ଓଡ଼ିଶା ସମବାୟ ଗୃହ ନିର୍ମାଣ ନିଗମ ପରିଚାଳନା ପରିଷଦ ମାମଲା:ହାଇକୋର୍ଟଙ୍କ ରେକର୍ଡପତ୍ର ତଲବ
କଟକ ଅଫିସ,୧୮।୧୨:ଓଡ଼ିଶା ସମବାୟ ଗୃହ ନିର୍ମାଣ ନିଗମର ପରିଚାଳନା ପରିଷଦକୁ ରଦ୍ଦ କରାଯିବା ନେଇ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ରେଜିଷ୍ଟ୍ରାରଙ୍କ ପକ୍ଷରୁ ନିଗମର ପରିଷଦକୁ ଅସାମ୍ବିଧାନିକ ଭାବେ ରଦ୍ଦ କରାଯାଇଥିବା ନେଇ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଉକ୍ତ ମାମଲାର…
କୋଣାର୍କ ମରାମତି ମାମଲା: ଏଏସ୍ଆଇକୁ ହାଇକୋର୍ଟଙ୍କ ପ୍ରଶ୍ନ,୧ ବର୍ଷରେ ପାରିଲନି, ୭ ଦିନରେ କେମିତି କରିବ
କଟକ ଅଫିସ,୧୮।୧୨:୨୦୧୮ ଡିସେମ୍ବରରୁ ୨୦୧୯ ଡିସେମ୍ବର ହେଲା। ଇତିମଧ୍ୟରେ ୧ବର୍ଷ ବିତିବାକୁ ବସିଛି। କିନ୍ତୁ ମରାମତି ଆରମ୍ଭ ହୋଇପାରିଲାନି। ଏବେ ୭ଦିନରେ କିଭଳି ଟେଣ୍ଡର ଡାକି ସବୁ କାମ ଆରମ୍ଭ କରିବ ବୋଲି ପ୍ରତିଶ୍ରୁତି ଦେଉଛ। କୋଣାର୍କ ସୂର୍ଯ୍ୟମନ୍ଦିର ମରାମତି ସମ୍ପର୍କିତ…
ନୟାଗଡ଼ ଉପକାରାଗାରରୁ ମୁକୁଳିଲେ ବନିତା: ନାବାଳିକା ସମୟରେ ଶୁଣାଣି ହୋଇ ଭୋଗୁଥିଲେ ଆଜୀବନ କାରାଦଣ୍ଡ
ନୟାଗଡ଼ ଅଫିସ,୧୮।୧୨-ନୟାଗଡ଼ ଖୁଣ୍ଟୁବନ୍ଧସ୍ଥିତ ଉପକାରାଗାରରୁ ମଙ୍ଗଳବାର ମୁକୁଳିଛନ୍ତି ବନିତା ସେଠୀ। ବନିତା ନାବାଳିକା ଥିବା ସମୟରେ ଶୁଣାଣି କରାଯାଇ ଆଜୀବନ କାରାଦଣ୍ଡ ଭୋଗ କରିଥିଲେ। ସେହିଭଳି ତାଙ୍କ ସହିତ ତାଙ୍କର ପୁଅ ମଧ୍ୟ ଜେଲରେ ରହି ଆସୁଥିଲେ। ଘଟଣାରୁ ପ୍ରକାଶ ଯେ,…
ରାସ୍ତା ନିର୍ମାଣକୁ ନେଇ ପୁଣି ବିବାଦ ଘନେଇଲା: ପ୍ରଶାସନ ଉପସ୍ଥିତିରେ ମାଟି ଉଠାଯିବାରୁ ଉତ୍ତେଜନା
ଖଣ୍ଡପଡ଼ା,୧୮।୧୨(ସ୍ବ.ପ୍ର.)-ଖଣ୍ଡପଡ଼ା ବ୍ଳକ ଅନ୍ତର୍ଗତ ମର୍ଦ୍ଦରାଜପୁର ପଞ୍ଚାୟତ ନୂଆସହି ରାସ୍ତା ନିର୍ମାଣକୁ ନେଇ ସୋମବାର ବରକୋଳି ଗ୍ରାମର ବହୁ ବ୍ୟକ୍ତି ଖଣ୍ଡପଡ଼ା ତହସିଲ କାର୍ଯ୍ୟାଳୟ ଆଗରେ ଧାରଣା ଦେଇ ତହସିଲଦାରଙ୍କ ପ୍ରତିଶ୍ରୁତି କ୍ରମେ ଧାରଣାରୁ ଓହରିଥିଲେ ା ମାତ୍ର ପୁନର୍ବାର ମଙ୍ଗଳବାର ଏହି…
ଗୋଚର ଜମିରେ ତିଆରି ହେଉଛି ଘର: ଶାଗମାଛ ଦରରେ ଜାଗା ବିକ୍ରି
ନୟାଗଡ଼ ଅଫିସ,୧୮।୧୨-ନୟାଗଡ଼ ସହରରେ ମାତିଛନ୍ତି ଜମି ମାଫିଆ। ସହରର ପାହାଡ଼ କଡ଼ରେ ଥିବା ଉଭୟ ଜଙ୍ଗଲ ଓ ଗୋଚର ଜମିକୁ ଶାଗମାଛ ଦରରେ ଏମାନେ ଲୋକମାନଙ୍କୁ ବିକ୍ରି କରୁଛନ୍ତି। ଏହି ମାଫିଆମାନେ ପାହାଡ଼କୁ ଫଟାଇ କାଟି ସଫା କରି ପ୍ଲଟିଂରେ ବିକ୍ରି…
୨ ବଛରରେ କିଡ୍ନୀ ରୋଗ୍ ନେଲାନ ୯ ଜୀବନ୍, ୧୫ ଆକ୍ରାଁତ: ସ୍ବାସ୍ଥ୍ୟ ବିଭାଗ ପାସେ ସୂଚନା ନାଇଁ
କେସିଙ୍ଗା, ୧୮।୧୨ (ଡି.ଏନ୍.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ପଁଚେତ୍ କନ୍ଧେଇମାଲ ଗଁାରେ ଦୁଇ ବଛର ଭିତରେ କିଡ୍ନୀ ରୋଗ୍ରେ ୯ ଝନ୍ ମରିଥିଲାବେଲେ ୧୫ରୁ ଅଧ୍କା ଆକ୍ରଁାତ ହେଇଛନ୍। ହେଲେ ଚିକିଛା ସୁବିଧା ଆର ପରତିକାର ବେବସ୍ତା ଅଭାବୁ ଦିନୁଦିନ୍କେ…
ଜିଲାପାଳ, ଏସ୍ପିଙ୍କୁ ଭେଟିଲେ ଜିଲା ମହିଳା ହ୍ୟାଣ୍ଡବଲ୍ ଦଳ
ଜଗତ୍ସିଂହପୁର ଅଫିସ,୧୮ା୧୨: ନିକଟରେ ଓଡ଼ିଶା ହ୍ୟାଣ୍ଡବଲ୍ ଆସୋସିଏଶନ୍ ଆନୁକୂଲ୍ୟରେ ଜଗତ୍ସିଂହପୁର ଜିଲା ହ୍ୟାଣ୍ଡବଲ୍ ଆସୋସିଏସନ୍ ତରଫରୁ ଆୟୋଜିତ ଓଡ଼ିଶା ହ୍ୟାଣ୍ଡବଲ ଚାମ୍ପିୟନଶିପ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ଏଥିରେ ଜଗତ୍ସିଂହପୁର ଜିଲା ମହିଳା ହ୍ୟାଣ୍ଡବଲ୍ ଦଳ ଚାମ୍ପିୟନ ହେବାର ଗୌରବ ହାସଲ କରିଛି।…
ସରକାରୀ ଯୋଜନାର ବହୁତ୍ ଦୂରେ କ୍ଷେତ୍ର: ବଁଚ୍ବାର ରାହା ଦେଖେଛେ ମହୁରୀ
ପର୍ଲା, ୧୮।୧୨ (ଡି.ଏନ୍.ଏ.)-ସମିଆ ଆର ପରିସ୍ଥିତି ସବୁକେ ଉଲଟ ପାଲଟ କରିଦେସି। ହେଲେ ସମିଆ ଆର ପରିସ୍ଥିତି ସଂଗେ ଯେ ଯୁଝି ଜାନିଛେ ସେ ଜୀବନ୍ରେ କେଭେ ନିରାଶ ନାଇଁହୁଏ। ଏନ୍ତା ଝନେ ନିଆରା ମୁନୁଷ୍କେ ଦେଖ୍ବାକେ ମିଲିଛେ କଳାହାଣ୍ଡି ଜିଲା…
ନଦୀ ବନ୍ଧ ରାସ୍ତା ଶୋଚନୀୟ: ତାରପୁର ବାଇପାସଠାରେ ରାସ୍ତାରୋକୋ
ରଘୁନାଥପୁର ,୧୮। ୧୨ (ଡି.ଏନ.ଏ.)- ମହାନଦୀ ନର୍ଥ ଜଳସମ୍ପଦ ବିଭାଗ କଟକ ଜିଲା କିଶନନଗର ତହସିଲ ଅନ୍ତର୍ଗତ ଫିପୁର ମାହାଳହାଟଠାରୁ ସାନନୟନପୁରକୁ ସଂଯୋଗ କରୁଥିବା ନଦୀବନ୍ଧ ରାସ୍ତା ଶୋଚନୀୟ ହୋଇପଡିଛି। ଏହା ଉପରେ ନିର୍ଭର କରୁଥିବା ମହାନଦୀ, ପାଇକା ଓ ଚିତ୍ରୋତ୍ପଳା…
ଅଜଣା ରୋଗରେ ପୀଡ଼ିତ ସଞ୍ଜୀବ: ଭଗବାନ ଭରସାରେ ଗରିବ୍ ମା’ବାପ୍
ଜାମଟିକ୍ରା, ୧୮।୧୨ (ଡି.ଏନ୍.ଏ.)-ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଁଚେତ୍ ଖଲିଆପାଲି ଗଁାର ନିରଞ୍ଜନ ପାଣ୍ଡେ ଆର ଚନ୍ଦ୍ରକାନ୍ତିକଁର ବଡ଼ ପୁଓ ସଞ୍ଜୀବ ପାଣ୍ଡେ(୨୧)। ସେ ଅନେକ ବଛର ହେଲା କେହେନ୍ସି ଗୁଟେ ଅଜନା ରୋଗ୍ରେ ପୀଡ଼ିତ ଅଛନ୍। ଗରିବ୍ ମା’ବାପ୍…
ଜିଲାସ୍ତରୀୟ ବ୍ୟାଙ୍କ ପରାମର୍ଶଦାତା ଓ ସମୀକ୍ଷା କମିଟି ବୈଠକ: କ୍ରେଡିଟ୍-ଡେବିଟ୍ ଅନୁପାତ କମୁଥିବାରୁ ଅସନ୍ତୋଷ
ଜଗତ୍ସିଂହପୁର ଅଫିସ, ୧୮ା୧୨: ଜଗତ୍ସିଂହପୁର ଜିଲାରେ ଗତ ୩ ମାସରେ କ୍ରଡିଟ୍-ଡେବିଟ୍ ଅନୁପାତ କମିବାରେ ଲାଗିଛି। ଯାହାକି ଆଦୌ ଶୁଭଙ୍କର ନୁହେଁ। ମଙ୍ଗଳବାର ଅପରାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍ଭାବନା ସଭାଗୃହରେ ଅନୁଷ୍ଠିତ ଜିଲାସ୍ତରୀୟ ବ୍ୟାଙ୍କ ପରାମର୍ଶଦାତା ଓ ସମୀକ୍ଷା କମିଟି…
ସମାଜ ଲାଗି ଉଦାହରନ୍ ସାଜିଛନ୍ ହେମକାନ୍ତି
ବିଜେପୁର, ୧୮।୧୨ (ଡି.ଏନ୍.ଏ.)-ଟୁକେଲ୍ ଜନମ୍ ପର୍ଗୋତ୍ରି। ଏକା ପୁଓଟା ବୁଢ଼ାକାଲେ ମାଆବାପ୍କେ ସାହା ହେବା ବଲି ଆମର ସମାଜରେ ଗୁଟେ ବିଶୁଆସ ରହିଛେ। ହେଲେ ଏହେଦେ ଦୁନିଆଁଥି ଜନମ୍କଲା ପୁଓଠାନୁଁ ଥିର୍ ପାଏନ୍ ଟିକେ ପାଏବାର ଲାଗି ବୁଢ଼ାବୁଢ଼ି ମା’ବାପ୍ କେତେ…

