ଆମ ଜିଲା ଖବର

ପଞ୍ଚରିଡା ବନାଞ୍ଚଳ: ପଥପାର୍ଶ୍ୱ ବନୀକରଣ ଦିଗହରା, ୨ ହଜାର ଗଛରୁ ବଞ୍ଚିଛି ମାତ୍ର ୨୦୦

ନୟାଗଡ଼ ଅଫିସ,୨୧ା୧୨: ନୟାଗଡ଼ ବନଖଣ୍ଡ ପଞ୍ଚରିଡ଼ା ବନାଞ୍ଚଳରେ ପଥପାର୍ଶ୍ୱ ବନୀକରଣ ଦିଗହରା ହୋଇପଡିଛି। ପ୍ରାୟ ୪ବର୍ଷ ତଳେ ଲଗାଯାଇଥିବା ଚାରା ବର୍ତ୍ତମାନ ସେଠାରେ ଦେଖିବାକୁ ମିଳୁନାହିଁ। ସବୁଜ ବନାନୀ ପାଇଁ ବନ ବିଭାଗ ପକ୍ଷରୁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଉଛି। ହେଲେ…

ଆବାସ ଯୋଜନାରୁ ବଁଚିତ୍‌ ପରିବାର: କ୍ଲବ ଘର ପାଲଟିଛେ ଆଶ୍‌ରେ ଥଲ୍‌

  ଗଣ୍ଡତୁରୁମ, ୨୧।୧୨ (ଡି.ଏନ୍‌.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ପଁଚେତ୍‌ ଅଧୀନ ମେହେନା ଗଁାର ଗଣେଶ ଉସେରା(୭୦)। ସେ ଝନେ ନିହାତି ଗରିବ୍‌ ଲୋକ ହେଇଥିଲାବେଲେ ଆବାସ ଯୋଜନାରୁ ବଁଚିତ୍‌ ହେଇ ରହିଛନ୍‌। ଏନ୍‌ତାଥି ସେ କୁଟୁମବସିଆ ଇତାର…

ପକ୍ଷାଘାତରେ ପୀଡ଼ିତ ଶୁକଦେବ: ଜୀବନ୍‌ ମରନ୍‌ ସଂଗେ ଯୁଝୁଛନ୍‌ ଦେବକୀ

  ଲୋଇସିଂହା, ୨୧।୧୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡ଼ା ଗଁାର ଶୁକଦେବ ପଧାନ(୪୫)। ସେ ବନେ ବଛରକେତେ ହେଲା ପକ୍ଷାଘାତ ରୋଗ୍‌ରେ ପୀଡ଼ିତ ଥିଲାବେଲେ ମାଏକିନା ଦେବକୀ କିଡ୍‌ନୀ ରୋଗ୍‌ରେ ବୁର୍ଲା ବଡ଼ ଡାକ୍‌ତରଖାନାରେ ଜୀବନ୍‌ ମରନ୍‌ ସଂଗେ…

ମାଲିକଙ୍କ ଜୀବନ ବଞ୍ଚାଇଲା କୁକୁର: ସାପକୁ ମାରି ମଲା

ଗୋପାଳପୁର,୨୦ା୧୨- ନିଜ ଜୀବନକୁ ବଳି ଦେଇ ମାଲିକଙ୍କୁ ବଞ୍ଚାଇଛି ପୋଷା କୁକୁର। ଏଭଳି ଘଟଣା ଘଟିଛି ଗଂଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ରଣ୍ଢା ପଞ୍ଚମା ରୋଡରେ। ଶୁକ୍ରବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ଏକ ନାଗସାପ ପଞ୍ଚମା ରୋଡ୍‌ରେ ଥିବା ସନ୍ଦୀପ ମୋବାଇଲ…

ମାଲିକଙ୍କ ଜୀବନ ବଞ୍ଚାଇଲା କୁକୁର: ସାପକୁ ମାରି ଜୀବନ ହାରିଲା

ଗୋପାଳପୁର,୨୦ା୧୨- ନିଜ ଜୀବନକୁ ବଳି ଦେଇ ମାଲିକଙ୍କୁ ବଞ୍ଚାଇଛି ପୋଷା କୁକୁର। ଏଭଳି ଘଟଣା ଘଟିଛି ରଙ୍ଗେଇଲୁଣ୍ଡା ବ୍ଲକ ରଣ୍ଢା ପଞ୍ଚମା ରୋଡରେ। ଶୁକ୍ରବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ଏକ ନାଗସାପ ପଞ୍ଚମା ରୋଡ୍‌ରେ ଥିବା ସନ୍ଦିପ ମୋବାଇଲ ଦୋକାନ ଭିତରକୁ…

ମହିଳାଙ୍କୁ ଆକ୍ରମଣ, ଜେଲଗଲେ ଶିକ୍ଷକ

ଭଞ୍ଜନଗର,୨୦।୧୨(ଡି.ଏନ୍‌.ଏ.)- ତାରସିଂ ପୋଲିସ ଶୁକ୍ରବାର ମହିଳାଙ୍କୁ ଆକ୍ରମଣ ଅଭିଯୋଗରେ ଜଣେ ଶିକ୍ଷକଙ୍କୁ ଗିରଫ କରିଛି। ସେହେଲେ ପ୍ରତାପୁରର ଶଙ୍କର ନାୟକ। ମହିଳାଙ୍କ ଏତଲାକ୍ରମେ ନଂ.୧୯୫/୧୯ରେ ଏକ ମାମଲା ରୁଜୁ କରିଛି ପୋଲିସ। ଗିରଫ ଶିକ୍ଷକଙ୍କୁ ସନ୍ଧ୍ୟାରେ କୋର୍ଟ ଚାଲାଣ କରାଯାଇଥିବା ଥାନା…

ଭାଲୁ ତାଡ଼ିଦେଲା ଦୁଇ ଆଖି

ଉଦଳା,୨୦ା୧୨(ଡି.ଏନ୍‌.ଏ.) – ଘର ବାଡ଼ି ପାଖକୁ ଗୋରୁ ଖୋଜିବାକୁ ଯିବା ହେଲା କାଳ । ବାଉଁଶବୁଦାରେ ଲୁଚି ରହିଥିବା ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି ଜଣେ ବ୍ୟକ୍ତି। ତାଙ୍କର ଦୁଇ ଆଖି ଭାଲୁ ତାଡି ଦେଇଛି । ଏଭଳି ଘଟଣା ଘଟିଛି…

କଳା, ସଂସ୍କୃତି, ପରମ୍ପରାର ପ୍ରତୀକ ‘ଝୋଟିଚିତା’: ଜାତୀୟସ୍ତରୀୟ ଝୋଟି ମହୋତ୍ସବରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ

ବାଲେଶ୍ୱର ଅଫିସ,୨୦।୧୨-ବାଲେଶ୍ୱର ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଉତ୍କଳୀୟ ଝୋଟି ପ୍ରତିଷ୍ଠାନ ତରଫରୁ ଗୁରୁବାର ଦିବାରାତ୍ର ଜାତୀୟସ୍ତରୀୟ ଝୋଟି ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଭିନ୍ନ ରାଜ୍ୟରୁ ୧୬୫ଜଣ ପ୍ରତିଯୋଗୀ ଭାଗ ନେଇଥିଲେ। କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ,…

ବୃଦ୍ଧଙ୍କଠାରୁ ଲୁଟିନେଲେ ୫୦ ହଜାର ଟଙ୍କା

ତିହିଡ଼ି, ୨୦।୧୨ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା କଁାପଡ଼ା ପଞ୍ଚାୟତ ଅଧୀନ ମଠସାହି ଗ୍ରାମର ଧନୀ ମଳିକ ନାମକ ଜଣେ ବୃଦ୍ଧ ଶୁକ୍ରବାର ମଧ୍ୟାହ୍ନରେ ଲୁଟ୍‌ର ଶିକାର ହୋଇଛନ୍ତି। ଲୁଟେରାମାନେ ତାଙ୍କଠାରୁ ୫୦ହଜାର ଟଙ୍କା ଲୁଟି ନେଇଛନ୍ତି। ସେ…

ଅନ୍ତର୍ଜାତୀୟ ଏଟିଏମ୍‌ ଠକେଇ ରାକେଟ୍‌ର ପର୍ଦ୍ଦାଫାଶ: ୪ ଗିରଫ

ସମ୍ବଲପୁର,୨୦।୧୨(ବ୍ୟୁରୋ)-ସମ୍ବଲପୁର ଜିଲା ପୋଲିସ ଶୁକ୍ରବାର ଏଟିଏମ୍‌ ଠକେଇ ରାକେଟ୍‌ର ପର୍ଦ୍ଦାଫାଶ କରିଛି। ଏଥିରେ ପୋଲିସ ୪ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ବିହାର ନନ୍ଦପୁରର ରାଜେଶ ପ୍ରସାଦ ସିଂ( ୩୭), ଗୟା ଜିଲାର ସ୍ବରୁଭ କୁମାର( ୨୭), ଶଶୀ ଭୂଷଣ କୁମାର(୨୦)…

ଗଡ଼କୁଜଙ୍ଗରେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ କମ୍ପାନୀ ଲାଗି ଜନଶୁଣାଣି

ପାରାଦୀପ/ଏରସମା,୨୦।୧୨(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକର ଗଡ଼କୁଜଙ୍ଗଠାରେ ଶୁକ୍ରବାର ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ କମ୍ପାନୀ ପାଇଁ ମେଗା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ୭୧ ହଜାର କୋଟି ଟଙ୍କାର ଏହି ପ୍ରକଳ୍ପ ପାଇଁ ଚାଲିଥିବା ଏହି ଜନଶୁଣାଣିରେ କେତେକ ଲୋକ ନିଜର…

ଅଭିଯୋଗ ସତ୍ତ୍ୱେ ପୋଲିସ ନୀରବଦ୍ରଷ୍ଟା: ସ୍ବାମୀଙ୍କ ଅତ୍ୟାଚାରରେ ଅତିଷ୍ଠ ହୋଇ ରାସ୍ତାକୁ ଓହ୍ଲାଇଲେ ସ୍ତ୍ରୀ, ଗୁରୁତର ଆହତ ଅବସ୍ଥାରେ ମାଗିଲେ ନ୍ୟାୟ

ଜଗନ୍ନାଥପ୍ରସାଦ,୨୦।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନl ପଞ୍ଚୁଭୂତି ମୁଖ୍ୟ ରାସ୍ତା ୨୧ନଂ ରାଜ୍ୟ ରାଜପଥରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନ୍ୟାୟ ପାଇବା ଲାଗି ଦୁଇ ଗୋଡ଼ ବାମ ହାତ ଭାଙ୍ଗିଯାଇଥିବା ଜଣେ ମହିଳା ୬ ବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?