ଆମ ଜିଲା ଖବର

କୃଷି କ୍ଷେତରେ ଜୈବିକ ଖତ ବ୍ୟବହାର ଉପରେ ଗୁରୁତ୍ୱ

ସୋନପୁର,୨୩।୧୦(ନି.ପ୍ର.)-ଭାରତ ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସାରର ଊପଯୁକ୍ତ ବ୍ୟବାହରକୁ ନେଇ ନୂଆଦିଲ୍ଲୀ ଠାରେ ପ୍ରଥମ କରି ଆରମ୍ଭ ହୋଇଥିବା ଜନସଚେତନତା କାର୍ଯ୍ୟକ୍ରମର ସିଧା ପ୍ରସାରଣ ସକାଶେ ସୋନପୁର କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ମଙ୍ଗଳବାର ସ୍ବତନ୍ତ୍ର…

ଅଜନା ରୋଗ୍‌ରେ ପୀଡ଼ିତ ହୀରାଦେଈ

ଖଡିଆଳ,୨୩।୧୦(ଡି.ଏନ୍‌.ଏ.)- ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ କେନ୍ଦୁପାଟି ଗଁାର କେତୁ ଷଣ୍ଢକଁର ମାଏକିନା ହୀରାଦେଈ ଷଣ୍ଢ। ଆଏଜ୍‌କେ ୨ ବଛର ହେଲା କେହେନ୍‌ସି ଗୁଟେ ଅଜନା ରୋଗ୍‌ ପରଭାବରେ ତାକର ହାତ୍‌ଗୋଡ଼ ବଁକା ହେଇଯାଇଛେ। ପରିବାରଟା ନିହାତି ଗରିବ୍‌ ହେଇଥିଲାବେଲେ ହୀରାଦେଈ…

ଶ୍ରୀମନ୍ଦିର ସଂସ୍କାର ମାମଲାର ରାୟ ଶୁକ୍ରବାର

ନୂଆଦିଲ୍ଲୀ,୨୩-୧୦(ସ୍ବ.ପ୍ର.):ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଉତ୍ତମ ବ୍ୟବସ୍ଥା ନିମନ୍ତେ ସୁପ୍ରିମ୍‌କୋର୍ଟରେ ଚାଲିଥିବା ସଂସ୍କାର ମାମଲାର ଏକ ରାୟ ଆସନ୍ତା ଶୁକ୍ରବାର ପ୍ରକାଶ ପାଇବ। ଶ୍ରୀମନ୍ଦିରରେ ଭକ୍ତଙ୍କୁ ହଇରାଣ କରାଯାଉଥିବା ନେଇ ଏକ ପିଟିଶନ ସୁପ୍ରିମ୍‌କୋର୍ଟରେ ଦାଏର ହୋଇଛି। ଜଷ୍ଟିସ…

ଭତାର ଲାଗି ୭ଥର ଆବେଦନ କରି ବୁରୁଧ୍‌ ନିରାଶ

ଗଣ୍ଡତୁରୁମ, ୨୩।୧୦(ଡି.ଏନ୍‌.ଏ.)-ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖିକର ଲାଗି ଚାଉଲଠାନୁ ମୂଲ କରି ଅବାସ ଯୋଜନାରେ ଘର, ବୁଢ଼ାବୁଢ଼ି, ଭିନ୍ନକ୍ଷମମାନକୁ ଭତା ଯୁଗେଇ ଦେଉଛନ୍‌। ହେଲେ ସରକାରୀ ସର୍ଭେରେ ଭୁଲଭଟକା ଲାଗି ଅନେକ ହକ୍‌ଦାର ହିତାଧିକାରୀ ଯୋଜନାର ଲାଭ…

ଜେଲ୍‌ ଗଲେ ହଳଦୀ ମିଲ୍‌ ମାଲିକ

ବଲାଙ୍ଗୀର ଅଫିସ,୨୩ା୧୦- ହଳଦୀ ଭଳି ନିତ୍ୟ ବ୍ୟବହାର୍ଯ୍ୟ ଖାଦ୍ୟ ସାମଗ୍ରୀରେ ଅପମିଶ୍ରଣ କରୁଥିବା ଜଣାପଡିବା ପରେ ବଲାଙ୍ଗୀର ଟାଉନ ଥାନା ପୋଲିସ ପକ୍ଷରୁ କ୍ଲବ୍‌ପଡା ଲିଟେରାରୀ ଆଣ୍ଡ ସୋସିଆଲ କ୍ଲବ୍‌ ନିକଟରେ ଥିବା ଶର୍ମା ଫୁଡ୍‌ ଫ୍ୟାକ୍ଟ୍ରିରେ ସେମବାର ଚଢ଼ାଉ କରାଯାଇଥିଲା…

ହାଇକୋର୍ଟ ଆଇନଜୀବୀଙ୍କ ଆନ୍ଦୋଳନ ମାମଲା:‘ଆଇନର ମନ୍ଦିରକୁ ଅଚଳ କରାଯାଇପାରିବନି’

କଟକ ଅଫିସ, ୨୩-୧୦:ଆଇନର ମନ୍ଦିରକୁ ଅଚଳ କରାଯାଇ ପାରିବନି। ଅଦାଲତ ଚାଲିବା ପାଇଁ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ପାଇଁ ପଦକ୍ଷେପ ନିଅ। ଅଦାଲତ କାର୍ଯ୍ୟ ସ୍ବାଭାବିକ କରିବା ପାଇଁ ସ୍ଥାନୀୟ ପୋଲିସ ଅସମର୍ଥ ହେଉଥିଲେ ପାରା ମିଲିଟାରି ଫୋର୍ସ ବା ଅର୍ଦ୍ଧ…

ଜବାହରଚୌକ ପ୍ଲାଟିନମ୍‌ ଜୁବିଲି ସମାରୋହ ଉଦ୍‌ଯାପିତ: ‘ଲକ୍ଷ୍ମୀପୂଜା ଢେଙ୍କାନାଳର ପରିଚୟ’

ଢେଙ୍କାନାଳ ଅଫିସ, ୨୩।୧୦- ଲକ୍ଷ୍ମୀପୂଜା ଢେଙ୍କାନାଳର ପରିଚୟ। ପୂଜା ପ୍ରତିଷ୍ଠାନଗୁଡ଼ିକର ନିଷ୍ଠାପର ଉଦ୍ୟମ ଲାଗି ଏହାର ଉତ୍କର୍ଷ ବଢ଼ିବାରେ ଲାଗିଛି। ଏହି ମାଟିରୁ ସୃଷ୍ଟି ହୋଇଥିଲା ଗଡ଼ଯାତ ଆନ୍ଦୋଳନ। ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମ ଏହାର ଆଉ ଏକ ଅବଦାନ। ଜିଲାର…

ହୋଣ୍ଡା ଆକ୍ଟିଭା ୧୨୫ ବିଏସ୍‌ ୬ର ବଜାର ପ୍ରବେଶ

ଅନୁଗୋଳ ଅଫିସ, ୨୩ା୧୦- ହୋଣ୍ଡା ମୋଟରସାଇକେଲ ଓ ସ୍କୁଟର ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡର ଅନୁଗୋଳସ୍ଥିତ ଅଧିକୃତ ବିକ୍ରେତା ଲକ୍ଷ୍ମୀ ହୋଣ୍ଡାଠାରେ ହୋଣ୍ଡାର ପ୍ରଥମ ବିଏସ୍‌-୬ ସ୍କୁଟର ଆକ୍ଟିଭା ୧୨୫ର ବଜାର ପ୍ରବେଶ କରାଯାଇଛି। କମ୍ପାନୀର ଏରିଆ ଇନ୍‌ଚାର୍ଜ (ସେଲସ୍‌) ଦିବ୍ୟେନ୍ଦୁ ଭୌମିକ…

ସୁଦୀପ ନାଗ ଏନ୍‌ଟିପିସି ନୂଆ ସିଜିଏମ୍‌

ତାଳଚେର,୨୩ା୧୦(ନି.ପ୍ର.) – ଅନୁଗୋଳ ଜିଲା କଣିହାଁସ୍ଥିତ ଏନ୍‌ଟିପିସି ପ୍ରକଳ୍ପର ନୂତନ ଚିଫ୍‌ ଜେନେରାଲ ମ୍ୟାନେଜର (ସିଜିଏମ୍‌) ଭାବେ ସୁଦୀପ ନାଗ ମଙ୍ଗଳବାରଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏକଜିକ୍ୟୁଟିଭ ଡାଇରେକ୍ଟର ରମେଶ ବାବୁ ଭି. ସିଏମ୍‌ଡି ଏବଂ ଡେଜିକନେଟେଡ ଡାଇରେକ୍ଟର(ଅପରେଶନ୍ସ) ପଦବୀକୁ ଉନ୍ନୀତ…

ଆଜି ମେଲାଣି ନେବେ ଧନଦାତ୍ରୀ

ପାଲଲହଡା,୨୩।୧୦(ଡି.ଏନ.ଏ.) -୧୦ ଦିନ ଧରି ଚାଲିଥିବା ପାଲଲହଡା ଉପଖଣ୍ଡ ଲକ୍ଷ୍ମୀପୂଜାର ଭସାଣି ଉତ୍ସବ ବୁଧବାର ସ୍ଥାନୀୟ ଷ୍ଟାଡିୟମଠାରେ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ୧୦ ଗୋଟି ପୂଜା କମିଟି ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ସମସ୍ତ ମେଢ ପୂର୍ବାହ୍ନ ୧୧ ଟାରେ…

କମ୍‌ସଂଖ୍ୟକ ଉପସ୍ଥାନ ଯୋଗୁ ବନ୍ଦ ହେଲା ୨ ସ୍କୁଲ

ଗଣିଆ,୨୨।୧୦(ଡି.ଏନ.ଏ.)-ନୟାଗଡ଼ ଜିଲା ଗଣିଆ ବ୍ଲକରେ କମ୍‌ସଂଖ୍ୟକ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଯୋଗୁ ୨ଟି ସ୍କୁଲ ସୋମବାରଠାରୁ ବନ୍ଦ କରାଯାଇଥିବା ଦେଖିବାକୁ ମିଳିଛି ା ବନ୍ଦ ହୋଇଥିବା ୨ଟି ପ୍ରାଥମିକ ବିଦ୍ୟାଳୟ ହେଉଛି ଛାମୁଣ୍ଡିଆ ପଞ୍ଚାୟତର କାଣିପୋଖରୀ ପ୍ରାଥମିକ ବିଦ୍ୟାଳୟ ଓ ବଡସିଲିଙ୍ଗା ପଞ୍ଚାୟତର…

ଜିଲାରେ ପ୍ରଥମ: ସରପଞ୍ଚଙ୍କ ଅଭିଯୋଗ ଶୁଣାଣି

ନୟାଗଡ଼ ଅଫିସ,୨୩-୧୦: ନୟାଗଡ଼ ଜିଲା ସଦର ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ସରପଞ୍ଚଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ପୂର୍ବରୁ ଜିଲାପାଳ ଓ ବିଭିନ୍ନ ନିର୍ବାଚନମଣ୍ଡଳୀରେ ବିଧାୟକଙ୍କ ଅଭିଯୋଗ ଶୁଣାଣି ହୋଇଥିବା ବେଳେ ସୋମବାର ପ୍ରଥମଥର ପାଇଁ ସରପଞ୍ଚଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri