ଆମ ଜିଲା ଖବର

ଇଟା ବୋଝେଇ ଇଞ୍ଜିନ ରିକ୍ସା ଓଲଟି ଛାତ୍ରଙ୍କ ଜୀବନ ଗଲା, ଚାଳକ ଗିରଫ

ଜଳେଶ୍ୱର,୨୦।୧୨(ଡି.ଏନ୍‌.ଏ) : ବାଲେଶ୍ୱର ଜିଲା ଜଳେଶ୍ବର ନୂଆ ବଜାର ରେଳ ଫାଟକରେ ଇଟା ବୋଝେଇ ଇଞ୍ଜିନ ରିକ୍ସା ଓଲଟି ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ ଚାଲିଯାଇଛି। ମୃତ ଛାତ୍ର ଜଣଙ୍କ ଜଳେଶ୍ବର ଟାଉନ ହାଇସ୍କୁଲର ସବ୍ୟସାଚୀ ବେହେରା(୧୬) । ସୂଚନା…

କାରକୁ ଧକ୍କା ଦେଲା ଟ୍ରକ୍‌: ଜଣେ ମୃତ

ସିମୁଳିଆ,୨୦।୧୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧କି.ମି. ଦୂର ଜାତୀୟ ରାଜପଥ ମାଟିପଡା ନିକଟରେ ଗୁରୁବାର ବିଳମ୍ବିତ ରାତ୍ରିରେ ଦୁର୍ଘଟଣା ଘଟିଛି। ଏଥିରେ ନବକିଶୋର ଦାସଶର୍ମା(୪୫) ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ହୋଇଛନ୍ତି…

ଧରିତ୍ରୀ ପ୍ରଭାବ :ସୁନାଥର ଅଗ୍ନି ବିପନ୍ନଙ୍କୁ ଜିଲା ଆଇନ ସହାୟତା କମିଟି ପକ୍ଷରୁ ସହାୟତା

ପୁରୁଷୋତ୍ତମପୁର,୨୦।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ସୁନାଥର ଗ୍ରାମରେ ସୋମବାର ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟି ୨୫ ପରିବାରଙ୍କ ଘର ସମ୍ପୂର୍ଣ୍ଣ ପୋଡି ଯାଇଥିଲା। ମଙ୍ଗଳବାର ଧରିତ୍ରୀରେ ଏକ ଖବର ପ୍ରକାଶ ପାଇଥିଲା । ଏ ନେଇ ଜିଲା ଦୌରାଜଜ କୋର୍ଟ…

କନ୍ତୋଲରେ ବୋମାମାଡ଼, ଜଣେ ଗୁରୁତର

ଆଠଗଡ଼,୨୦।୧୨(ଡି.ଏନ୍‌.ଏ.): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କନ୍ତୋଲ ବଉଳ ମଣ୍ଡପ ସାହିର ପ୍ରକାଶ କୁମାର ନାୟକଙ୍କ ଘର ଉପରେ ବୋମାମାଡ଼ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ପ୍ରକାଶଙ୍କ ଘର ଉପରକୁ ଲଗାତର ୩ଟି ବୋମା ଫିଙ୍ଗିଥିଲେ। ଫଳରେ ପ୍ରକାଶଙ୍କ…

ବିଚାରାଧୀନ କଏଦୀ ମୃତ

କେନ୍ଦୁଝର,୨୦।୧୨(ସ୍ବ.ପ୍ର.): କେନ୍ଦୁଝର ଜେଲରେ ଥିବା ଜଣେ ବିଚାରାଧୀନ କଏଦୀଙ୍କ ଜିଲା ଡାକ୍ତରଖାନାରେ ଶୁକ୍ରବାର ପୂର୍ବାହ୍ନରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତକ ହେଲେ ହରିଚନ୍ଦନପୁର ବ୍ଲକ ମିଶ୍ର ମାଳ ଗ୍ରାମର ଟୁରୀ ମୁଣ୍ଡା(୫୭)। ସେ ପୋକ୍ସୋ ଆକ୍ଟରେ ଗିରଫ ହୋଇ ହାଜତରେ…

ଖୋର୍ଦ୍ଧା ଅବକାରୀ ବିଭାଗର ଚଢ଼ାଉ: ୧୮ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ,୨୦।୧୨: ଖୋର୍ଦ୍ଧା ଅବକାରୀ ବିଭାଗ ପକ୍ଷରୁ ବାଘମାରୀ ଥାନାର କୋଟପଲ୍ଲା ଛକରେ ଶୁକ୍ରବାର ଚଢ଼ାଉ କରାଯାଇ ୧୮ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ବ୍ରାଉନସୁଗାର ବିକ୍ରି ଘଟଣାରେ ବାଘମାରୀ ଥାନା ଓସ୍ତପୁର ଗାଁର ମହେଶ୍ୱର ବେହେରା ଓରଫ ମହିଆ(୪୦)ଙ୍କୁ ଗିରଫ…

ପେଟ୍ରୋଲ ପମ୍ପରୁ ଲୁଟ୍‌: କର୍ମଚାରୀଙ୍କୁ ମାଡ଼ ମାରି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ମାର୍ଶାଘାଇ,୨୦।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ୫ନଂ. ଜାତୀୟ ରାଜପଥ ମାର୍ଶାଘାଇ କ୍ରସିଂ ଛକ ଓ ହଜାରୀ ଛକ ମଧ୍ୟରେ ଥିବା ପେଟ୍ରୋଲ ପମ୍ପରୁ ଲୁଟ୍‌ ହୋଇଥିବା ନେଇ ଶୁକ୍ରବାର ଥାନାରେ ଅଭିଯୋଗ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ ଏକ…

ରବିବାର ବାରବାଟୀରେ ଖେଳାଯିବ ଭାରତ-ଓ୍ବେଷ୍ଟଇଣ୍ଡିଜ ଅନ୍ତିମ ଦିନିକିଆ, ସୁରକ୍ଷା ବ୍ୟବସ୍ଥା ତଦାରଖ କଲେ ପୋଲିସ ଡିଜି

କଟକ ଅଫିସ,୨୦।୧୨: ରବିବାର କଟକର ବାରବାଟୀରେ ଖେଳାଯିବ ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଅନ୍ତିମ ତଥା ୩ୟ ମ୍ୟାଚ୍‌। ଏହା ପୂର୍ବରୁ ଶୁକ୍ରବାର ପୋଲିସ ଡିଜି ଅଭୟ ଷ୍ଟାଡିୟମର ସୁରକ୍ଷା ବ୍ୟବସ୍ଥା ତଦାରଖ କରିଛନ୍ତି। ତାଙ୍କ ସହ ପୋଲିସ କମିଶନର, କଟକ ଡିସିପି ପ୍ରମୁଖ…

ହାତୀପଲଙ୍କ ଉପଦ୍ରବ: ଭାଙ୍ଗିଲେ ଘର

ଆନନ୍ଦପୁର,୨୦।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କାଠକଟା ପଞ୍ଚାୟତ କୁଶବଣିଆ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିର ହାତୀପଲ ପଶି ଉପଦ୍ରବ କରିଛନ୍ତି। ହାତୀପଲ ଗ୍ରାମର ମାଳତୀ ମହାକୁଡ଼ଙ୍କ ଘର ସମ୍ପୂର୍ଣ୍ଣ ଭାଙ୍ଗି ତାଙ୍କ ପରିବାରକୁ ବେସାହାରା କରିବା ସହିତ ଫସଲ ନଷ୍ଟ…

ରାତିଅଧିଆ ବିଧାୟକଙ୍କ ଭଦ୍ରକ ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ

ଭଦ୍ରକ ଅଫିସ,୨୦।୧୨: ଭଦ୍ରକ ବିଧାୟକ ସଞ୍ଜୀବ ମଲିକ ଗୁରୁବାର ବିଳମ୍ବିତ ରାତିରେ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି। ସେ ରାତିରେ ରୋଗୀସେବା ନିରୀକ୍ଷଣ କରିବା ସହ ରୋଗୀଙ୍କୁ କିଭଳି ସେବା ଦିଆଯାଉଛି, ଖାଦ୍ୟ ଠିକ୍‌ ଭାବେ ଦିଅଯାଉଛି କି…

ଜେଲ୍‌ ଗଲେ ବିଡିଏ ସେକ୍ସନ ଅଫିସର

କଟକ ଅଫିସ,୨୦।୧୨: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ସେକ୍ସନ ଅଫିସର (ଏଷ୍ଟାବ୍ଲିଷମେଣ୍ଟ) ବିଭୂତି ଭୂଷଣ ରାୟଙ୍କୁ ଗୁରୁବାର ଗିରଫ କରି କୋର୍ଟଚାଲାଣ କରାଯାଇଥିଲା। କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଏ ନେଇ ଭୁବନେଶ୍ୱର ଭିଜିଲାନ୍ସ…

ଦନ୍ତାହାତୀ ଆକ୍ରମଣରେ ଚାଷୀଙ୍କ ଜୀବନଗଲା

ପରଜଙ୍ଗ,୨୦।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ମହାବୀରୋଡ୍‌ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ରୋଡ଼ ପଞ୍ଚାୟତ କୁନ୍ଦନଦେଇପୁର ଗ୍ରାମ ଗୁଡ଼ିଆନାଳି ବେରଣା ନିକଟରେ ଦନ୍ତାହାତୀ ଆକ୍ରମଣରେ ଶୁକ୍ରବାର ଜଣେ ଚାଷୀଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ପରଜଙ୍ଗ ଥାନା ରୋଡ୍‌ ଗାଁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?