ଆମ ଜିଲା ଖବର

ଗ୍ୟାସ୍‌ ଟାଙ୍କି ଫାଟି ଅଗ୍ନିକାଣ୍ଡ: ୬ ବଖରା ଜଳିଗଲା

ପଦ୍ମପୁର,୨୧।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଲକ୍ଷ୍ମୀଦାସପୁର ପଞ୍ଚାୟତ ଶ୍ରୀବତ୍ସପୁର ଗ୍ରାମର କାର୍ତ୍ତିକ ଚନ୍ଦ୍ର ନାୟକଙ୍କ ଘରେ ଶନିବାର ଅପରାହ୍ନରେ ଗ୍ୟାସ୍‌ ଟାଙ୍କି ଫାଟି ଅଗ୍ନିକାଣ୍ଡ ଘଟିଛି। ଏଥିରେ ୬ ବଖରା ଘର ଜଳିଯାଇଛି। ସୂଚନା ଅନୁଯାୟୀ, କାର୍ତ୍ତିକଙ୍କ ରୋଷେଇ…

କାଇପଦର ଗାଁ ଦାଣ୍ଡରେ ଯୁବକଙ୍କୁ ନିସ୍ତୁକ ପିଟିବା ଭିଡିଓ ଭାଇରାଲ: ଜଣେ ଅଭିଯୁକ୍ତ ଗିରଫ

ଖୋର୍ଦ୍ଧା ଅଫିସ,୨୧।୧୨: ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ କାଇପଦର ଗ୍ରାମରେ ଜଣେ ଯୁବକଙ୍କୁ ନୃଶଂସ ଭାବେ ମାଡ଼ ମାରୁଥିବା ଭିଡିଓ ଭାଇରାଲ ହୋଇଛି। ବଙ୍ଗିଦାର ଉକ୍ତ ଯୁବକଙ୍କୁ କାଇପଦରର ଦୁଇଜଣ ଯୁବକ ଅପହରଣ କରି ଆଣିବା ପରେ ଗାଁ ଦାଣ୍ଡରେ ଥିବା…

ଗାଧୋଇବା ପାଇଁ ପାଣି ଗରମ କରୁଥିବା ବେଳେ ବିଦ୍ୟୁତ୍‌ ଆଘାତ, ଯୁବକ ମୃତ

ଖୋର୍ଦ୍ଧା ଅଫିସ,୨୧।୧୨: ଗାଧୋଇବା ପାଇଁ ପାଣି ଗରମ କରୁଥିବା ସମୟରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅନ୍ତର୍ଗତ ଅର୍ଜୁନପୁର ଗ୍ରାମର ପ୍ରିୟଦର୍ଶନ ବେହେରା(୧୭)। ଖୋର୍ଦ୍ଧା ଜିଲା ସଦର ମୁଖ୍ୟ ଚିକିତ୍ସାଳୟରେ…

ଯୁବକଙ୍କୁ ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଫେରାର ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୧।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକେଇ ଗାଁର ଟୁନା ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଘଟଣାର ୪ ମାସ ପରେ ଶନିବାର ଅପରାହ୍ନରେ ପୋଲିସ ଗିରଫ କରିଛି। ସେ ହେଲେ କୁମରଡ଼ା ଗାଁର ଉତ୍ତମ ପ୍ରଧାନ(୩୫)। ଘଟଣା…

କୂଅରୁ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୨୧।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଜାମଜୋଡି ପଞ୍ଚାୟତ ଅନ୍ତର୍ଗତ ମାନପୁର ଗ୍ରାମର ଏକ କୂଅରୁ ଶନିବାର ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃ୍‌ତକ ଜଣକ ହେଲେ ମାନପୁର ଗ୍ରାମର ଲକ୍ଷ୍ମଣ ନାଏକ(୫୫)। ସୂଚନାଯୋଗ୍ୟ, ଲକ୍ଷ୍ମଣ ବୁଧବାରଠାରୁ ନିଖୋଜ ଥିଲେ।…

ଜିଲା ଓକିଲ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ

ସୁନ୍ଦରଗଡ଼,୨୧।୧୨(ଡି.ଏନ୍‌.ଏ.) : ପଶ୍ଚିମ ଓଡ଼ିଶାର ସମ୍ବଲପୁରଠାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ସୁନ୍ଦରଗଡ଼ ଜିଲା ଓକିଲ ସଂଘ ପକ୍ଷରୁ ଶନିବାର ପିକେଟିଂ କରାଯାଇ ସମସ୍ତ କାର୍ଯ୍ୟାଳୟ ବନ୍ଦ କରିଦିଆଯାଇଥିଲା। ଜିଲା ଓକିଲ ସଂଘ ସଭାପତି ଦୁଷ୍ମନ୍ତ କୁମାର ନାଏକ, ଜିଲା ଓକିଲ…

ରାସ୍ତା ନାହିଁ, ନଦୀପାଣିରେ ପଶି ଡାକ୍ତରଖାନା ଗଲେ ଗର୍ଭବତୀ

ରାୟଗଡ଼ା ଅଫିସ,୨୧।୧୨: ରାୟଗଡ଼ା ଜିଲାରେ ପୁଣି ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି। ଗ୍ରାମରେ ରାସ୍ତା ନ ଥିବାରୁ ଜଣେ ଗର୍ଭବତୀଙ୍କୁ ଶନିବାର ଚଲାଇ ଚଲାଇ ୩ କିଲୋମିଟର ନେବା ପରେ ଝାବତୀ ନଦୀ ପାର କରାଯାଇଛି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ହଷ୍ଟେଲରେ ଲାଗିଲା ନିଆଁ: ଜଳିଗଲା ଛାତ୍ରୀଛାତ୍ରଙ୍କ ବିଭିନ୍ନ ସାମଗ୍ରୀ

ରାୟଗଡ଼ା ଅଫିସ,୨୧।୧୨: ରାୟଗଡ଼ାର ସାଇପ୍ରିୟା ନଗରରେ ଥବା ଅନ୍ବେଷା ଛାତ୍ରୀଛାତ୍ର ହଷ୍ଟେଲରେ ଶର୍ଟସର୍କିଟ୍‌ରୁ ନିଆଁ ଲାଗିଯାଇଛି। ଉକ୍ତ ହଷ୍ଟେଲର ଏକ ଗୋଦାମ ଘରେ ଥିବା ଗଦି, ପିଲାଙ୍କ ଚୌକି, ଆସବାବପତ୍ର, ଅନ୍ୟାନ୍ୟ ଦରକାର ସାମଗ୍ରୀ ଜଳି ପୋଡ଼ି ନଷ୍ଟ ହୋଇଯାଇଛି। ଖବର…

ଛାତ୍ରୀଙ୍କୁ ଅସଦାଚରଣ ମାମଲା: ୩ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୨୧।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅଞ୍ଚଳର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ମାଆ ଏନେଇ କେ. ନୂଆଗାଁ ଥାନାରେ ଏତଲା ଦେବା ପରେ ଆଇଆଇସି ମାଧବାନନ୍ଦ ନାୟକ ଘଟଣାର ତଦନ୍ତ କରି କେସ୍‌…

ବନବିଭାଗର ଚଢ଼ାଉ: କାଠ ବୋଝେଇ ମିନିଟ୍ରକ୍‌ ଜବତ

କେନ୍ଦୁଝର,୨୧।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବନବିଭାଗ ପକ୍ଷରୁ ଶୁକ୍ରବାର ରାତିରେ ଚଢ଼ାଉ କରାଯାଇ ଯୋଡ଼ା ବ୍ଲକ ରୁଗୁଡି ଅଞ୍ଚଳରୁ ଏକ ଚୋରା କାଠ ବୋଝେଇ ମିନିଟ୍ରକ୍‌ ଜବତ ହୋଇଛି। ଉକ୍ତ ଗାଡ଼ିରେ ୧୦୦ ସିଫ୍ଟରୁ ଊର୍ଦ୍ଧ୍ୱ ମୂଲ୍ୟବାନ କାଠ ଥିବା ଜଣାପଡିଛି। ଏହି…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ଗ୍ରାମ୍ୟ ଉନ୍ନୟନ ବିଭାଗ ଯନ୍ତ୍ରୀ

ଘସିପୁରା,୨୧।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବଳ ପଣ୍ଡା ଶନିବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭୋର ସମୟରୁ ପଣ୍ଡାଙ୍କ ଆନନ୍ଦପୁରସ୍ଥିତ ସରକାରୀ ବାସଭବନ ସମେତ ଭୁବନେଶ୍ୱର, ରାଉରକେଲା, କେନ୍ଦ୍ରାପଡ଼ା ଆଦି ଅଞ୍ଚଳରେ ଥିବା ତାଙ୍କ…

ପଦବୀ ହରାଇଲେ ଶାରୀରିକ ଶିକ୍ଷା ନିରୀକ୍ଷକ

ବରଗଡ଼ ଅଫିସ,୨୧।୧୨: ବରଗଡ଼ ଜିଲା ଶାରୀରିକ ଶିକ୍ଷା ନିରୀକ୍ଷକ(ଆଇପିଇ) ତ୍ରିଲୋକ୍ୟ ନାୟକଙ୍କଠାରୁ ଜିଲା ଶିକ୍ଷାଧିକାରୀ ପ୍ରକାଶ କୁମାର ଯୋଶୀ ଏହି ପଦବୀ କାଢ଼ି ନେଇଛନ୍ତି। ଅପରପକ୍ଷେ ଏହି ପଦବୀରେ ସମଲେଶ୍ୱରୀ ହାଇସ୍କୁଲ, ଅମ୍ବାପାଲିର ଶାରୀରିକ ଶିକ୍ଷା ଶିକ୍ଷକ(ପିଇଟି) ଭାଗୀରଥି ମହାରଣାଙ୍କୁ ଅବସ୍ଥାପିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?