ଆମ ଜିଲା ଖବର

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ: ଏକକାଳୀନ ୩ ସ୍ଥାନରେ ଚଢ଼ାଉ

ବାରିପଦା ଅଫିସ,୧୯।୧୨: ମୟୂରଭଞ୍ଜ ଜିଲା ବାରିପଦା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ସହକାରୀ ଯନ୍ତ୍ରୀ ଦୁର୍ଗାମାଧବ ମିଶ୍ରଙ୍କ ଘରେ ଭିଜିଲାନ୍ସ ଟିମ୍‌ ପକ୍ଷରୁ ଚଢ଼ାଉ କରାଯାଇଛି। ଯନ୍ତ୍ରୀଙ୍କ ନାମରେ ଆୟ ବହିଃର୍ଭୂତ ମାମଲା ରୁଜୁ ହୋଇଥିବାରୁ ଏହି ଚଢ଼ାଉ କରାଯାଉଥିବା ପ୍ରକାଶ।…

ପର୍ଯ୍ୟଟନସ୍ଥଳର ବିକାଶ

ବୌଦ୍ଧ ଜିଲା ପର୍ଯ୍ୟଟନ କ୍ଷେତ୍ରର ଗନ୍ତାଘର। ପ୍ରାଚୀନ କୀର୍ତ୍ତିରାଜି, ଐତିହାସିକ କଳାକୃତି ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ଏହି ଜିଲାରେ ଭରି ରହିଛି। ଏଠାରେ ଥିବା ଇକୋ ଟୁରିଜମର ପର୍ଯ୍ୟାପ୍ତ ସୁଯୋଗ ଜିଲାର ବିକାଶ ପାଇଁ ବାଟ ଫିଟାଇଛି। ତଥାପି ପର୍ଯ୍ୟଟନସ୍ଥଳର ଉନ୍ନତି…

ସ୍ତ୍ରୀ ଅଧିକାର ନ ମିଳିବାରୁ ହତ୍ୟା

ବାଲେଶ୍ୱର ଅଫିସ,୧୯।୧୨: ବାଲେଶ୍ୱର ଜିଲା ସହଦେବଖୁଣ୍ଟା ମଡେଲ ଥାନା ଅଧୀନ ଗୁଡ଼ିପଦା ଅଞ୍ଚଳରେ ବୁଧବାର ଭୋର୍‌ ସମୟରେ ଏକ ହତ୍ୟାକାଣ୍ଡ ଘଟିଛି। ଭାରତୀୟ ଖାଦ୍ୟ ନିଗମ ବାଲେଶ୍ୱର ଶାଖା ଅଫିସ୍‌ରେ ଜଗୁଆଳି ଭାବେ କାର୍ଯ୍ୟ କରୁଥିବା ବଢ଼ା ମାରାଣ୍ଡି (୪୮)ଙ୍କ ମୃତଦେହ…

ହଳଦିଆ ବାହାଳରେ ହାତୀ ଆତଙ୍କ

ଓଡ଼ାପଡ଼ା,୧୯।୧୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ମେରାମଣ୍ଡଳୀ ସେକ୍ସନ ଅଞ୍ଚଳରେ ୬୦ ହାତୀ ଉପଦ୍ରବ ଚଳାଇଛନ୍ତି। ଫଳରେ ଅଞ୍ଚଳବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ବୁଧବାର ପ୍ରାୟ ଭୋର ସମୟରେ ଉକ୍ତ ହାତୀପଲ ବ୍ରାହ୍ମଣୀ ନଦୀ ପାର ହୋଇ ସୁରଭୀ, ବିଡ଼ୋ, ତାଳଡଙ୍ଗା…

ପୋଲିସ ଉପରକୁ ଗୁଳି ଚାଳନା ମାମଲା: ଅଭିଯୁକ୍ତଙ୍କୁ ୫ ବର୍ଷ ଜେଲ୍‌, ଜରିମାନା

କଟକ ଅଫିସ,୧୯।୧୨: ୨୦୧୦ ଜୁନ୍‌ ୨୪ ତାରିଖରେ କଟକ ଓଡ଼ିଆ ବଜାର ନିକଟରେ ଏକ ଗଣ୍ଡଗୋଳ ଘଟିଥିଲା। ଖବରପାଇ ଏଏସ୍‌ଆଇ ପ୍ରିୟବ୍ରତ୍ତ ଦାସଙ୍କ ସମେତ ଅନ୍ୟ ପୋଲିସ କର୍ମଚାରୀ ପିସିଆର ଭ୍ୟାନ୍‌ରେ ସେଠାକୁ ଯାଇଥିଲେ। ମାତ୍ର ଗଣ୍ଡଗୋଳ କରୁଥିବା ସୟଦ୍‌ ଖାନ୍‌…

ଉଦାହରଣ ପାଲଟିଲା କୁଲାଡ଼ ଆଲୁମିନିୟମ ଉଚ୍ଚ ବିଦ୍ୟାଳୟ: ମୋ ସ୍କୁଲ ଅଭିଯାନରେ ୪.୧୮ ଲକ୍ଷ ଆଦାୟ

ବଅଁରପାଳ, ୧୯।୧୨(ଡି.ଏନ.ଏ.) – ବିଦ୍ୟାଳୟର ବିକାଶ ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରାୟୋଜିତ ମୋ ସ୍କୁଲ ଅଭିଯାନରେ ବଅଁରପାଳ ବ୍ଲକ କୁଲାଡ଼ସ୍ଥିତ ଆଲୁମିନିୟମ ଉଚ୍ଚ ବିଦ୍ୟାଳୟ ଉଦାହରଣ ସୃଷ୍ଟି କରିଛି। ପୁରାତନ ଛାତ୍ରୀଛାତ୍ରଙ୍କ ସହଯୋଗରେ ବିଦ୍ୟାଳୟକୁ ୪ ଲକ୍ଷ ୧୮ ହଜାର…

ବିଡିଏ ସେକ୍ସନ ଅଫିସରଙ୍କ ଘରେ ଭିଜିଲାନ୍ସ ଯାଞ୍ଚ: ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଠାବ

କଟକ ଅଫିସ, ୧୯।୧୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ସେକ୍ସନ ଅଫିସର (ଏଷ୍ଟାବ୍ଲିସମେଣ୍ଟ) ବିଭୂତି ଭୂଷଣ ରାୟଙ୍କ ଘରେ ବୁଧବାର ଭିଜିଲାନ୍ସ ଟିମ୍‌ ଯାଞ୍ଚ କରିଛି। ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ ପକ୍ଷରୁ ଜାରି…

ସୁବର୍ଣ୍ଣ ଜୟନ୍ତୀ ଲୋଗୋ ଉନ୍ମୋଚନ ଉତ୍ସବ: ତାଳଚେର କଲେଜକୁ ୟୁନିଭରସିଟି କରିବାକୁ ଦାବି

ତାଳଚେର,୧୯ା୧୨(ନି.ପ୍ର.) – ତାଳଚେର ସ୍ବୟଂଶାସିତ ମହାବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରତୀକ (ଲୋଗୋ) ଉନ୍ମୋଚନ ଉତ୍ସବ ବୁଧବାର କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥିଭାବେ ରାଜ୍ୟ ଶକ୍ତି, ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଯୋଗଦେଇ…

ବାରବାଟୀ-କଟକ ନିର୍ବାଚନୀ ମାମଲା: ପିଟିଶନ ଖାରଜ କରିବାକୁ ଯୁକ୍ତି

କଟକ ଅଫିସ,୧୯।୧୨ : ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ ନିର୍ବାଚନୀ ସତ୍ୟପାଠରେ ତଥ୍ୟ ଲୁଚାଇଛନ୍ତି। ତେଣୁ ତାଙ୍କ ସଭ୍ୟପଦକୁ ରଦ୍ଦ କରିବା ପାଇଁ ପରାଜିତ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ହାଇକୋର୍ଟରେ ଏକ ମାମଲା ରୁଜୁ କରିଥିଲେ। ବୁଧବାର ଉକ୍ତ ମାମଲାର ଶୁଣାଣି…

ସିସିଟିଭିରେ ଲଢ଼େଇ ଦେଖୁଛି ବନ ବିଭାଗ: ସୁନ୍ଦରୀକୁ ଝାମ୍ପ ଦେଉଛି ପୁରୁଣା ବାଘୁଣୀ

ବନ୍ତଳା,୧୯ା୧୨(ଡି.ଏନ.ଏ.)- ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟର ରାଇଗୁଡା ରେଞ୍ଜ ଏନକ୍ଲୋଜର ମଧ୍ୟରେ ଥିବା ବାଘୁଣୀ ସୁନ୍ଦରୀ ସହ ଲଢ଼େଇ କରିବାକୁ ତୟାର ହେଉଛି ପୁରୁଣା ବାଘୁଣୀ। ଅଭୟାରଣ୍ୟରେ ସ୍ଥିତି ଜାହିର ତଥା ନିଜ ସୀମା ନିର୍ଦ୍ଧାରଣ ପାଇଁ ଅଧିକାଂଶ ଦିନ…

ବଢ଼ତି ଭତା ପାଏବାରୁ ଦିବ୍ୟାଙ୍ଗ ବଁଚିତ୍‌

ଚିପିଲିମା, ୧୯।୧୨ (ଡି.ଏନ୍‌.ଏ.)- ରାଏଜ୍‌ ସରକାରକଁର ତରଫୁ ଦିବ୍ୟାଙ୍ଗମାନେ ବଢ଼ତି ଭତା ଟଁକା ପାଏବେ ବଲି ଘୋଷନା କରାଯାଇଛେ। ହେଲେ ସମ୍ବଲପୁର ଜିଲା ଧନକଉଡ଼ା ବ୍ଲକରେ ଇତାର ଉଲଟା ଦେଖ୍‌ବାକେ ମିଲୁଛେ। ଧନକଉଡ଼ା ବ୍ଲକ ଅଧୀନ କର୍ଡ଼ୋଲା ପଁଚେତ୍‌ରେ ଇତାର ଗୁଟେ…

ପୌରପାଳିକା ଜାଗାରୁ ଚୋରା ଚାଲାଣ ହେଉଛି ମାଟି: ରାତିରେ ତାଡ଼ି ନିଆଯାଇଛି ଶହ ଶହ ଟ୍ରିପ୍‌

ଅନୁଗୋଳ ଅଫିସ, ୧୯।୧୨- ଅନୁଗୋଳ ପୌରପାଳିକାକୁ ଡମ୍ପିଂୟାର୍ଡ୍‌ ପାଇଁ ମିଳିଥିବା ୫ ଏକର ଜାଗାରୁ ରାତିରେ ହେଉଛି ମାଟି ଚୋରା ଚାଲାଣ। ଜେସିବି ଓ ଟିପ୍ପର ଲଗାଇ ମାଫିଆମାନେ ଶହ ଶହ ଟ୍ରିପ୍‌ ମାଟି ତାଡ଼ି ନେଇ ଆଣ୍ଠୁଏ ଖାଲ କରିଦେଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?