ଆମ ଜିଲା ଖବର

ସର୍ଟ ସର୍କିଟ ଯୋଗୁଁ ଚଳନ୍ତା କାରରେ ଲାଗିଗଲା ନିଆଁ, ଡ୍ରାଇଭର ଦୌଡି ଯାଇ…

ଧର୍ମଶାଳା,୧୩।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଷୋହଳ ନମ୍ବର ଜାତୀୟ ରାଜପଥର ସଙ୍କାରିଢିଅ ଫ୍ଲାଏ ଓଭର ବ୍ରିଜ ଉପରେ ଦୁର୍ଘଟଣା । ଏକ ଚଳନ୍ତା କାରରେ ନିଆଁ ଲାଗିଯାଇଛି । ତେବେ ଚାଳକଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ…

ପାଣି ଆଣିବାକୁ ଯାଇ କେନାଲରେ ଭାସିଗଲେ ମହିଳା, ଅପସ୍ମାର…

ଅତାବିରା,୧୩।୨(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଚକୁଳିଫାର୍ମର ଏକ କେନାଲରୁ ଭାସୁଥିବା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଶୁକ୍ରବାର ଜବତ କରାଯାଇଛି । ମୃତ ମହିଳାଙ୍କ ନାମ କୋଳପତି ବିରଭଦ୍ରା (୫୮) ବୋଲି ଜଣାପଡିଛି । ତେବେ…

କଣ୍ଟେନରରେ ରାଜ୍ୟ ବାହାରକୁ ଧାନ ଚାଲାଣ

ମହାକାଳପଡ଼ା,୧୩ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରୁ କୋଲକାତା, ଆନ୍ଧ୍ରପ୍ରଦେଶ, ରାୟପୁର, ଛତିଶଗଡ, ମଧ୍ୟପ୍ରଦେଶ, ବିହାର, ସିକିମ ଓ ନାଗାଲାଣ୍ଡ ଆଦି ରାଜ୍ୟକୁ ମୋଟା ଓ ବାସ୍‌ମତି ଧାନ ବଡ଼ ବଡ଼ ଟ୍ରକ୍‌ ଓ କଣ୍ଟେନରରେ ଚାଲାଣ କରାଯାଉଛି।…

ରାୟଗଡ଼ାରେ ମାଓବାଦୀ ପୋଷ୍ଟର, ଆଦିବାସୀଙ୍କୁ ନକ୍ସଲରେ ରଖି ଅତ୍ୟାଚାର…

ରାୟଗଡ଼ା,୧୩।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ବ୍ଲକ ବାଇସିଙ୍ଗ ପଞ୍ଚାୟତ ଅନ୍ତର୍ଗତ ଧୁମାଗୁଡ଼ା ବସଷ୍ଟପ ନିକଟରେ ମାଓବାଦୀ ପୋଷ୍ଟର ଦେଖାଯାଇଛି । ଏହି ପୋଷ୍ଟରଟି ସସିପିଆଇ ମାଓବାଦୀ ପକ୍ଷରୁ ଲେଖାଯାଇଥିବା ନେଇ କୁହାଯାଇଛି । ତେବେ ଏଥିରେ ସ୍ପଷ୍ଟ ଭାବେ ଲେଖାଯାଇଛି ଯେ,…

ହାତୀ ଭୟ: ରାତିରେ ଗଛ ଉପରେ ବିତୁଛି ଜୀବନ

ନୂଆପଡ଼ା,୧୩ା୨(ମକାରୁ ବେମାଲ): ହାତୀ ଭୟ ଯୋଗୁ ରାତି ହେଲେ ଲୋକେ ଗଛ ଉପରେ ଜୀବନ ବିତାଉଛନ୍ତି। ଏଭଳି ଦୃଶ୍ୟ ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ଭିତରେ ବାସ କରୁଥିବା ଦାତୁନାମା ଗାଁରେ ଦେଖିବାକୁ ମିଳିଛି। ପ୍ରାପ୍ତ ସୂଚନା…

ଦେବଗଡ ଥାନା ପୋଲିସକୁ ସଫଳତା, ଚୋରି ସାମଗ୍ରୀ ଠାବ ସହ ୨ଜଣଙ୍କୁ ବାନ୍ଧିଲା

ଦେବଗଡ,୧୩|୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନା ପୋଲିସ ବହୁ ପରିମାଣର ଚୋରି ସାମଗ୍ରୀ ଉଦ୍ଧାର କରିବାସହ ବସାଲଇ ଗ୍ରାମର ଦୁଷ୍ମନ୍ତ ପ୍ରଧାନ (୨୨) ଓ ବଣିଆକିଲିଣ୍ଡା ଗ୍ରାମର ରଞ୍ଜିତ ପାତ୍ର(୩୯)କୁ ଗିରଫ କରିଛି । ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ…

ସ୍କୁଲରେ ବିଜ୍ଞାନ ଶିକ୍ଷକଙ୍କ ‘ପ୍ରେମ ପାଠ’: ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ଥାନାରେ ମାମଲା ରୁଜୁ

ଦେବଗଡ,୧୨।୨(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟାଳୟରେ ଶିକ୍ଷକଙ୍କ ଅଭଦ୍ରାମି। ବିଜ୍ଞାନ ପାଠ ବଦଳରେ ଛାତ୍ରୀଙ୍କୁ ପଚାରୁଛନ୍ତି ‘ହଗ୍‌-ଡେ’ ଓ ‘ପ୍ରପୋଜ୍‌-ଡେ’। ଦେବଗଡ଼ ଜିଲା ରିଆମାଳ ବ୍ଲକରୁ ଆସିଛି ଏଭଳି ଏକ ସମ୍ବେଦନଶୀଳ ଖବର। କୁଣ୍ଢେଇଗୋଳା ସରକାରୀ ଉଚ୍ଚ ବିଦ୍ୟାଳୟର ଜଣେ ବିଜ୍ଞାନ ଶିକ୍ଷକଙ୍କ…

ଦିଗପହଣ୍ଡିରେ ଭାରତ ବନ୍ଦ ପ୍ରଭାବ: ବନ୍ଦ ରହିଲା ଦୋକାନ ବଜାର, ଗାଡ଼ି ଚଳାଚଳ; ରାଜ୍ୟ ରାଜପଥକୁ…

ଦିଗପହଣ୍ଡି,୧୨|୨(ଅଶେଷ ନାଥ ମିଶ୍ର) ବିଭିନ୍ନ କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଗୁରୁବାର ସର୍ବଭାରତୀୟ ସ୍ତରରେ ଡ଼ାକରା ଦିଆଯାଇଥିବା ଭାରତ ବନ୍ଦ ଦିଗପହଣ୍ଡିରେ ଶାନ୍ତିପୂର୍ଣ୍ଣ ଭାବେ ପାଳନ କରାଯାଇଛି। ଭାଜପା ନେତୃତ୍ଵାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ ଏନଡିଏ ସରକାର କେନ୍ଦ୍ରରେ ତୃତୀୟ ପାଳି…

ମୁନିଗୁଡ଼ା ଅଞ୍ଚଳରେ ବାଘ ଆତଙ୍କ: ବାଛୁରୀକୁ ମାରି ଖାଇଲା, ପାଦଚିହ୍ନ ଦେଖି ଲୋକେ ଛାନିଆ…

ମୁନିଗୁଡା,୧୨।୨ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ରେଞ୍ଜ ଅନ୍ତର୍ଗତ ଜଗଦଳପୁର ନିକଟସ୍ଥ ଡ଼ିମିରିଗୁଡାର ପଞ୍ଜାବାଲି ଛକ ନିକଟରେ ବାଘ ଆତଙ୍କ ଦେଖାଯାଇଛି। ବୁଧବାର ରାତିରେ ଡ଼ିମିରିଗୁଡା ନିକଟରେ ବାଘଟି ଗୋଟିଏ ବାଛୁରୀକୁ ମାରି ଖାଇଥିବା ବେଳେ ଘଟଣା ସ୍ଥଳରେ…

ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ: କଠିନ ପରିଶ୍ରମ କରି…

ଦିଗପହଣ୍ଡି,୧୨ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଛି। ଶିକ୍ଷକ ଜଗଦୀଶ ସାହୁ ବେଦମନ୍ତ୍ର ପାଠ କରିବା ପରେ ପ୍ରଧାନ ଶିକ୍ଷୟତ୍ରୀ ବିଷ୍ଣୁପ୍ରିୟା ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣ ସଭାରେ ଦିଗପହଣ୍ଡି…

ନୂଆ ରୂପ ନେଉଛି ବରଗଡ଼, ବିସ୍ଥାପିତଙ୍କ ପାଇଁ ନୂତନ ସୁପର ମାର୍କେଟ୍‌ କମ୍ପ୍ଲେକ୍ସ, ବିଧାୟକ କଲେ …

ବରଗଡ଼,୧୨।୨(ପ୍ରେମାନନ୍ଦ ଖମାରୀ)- ନୂଆ ସରକାର ଆସିବା ପରେ ବରଗଡ଼ ସହରର ନବକଳେବର ହେଉଛି। ଧନୁଯାତ୍ରା ମହୋତ୍ସବରେ ନୂତନତ୍ତ୍ୱ ଆସିଥିବାବେଳେ ସହରର ପ୍ରମୁଖ ସମସ୍ୟା ଯାତାୟାତ, ନର୍ଦ୍ଦମା ଜଳ ନିଷ୍କାସନ(ଡ୍ରେନେଜ୍‌) ଏବଂ ଅନ୍ୟ ସମସ୍ୟାକୁ ଏଡ଼ାଇବା ପାଇଁ ଅଧିକ ଗୁରୁତ୍ୱ ଦିଆଯାଉଛି। ଏହି…

ପୁଣି ଥରେ ଅଜିତ ହେଲେ କଳାହାଣ୍ଡି ଜିଲା ଛାତ୍ର ବିଜେଡି ସଭାପତି, ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା, ୧୨ା୨(ପ୍ରଦୀପ କୁମାର ସାହୁ): ରାଜ୍ୟ ବିଜେଡି ସଭାପତି ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ବିଭିନ୍ନ ଜିଲାର ଯୁବ ସଭାପତିଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ କଳାହାଣ୍ଡି ଜିଲା ପାଇଁ ଛାତ୍ର ବିଜେଡି ଯୁବ ସଭାପତି ଭାବେ ଛାତ୍ର ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?