ଆମ ଜିଲା ଖବର

ମହଙ୍ଗା ପଡ଼ିଲା ଭତ୍ତା ଟଙ୍କା ହଡ଼ପ: ନୟାଗଡ଼ ଜିଲାର ୪ ପିଇଓ ନିଲମ୍ବିତ

ନୟାଗଡ଼ ଅଫିସ,୨୨ା୧୨: ମୃତ ବ୍ୟକ୍ତିଙ୍କ ନାମରେ ଭତ୍ତା ଟଙ୍କା ହଡ଼ପ ଓ ଆର୍ଥିକ ଅନିୟମିତତା ନୟାଗଡ଼ ଜିଲାର ୪ ପିଇଓ (ପଞ୍ଚାୟତ ନିର୍ବାହୀ ଅଧିକାରୀ)ଙ୍କ ପାଇଁ ମହଙ୍ଗା ପଡ଼ିଛି। ସେମାନଙ୍କୁ ଜିଲାପାଳ ଡ. ପୋମା ଟୁଡୁ ଶନିବାର ନିଲମ୍ବିତ କରିଛନ୍ତି। ସେମାନେ…

ନାବାଳିକାଙ୍କୁ ଗର୍ଭବତୀ କରିବା ମାମଲା: ୨୦ ବର୍ଷ ଜେଲ୍‌

ଅନୁଗୋଳ ଅଫିସ, ୨୨।୧୨- ଅନୁଗୋଳ ଜିଲା ବଅଁରପାଳ ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ଗର୍ଭବତୀ କରିବା ମାମଲାର ବିଚାର କରି ଶନିବାର ଅତିରିକ୍ତ ଜିଲା ଓ ଦୌରାଜଜ ତଥା ସ୍ବତନ୍ତ୍ର ପୋସ୍କୋ କୋର୍ଟ ବିଚାରପତି ଅଭିଯୁକ୍ତ ରସାନନ୍ଦ ବେହେରା(୪୫)ଙ୍କୁ ୨୦ ବର୍ଷ…

ରେଳ ଧାରଣାରୁ ମଦ ଦୋକାନ କର୍ମଚାରୀଙ୍କ ମୃତଦେହ ଉଦ୍ଧାର: ଲୁଟ୍‌ର ୨୪ ଘଣ୍ଟା ନ ପୂରୁଣୁ ହତ୍ୟା ସନ୍ଦେହ

ଜଗତ୍‌ସିଂହପୁର ଅଫିସ,୨୨ା୧୨: ତିର୍ତ୍ତୋଲ ଗୋପିଆକୁଦସ୍ଥିତ ସରକାରୀ ଦେଶୀ ମଦ ଦୋକାନରେ କାମ କରୁଥିବା ଅମୀନ ସେଠୀ (୩୫) ନାମକ ଯୁବକଙ୍କଠାରୁ ୨୦ ତାରିଖ ଅପରାହ୍ନରେ ଦୁର୍ବୃତ୍ତ ୫,୫୬,୦୦୦ ଟଙ୍କା ଲୁଟ୍‌ କରିଥିବା ଅଭିଯୋଗ ହୋଇଥିଲା। ଏହାର ୨୪ ଘଣ୍ଟା ନ ପୁରୁଣୁ…

ନାବାଳିକାଙ୍କୁ ଶିକ୍ଷକଙ୍କ ବଳାତ୍କାର ମାମଲା: ଅଭିଯୁକ୍ତକୁ ୨୦ ବର୍ଷ କାରାଦଣ୍ଡାଦେଶ

ଅନୁଗୋଳ ଅଫିସ, ୨୨।୧୨- ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ବିଚାର କରି ଶନିବାର ଅତିରିକ୍ତ ଜିଲା ଓ ଦୌରାଜଜ ତଥା ସ୍ବତନ୍ତ୍ର ପୋସ୍କୋ କୋର୍ଟ ବିଚାରପତି ପ୍ରଭାକର ଗଣ୍ଠିଆ ଅଭିଯୁକ୍ତ ଶିକ୍ଷକ ରଘୁନାଥ ନାୟକକୁ…

ଯୁବକଙ୍କ ଉନ୍ମତ୍ତକାଣ୍ଡ: ଗାଡ଼ି ଧକ୍କାରେ ୬ଜଣଙ୍କୁ କଲେ ଆହତ

ବାଲିକୁଦା,୨୨ା୧୨(ସ୍ବ.ପ୍ର.): ବାଲିକୁଦା ଥାନା ଅଧୀନ ବୋରିକିନା ଅଞ୍ଚଳରେ ଶନିବାର ଜଣେ ଯୁବକଙ୍କ ଉନ୍ମତ୍ତକାଣ୍ଡ ଦେଖିବାକୁ ମିଳିଛି। ଉକ୍ତ ଯୁବକ କାହାକୁ ଟଙ୍କା ମାଗି ଧମକ ଦେଇଛନ୍ତି ତ ଆଉ କାହାକୁ ବନ୍ଧୁକ ମୁନରେ ଉଡାଇ ଦେବାକୁ କହିଛନ୍ତି। ପୁଣି କାହାକୁ ଜୀବନରୁ…

ପ୍ରତିଶ୍ରୁତି ପରେ ଅଟକଙ୍କୁ ଛାଡ଼ିଲେ ଚାଷୀ

ଛେଣ୍ଡିପଦା,୨୨ା୧୨(ସ୍ବ.ପ୍ର.) – କାଂଶବାଂଶ ଜଳସେଚନ ପ୍ରକଳ୍ପର କାର୍ଯ୍ୟ ତଦାରଖ ପାଇଁ ଆସିଥିବା ଅଧିକାରୀମାନଙ୍କୁ ଶୁକ୍ରବାର ଛେଣ୍ଡିପଦା ବ୍ଲକ ବାଲିପଟା ପଞ୍ଚାୟତ ଅଞ୍ଚଳର ଚାଷୀ ଅଟକ ରଖିବା ସହ ପ୍ରକଳ୍ପର କାର୍ଯ୍ୟକାରିତାକୁ ନେଇ ପ୍ରଶ୍ନ ଉଠାଇଥିଲେ। ତେବେ ଅଭିଯୋଗର ତଦନ୍ତ କରାଯିବ ବୋଲି…

ଜିଲା ଭାଜପାର ମଙ୍ଗ ଧରିଲେ ନରେଶ

ଢେଙ୍କାନାଳ ଅଫିସ, ୨୨।୧୨ – ଢେଙ୍କାନାଳ ଜିଲା ଭାଜପାର ମଙ୍ଗ ଧରିଛନ୍ତି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ଆଇନଜୀବୀ ନରେଶ ଚନ୍ଦ୍ର ମହାପାତ୍ର। ରାଜ୍ୟ ନେତୃମଣ୍ଡଳୀ ତାଙ୍କୁ ଜିଲା ସଭାପତି ଦାୟିତ୍ୱ ଦେଇଥିବା ଜିଲା ଉପସଭାପତି ନବକିଶୋର ଗୁରୁ ଶନିବାର ଏକ…

ଫୁଲବାଣୀ ବ୍ଲକ କଲୋନୀରେ ଜବରଦଖଲ ଉଚ୍ଛେଦ

ଫୁଲବାଣୀ ଅଫିସ, ୨୨ା୧୨- ଫୁଲବାଣୀ ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ କଲୋନୀରେ ଶନିବାର ଜବରଦଖଲ ଉଚ୍ଛେଦ କରାଯାଇଛି। ନିଜ ଜିନିଷପତ୍ର ନେଇ ଯିବା ପାଇଁ ବିଡିଓ ଜବରଦଖଲକାରୀଙ୍କୁ କହିବା ପରେ ସେମାନେ ଏଥିରେ ରାଜି ହୋଇଥିଲେ। ସୂଚନା ଅନୁଯାୟୀ, ବ୍ଲକ କଲୋନୀରେ…

ଫେରିଲେ ୬୫ ଏନ୍‌ସିସି କ୍ୟାଡେଟ:  କହିଲେ ଗୁଆହାଟୀରେ ଫସିବା ଗୁଜବ

ବ୍ରହ୍ମପୁର ଅଫିସ,୨୨ା୧୨-ମେଘାଳୟର ଶିଲଂରେ ଅନୁଷ୍ଠିତ ହୋଇଥିବା ସର୍ବଭାରତୀୟ ଟ୍ରାକିଂ କ୍ୟାମ୍ପରେ ଯୋଗଦେବାକୁ ବ୍ରହ୍ମପୁର ଏନ୍‌ସିସି ଗ୍ରୁପର ୬୫ ଜଣିଆ କ୍ୟାଡେଟ ଦଳ ଶନିବାର ବ୍ରହ୍ମପୁର ପ୍ରତ୍ୟାବର୍ତ୍ତନ କରିଛନ୍ତି ା ବ୍ରହ୍ମପୁର ରେଳଷ୍ଟେଶନରେ ପହଞ୍ଚିବା ପରେ ନିକଟରେ ଗଣମାଧ୍ୟମରେ ଗୁଆହାଟୀରେ ଫସିବା ନେଇ…

ଏଚ୍‌ଏଣ୍ଡୟୁଡି ବିଭାଗ ନିର୍ଦ୍ଦେଶନାମାକୁ ବିଏମ୍‌ସିର ବେଖାତିର

ବ୍ରହ୍ମପୁର ଅଫିସ,୨୨ା୧୨-ବ୍ରହ୍ମପୁର ମହାନଗର ନିଗମ ୩୮ ନଂ. ୱାର୍ଡ ଆଙ୍କୋଲି ଖଳାସାହି ବସ୍ତି ଅଞ୍ଚଳର ୭ ଉଚ୍ଛେଦ ପରିବାରକୁ ଆରଏୱାଇ(ରାଜୀବ ଆବାସ ଯୋଜନା) ଗୃହରୁ ବଞ୍ଚିତ କରାଯାଇଛି।ଏନେଇ ବସ୍ତିବାସିନ୍ଦା ହାଇକୋର୍ଟଙ୍କ ଦ୍ୱାରସ୍ଥ ପରେ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ(ଏଚଏଣ୍ଡୟୁଡି)…

ଗର୍ଭବତୀ, ପ୍ରସୂତି ମୃତ୍ୟୁର ତଦନ୍ତ କଲେ ଜିଲାପାଳ

ଛତ୍ରପୁର,୨୨ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଗତ ୮ ମାସ ମଧ୍ୟରେ ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ ୩୮ ମାତୃ ମୃତ୍ୟୁ ହୋଇଛି। ନିକଟରେ ହୋଇଥିବା ୨ ଗର୍ଭବତୀ ଓ ଜଣେ ପ୍ରସୂତିଙ୍କ ମୃତ୍ୟୁର କାରଣ କ’ଣ ରହିଛି ସେ ସମ୍ପର୍କରେ ଶନିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ…

କିଲୋ ୬ ଟଙ୍କାରେ ଶିକ୍ଷୟିତ୍ରୀ ବିକିଲେ ସ୍କୁଲ ବହି

ପାଟପୁର,୨୨ା୧୨-ଗଞ୍ଜାମ ଜିଲା ପାଟପୁର ଗ୍ରାମ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ବହିକୁ ଜଣେ ଶିକ୍ଷୟିତ୍ରୀ ୬ଟଙ୍କା କିଲୋରେ ବିକ୍ରି କରିଥିବା ଶନିବାର ଅଭିଯୋଗ ହୋଇଛି। ଖବର ପାଇ ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ ପହଞ୍ଚତ୍ ଜିଲା ଶିକ୍ଷାଧିକାରୀ ସନାତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?