ଛାଡିଛନ୍ତି ୨୫୦ରୁ ଊର୍ଦ୍ଧ୍ୱ ମାଓବାଦୀ ସମର୍ଥକ। ଏଭଳି ଦେଖିବାକୁ ମିଳିଛି ମାଲକାନଗିରି ଜିଲା ମାଥିଲି ବ୍ଲକର ମହୁପଦର ଅଞ୍ଚଳରେ। ରବିବାର ସେମାନେ ମାଥିଲି ପୋଲିସ ପାଖରେ ଆତ୍ମସମର୍ପଣ କରିଛନ୍ତି। ମହୁପଦରରେ ପୋଲିସର ସ୍ଥାୟୀ କ୍ୟାମ୍ପ ହେବା ପରେ…

ଚିକିଛା ଲାଗି ଟଁକା ଅଭାବ୍‌, ଅଜନା ରୋଗ୍‌ରେ ପୀଡ଼ିତ ଉର୍ବଶୀ

ପର୍ଲା, ୨୩।୧୨ (ଡି.ଏନ୍‌.ଏ.)- ମୁଇଁ ଜିଁବାକେ ଚାହୁଁଛେଁ। ପୁଅବହ, ନାତିନାତେନକେକର ସଂଗେ ସମିଆ ବିତାବାକେ ଚାହୁଁଛେଁ। ମୋତେ ଭଲ କରି ଦିଅ। ଇ ହୁରୁତ୍‌ ତରଲି ଗଲା କଥା ପଦ୍‌ଦୁକ କହିଛନ୍‌ ଉର୍ବଶୀ ମାଝି(୫୪)। ସେ ଅନେକ୍‌ ଦିନ ହେଲା କେହେନ୍‌ସ…

ନିଶାମୁକ୍ତି ଅଭିଯାନରେ ଖଳିସାହି ଗ୍ରାମବାସୀ

ଖଣ୍ଡପଡ଼ା,୨୩ା୧୨(ସ୍ବ.ପ୍ର.): ଖଣ୍ଡପଡା ଥାନା ଖଳିସାହି ଗ୍ରାମରେ ନିଶାଦ୍ରବ୍ୟର ଅବାଧ କାରବାର ଯୋଗୁ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଥିଲା। ଗ୍ରାମବାସୀ ଏ ସମ୍ପର୍କରେ ପ୍ରଶାସନର ଦୃଷ୍ଟି ଆକର୍ଷଣ କରି ସୁଫଳ ନ ପାଇବାରୁ ନିଶାମୁକ୍ତ ଗ୍ରାମ ଗଠନ ନିମନ୍ତେ ଅଣ୍ଟା ଭିଡିଛନ୍ତି। ରବିବାର…

ବିଦେଶରେ ଚାକିରି ଦେବାକୁ କହି ଠକେଇ ଘଟଣା: କାର୍ଯ୍ୟାଳୟ ସିଲ୍‌ରେ ଅଟକିଛି ପୋଲିସ

ନୟାଗଡ଼ ଅଫିସ,୨୩ା୧୨: ବିଦେଶରେ ଚାକିରି କରାଇଦେବାକୁ କହି ଟଙ୍କା ଠକେଇ ଘଟଣାର ନୟାଗଡ଼ ଟାଉନ ପୋଲିସ କେବଳ କାର୍ଯ୍ୟାଳୟ ସିଲ୍‌ରେ ଅଟକିଛି। ଘଟଣାର ମାସେ ବିତିଯାଇଥିଲେ ମଧ୍ୟ ପୋଲିସ କେବଳ ମାମଲା ରୁଜୁ କରି ହାତବାନ୍ଧି ବସିଛି। ନଭେମ୍ବର ୨୦ ତାରିଖରେ…

ଅବହେଳିତ ପରିବେଶ ପର୍ଯ୍ୟଟନସ୍ଥଳୀ: ଯୋଗୀଯୋଗିଆଣୀ ବୌଦ୍ଧ ପୀଠ

ଖଣ୍ଡପଡ଼ା,୨୩ା୧୨(ସ୍ବ.ପ୍ର.): ଖଣ୍ଡପଡା ବ୍ଲକ କୋସକା ପଞ୍ଚାୟତର ଯୋଗୀଯୋଗିଆଣୀ ବୌଦ୍ଧପୀଠକୁ ରାଜ୍ୟ ସରକାର ପର୍ଯ୍ୟଟନ କ୍ଷେତ୍ର ଭାବେ ଘୋଷଣା କରିବାର ୩ ବର୍ଷ ବିତିଲାଣି ।ମାତ୍ର ଏହି ପୀଠର ଉନ୍ନତି ଦିଗରେ ପର୍ଯ୍ୟଟନ ବିଭାଗ ଧ୍ୟାନ ଦେଉ ନ ଥିବାରୁ ପର୍ଯ୍ୟଟକଙ୍କ ମଧ୍ୟରେ…

ରେଳ ଧାରଣାରୁ ମଦ ଦୋକାନ କର୍ମଚାରୀଙ୍କ ମୃତଦେହ ଉଦ୍ଧାର ଘଟଣା: ଯୋଜନାବଦ୍ଧ ହତ୍ୟା ନେଇ ଏସ୍‌ପିଙ୍କୁ ଅଭିଯୋଗ

ଜଗତ୍‌ସିଂହପୁର ଅଫିସ,୨୩ା୧୨: ତିର୍ତ୍ତୋଲ ଗୋପିଆକୁଦସ୍ଥିତ ସରକାରୀ ଦେଶୀ ମଦ ଦୋକାନରେ କାମ କରୁଥିବା ଅମୀନ ସେଠୀ(୩୫) ନାମକ ଯୁବକଙ୍କ ମୃତଦେହ ଶନିବାର ରେଳଧାରଣାରୁ ଉଦ୍ଧାର କରାଯାଇଥିଲା। ୨୦ ତାରିଖ ଅପରାହ୍ନରେ ତାଙ୍କଠାରୁ ୫,୫୬,୦୦୦ ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗର ୧୨ ଘଣ୍ଟା…

ବାଲିତୁଠ ପ୍ରାଥମିକ ବିଦ୍ୟାଳୟ: ୩ୟ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମାରି ଶିକ୍ଷୟିତ୍ରୀ ଗିରଫ

ଜଗତ୍‌ସିଂହପୁର ଅଫିସ,୨୩ା୧୨: ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅଧୀନ ବାଲିତୁଠ ପ୍ରାଥମିକ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଲିନା ନନ୍ଦ ଜଣେ ୩ୟ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମାରିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି। ସେ ଶନିବାର ଛାତ୍ରୀ ବାଲିତୁଠର ଜନ୍‌ ସ୍ବାଇଁଙ୍କ ଝିଅ…

ପ୍ରାଥମିକ ବିଦ୍ୟାଳୟ ଲାଇବ୍ରେରି ବହି କିଣାରେ ଚଞ୍ଚକତା

ଜଗତ୍‌ସିଂହପୁର ଅଫିସ,୨୩ା୧୨: ଜଗତ୍‌ସିଂହପୁର ଜିଲାରେ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକର ଲାଇବ୍ରେରି ବହି କିଣାରେ ଚଞ୍ଚକତା କରାଯାଉଛି। ନିର୍ଦ୍ଦିଷ୍ଟ ପ୍ରକାଶକଙ୍କ ସହ ଗୁପ୍ତ ବୁଝାମଣା କରାଯାଇ କମିଶନ ଆକାରରେ ମୋଟା ଅଙ୍କର ଅର୍ଥ ରୋଜଗାର ଚାଲିଛି। ବିଦ୍ୟାଳୟଗୁଡିକ ସେମାନଙ୍କ ପସନ୍ଦର ବହି କିଣିବା…

ହାତୀ ଉପଦ୍ରବ, ଚାଷୀ ଚିନ୍ତିତ

ବଇଣ୍ଡା, ୨୨।୧୨(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଅଧୀନ ମାଧପୁର, କଣ୍ଟେଇକୋଳିଆ, ଅଁଳାବେରେଣୀ, ନାଗାଝରଣ, ଅଶ୍ରୁବାହାଳ ଅଞ୍ଚଳରେ କିଛିଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି। ହାତୀପଲ ରାତିରେ ନିକଟ ଜଙ୍ଗଲରୁ ଗ୍ରାମାଭିମୁଖୀ ହୋଇ ବ୍ୟାପକ ଫସଲ ନଷ୍ଟ କରୁଛନ୍ତି। ଏଥିରେ ବିଶେଷ…

୨୪ରୁ ଜାତୀୟ ବହୁଭାଷୀ କପିଳାସ ନାଟ୍ୟ ମହୋତ୍ସବ: ଭାଗନେବେ ୫ ଦଳ

ଢେଙ୍କାନାଳ ଅଫିସ, ୨୨।୧୨-ଢେଙ୍କାନାଳର ନାଟ୍ୟାନୁଷ୍ଠାନ କଳା ପରିଷଦ ପକ୍ଷରୁ ଆସନ୍ତା ୨୪ରୁ ୨୯ ତାରିଖ ଯାଏ ସ୍ଥାନୀୟ ମିନି ଷ୍ଟାଡିୟମ୍‌ରେ ଆୟୋଜିତ ହେବ ୫ମ ଜାତୀୟ ବହୁଭାଷୀ କପିଳାସ ନାଟ୍ୟ ମହୋତ୍ସବ। ରବିବାର ଅପରାହ୍ନରେ ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ଖବରଦାତା…

କୋଇଲା ଚୋରା ଚାଲାଣ ବେଳେ ୨ଟ୍ରକ ଜବତ

ବାସୁଦେବପୁର, ୨୨ା୧୨(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁର-ଧାମରା ରାସ୍ତାର ପାରାଛକ ନିକଟରୁ ବାସୁଦେବପୁର ପୋଲିସ ଶନିବାର ରାତ୍ରିକାଳୀନ ପାଟ୍ରୋଲିଂ ବେଳେ ଚୋରା କୋଇଲା ଭର୍ତ୍ତି ୨ଟି ଟ୍ରକକୁ ଜବତ କରିଛି। ଏହି ଟ୍ରକରେ ଧାମରାରୁ ଚୋରା କୋଇଲା ବୋଝେଇ ହୋଇ ରାଜ୍ୟ ବାହାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?