ଆମ ଜିଲା ଖବର

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ଛେଣ୍ଡିପଦା,୨୧।୧୨(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ନୂଆଗାଁ ପଞ୍ଚାୟତ ଅନ୍ତର୍ଗତ ଭଟ୍ଟପାଳ ଗାଁରେ ଶନିବାର ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ଭଟ୍ଟପାଳ ଗାଁର କାର୍ତ୍ତିକ ବେହେରା (୫୧) । ସୂଚନାଯୋଗ୍ୟ, କାର୍ତ୍ତିକ ସକାଳେ ଘର…

ସିଏଏ, ଏନ୍‌ଆର୍‌ସିକୁ ବିରୋଧ: ଜିଲାପାଳଙ୍କ ବୁଝାଶୁଝା ପରେ ହଟିଲା ଆନ୍ଦୋଳନ

କେନ୍ଦ୍ରାପଡ଼ା ଅଫିସ,୨୧।୧୨: କେନ୍ଦ୍ରାପଡ଼ା ଜିଲାର ମୁସଲମାନ ଓ ଦଳିତ ମହାସଂଘ ପକ୍ଷରୁ ସିଏଏ ଓ ଏନ୍‌ଆର୍‌ସିକୁ ଶନିବାର ସକାଳେ ବିରୋଧ କରାଯାଇ ସହରର ନୂଆ ଇଦ୍‌ଗାହ ପଡିଆଠାରୁ ଲୋକେ ନୀରବ ଶୋଭାଯାତ୍ରାରେ ବାହାରିଥିଲେ। ମାତ୍ର ସହର ମଧ୍ୟରେ ଶୋଭାଯାତ୍ରା ପାଇଁ ଅନୁମତି…

ଶ୍ରୀମନ୍ଦିର ସୁରକ୍ଷା ଉପରେ ପ୍ରଶ୍ନବାଚୀ: ଚାହାଣି ମଣ୍ଡପରେ ଯୁବକ ଫୋନରେ କଥା ହେବା ଫଟୋ ଭାଇରାଲ

ପୁରୀ ଅଫିସ,୨୧।୧୨: ଶ୍ରୀମନ୍ଦିର ଚାହାଣି ମଣ୍ଡପରେ ଜଣେ ଯୁବକ ଫୋନରେ କଥା ହେବାର ଫଟୋ ଶନିବାର ଭାଇରାଲ ହୋଇଛି। ଫଳରେ ମନ୍ଦିର ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କଡ଼ା ସୁରକ୍ଷା ବଳୟ ଅତିକ୍ରମ କରି କିଭଳି ଯୁବକ ଫୋନରେ କଥା…

ରାମଚଣ୍ଡୀ ନିକଟରେ ଦୁର୍ଘଟଣା, ୬ ଗୁରୁତର

ପୁରୀ ଅଫିସ,୨୧।୧୨: ପୁରୀ-କୋଣାର୍କ ମେରାଇନ୍‌ ଡ୍ରାଇଭ ରୋଡ୍‌ ରାମଚଣ୍ଡୀ ନିକଟରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ବସ୍‌ ଓ ଟାଭେଲ୍ସ କାର୍‌ ମଧ୍ୟରେ ଧକ୍କା ହୋଇଛି। ଫଳରେ କାରରେ ଥିବା ୬ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କୁ କୋଣାର୍କ…

ଶ୍ରୀଜିଉଙ୍କୁ ଦର୍ଶନ କଲେ ଭେଙ୍କଟେଶ ପ୍ରସାଦ

ପୁରୀ ଅଫିସ,୨୧।୧୨: ପୂର୍ବତନ କ୍ରିକେଟର ତଥା ଭାରତ-ଓ୍ବେଷ୍ଟଇଣ୍ଡିଜ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଘୋଷକ ଭେଙ୍କଟେଶ ପ୍ରସାଦ ଶନିବାର ପୁରୀ ଆସିଥିବା ବେଳେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିରର ସ୍ବତନ୍ତ୍ର ଅଧିକାରୀ ଶୁଭ୍ରାଂଶୁ ଶେଖର ପାଢ଼ୀ ଭେଙ୍କଟେଶଙ୍କୁ…

ପ୍ରେମକୁ ମିଳିଲା ନାହିଁ ପରିବାରର ସ୍ବୀକୃତି: ଜୀବନ ହାରିଲେ ପ୍ରେମୀଯୁଗଳ

କବିସୂର୍ଯ୍ୟନଗର,୨୧।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ବାଲିଛାଇ ଫାଣ୍ଡି ଅଞ୍ଚଳ ସୁନାପଲ୍ଲୀ ଗ୍ରାମରେ ଶନିବାର ଏକ ପ୍ରେମୀଯୁଗଳ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଗ୍ରାମର ବିଜ୍ଞାନୀ ନାହକ ଓ କୈଳାସ ନାହକ। ସକାଳେ ଗ୍ରାମର ହରିଜନ ସାହି ନିକଟରେ ଥିବା ଏକ…

କମ୍‌ ଦରରେ ସାମଗ୍ରୀ ଦେବା ଆଳରେ ୨ କୋଟିରୁ ଊର୍ଦ୍ଧ୍ୱ ଠକେଇ: ରାତାରାତି ଦୋକାନୀ ଫେରାର

ବାସୁଦେବପୁର,୨୧।୧୨: ଭଦ୍ରକ ଜିଲା ବାସୁଦେବପୁର ବଜାର ନିକଟସ୍ଥ ବ୍ଲକ ରୋଡ୍‌ରେ ଗତ ଏକ ମାସ ତଳେ ଦୁର୍ଗା ଏଜେନ୍ସି ନାମରେ ଏକ ସଂସ୍ଥା ଦୋକାନ ଖୋଲିଥିଲା। ତେବେ ଉକ୍ତ ଦୋକାନୀ ଲୋକଙ୍କୁ ସାମଗ୍ରୀ ଦେବା ଆଳରେ ପ୍ରାୟ ୨ କୋଟି ଟଙ୍କା…

ପଶ୍ଚିମ ଓଡ଼ିଶା ହାଇକୋର୍ଟ ସ୍ଥାୟୀବେଞ୍ଚ ପ୍ରସଙ୍ଗ: ଓକିଲଙ୍କ ତିନି ଦିନିଆ ଆନ୍ଦୋଳନ ଆରମ୍ଭ

ସମ୍ବଲପୁର,୨୧।୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶା ହାଇକୋର୍ଟ ସ୍ଥାୟୀବେଞ୍ଚ ପ୍ରତିଷ୍ଠା ଦାବି ନେଇ ଶନିବାର ଓକିଲଙ୍କ ତିନି ଦିନିଆ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଛି । ବରିଷ୍ଠ ନାଗରିକ ଓ ଜିଲା ଓକିଲ ସଂଘ ପକ୍ଷରୁ କଚେରି ଛକରେ ଧାରଣା ଦିଆଯାଇଛି । ବିଚାରପତିମାନଙ୍କୁ…

ମଣ୍ଡିରେ ତାଲା ପକାଇ ଧାରଣା ଦେଲେ ଚାଷୀ

ବରଗଡ଼ ଅଫିସ,୨୧।୧୨: ବରଗଡ଼ ଜିଲାରେ ଧାନ କିଣାବିକା ସମ୍ପୂର୍ଣ୍ଣ ଭାବେ ସ୍ବାଭାବିକ ହୋଇପାରିନାହିଁ। ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଟୋକନ ମିଳିପାରିନାହିଁ। ସେହିଭଳି ଧାନଚାଷ ହୋଇଥିଲେ ସୁଦ୍ଧା କେତେକ ଚାଷୀଙ୍କ ବିଭିନ୍ନ କିସମର ଜମିକୁ ଧାନ ସଂଗ୍ରହ ପ୍ରକ୍ରିୟାରେ ଅନ୍ତର୍ଭୁକ୍ତ କରାଯାଇ…

ରାସ୍ତା ନିର୍ମାଣ ଦାବିରେ ଜିଲାପାଳଙ୍କ ଅଫିସ ଆଗରେ ଗ୍ରାମବାସୀଙ୍କ ବିକ୍ଷୋଭ

ବରଗଡ଼ ଅଫିସ,୨୧।୧୨: ବରଗଡ଼ ଜୀରାନଦୀରେ ପୋଲ ନିର୍ମାଣ ଦୁଇବର୍ଷ ତଳୁ ସରିଛି। ମାତ୍ର ରାସ୍ତା ନିର୍ମାଣ ହୋଇ ପାରି ନାହିଁ। ଫଳରେ ଏପର୍ଯ୍ୟନ୍ତ ପୋଲ ନିର୍ମାଣର କୌଣସି ସୁଫଳ ମିଳି ନାହିଁ ବୋଲି ଅଭିଯୋଗ ହୋଇଛି। ଏ ନେଇ ବରଗଡ଼ ବ୍ଲକ…

ବାରବାଟୀରେ ଭାରତୀୟ ଦଳର ଅଭ୍ୟାସ: କୋହଲିଙ୍କୁ ଦେଖିବାକୁ ଦର୍ଶକଙ୍କ ପ୍ରବଳ ଭିଡ଼

କଟକ ଅଫିସ,୨୧।୧୨: ରବିବାର ବାରବାଟୀରେ ଖେଳାଯିବ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚଳିତ ଦିନିକିଆ କ୍ରିକେଟ ସିରିଜର ଅନ୍ତିମ ତଥା ନିର୍ଣ୍ଣାୟକ ମ୍ୟାଚ୍‌। ଏହା ପୂର୍ବରୁ ଶନିବାର ବାରବାଟୀରେ ଅଭ୍ୟାସ ଆରମ୍ଭ କରିଛି ବିରାଟ ବାହିନୀ। ୪ଟି ନେଟ୍ସରେ ଭାରତୀୟ ଦଳ…

କେନ୍ଦ୍ରାପଡ଼ାରେ ସିଏଏ, ଏନ୍‌ଆର୍‌ସିକୁ ବିରୋଧ: ଶୋଭାଯାତ୍ରା ପାଇଁ ଅନୁମତି ନ ଦେବାରୁ ଉତ୍ତେଜନା

କେନ୍ଦ୍ରାପଡ଼ା ଅଫିସ,୨୧।୧୨: କେନ୍ଦ୍ରାପଡ଼ା ଜିଲାର ମୁସଲମାନ ଓ ଦଳିତ ମହାସଂଘ ପକ୍ଷରୁ ସିଏଏ ଓ ଏନ୍‌ଆର୍‌ସିକୁ ଶନିବାର ବିରୋଧ କରାଯାଇଛି। ସକାଳେ ସହରର ନୂଆ ଇଦ୍‌ଗାହ ପଡିଆଠାରୁ ୫ ହଜାରରୁ ଊର୍ଦ୍ଧ୍ୱ ଲୋକେ ନୀରବ ଶୋଭାଯାତ୍ରାରେ ବାହାରିଥିଲେ। ମାତ୍ର ସହର ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?