ଆମ ଜିଲା ଖବର

ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌: ଭଙ୍ଗା ହେଲା ୨ ଲଜ୍‌, ଘରୋଇ କୋଠା

ପୁରୀ ଅଫିସ,୧୯।୧୨: ଶ୍ରୀମନ୍ଦିର ଚୌହଦିରେ ଉଚ୍ଛେଦ ଜାରି ରହିଛି। ପ୍ରଥମେ ମଠ ଏହାପରେ ଘରୋଇ କୋଠା ଉଚ୍ଛେଦ ପରେ ବୁଧବାର ୨ଟି ଲଜ୍‌ ଏବଂ ଗୋଟିଏ ଘରୋଇ କୋଠା ଭଙ୍ଗାଯାଇଛି। ଗଡ଼ନ୍ତି ଛକଠାରେ ଥିବା କାଳୀଚରଣ ଲଜ୍‌ ଓ ରାୟବାହାଦୁର ଲଜ୍‌…

ଋଣ ପରିଶୋଧକୁ ନେଇ ଉନ୍ମତକାଣ୍ଡ : ଖେଳଣା ବନ୍ଧୁକ ସହ ଅଧ୍ୟାପକ ଗିରଫ

ବ୍ରହ୍ମପୁର ଅଫିସ,୧୯ା୧୨-ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଧର୍ମନଗରସ୍ଥିତ ବଜାଜ ଫାଇନାନ୍ସ କମ୍ପାନୀ ସମ୍ମୁଖରେ ବୁଧବାର ସନ୍ଧ୍ୟାରେ ଜଣେ ଅଧ୍ୟାପକଙ୍କ ଉନ୍ମତକାଣ୍ଡ ଦେଖିବାକୁ ମିଳିଛି। ହାତରେ ଖେଳଣା ବନ୍ଧୁକ ଧରି ସେଠାରେ ସମସ୍ତଙ୍କୁ ଭୟଭୀତ କରୁଥିଲେ। ଟାଉନ ଥାନା ଅଧିକାରୀ ସୁରେଶ କୁମାର…

ଗଞ୍ଜେଇ ବେପାରୀଙ୍କୁ ୩ ବର୍ଷ ଜେଲ

ନିମାପଡ଼ା,୧୯।୧୨ (ଡି.ଏନ୍‌.ଏ.): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଅଭିଯୁକ୍ତ ପୂର୍ଣ୍ଣଚନ୍ଦ୍ର ମଲ୍ଲିକଙ୍କୁ ୩ବର୍ଷ ଜେଲ୍‌ ଦଣ୍ଡ ସହ ୨୦ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରାଯାଇଛି। ନିମାପଡ଼ା ସ୍ବତନ୍ତ୍ର ଅତିରିକ୍ତ ଜିଲା ଦୌରା ଜଜ୍‌ ପ୍ରଦୀପ୍ତ କୁମାର ସାହୁ ବୁଧବାର ଏହି ମାମଲାର…

୨ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର ଅଭିଯୋଗ : ପ୍ରତିବାଦରେ ଡିଇଓଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

ବ୍ରହ୍ମପୁର ଅଫିସ,୧୯ା୧୨-ବ୍ରହ୍ମପୁର ଆସ୍କାରୋଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୨ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଥିବା ଅଭିଯୋଗ ହୋଇଛି । ଏହାର ପ୍ରତିବାଦରେ ବୁଧବାର ଜିଲା ଶିକ୍ଷାଧିକାରୀ (ଡିଇଓ)ଙ୍କ କାର୍ଯ୍ୟାଳୟ ଆଗରେ ଓଡିଶା ମିଳିତ ବିଦ୍ୟାଳୟ ପାଚିକା-ସହାୟିକା ସଂଘ ସମର୍ଥନରେ ଦୁଇ…

ବେଆଇନ ବାଲି ଚାଲାଣ:  ୯ ଟ୍ରାକ୍ଟର ଜବତ, ୯ ଗିରଫ

ଆସିକା,୧୯ା୧୨(ଡି.ଏନ୍‌.ଏ.) -ଆସିକା ଥାନା କୋଟିନଡା ଫାଣ୍ଡି ଅନ୍ତର୍ଗତ ଜୟପୁର-ପଢାଳ ମଧ୍ୟରେ ଋଷିକୁଲ୍ୟା ନଦୀରୁ ବେଆଇନ ଭାବେ ବାଲି ଚାଲାଣ ହେଉଥିବାବେଳେ ପୋଲିସ ୯ଟି ଟ୍ରାକ୍ଟର ଜବତ କରିଛି। ଏହି ମାମଲାରେ ପୋଲିସ ୯ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ…

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଣ୍ଟାପଡ଼ା,୧୯।୧୨ (ଡି.ଏନ୍‌.ଏ.): ଗୋବିନ୍ଦପୁର ଥାନା ଅନ୍ତର୍ଗତ ପାଟସୁନ୍ଦରପୁର ଗ୍ରାମରୁ ବୁଧବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ସେ ହେଲେ ଏହି ଗ୍ରାମର ବିଶ୍ୱରଞ୍ଜନ ସ୍ବାଇଁ। ସୂଚନା ଅନୁଯାୟୀ, ବିଶ୍ୱରଞ୍ଜନ ପାରିବାରିକ ସମସ୍ୟା ଓ ଶାରୀରିକ ଅସୁସ୍ଥତା କାରଣରୁ…

ରାଜ୍ୟସ୍ତରୀୟ ଯୁବ ମହୋତ୍ସବ ଉଦ୍‌ଘାଟିତ

ଭଦ୍ରକ ଅଫିସ, ୧୯।୧୨- ରାଜ୍ୟ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ଆନୁକୂଲ୍ୟରେ ଭଦ୍ରକ ନେହେରୁ ଷ୍ଟାଡିୟମରେ ବୁଧବାର ସନ୍ଧ୍ୟାରେ ୨୫ତମ ରାଜ୍ୟସ୍ତରୀୟ ଯୁବ ମହୋତ୍ସବ ଉଦ୍‌ଘାଟିତ ହୋଇଛି। ମୁଖ୍ୟଅତିଥି ଭାବେ ରାଜ୍ୟ ଉଚ୍ଚଶିକ୍ଷା, କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ…

ରାଜସ୍ବ ଗ୍ରାମ ଦାବିରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ନୟାଗଡ଼ ଅଫିସ,୧୯।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ରାଣୀପଡ଼ା ପଞ୍ଚାୟତ ବିରିଡିହି ଗ୍ରାମକୁ ରାଜସ୍ବ ଗ୍ରାମ ପ୍ରଦାନ ଦାବି କରାଯାଇଛି। ଏ ନେଇ ଗ୍ରାମବାସୀ ବୁଧବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଅଭିଯୋଗ ଅନୁସାରେ, ବିରିଡିହି ଏକ ପଡ଼ାଗ୍ରାମ ହୋଇଥିବା ବେଳେ ଏହା…

ଗଛରୁ ପଡ଼ି ଛାତ୍ର ଗୁରୁତର : ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

କପ୍ତିପଦା,୧୯ା୧୨(ଡି.ଏନ୍‌.ଏ.)- କପ୍ତିପଦା ବ୍ଲକ୍‌ ଶରତ ଥାନା କେଶପଡ଼ା ଜୁରିଆ ସାହି ପ୍ରାଥମିକ ବିଦ୍ୟାଳୟର ଜଣେ ଛାତ୍ର ମଙ୍ଗଳବାର ଗଛରୁ ପଡ଼ି ଗୁରୁତର ଆହତ ହୋଇଛନ୍ତି ା ଏନେଇ ଗ୍ରାମବାସୀମାନେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ଅବହେଳାକୁ ଦାୟୀ କରିବା ସହିତ ବିଦ୍ୟାଳୟରେ ତାଲା ପକାଇ…

କାର୍ଯ୍ୟରେ ଅବହେଳା: ଶିକ୍ଷକ ନିଲମ୍ବିତ

କପ୍ତିପଦା,୧୯ା୧୨(ଡି.ଏନ୍‌.ଏ.)- କାର୍ଯ୍ୟରେ ଅବହେଳା କାରଣ ଯୋଗୁ କପ୍ତିପଦା ବ୍ଲକ ଅଧୀନରେ କାର୍ଯ୍ୟରତ ଜଣେ ସହକାରୀ ଶିକ୍ଷକଙ୍କୁ ବ୍ଲକ ଶିକ୍ଷାଧିକାରୀ(ବିଇଓ) ଶଶୀଧର ସିଂ ଚିଠି ନଂ.-୩୯୦୬ରେ ବୁଧବାର ନିଲମ୍ବନ କରିଛନ୍ତି ା ଶିକ୍ଷକ ଜଣକ ହେଲେ ଶାନ୍ତନୁ କୁମାର ଦାସ। ସେ ସରକାରୀ…

ଜରିମାନାରୁ ବର୍ତ୍ତିବା ପାଇଁ ଯୁବକଙ୍କ ନିଆରା ଉପାୟ

ବାରିପଦା ଅଫିସ,୧୯ା୧୨- ନୂତନ ମୋଟର ଯାନ ଆଇନ ଲାଗୁ ହେବା ପରେ ପୋଲିସ ଓ ପରିବହନ ବିଭାଗ ପକ୍ଷରୁ ଗାଡ଼ି ମୋଟର ଯାଞ୍ଚକୁ କଡ଼ାକଡ଼ି କରାଯାଇଛି। ଗାଡ଼ି ଚାଳକମାନଙ୍କଠାରୁ ଏଭଳି ଭାବେ ଜରିମାନା ଆଦାୟ କରାଯାଉଛି ଯେ, ଲୋକେ ଘରୁ ଗାଡ଼ିି…

ନୀଳଗିରିରେ ସାଧାରଣ ଉଦ୍ୟୋଗ ପ୍ରମୁଖ ସଚିବ

ସଜନାଗଡ଼,୧୯।୧୨(ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ସାଧାରଣ ଉଦ୍ୟୋଗ ବିଭାଗର ପ୍ରମୁଖ ସଚିବ ବିଜୟ ଆରୋଡ଼ା ବୁଧବାର ପୂର୍ବାହ୍ନରେ ବାଲେଶ୍ୱର ଜିଲା ନୀଳଗିରଗସ୍ତରେ ଆସି ବିଭିନ୍ନ ବିଭାଗୀୟ କାର୍ଯ୍ୟ ପରିଦର୍ଶନ କରିଛନ୍ତି। ପ୍ରମୁଖ ସଚିବ ଆରୋଡ଼ା ପ୍ରଥମେ ନୀଳଗିରି ମେଡ଼ିକାଲ ପରିଦର୍ଶନ କରି ଚିକତ୍ସାସେବା ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?