ଆମ ଜିଲା ଖବର

ଆଜିଠୁ ପିତୃପକ୍ଷ ଆରମ୍ଭ

ପୁରୀ ଅଫିସ,୧୪ା୯: ପିତୃ ପକ୍ଷରେ ପୂର୍ବ ପୁରୁଷଙ୍କ ଉଦ୍ଦେଶ୍ୟରେ ତିଳ ତର୍ପଣ ଓ ପିଣ୍ଡ ଦାନ କରାଯାଇଥାଏ। ଶନିବାରଠାରୁ ଆରମ୍ଭ ହେବ ପିତୃପକ୍ଷ। ଏହା ୧୫ ଦିନ ଅର୍ଥାତ୍‌ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଚାଲିବ। ଏ ସମ୍ପର୍କରେ ଐତିହ୍ୟ ବିଶାରଦ ଡ.…

ଏମ୍‌ସିସି ସେଣ୍ଟର ଦେଖିଲେ ଯୁଗ୍ମ ସଚିବ: ଆହାର କେନ୍ଦ୍ର ପରିମଳ ଅବ୍ୟବସ୍ଥା ଦେଖି ଖପ୍ପା

ଅନୁଗୋଳ ଅଫିସ, ୧୪।୯ – ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ଯୁଗ୍ମ ଶାସନ ସଚିବ ଦୁର୍ଗା ପ୍ରସାଦ ମହାପାତ୍ର ଶୁକ୍ରବାର ଅନୁଗୋଳ ଗସ୍ତରେ ଆସି ସହରର ପରିମଳ ବ୍ୟବସ୍ଥା ଅନୁଧ୍ୟାନ ସହ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଛନ୍ତି।…

ଚର୍ତୁମାସ୍ୟା ବ୍ରତ ଶେଷ କଲେ ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ, ୧୪ା୯: ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ପବିତ୍ର ଭାଦ୍ରବ ପୂର୍ଣ୍ଣିମାରେ ଶୁକ୍ରବାର ଚର୍ତୁମାସ୍ୟା ବ୍ରତ ସମାପନ କରିଛନ୍ତି। ଏହି ଅବସରରେ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ଗୋବର୍ଦ୍ଧନ ମଠାରୁ ବାହାରି ବାଟମଙ୍ଗଳା ପର୍ଯ୍ୟନ୍ତ ଯାଇଥିଲେ। ସେଠାରେ ମା’…

ହସ୍ପିଟାଲରୁ ନାଗସାପ ଛୁଆ ଉଦ୍ଧାର

ପୁରୀ ଅଫିସ, ୧୪ା୯: ଚନ୍ଦନପୁର ହସ୍ପିଟାଲରୁ ଶୁକ୍ରବାର ଏକ ନାଗସାପ ଛୁଆ ଉଦ୍ଧାର କରାଯାଇଛି। ସ୍ନେକ ହେଲ୍‌ପ ଲାଇନ ସଦସ୍ୟ ନିହାର ରଞ୍ଜନ ପଣ୍ଡା ଏହି ସାପ ଛୁଆଟିକୁ ଉଦ୍ଧାର କରିଥିଲେ। ଅପରାହ୍ନରେ ହସ୍ପିଟାଲ ସମ୍ମିଳନୀ କକ୍ଷରେ ଏକ ନାଗସାପ ଛୁଆକୁ…

ମହାପ୍ରଭୁଙ୍କୁ ଦର୍ଶନ କଲେ ୫ ଶିକ୍ଷାନବୀଶ ଆଇଏଏସ୍‌ ଅଫିସର

ପୁରୀ ଅଫିସ, ୧୪ା୯: ବଦଳିଯିବ ପୁରୀର ଚେହେରା। ପୁରୀ ହେବ ବିଶ୍ୱ ଐତିହ୍ୟ ନଗରୀ। ଭକ୍ତ, ପର୍ଯ୍ୟଟକ, ତୀର୍ଥଯାତ୍ରୀଙ୍କ ପାଇଁ ବିଶ୍ୱସ୍ତରୀୟ ସୁବିଧା କରାଯିବ। ଭିତ୍ତିଭୂମିର ବିକାଶ ସାଙ୍ଗକୁ କୀର୍ତ୍ତିରାଜିର ସଂରକ୍ଷଣ ଓ ସୁରକ୍ଷା ଦିଗରେ କାର୍ଯ୍ୟ କରାଯିବ। ଶ୍ରୀକ୍ଷେତ୍ର ପାଇଁ…

ପଟ୍‌ଲାଇନ ପୂଜା କମିଟି ମେଢ଼: ଆକର୍ଷଣୀୟ ସାଜସଜ୍ଜାକୁ ଗୁରୁତ୍ୱ

ବଅଁରପାଳ, ୧୪।୯ (ଡି.ଏନ୍‌.ଏ) – ଦିନ କେଇଟା ପରେ ନାଲ୍‌କୋର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା। ଏଥିପାଇଁ ସମଗ୍ର ନାଲକୋ ନଗର ଏବେଠାରୁ ଚଳଚଞ୍ଚଳ ହୋଇପଡ଼ିଛି। ଚଳିତ ବର୍ଷ ୨୩ଟି ମଣ୍ଡପରେ ପ୍ରଭୁ ବିଶ୍ୱ ବିନ୍ଧାଣି ପୂଜା ପାଇବେ। ପୂଜା ମଣ୍ଡପକୁ ନିଆରା…

ଆର୍‌ଟିଓରେ ଭିଡ଼ ମହିଳାଙ୍କ ପାଇଁ ହେଉନି ସ୍ବତନ୍ତ୍ର ଧାଡ଼ି

ପୁରୀ ଅଫିସ, ୧୪ା୯: ନୂଆ ଟ୍ରାଫିକ ନିୟମ ଲାଗୁ ହେବା ପରେ ସବୁଠି ଏବେ ହଇଚଇ। ପୋଲିସ ଅଧିକ ସକ୍ରିୟ ହୋଇପଡିଥିବାବେଳେ ଜୋର୍‌ଦାର ଚାଲିଛି ଧରପଗଡ଼।  ମୋଟା ଆର୍ଥିକ ଜରିମାନା ଏବେ ଗାଡ଼ି ଚାଳକ ଏବଂ ମାଲିକଙ୍କ ଆଖିରୁ ନିଦ ହଜାଇ…

ରାସ୍ତାକୁ ନେଇ ବିବାଦ: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଫୁଲବାଣୀ ଅଫିସ,୧୪ା୯ -ଫୁଲବାଣୀ ବ୍ଲକ ଦଡକି ପଞ୍ଚାୟତର ଦୁବଗଡ ପିପଳସାହିରେ ଏକ ରାସ୍ତାକୁ ନେଇ ବିବାଦ ସୃଷ୍ଟି ହେବା ସହ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ପିପଳସାହି ବାସିନ୍ଦା ଧ୍ୱଜ ବେହେରାଙ୍କ ପୈତୃକ ସମ୍ପତି ୩ ଏକର ଜାଗା ରହିଛି ।…

କେନ୍ଦ୍ରରେ ବିକ୍ରି ହେବ ମାଛ ଖାଦ୍ୟ, ଔଷଧ

ଭଞ୍ଜନଗର,୧୪।୯(ଡି.ଏନ.ଏ)-ନବ ନିଯୁକ୍ତ ଓଡ଼ିଶା ମତ୍ସ୍ୟଚାଷ ଉନ୍ନୟନ ନିଗମ ଅଧ୍ୟକ୍ଷ ଅସିତ ପଟ୍ଟନାୟକ ଶୁକ୍ରବାର ଭଞ୍ଜନଗର ମତ୍ସ୍ୟ ଯାଅଁ।ଳ ଉତ୍ପାଦନ କେନ୍ଦ୍ର ପରିଦର୍ଶନରେ ଆସିଥିଲେ। କେନ୍ଦ୍ରର ବିଭିନ୍ନ ସୁବିଧା ଅସୁବିଧା ସମ୍ପର୍କରେ ପଚାରି ବୁଝିବା ସହ ଚାଷୀମାନଙ୍କ ସହ ଆଲୋଚନା କରିଥିଲେ। ନିଗମ…

ପୂର୍ବ ଶତ୍ରୁତାରୁ ଛୁରାମାଡ, ଅଭିଯୁକ୍ତ ଗିରଫ

କୋଦଳା,୧୪ା୯(ଡି.ଏନ.ଏ.): କୋଦଳା ଥାନା ଫାସି ପଞ୍ଚାୟତର ମେଦିନୀପୁର ଗ୍ରାମରେ ପୂର୍ବ ଶତ୍ରୁତାରୁ ଜଣେ ବ୍ୟକ୍ତିଙ୍କୁ ଛୁରାମାଡ଼ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ନଂ. ୨୩୫/୧୯ରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଶୁକ୍ରବାର କୋର୍ଟଚାଲାଣ କରିଥିବା ଥାନାଧିକାରୀ ଦିଲୀପ କୁମାର ସାହୁ କହିଛନ୍ତି।…

‘ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ଅଧୀନରୁ ଅଲଗା କର’

ବ୍ରହ୍ମପୁର ଅଫିସ୍‌,୧୪ା୯-ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ ନାନା ସମସ୍ୟା ଦେଇ ଗତି କରୁଛି। ଏହି ବିଶ୍ୱବିଦ୍ୟାଳୟ ଅଧିନସ୍ଥ ଗୋଟିଏ ପରେ ଗୋଟିଏ କଲେଜର ଛାତ୍ରୀଛାତ୍ରମାନେ ବିଭିନ୍ନ ସମସ୍ୟାକୁ ନେଇ ଅସନ୍ତୋଷ ପ୍ରକାଶ କରୁଛନ୍ତି । ବିଶେଷକରି ପରୀକ୍ଷା ପରିଚାଳନା ଏବଂ ଫଳାଫଳ ପ୍ରକାଶରେ…

ମାଲିକ ନ ଥିବା ଗାଈ ଉଠାଇଲା ବିଏମ୍‌ସି

ବ୍ରହ୍ମପୁର ଅଫିସ,୧୪।୯-ବ୍ରହ୍ମପୁରରେ ଟ୍ରାଫିକ ସମସ୍ୟା ସୁଧାରିବାକୁ ଆଉ ଏକ ପଦକ୍ଷେପ ହାତକୁ ନେଇଛି ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) । ଟ୍ରାଫିକ ସମସ୍ୟା ସୃଷ୍ଟି କରୁଥିବା ବୁଲା ଗୋରୁ, ମଇଁଷିଙ୍କୁ ରାସ୍ତାରୁ ହଟାଇବା ଦିଗରେ ବିଏମସି ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri