ଆମ ଜିଲା ଖବର

ଭିଜିଲାନ୍ସର ରେକର୍ଡପତ୍ର ଯାଞ୍ଚ: ସ୍ବୀକାର କଲେ ଅଧ୍ୟକ୍ଷ

ପୁରୀ ଅଫିସ,୧୯ା୧୦: ପୁରୀ ଗୋପବନ୍ଧୁ ଆୟୁର୍ବେଦ କଲେଜ ସମ୍ମିଳନୀ କକ୍ଷ ଭଡା ବାବଦ ଆଦୟ ଅର୍ଥରେ ବ୍ୟାପକ ଅନିୟମିତତା ହୋଇଛି। ଗତ ସେପ୍ଟେମ୍ବର ୧୧ରେ ଏନେଇ ଧରିତ୍ରୀରେ ଏକ ଖବର ପ୍ରକାଶ ପାଇଥିଲା। ଶୁକ୍ରବାର ପୁରୀ ଦୁର୍ନୀତି ନିବାରଣ ସଂସ୍ଥା କଲେଜରେ…

ପାରାଦୀପ : ପୌରପାଳିକାରେ ସାମିଲ ହେବାକୁ ବସ୍ତିବାସିନ୍ଦାଙ୍କ କସରତ

ପାରାଦୀପ,୧୯।୧୦(ସ୍ବ.ପ୍ର): ପାରାଦୀପର ଇଫ୍‌କୋ ଖାରଖାନା ସଂଲଗ୍ନ ଓ କାଉଡ଼ିଆ ନଦୀକୂଳରେ ରହିଛି ବିଜୟଚାନ୍ଦପୁର ବସ୍ତି। ୨୦୦୦ରୁ ଅଧିକ ଲୋକ ଓ ୬୫୦ ଭୋଟର ଥିବା ଏହି ବସ୍ତି ଏବେ ଚର୍ଚ୍ଚାରେ। କାରଣ ଏହି ବସ୍ତିର କେତେକ ବାସିନ୍ଦା ପାରାଦୀପ ପୌରପାଳିକାରେ ମିଶିବା…

ହୋମଗାର୍ଡଙ୍କୁ ଭେଟିଲା ଆମ୍ବେଦକର ବିକାଶ ପରିଷଦ

ରତ୍ନଗିରି,୧୯ା୧୦(ଡି.ଏନ୍‌.ଏ.): ବରୀ ବ୍ଲକ ଅନ୍ତର୍ଗତ ଅଟିରା ପଞ୍ଚାୟତର ଓଉପଡା ଗ୍ରାମର ହୋମଗାର୍ଡ ରଞ୍ଜନ କୁମାର ମଲ୍ଲିକଙ୍କୁ ଶୁକ୍ରବାର ଆମ୍ବେଦକର ବିକାଶ ପରିଷଦର ସଦସ୍ୟ ଭେଟିଛନ୍ତି। ନ୍ୟାୟ ପ୍ରଦାନ ଦିଗରେ ତାଙ୍କ ସହ ଆମ୍ବେଦକର ଲଢେଇ ଜାରି ରଖିବ ବୋଲି ପରିଷଦର କର୍ମକର୍ତ୍ତା…

ସ୍ବାଗତ ପାଇଁ ଖରାରେ ଛିଡାହେଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡ଼ି,୧୯।୧୦(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟର ନୂତନ କୋଠାକୁ ଶୁକ୍ରବାର କନ୍ଧମାଳ ଏମ୍‌ପି ଡ.ଅଚ୍ୟୁତାନନ୍ଦ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଛନ୍ତି ା ତାଙ୍କୁ ସ୍ବାଗତ କରିବାକୁ ପାଇଁ ବିଦ୍ୟାଳୟ ଶିକ୍ଷୟିତ୍ରୀଶିକ୍ଷକ, ଛାତ୍ରୀଛାତ୍ର ଓ ବିଇଓ…

ଖଣି ଶ୍ରମିକଙ୍କ ମିଶ୍ରଣ ପର୍ବ

କାଳିଆପାଣି,୧୯ା୧୦(ଡି.ଏନ୍‌.ଏ.): ଯାଜଯୁର ଜିଲା ସୁକିନ୍ଦା ବ୍ଲକ କଣସ ପଞ୍ଚାୟତ ତୈଳଙ୍ଗୀ ଗ୍ରାମରେ ଶୁକ୍ରବାର ଖଣି ଶ୍ରମିକଙ୍କ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ସୁକିନ୍ଦା ରିଜିୟନ କ୍ରୋମାଇଟ୍‌ ମଜଦୁର ସଂଘ (ଏସ୍‌ଆରସିକେଏମ୍‌ଏସ୍‌ର)ତୈଳଙ୍ଗୀ ଶାଖା ପକ୍ଷରୁ ମିଶ୍ରଣ ପର୍ବ ଆୟୋଜିତ ହୋଇଥିଲା। ଏଥିରେ…

କନ୍ଧମାଳରେ କେନ୍ଦ୍ରୀୟ ମେଡିକାଲ ଟିମ୍‌

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୧୯ା୧୦-କନ୍ଧମାଳ ଜିଲା ଗସ୍ତରେ କେନ୍ଦ୍ରର ଏକ ୮ ଜଣିଆ ଟିମ୍‌ ଆସି ଶୁକ୍ରବାର ପହଞ୍ଚତ୍ଛନ୍ତି। ଏହି ଟିମ୍‌ ୪ ଦିନଧରି ଜିଲାର ବାଲିଗୁଡ଼ା, ତୁମୁଡ଼ିବନ୍ଧ, ବାରଖମା, ଟିକାବାଲି, ଜି.ଉଦୟଗିରି, ଗୋଚ୍ଛାପଡ଼ା, ଦାରିଙ୍ଗବାଡ଼ି ଓ ସିମନବାଡ଼ି ଆଦି ଅଞ୍ଚଳରେ ଥିବା ଗୋଷ୍ଠୀ…

ରେଳପଥ ପାଇଁ ପ୍ରଭାବିତ ହେଉଛି ଚାଷଜମି: ଜିଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲେ କ୍ଷତିଗ୍ରସ୍ତ ଚାଷୀ

ଡୁବୁରୀ/ସୁକିନ୍ଦା,୧୯ା୧୦(ଡି.ଏନ୍‌.ଏ.): ସୁକିନ୍ଦା-ଅନୁଗୋଳ-ଡୁବୁରୀ ରେଳ ପ୍ରକଳ୍ପ ନିର୍ମାଣ ଯୋଗୁ ଦାନଗନୀ ବ୍ଲକ ଅନ୍ତର୍ଗତ ବାଘୁଆପାଳ ଓ ବାଲିଆପାଳ ମୌଜାର ଶହଶହ ହେକ୍ଟର ଚାଷ ଜମି ମରୁଡି କବଳିତ ହୋଇଛି। ଏ ଦିଗରେ ବହୁବାର ଅଭିଯୋଗ ପରେ ମଧ୍ୟ କୌଣସି ସୁଫଳ ମିଳିପାରୁ ନାହଁ।…

ନଳକୂପ ପାଇପରୁ ନିର୍ମାଣ ହେଲା ଟାୱାର

ଦାରିଙ୍ଗବାଡ଼ି,୧୯।୧୦(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତରେ ଶୁକ୍ରବାର ସଂନ୍ଧ୍ୟା ୭ଟାରେ ବିଏସ୍‌ଏନ୍‌ଏଲ୍‌ ମୋବାଇଲ ସେବାର ଶୁଭାରମ୍ଭ ହୋଇଯାଇଛି। ଏହି ସେବା ତିଲୋରୀର ପ୍ରାୟ ୫ହଜାରରୁ ଉର୍ଦ୍ଧ୍ୱ ଲୋକ ପାଇବେ। ଅଞ୍ଚଳବାସୀ ମୋବାଇଲ ସେବା ପାଇଁ ଦୀର୍ଘଦିନ ହେଲା ଦାବି କରିଆସୁଥିଲେ ମଧ୍ୟ ହୋଇପାରୁନଥିଲା।…

୨୦ ଫୁଟ ତଳକୁ ଖସିଲା ବସ୍‌, ୧୨ ଆହତ

ଆର.ଉଦୟଗିରି,୧୯ା୧୦(ଡି.ଏନ.ଏ.)-ନୂଆଗଡ଼ ବ୍ଲକର ତିତିସିଂ ନିକଟସ୍ଥ ତଳସୁରଙ୍ଗିଠାରେ ଏକ ଘରୋଇ ବସ୍‌ ଦୁର୍ଘଟଣାରେ ୧୨ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ଜଣ ଗୁରୁତର ଅଛନ୍ତି। ସେମାନେ ହେଲେ ଗାଡ଼ି ଚାଳକ ପରମାଣ ପରମାଣିକ (୪୫), ଟିନା ଦିଗାଲ (୧୫), ଦମୟନ୍ତି ଶବର (୬୫),…

ଶଶୁର ଘରେ ନିଆଁ ଲଗାଇ ଜ୍ୱାଇଁ ଫେରାର

କଳିଙ୍ଗନଗର,୧୯ା୧୦(ଡି.ଏନ୍‌.ଏ.): ଦାନଗଦୀ ଫାଣ୍ଡି ଅର୍ନ୍ତଗତ ଓଳଲ ପଞ୍ଚାୟତରେ ଗୁରୁବାର ରାତିରେ ଅଗ୍ନିକାଣ୍ଡ ଘଟଣା ଘଟିଛି। ଏହି ଗ୍ରାମରେ ଘର ଜୋୟାଁ ରୁହୁଥିବା ଜଣେ ଯୁବକ ଶଶୁର ଘରେ ନିଆଁ ଲଗାଇ ଫେରାର ହୋଇଯାଇଛି। ଫଳରେ ଗ୍ରାମର ଶଶୁର ଘର ସମେତ ୧୬…

ନବବଧୂଙ୍କୁ ହତ୍ୟାକରି ପୋଡ଼ିଦେଲେ

ଭଞ୍ଜନଗର,୧୯।୧୦(ଡି.ଏନ.ଏ) -ଭଞ୍ଜନଗର ସହର ବଡ଼ତୋଟାସାହିର ନବବଧୂ ଆରତୀ ନାହାକ (୩୦)ଙ୍କୁ ହତ୍ୟାକରି ଶ୍ୱଶୁରଘର ଲୋକେ ବୁଧବାର ପୋଡ଼ି ଦେଇଥିବା ନେଇ ଶୁକ୍ରବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ କରିଛନ୍ତି ଆରତୀଙ୍କ ଭାଇ। ନଂ.୩୫୧।୧୯ରେ ଏକ ଯୌତୁକ ଜନିତ ହତ୍ୟା ମାମଲା ରୁଜୁକରି…

ମୌଳିକ ସୁବିଧାରୁ ବଞ୍ଚିତ ଆମ୍ବଖାଲବାସୀ

ହାତୀଓଟ,୧୯ା୧୦-ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ ଅନେକ ଯୋଜନା ପ୍ରଣୟନ କରିଛନ୍ତି। ଏଥିପାଇଁ ବହୁ ଟଙ୍କା ମଧ୍ୟ ଖର୍ଚ୍ଚ ହେଉଛି। କିନ୍ତୁ ଏବେ ମଧ୍ୟ କିଛି ଆଦିବାସୀ ଅଞ୍ଚଳରେ ସରକାରଙ୍କ ଦୃଷ୍ଟି ପଡୁନାହିଁ। ଏହା ଦେଖିବାକୁ ମିଳିଛି ପୋଲସରା ବ୍ଲକ ମାଳତେନ୍ତୁଳିଆ ଗ୍ରାମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri