ଆମ ଜିଲା ଖବର

ଶ୍ରୀମନ୍ଦିରରେ ପହିଲି ଭୋଗ ଆରମ୍ଭ

ପୁରୀ ଅଫିସ,୧୬।୧୨: ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ସୋମବାର ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ପହିଲି ଭୋଗ ନୀତି। ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ। ମହାପ୍ରଭୁଙ୍କ ପହଲି ଭୋଗ ନୀତି ଧନୁ ସଂକ୍ରାନ୍ତି ଅର୍ଥାତ୍‌ ଡିସମ୍ବେର…

ଏସ୍‌ପିଙ୍କ ନାଁରେ ଯୌନ ନିର୍ଯାତନା ଆଣିଲେ ବୋହୂ

କଟକ ଅଫିସ,୧୬।୧୨: ଦକ୍ଷିଣ ଓଡ଼ିଶାରେ କାର୍ଯ୍ୟରତ ଜଣେ ଭାରପ୍ରାପ୍ତ ଏସ୍‌ପିଙ୍କ ନାଁରେ ତାଙ୍କ ବୋହୂ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏନେଇ କଟକ ଚାଉଳିଆଗଞ୍ଜ ଥାନାରେ ଅଭିଯୋଗ ହେବା ପରେ ଆଇପିସି ଦଫା ୩୪୨, ୩୨୩, ୩୫୪(ଏ), ୩୫୪(ଡି), ୫୦୬, ୫୦୯,…

ଖୋର୍ଦ୍ଧା ଗୁଳିକାଣ୍ଡ: ଔଷଧ ଦୋକାନୀଙ୍କ ମୃତ୍ୟୁ

ଖୋର୍ଦ୍ଧା ଅଫିସ୍‌,୧୬।୧୨: ଖୋର୍ଦ୍ଧାର ଏକ କ୍ଲିନିକରେ ହୋଇଥିବା ଗୁଳିମାଡ ଘଟଣାରେ ଗୁରୁତର ଔଷଧ ଦୋକାନୀ କୃଷ୍ଣଚନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ଏହି ଗୁଳିମାଡ ଗୁରୁତର ହୋଇଥିବା ଶିଶୁରୋଗ ବିଶେଷଜ୍ଞ ଡାକ୍ତର ମାନସ ଦାସଙ୍କର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା…

କ୍ରୀଡ଼ାମନ୍ତ୍ରୀଙ୍କ ୨ ଦିନିଆ କନ୍ଧମାଳ ଗସ୍ତ

ଫୁଲବାଣୀ ଅଫିସ,୧୬ା୧୨-ଆଇଟି ଏବଂ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାର କାନ୍ତି ବେହେରା ରବିବାର ଦୁଇ ଦିନିଆ କନ୍ଧମାଳ ଗସ୍ତରେ ଆସିଛନ୍ତି। ମନ୍ତ୍ରୀ ପ୍ରଥମ ଦିନ ବିଭିନ୍ନ ଷ୍ଟାଡିୟମ ବୁଲି ଦେଖିବା ସହ ସ୍ଥିତି ପରଖିଛନ୍ତି। କନ୍ଧମାଳ ଷ୍ଟାଡ଼ିୟମ ଯାଇ…

ଅସହାୟଙ୍କୁ ସହାୟ ହେଲେ ସାମାଜିକ କର୍ମୀ: ଠିକଣା ଖୋଜିଲେ, ପରିବାର ସହ ଭେଟକଲେ

ଅନୁଗୋଳ ଅଫିସ, ୧୬।୧୨: ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ପୋଡ଼ି ଯାଇ ୬ ମାସ ହେଲା ଅସହାୟ ଅବସ୍ଥାରେ ମେଡିକାଲରେ ପଡିରହିଥିବା ଜଣେ ଅସହାୟଙ୍କ ପାଇଁ ଦେବଦୂତ ପାଲଟିଛନ୍ତି ଅନୁଗୋଳର ସାମାଜିକକର୍ମୀ ପ୍ରତାପ ମହାପାତ୍ର। ଯୁବକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିବାଠାରୁ ଆରମ୍ଭ…

ଶିଡ଼ିରୁ ପଡ଼ି ବାୟୁସେନା ଅଧିକାରୀ ମୃତ: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ

କାମାକ୍ଷାନଗର, ୧୬।୧୨(ଡି.ଏନ୍‌.ଏ.) କର୍ମସ୍ଥଳରେ ଦୁର୍ଘଟଣାର ଶିକାର ହୋଇ ପ୍ରାଣ ହରାଇଥିବା ଭାରତୀୟ ବାୟୁସେନାର ଜୁନିୟର ଓ୍ବାରେଣ୍ଟ ଅଫିସର ଧନେଶ୍ବର ସାହୁଙ୍କ ଶେଷକୃତ୍ୟ ରବିବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହୋଇଛି। ଏହାକୁ ନେଇ ପୈତୃକ ଗ୍ରାମ କାମାକ୍ଷାନଗର ବ୍ଲକ ବାରୁଅଁା (କା)ରେ…

୪୮ ଘଣ୍ଟା ପୂରିଲା, ଫେରାର କଏଦୀଙ୍କ ପତ୍ତା ମିଳୁନି: କର୍ମଚାରୀଙ୍କୁ ଦୋଷଦେଲେ କର୍ତ୍ତୃପକ୍ଷ

ଢେଙ୍କାନାଳ ଅଫିସ, ୧୬।୧୨: ଢିଲା ସୁରକ୍ଷା ବ୍ୟବସ୍ଥାକୁ ନେଇ ଚର୍ଚ୍ଚାକୁ ଆସିଛି ୧୦୦ ବର୍ଷ ପୁରୁଣା ଢେଙ୍କାନାଳ ଜିଲା କାରଗାର। ନାବାଳିକା ବଳାତ୍କାର ଭଳି ସଙ୍ଗିନ ମାମଲାର ବିଚାରାଧୀନ କଏଦୀ ଶିବ ମୁଣ୍ଡା (୨୩) ଯୋଜନାବଦ୍ଧ ଭାବେ ଜେଲ ପାଚେରି ଡେଇଁ…

ପାନୀୟ ଜଳ ସଙ୍କଟରେ ଜାମ୍ବୁ ସାହି

ଖଜୁରିପଡ଼ା (ଡି.ଏନ.ଏ.)/ ବଲସକୁମ୍ପା,୧୬ା୧୨-ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ବିଭିନ୍ନ ଯୋଜନା ମାଧ୍ୟମରେ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରୁଛନ୍ତି। ଏଥିସହ କେତେକ ଅଞ୍ଚଳରେ ଉଠା ଜଳସେଚନ ବ୍ୟବସ୍ଥା କରି ଲୋକଙ୍କ ପାଖରେ ପାନୀୟ ଜଳ ଯୋଗାଉଛନ୍ତି। ହେଲେ ଏବେ…

ସ୍ବାସ୍ଥ୍ୟ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉଦ୍‌ଘାଟିତ

ଫୁଲବାଣୀ ଅଫିସ,୧୬ା୧୨-କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ରବିବାର ଏମ୍‌ପି ଡା. ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ବିଭିନ୍ନ ଉଦ୍‌ଘାଟନ ଏବଂ ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ା ଜାତୀୟ ସ୍ବାସ୍ଥ୍ୟ ମିଶନ ସହାୟତାରେ ନିର୍ମିତ ସମନ୍ବିତ ପରୀକ୍ଷାଗାର, ଯାନ୍ତ୍ରିକ ଲୁଗାସଫା ଗୃହ, କର୍କଟ…

ବେଆଇନ ବାଲି ଚାଲାଣ ଅଭିଯୋଗ, ୭ ଗିରଫ: ୬ ଗାଡି, ମ୍ୟାଜିକ୍‌ ପେନ୍‌ ସହ ରସିଦ ବହି ଜବତ

ଆସିକା,୧୬ା୧୨ (ଡି.ଏନ୍‌.ଏ.)-ଆସିକା ଏନ୍‌ଏସି ସୁନାମ୍ବ ସାହି ଋଷିକୂଲ୍ୟା ନଦୀ ବାଲିଘାଟରୁ ବେଆଇନଭାବେ ବାଲି ଚୋରା ଚାଲାଣ କରୁଥିବା ଅଭିଯୋଗରେ ଶନିବାର ରାତିରେ ପୋଲିସ ୭ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଆସିକା ପାକଲାପଲ୍ଲୀର କୈଳାସ ପ୍ରଧାନ, ବରଗାଁର ଜୟ…

ବଡ଼ ମେଡିକାଲର ଗୁମର କଥା: ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥା ପ୍ରହସନ

ବ୍ରହ୍ମପୁର ଅଫିସ,୧୬ା୧୨-ମହାରାଜ କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ ଦକ୍ଷିଣ ଓଡ଼ିଶାର ଏକ ମାତ୍ର ଭରସାଯୋଗ୍ୟ ହସ୍ପିଟାଲ। ଏହି ହସ୍ପିଟାଲ ଉପରେ ପଡୋଶୀ ଆନ୍ଧ୍ରପ୍ରଦେଶ ଓ ପୁରୀ, ଖୋର୍ଦ୍ଧା ଅଞ୍ଚଳର ରୋଗୀମାନେ ନିର୍ଭର କରୁଛନ୍ତି। ରୋଗୀଙ୍କୁ ଡାକ୍ତରମାନେ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇଦେବା…

ତପ୍ତପାଣି ଘାଟିରେ ଓଲଟିଲା ପିକ୍‌ନିକ୍‌ ବସ୍‌ ଜଣେ ମୃତ, ୧୫ରୁ ଊର୍ଦ୍ଧ୍ୱ ଗୁରୁତର

ଦିଗପହଣ୍ଡି,୧୬ା୧୨(ଡି.ଏନ୍‌.ଏ.)- ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟି ହନୁମାନ ମନ୍ଦିର ନିକଟରେ ରବିବାର ରାତି ପ୍ରାୟ ସାଢେ ୭ଟାରେ ଏକ ପିକ୍‌ନିକ୍‌ ବସ୍‌ (ନଂ.ଓଡି୨୫ବି-୧୯୯୯) ବାଇକକୁ ଧକ୍କାଦେଇ ଓଲଟି ପଡିଛି। ଏଥିରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବାବେଳେ ବସ୍‌ରେ ଥିବା ୧୫ରୁ ଊର୍ଦ୍ଧ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?