ଆମ ଜିଲା ଖବର

ବାଲି ଚୋରି ରୋକିବାରେ ପ୍ରଶାସନ ନାଚାର: ଘାଟରେ ଖୋଳାଗଲା ନାଳ

ଭଣ୍ଡାରିପୋଖରୀ, ୨୨ା୧୨(ଡି.ଏନ୍‌.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ବୈତରଣୀ ନଦୀର ବିଭିନ୍ନ ଘାଟରୁ ଚୋରାରେ ବାଲି ପରିବହନ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି ବାଲିଚୋରିକୁ ରୋକିବା ପାଇଁ ତହସିଲ ପକ୍ଷରୁ ଏକ ସ୍କ୍ବାଡ ଗଠନ କରାଯାଇ ବିଭିନ୍ନ ଘାଟରେ…

ଅନାଥ ତ୍ରିଲୋଚନ ଏବେ ଅସହାୟ

ତେଲକୋଇ, ୨୨।୧୨(ଡି.ଏନ.ଏ.)-ତେଲକୋଇ ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ। ବ୍ଲକ ଅଧ୍ୟକ୍ଷ ପଦବୀ ଆଦିବାସୀ ସଂରକ୍ଷିତ ହୋଇଥିଲେ ମଧ୍ୟ ଏହି ବ୍ଲକରେ ଆଦିବାସୀ ସବୁଠୁ ବେଶୀ ଅବହେଳିତ। ବିଗତ ଦିନରେ ଏହାର ବହୁ ଉଦାହରଣ ସାମ୍ନାକୁ ଆସିଥିବା ବେଳେ ଖୋଦ୍‌ ବ୍ଲକ…

ଚାନ୍ଦିପୁର ବେଳାଭୂମି ସଫେଇ: ଜିଲାପାଳଙ୍କ ନେତୃତ୍ୱରେ ସାମିଲ ହେଲେ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ,୨୨।୧୨-ବାଲେଶ୍ୱର ଜିଲା ଚାନ୍ଦିପୁର ସ୍ବର୍ଣ୍ଣିମ ବେଳାଭୂମିରେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନେତୃତ୍ୱରେ ଜିଲା ପ୍ରଶାସନ ଓ ହୋଟେଲ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ଏକ ମେଗା ସଫେଇ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସହର ସମେତ ସ୍ଥାନୀୟ ବିଦ୍ୟାଳୟଗୁଡ଼ିକର…

ଜମି କିଣାବିକା ଅନୁମତି ଲାଗି ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଭବାନୀପାଟଣା,୨୨।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ତହସିଲ ଅନ୍ତର୍ଗତ ୧୨ଟି ଗାଁ ଦେଇ ବିଜୁ ଏକ୍ସପ୍ରେସ୍‌ ୱେ ନିର୍ମାଣ ପାଇଁ ଜମି ଅଧିଗ୍ରହଣ କରି ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି । ଜିଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ଏହି ୧୨ଟି ଗାଁରେ ବର୍ତ୍ତମାନ ଜମି…

ଅନ୍ଧାରରେ ମଣ୍ଡଳ ମଣ୍ଡି

ଭବାନୀପାଟଣା,୨୨।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ମଣ୍ଡଳ ଧାନମଣ୍ଡିରେ ଆଲୋକ ବ୍ୟବସ୍ଥା ନ ଥିବା ଅଭିଯୋଗ ହେଉଛି। ଏ ନେଇ ରାତିରେ ଚାଷୀ ଏବଂ ଶ୍ରମିକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା କହିଛନ୍ତି। ଅନ୍ଧାର ସୁଯୋଗ ନେଇ ବସ୍ତାରେ…

ଭାଲୁ ଆକ୍ରମଣରେ ବୃଦ୍ଧା ଗୁରୁତର: ପ୍ରଶାସନିକ ସହାୟତା ଯୋଗାଇ ଦେବାକୁ ଦାବି

ଭବାନୀପାଟଣା,୨୨।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମହିମା ପଞ୍ଚାୟତ ଡେଙ୍ଗାଗୁଡ଼ା ଗ୍ରାମର ଜଣେ ବୃଦ୍ଧା ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ସୁରେଫା ବାଗ(୬୦) । ସେ ଶୌଚ ପାଇଁ ଘର ନିକଟରେ ଥିବା ରାସ୍ତା କଡ଼କୁ ଯାଇଥିବା ସମୟରେ…

ଛାତରୁ ଖସି ଜଣଙ୍କ ମୃତ୍ୟୁ: ପୋଲିସର ତଦନ୍ତ ଆରମ୍ଭ

ଦାରିଙ୍ଗବାଡ଼ି,୨୨।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ନୀଳକନ୍ଦର ସାହିରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଘର ମରାମତି ଚାଲିଥିବା ବେଳେ ଛାତ ଉପରେ ପାଣି ପକାଉଥିବା ସମୟରେ ଛାତରୁ ଖସି ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବିଶ୍ବନାଥ…

ଗହୀରମଥାରୁ ୨ ଟ୍ରଲର ଜବତ, ୨୨ ମତ୍ସ୍ୟଜୀବୀ କୋର୍ଟ ଚାଲାଣ

ରାଜନଗର,୨୨।୧୨(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜିଲା ରାଜନଗର ଗହୀରମଥା ସାମୁଦ୍ରିକ ନିଷିଦ୍ଧାଞ୍ଚଳରେ ରବିବାର ବେଆଇନ ଭାବରେ ମାଛ ଧରୁଥିବା ଦୁଇଟି ଟ୍ରଲରକୁ ରାଜନଗର ବନବିଭାଗ ଜବତ କରିଛି। ଏଥିରେ ଥିବା ୨୨ ଜଣ ମତ୍ସ୍ୟଜୀବୀଙ୍କୁ ଗିରଫ କରାଯାଇଛି। ୧୯୭୨ ବନ୍ୟପ୍ରାଣୀ ଆଇନ ଧାରା…

ମାନବିକତା ଦେଖାଇଲେ ଜିଲାପାଳ: ଦୁର୍ଘଟଣାରେ ଆହତଙ୍କୁ ଡାକ୍ତରଖାନାରେ ପହଞ୍ଚାଇଲେ

ଶେରଗଡ଼,୨୨।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଅନ୍ତର୍ଗତ ମାରୁ ଗ୍ରାମ ଛକରେ ରବିବାର ପୂର୍ବାହ୍ନରେ ଏକ ବାଇକ୍‌ ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ଶିବ ପ୍ରଧାନ ନାମକ ଜଣେ ବ୍ୟକ୍ତି ଆହତ ହୋଇ ରାସ୍ତା ଉପରେ ପଡ଼ିଥିଲେ। ଠିକ୍‌ ସେହି ସମୟରେ…

ଏକା ସାଙ୍ଗରେ ଆକ୍ରମଣ କଲେ ୪ ଭାଲୁ, ବୃଦ୍ଧ ଗୁରୁତର

ପାଟଣା,୨୨।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ତଣ୍ଡ ଗ୍ରାମର ଜଣେ ବୃଦ୍ଧଙ୍କୁ ରବିବାର ଅପରାହ୍ନରେ ଏକା ସାଙ୍ଗରେ ୪ଟି ଭାଲୁ ଆକ୍ରମଣ କରିବାରୁ ସେ ଗୁରୁତର ହୋଇଛନ୍ତି। ଗୁରୁତର ବୃଦ୍ଧ ଜଣକ ହେଉଛନ୍ତି ବୁକା ନାଏକ(୬୦)। ସୂଚନାଯୋଗ୍ୟ, ଆଜି ଅପରାହ୍ନରେ…

ବିଦ୍ୟୁତ ନେଲା ଜୀବନ, ମୃତଦେହ ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ବରଗଡ ଅଫିସ, ୨୨।୧୨- ବରଗଡ-ବଲାଙ୍ଗୀର ରାସ୍ତାର ଏକାମ୍ର ଛକ ନିକଟ ଏକ ଗଛ ଉପରକୁ ଚଢି ଗଛଡାଳ କାଟୁଥିଲା ସମୟରେ ରବିବାର ୧୧ କେଭି କ୍ଷମତା ସମ୍ପନ୍ନ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ…

ରେଳଧାରଣା କଡରୁ ମିଳିଲା ନବଜାତ ଶିଶୁକନ୍ୟା

ବରଗଡ ଅଫିସ, ୨୨।୧୨: ପୁଣି ଶିଶୁକନ୍ୟା ଅଲୋଡ଼ା ହୋଇପଡିଛି। ବରଗଡ ଜିଲା ପଦ୍ମପୁରସ୍ଥିତ ଏକ ଡ୍ରେନ ଭିତରୁ ଅଖାରେ ଭର୍ତ୍ତି ନବଜାତ ଶିଶୁକନ୍ୟା ଉଦ୍ଧାର ହେବା ଘଟଣାର ଠିକ ୮ଦିନ ପରେ ରବିବାର ସକାଳୁ ବରପାଲି ରେଳଷ୍ଟେଶନ ନିକଟ ଯୋଗିମୁଣ୍ଡା ପାଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?