ଲଟେରି ଉଠିଥିବା କହି ଠକିନେଲେ ୨୯ ହଜାର
ଭଦ୍ରକ ଅଫିସ, ୧୮।୧୦ – ଫୋନ କଲ୍ ମାଧ୍ୟମରେ ଲଟେରି ଉଠିଥିବା କହି ଠକି ନେଲେ ୨୯ ହଜାର ଟଙ୍କା। ଏଭଳି ଘଟଣା ଘଟିଛି ଭଦ୍ରକ ପୁରୁଣାବଜାର ଥାନା ଅଧୀନ ଗରଦପୁର ଦୁର୍ଗାପୁର ଗଁାରେ। ଠକେଇର ଶିକାର ହୋଇଥିବା ମହମ୍ମଦ ହାମ୍ଜାଙ୍କ…
ନୟାଗଡ଼ର ୨ ପୋଲିସ କର୍ମଚାରୀ ନିଲମ୍ବିତ
ନୟାଗଡ଼ ଅଫିସ,୧୮।୧୦: ୫ ଟି ଅଭିଯୋଗ ଏବଂ ଏକ ମାମଲାରେ ଗୋଟିଏ ଗାଡ଼ି ପରିବର୍ତ୍ତେ ଅନ୍ୟ ଏକ ଗାଡ଼ି ନାମରେ ମାମଲା ରୁଜୁ କରିବା ଅଭିଯୋଗରେ ନୟାଗଡ଼ର ୨ ପୋଲିସ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। ସେମାନେ ହେଲେ ଫତେଗଡ଼ ଥାନା ଭାପୁର…
ବାଇପାସ ରାସ୍ତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆଦିବାସୀ କଲ୍ୟାଣ ମନ୍ତ୍ରୀ
ମୁନିଗଡ଼ା,୧୮।୧୦(ଡି.ଏନ୍.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ସହରରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଟ୍ରାଫିକ ସମସ୍ୟା ଦୂର ଏବଂ ବାଇପାସ ରାସ୍ତା ନିର୍ମାଣ ପାଇଁ ମୁନିଗୁଡ଼ା ବିକାଶ ପରିଷଦ ପକ୍ଷରୁ ବାରମ୍ବାର ଜିଲାପାଳଙ୍କଠାରୁ ଆରମ୍ଭ କରି ରାଜନେତା ଏମ୍ପିଙ୍କୁ ଭେଟି…
ରେଲୱେ କଲ୍ୟାଣ ମଣ୍ଡପ ପଛପଟୁ ମୃତଦେହ ଉଦ୍ଧାର: ପରିଚୟ ଅସ୍ପଷ୍ଟ
ଜଟଣୀ,୧୮।୧୦(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅନ୍ତର୍ଗତ ରେଳୱେ କଲ୍ୟାଣ ମଣ୍ଡପ ପଛପଟୁ ଶୁକ୍ରବାର ସକାଳେ ଏକ ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ଜଣାପଡ଼ି ନାହିଁ। ଦୁର୍ଗନ୍ଧ ହେଉଥିବାରୁ ୨ରୁ୩ ଦିନ ପୂର୍ବରୁ ଏହି ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି।…
ଶିକାର ପାଇଁ ବିଛାଯାଇଥିଲା ବିଦ୍ୟୁତ୍ ତାର: ସଂସ୍ପର୍ଶରେ ଆସି ବାପା, ବଡ଼ ପୁଅ ମୃତ, ସାନ ଗୁରୁତର
ଅମରପାଲି, ୧୮।୧୦(ଡି.ଏନ୍.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଥାନା ପିତାମହୁଲ ଗ୍ରାମରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଯନ୍ତୁ ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବାପା ଓ ବଡ଼ ପୁଅଙ୍କ ମୃତ୍ୟୁ…
ବିଜେପୁର ଉପନିର୍ବାଚନ : ପ୍ରଚାର ମୈଦାନରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ
ବରଗଡ଼ ଅଫିସ,୧୮।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀ ସନତ କୁମାର ଗଡ଼ତିଆଙ୍କ ପାଇଁ ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି। ବରପାଲି ବ୍ଲକ ମହଦାରୁ ସେ ପ୍ରଚାର ଆରମ୍ଭ କରି ପଦଯାତ୍ରାରେ ବିଭିନ୍ନ ଗ୍ରାମକୁ ଯାଇ…
ଧାମନଗର ବିଡିଓଙ୍କୁ ଗାଳିଗୁଲଜ କରିବା ଅଭିଯୋଗ: ଧାରଣାରେ ବସିଲେ ବ୍ଲକ, ତହସିଲ କର୍ମଚାରୀ
ଧାମନଗର,୧୮।୧୦(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବିଡିଓଙ୍କୁ ଅଫିସ ମଧ୍ୟରେ ପଶି ଗାଳିଗୁଲଜ କରିବା ଅଭିଯୋଗରେ ଧାମନଗର ତହସିଲ ଏବଂ ବ୍ଲକ କର୍ମଚାରୀମାନେ ଶୁକ୍ରବାର ନିଜ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ବ୍ଲକ ଅଧିକାରୀଙ୍କୁ ଗାଳିଗୁଲଜ କରିଥିବା ନେଇ ଥାନାରେ ମଧ୍ୟ ଅଭିଯୋଗ…
ସାହିତ୍ୟ ପତ୍ରିକା ‘ନବନୀତାର ଶାରଦୀୟ’ ସଂଖ୍ୟା ଉନ୍ମୋଚିତ
ବଲାଙ୍ଗୀର ଅଫିସ, ୧୮।୧୦: ବଲାଙ୍ଗୀର ସର୍କିଟ ହାଉସଠାରେ ସାହିତ୍ୟ ପତ୍ରିକା ‘ନବନୀତାର ଶାରଦୀୟ’ ସଂଖ୍ୟା ଶୁକ୍ରବାର ଉନ୍ମୋଚିତ ହୋଇଯାଇଛି। ଜିଲାପାଳ ଅରିନ୍ଦମ ଡାକୁଆ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉନ୍ମୋଚନ କରିଛନ୍ତି । ପ୍ରକାଶକ ରାଜେଶ ଝାଙ୍କରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ…
ଚୋରା କୋଇଲା ବୋଝେଇ ଗାଡ଼ି ଜବତ, ଚାଳକ ଫେରାର
ଭଦ୍ରକ ଅଫିସ/ପଦ୍ମପୁର,୧୮।୧୦(ଡି.ଏନ୍.ଏ.): ଭଦ୍ରକ ସଦର ବ୍ଲକ ଅଧୀନ ସାବରଙ୍ଗ ଫାଣ୍ଡି ପୋଲିସ ଓ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ମିଳିତ ଚଢ଼ାଉ କରି ଶୁକ୍ରବାର ଭୋର ସମୟରେ ଏକ ଚୋରା କୋଇଲା ଗାଡ଼ିି(ଓଆର୍-୩୪ଡି ୯୬୨୯)କୁ ଜବତ କରିଛନ୍ତି। ପୋଲିସକୁ ଦେଖି ଗାଡ଼ି ଚାଳକ…
ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ନୂତନ କୋଠା ଉଦ୍ଘାଟନ କଲେ କନ୍ଧମାଳ ଏମ୍ପି, ବିଧାୟକ
ଦାରିଙ୍ଗବାଡ଼ି,୧୮।୧୦(ଡି.ଏନ୍.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ନୂତନ କୋଠାକୁ ଶୁକ୍ରବାର ମିଳିତ ଭାବେ କନ୍ଧମାଳ ଏମ୍ପି ଡ.ଅଚ୍ୟୁତାନନ୍ଦ ସାମନ୍ତ,ବିଧାୟକ ସାଲୁଗା ପ୍ରଧାନ ଅତିଥି ଭାବେ ଯୋଗ ଦେଇ ଉଦ୍ଘାଟନ କରିଛନ୍ତ। ଏହି ଅବସରରେ…
ତେଜୁଛି ଆନ୍ଦୋଳନ : ସିଡିଏମ୍ଓଙ୍କ ନିଲମ୍ବନ ଆଦେଶ ପ୍ରତ୍ୟାହାର ଦାବି, ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର
ସୁନ୍ଦରଗଡ଼,୧୮।୧୦(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ଭାରପ୍ରାପ୍ତ ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମ୍ଓ) ଡା.ପଙ୍କଜ କୁମାର ପଟେଲଙ୍କ ବିରୋଧରେ ଅନ୍ୟାୟ ଭାବେ ହୋଇଥିବା ନିଲମ୍ବନ ଆଦେଶ ପ୍ରତ୍ୟାହାର ଦାବିରେ ଡାକ୍ତରମାନେ ଗତ ୧୫ ତାରିଖରୁ କଳାବ୍ୟାଜ୍ ପିନ୍ଧି ପ୍ରତୀକ ଧର୍ମଘଟ ଚଳାଇଆସୁଛନ୍ତି। ଗୁରୁବାର ସନ୍ଧ୍ୟାରେ କାର୍ଯ୍ୟରତ ଡାକ୍ତର,…
ଫେରନ୍ତା ବର୍ଷା ବୁଡ଼ାଇଲା
କଟକ ଅଫିସ,୧୮ା୧୦ : ବିଳମ୍ବରେ ଫେରିଛି ମୌସୁମୀ। ଫେରିବା ବାଟରେ ଜୋରରେ ବର୍ଷୁଛି। ସପ୍ତାହେ ହେବ କଟକ ସହରରେ ପ୍ରତିଦିନ ଅପରାହ୍ନରେ ବର୍ଷା ହେଉଛି। ଗୁରୁବାର ପ୍ରାୟ ୧ ଘଣ୍ଟା ଧରି ମୁଷଳ ଧାରାରେ ବର୍ଷା ହେବାରୁ ବାଦାମବାଡ଼ି, ଲିଙ୍କ୍ରୋଡ଼, ରେଭେନ୍ଶା…
Archives


