ଆମ ଜିଲା ଖବର

ସ୍ତ୍ରୀଙ୍କୁ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ମାମଲା: ଅଭିଯୁକ୍ତ ସ୍ବାମୀଙ୍କୁ ୧୦ ବର୍ଷ ଜେଲ

ଅନୁଗୋଳ ଅଫିସ, ୧୯।୧୨ – ସ୍ତ୍ରୀଙ୍କୁ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ମାମଲାର ବିଚାର କରି ଅନୁଗୋଳ ଜିଲା ଓ ଦୌରାଜଜ୍‌ କୋର୍ଟ ଅଭିଯୁକ୍ତ ସ୍ବାମୀ ଅନୁଗୋଳ ଥାନା ଜାମୁନାଳିର ବିରଞ୍ଚତ୍ ପଟ୍ଟନାୟକ(୪୯)ଙ୍କୁ ୧୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିବା ସହ ୧୦…

ଭାଜପା ଜିଲା ସଭାପତି ଚୟନ: ରାଜ୍ୟ ନେତୃବୃନ୍ଦଙ୍କ ହାତରେ ନିଷ୍ପତ୍ତି

ଢେଙ୍କାନାଳ ଅଫିସ,୧୯ା୧୨ – ଢେଙ୍କାନାଳ ଜିଲା ଭାଜପା ସଭାପତି ନିର୍ବାଚନ ପାଇଁ ଦଳୀୟ ରାଜନୈତିକ ବାତାବରଣ ସରଗରମ ହୋଇଛି । ଗତ ୧୩ ତାରିଖରେ ସ୍ଥାନୀୟ ଗୋପୀନାଥ ଗାର୍ଡେନଠାରେ ସଙ୍ଗଠନର ବୈଠକ ଅନୁଷ୍ଠିତ ହୋଇଥିଲେ ହେଁ ସଭାପତି ପଦ ପାଇଁ କୌଣସି…

ଶକ୍ତି, ଶିଳ୍ପ ଓ ଗୃହ ମନ୍ତ୍ରୀଙ୍କ ସମୀକ୍ଷା: ୯ ସୁଦ୍ଧା ଏନ୍‌ଟିପିସି କାର୍ଯ୍ୟର ପ୍ରଗତି ଜଣାଇବାକୁ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ, ୧୯ା୧୨ – ଢେଙ୍କାନାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ବୁଧବାର ସନ୍ଧ୍ୟା ୬ଟାରେ ରାଜ୍ୟ ଶକ୍ତି, ଶିଳ୍ପ, ଅଣୁ କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ତଥା ଜିଲା ଯୋଜନା କମିିଟି ଅଧ୍ୟକ୍ଷ କ୍ୟାପଟେନ…

ଶ୍ରୀକ୍ଷେତ୍ରକୁ ଜଗିଛି ଅଚଳ ସିସିଟିଭି କ୍ୟାମେରା

ପୁରୀ ଅଫିସ, ୧୯।୧୨ : ଅନ୍ତର୍ଜାତୀୟ ପର୍ଯ୍ୟଟନ ସହର ଶ୍ରୀକ୍ଷେତ୍ର। ଦୈନିକ ଏଠାକୁ ଦେଶ ବିଦେଶର ଲକ୍ଷାଧିକ ଭକ୍ତ ଆସିଥାନ୍ତି। ସେମାନେ ମହାପ୍ରଭୁଙ୍କ ଦର୍ଶନ କରିବା ସହିତ ବେଳାଭୂମିର ମଜା ନେଇଥାନ୍ତି। ଶ୍ରୀମନ୍ଦିର ସୁରକ୍ଷା ଏବଂ ଅପରାଧିକ ଗତିବିଧି ଉପରେ ନଜର…

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ

ଦାରିଙ୍ଗବାଡି,୧୯ା୧୨(ଡି.ଏନ୍‌.ଏ.)-କନ୍ଧମାଳ ଜିଲାର ବିଭିନ୍ନ ବ୍ଲକରେ ପଞ୍ଚାୟତିରାଜ, ପାନୀୟଜଳ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଦ୍ୱାରା ବହୁ ପ୍ରକଳ୍ପ ଉଦ୍‌ଘାଟିତ ହୋଇଯାଇଛି। ବୁଧବାର ଦାରିଙ୍ଗବାଡି ବ୍ଲକ ପ୍ଲିହେରୀ ପଞ୍ଚାୟତର ୩୫ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ନୂତନ କୋଠା…

ଫୁଲବାଣୀରେ ଆରମ୍ଭ ହେଲା କଳିଙ୍ଗ ହର୍ବାଲ ମେଳା

ଫୁଲବାଣୀ ଅଫିସ,୧୯ା୧୨-କନ୍ଧମାଳ ଜିଲା ଫୁଲବାଣୀସ୍ଥିତ କରୋନେସନ ପଡିଆରେ ମଙ୍ଗଳବାର ସନ୍ଧ୍ୟାରେ ଆଞ୍ଚଳିକ କଳିଙ୍ଗ ହର୍ବାଲ ମେଳା ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟ ମେଡିଶିନାଲ ପ୍ଲାଣ୍ଟ ବୋର୍ଡ ପକ୍ଷରୁ ଏବଂ ଫୁଲବାଣୀ ବନଖଣ୍ଡ ଆନୁକୁଲ୍ୟରେ ଅନୁଷ୍ଠିତ ଏହି ମେଳାକୁ ଅତିରିକ୍ତ ପିସିସିଏଫ ତଥା ରାଜ୍ୟ…

ଶ୍ୱେତଗଙ୍ଗା କୂଳରେ ଶ୍ୱେତ ରାଜା

ପରମ ପାବନ ନୀଳାଚଳ କ୍ଷେତ୍ରରେ ରହିଥିବା ପଞ୍ଚତୀର୍ଥ ପ୍ରତି ସମସ୍ତଙ୍କ ଆସ୍ଥା ଓ ବିଶ୍ୱାସ ରହିଛି। ପଞ୍ଚତୀର୍ଥରେ ବୁଡ଼ ପକାଇଲେ ପୁରୀକୁ କରିଥିବା ତୀର୍ଥଯାତ୍ରା ସଫଳ ହୁଏ ବୋଲି ଲୋକେ ବିଶ୍ୱାସ ରଖନ୍ତି। ତେବେ ଏହି ପଞ୍ଚତୀର୍ଥ ମଧ୍ୟରୁ ଅନ୍ୟତମ ତୀର୍ଥ…

ଜୁଡ଼ାବାଲି ପଞ୍ଚାୟତରେ ମାଓବାଦୀ ପୋଷ୍ଟର: ଜେଏମ୍‌ଆଇ ଛାତ୍ରୀଛାତ୍ରଙ୍କୁ ଆକ୍ରମଣର ନିନ୍ଦା

ବାଲିଗୁଡା/କୋଟଗଡ,୧୯ା୧୨(ଡି.ଏନ୍‌.ଏ.)- ୮ ମାସର ନୀରବତା ପରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ କୋଟଗଡରେ ମାଓବାଦୀମାନେ ପୁଣି ନିଜର ସ୍ଥିତି ଜାହିର କରିଛନ୍ତି। ବୁଧବାର କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଥିଲା। ଏହା ପୂର୍ବରୁ…

ଛତିଶା ନିଯୋଗ ବୈଠକ: ଅଙ୍ଗାରକୁ ନେଇ ତୁମ୍ବିତୋଫାନ

ପୁରୀ ଅଫିସ,୧୯।୧୨: ଶ୍ରୀମନ୍ଦିର ଭିତରକୁ ଆସୁଛି ବାହାର ଅଙ୍ଗାର। ତାହା ପୁଣି ରୋଷଘରେ ବ୍ୟବହାର ହେଉଛି। ପ୍ରସ୍ତୁତ କରାଯାଉଛି ଆନନ୍ଦ ବଜାରରେ ବିକ୍ରି କରାଯାଉଥିବା ଭୋଗ (କୋଠଭୋଗ ନୁହେଁ)। ଅଳ୍ପ କେତେଜଣ ସୁଆର ସେବକ ଏଭଳି ଲାଭଖୋର ମନୋବୃତ୍ତି ରଖି ହିତାହିତ…

ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌: ଭକ୍ତ ଦେଖିପାରିବେ ସବୁଜ ବଳୟ

ପୁରୀ ଅଫିସ, ୧୯।୧୨ : ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ର ଚିତ୍ର ବଦଳିବ। ଏହାର ସୌନ୍ଦର୍ଯ୍ୟକରଣ କରାଯିବ। ଏଥିପାଇଁ ଉଚ୍ଛେଦ ଅଭିଯାନ ଜାରି ରହିଥିବାବେଳେ କେତେକ କାମ ମଧ୍ୟ ଚାଲିଛି। ନୂତନ ବ୍ୟାରିକେଡ ନିର୍ମାଣ ସହ ଭକ୍ତଙ୍କ ପାଇଁ ସ୍ଥାୟୀ ଜୋତା ଓ…

ସଂଶୋଧିତ ଭୋଟର ତାଲିକା ପାଇଁ ପ୍ରକ୍ରିୟା ଆରମ୍ଭ

ପୁରୀ ଅଫିସ,୧୯।୧୨ : ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧିତ ଭୋଟର ତାଲିକା ପ୍ରକାଶନ ନିମନ୍ତେ ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ଜାନୁୟାରୀ ପହିଲା ସୁଦ୍ଧା ୧୮ବର୍ଷ ପୂରଣ ହେଉଥିବା ନାଗରିକମାନେ ଏହି…

ମହିଳାଙ୍କୁ ହତ୍ୟା ଘଟଣା :  ଅଭିଯୁକ୍ତ ଟୁନାଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର ଅଫିସ,୧୯ା୧୨-ଗଞ୍ଜାମ ଜିଲା ଅତିରିକ୍ତ ଦୌରା ଜଜ (ଏଡିଜେ) -୧ ଡ.ପ୍ରସନ୍ନ କୁମାର ପଣ୍ଡା ଜଣେ ମହିଳାଙ୍କୁ ବିୟର ବୋତଲରେ ଭୁସି ହତ୍ୟା କରାଯାଇଥିବା ମାମଲାର ବୁଧବାର ଶୁଣାଣି କରିଥିଲେ। ଅଭିଯୁକ୍ତ ଟୁନା ଡାକୁଆଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?