ହଦଗଡ ଜବାହର ନବୋଦୟ ବିଦ୍ୟାଳୟ: ହେଉନି ଭିତ୍ତିଭୂମିର ବିକାଶ
ହାଟଡିହୀ,୧୬ା୧୨(ଡି.ଏନ୍.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ ପଞ୍ଚାୟତ ବଣପାହାଡ ଘେରାରେ ଜବାହର ନବୋଦୟ ବିଦ୍ୟାଳୟ ୧୯୮୬ରେ ଆରମ୍ଭ ହେବାପରଠାରୁ ବିଭିନ୍ନ ସମସ୍ୟା ନେଇ ଗତି କରିଚାଲିଛି। ଏହି ବିଦ୍ୟାଳୟ ହଦଗଡ ହସ୍ତୀ ଅଭୟାରଣ୍ୟ ଓ ହଦଗଡ ଡ୍ୟାମକୁ ଲାଗିରହିଛି। ବିଦ୍ୟାଳୟ ମଝିରେ…
ଚିତ୍ରରେ ସଚେତନତା ବାର୍ତ୍ତା
ଆରଡ଼ି, ୧୬।୧୨ (ଡି.ଏନ.ଏ.)- ହାତରେ ରଙ୍ଗତୂଳୀ ଧରି କାନ୍ଭାସରେ ସେ ଆଙ୍କି ଚାଲିଛନ୍ତି ଜୀବନର ଛବି। ପରିବେଶର ସୁରକ୍ଷା କରି ଧରଣୀ ମା’ଙ୍କୁ ସବୁଜିମା ମଣ୍ଡିତ କରିବାକୁ ସେ ବର୍ତ୍ତା ଦେବା ସହ ନିଃସ୍ବ ମଣିଷଙ୍କ ଅକୁହା କଥାକୁ ଚିତ୍ରରେ ରୂପ…
ରୋଗୀଙ୍କୁ ଏକ୍ସପାରୀ ସାଲାଇନ୍ : ଡ଼ାକ୍ତରଖାନାରେ ହୋହଲ୍ଲା
କପ୍ତିପଦା,୧୬ା୧୨(ଡ଼ିଏନ୍ଏ)- କପ୍ତିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରବିବାର ଜଣେ ରୋଗୀଙ୍କୁ ଏକ୍ସପାରୀ ସାଲାଇନ୍ ଦିଆଯିବା ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ଥାନୀୟ ଲୋକେ ଡ଼ାକ୍ତରଖାନାରେ ହୋହଲ୍ଲା କରିବାରୁ କିଛି ସମୟ ରୋଗୀସେବା ବାଧାପ୍ରାପ୍ତ ହୋଇଥିଲା। ସୂଚନା ଅନୁଯାୟୀ, ବଡ଼ଖଲାଡ଼ି ପଞ୍ଚାୟତ ଅନ୍ତର୍ଗତ ଦୁଣ୍ଡରିଆ…
ହଷ୍ଟେଲରୁ ଛାତ୍ରୀ ନିଖୋଜ
ପୁରୀ ଅଫିସ,୧୬।୧୨: ଦତ୍ତତୋଟାସ୍ଥିତ ଏକ ଘରୋଇ ହଷ୍ଟେଲରୁ ସରକାରୀ ମହିଳା ମହାବିଦ୍ୟାଳୟର ଜଣେ ଯୁକ୍ତ୨ ଛାତ୍ରୀ ନିଖୋଜ ଥିବା ନେଇ କୁମ୍ଭାରପଡା ଥାନାରେ ରବିବାର ତାଙ୍କ ମା’ ଲିଖିତ ଅଭିଯୋଗ କରିଛନ୍ତି। ଗତ ନଭେମ୍ବର ୨୯ ଅପରାହ୍ନ ପରଠାରୁ ସେ ନିଖୋଜ…
ସଫେଇ ବାହାନାରେ ଠକି ନେଲେ ସୁନା ଅଳଙ୍କାର
ବାରିପଦା ଅଫିସ,୧୬ା୧୨- ବାରିପଦା ସହରରେ ଚଳିତ ବର୍ଷ ଅପରାଧିକ କାର୍ଯ୍ୟକଳାପ ବିଗତ ବର୍ଷ ଅପେକ୍ଷା ବୃଦ୍ଧି ଘଟିଛି। ପୋଲିସ ଚାହିଁଲେ ସୁଦ୍ଧା ଅପରାଧକୁ କମାଇ ପାରୁ ନାହିଁ । ଚୋରି, ଡକାୟତି ଓ ଲୁଟ ନିତିଦିନିଆ ଘଟଣା ପାଲଟିଛି। ତେବେ ପୋଲିସ…
ରାତିରେ ହେଉଛି ଗୋ ଚାଲାଣ
କୁଆମରା,୧୬।୧୨(ଡି.ଏନ୍.ଏ.)-ମୟୂରଭଞ୍ଜ ଜିଲାର ବିଭିନ୍ନ ସାପ୍ତାହିକ ଗୋରୁହାଟରୁ ପଡ଼ୋଶୀ ପଶ୍ଚିମବଙ୍ଗକୁ ରାତ୍ରି ସମୟରେ ପିକ୍ଅପ ଭ୍ୟାନ ଯୋଗେ ବେଆଇନ ଭାବେ ଗୋ ଚାଲାଣ ହେଉଛି। ଉଦଳା ଉପଖଣ୍ଡରୁ ପ୍ରତି ସପ୍ତାହର ଦୁଇ ଦିନ ବଳଦ ଓ ଗାଈଙ୍କୁ ଦଲାଲମାନେ ଅବାଧରେ ପଶ୍ଚିମବଙ୍ଗକୁ ଚାଲାଣ…
ସରୁନି ପାଇପ୍ ବିଛା, ଜଳଯୋଗାଣ ନେଇ ଅନିଶ୍ଚିତତା
ବାଲେଶ୍ୱର ଅଫିସ, ୧୬।୧୨(ମାନସ ବିଶ୍ୱାଳ)-ବାଲେଶ୍ୱର ସହରକୁ ୨୦୧୫ରୁ ଅମୃତ ଯୋଜନାରେ ସାମିଲ କରାଯାଇ ପାଇପ୍ ବିଛା କାର୍ଯ୍ୟ ଚାଲିଛି। ୨୦୨୦ ମାର୍ଚ୍ଚ ସୁଦ୍ଧା ଏହି କାମ ଶେଷ କରାଯାଇ ସହରର ପ୍ରତି ଘରକୁ ପାନୀୟ ଜଳ ଯୋଗାଇ ଦେବାକୁ ଲକ୍ଷ୍ୟ ରଖାଯାଇଛି।…
ଖାଦ୍ୟରେ ବିଛା ବାହାରିବା ଘଟଣା: ଅଙ୍ଗନୱାଡ଼ି କର୍ମୀ, ସହାୟିକାଙ୍କୁ କାରଣ ଦର୍ଶାଅ ନୋଟିସ
ଭୋଗରାଇ, ୧୬।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ମନ୍ଦାରସାହି ପଞ୍ଚାୟତ ହରିପୁର ଗ୍ରାମ ଅଙ୍ଗନୱାଡ଼ି କେନ୍ଦ୍ରରେ ଶିଶୁମାନଙ୍କୁ ଦିଆଯାଉଥିବା ଭାତରେ ମଲା ବିଛା ବାହାରିଥିବା ଅଭିଯୋଗ ହୋଇଥିଲା। ରବିବାର ଉକ୍ତ କେନ୍ଦ୍ରକୁ ଭୋଗରାଇ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଭାରତୀ ସାହୁ…
ରାହାଗିରିରେ ସୁସ୍ଥ, ସ୍ବଚ୍ଛ ସମ୍ବଲପୁର ବାର୍ତ୍ତା
ସମ୍ବଲପୁର, ୧୬।୧୨ (ବ୍ୟୁରୋ) ସ୍ବଚ୍ଛ ଓ ସୁସ୍ଥ ସମ୍ବଲପୁର ସଚେତନତା ବାର୍ତ୍ତା ନେଇ ରବିବାର ସକାଳେ ରାହାଗିରି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରିଂ-ରୋଡ ସମଲେଇ ମନ୍ଦିର ଛକରେ ଲୋକନୃତ୍ୟ, ଲୋକଗୀତ, ଲୋକବାଦ୍ୟ, ନାଟକ, ରଙ୍ଗୋଲି, ଚିତ୍ରାଙ୍କନ, ମାର୍ଶଲଆର୍ଟ ଓ ସୁନ୍ଦର ସ୍ବାସ୍ଥ୍ୟ…
୩୭ତମ ରାଇଜିଂ ଦିବସ: ମିଳିତ ସହଯୋଗରୁ ମିଳିିଛି ସଫଳତା
ବାଲେଶ୍ୱର ଅଫିସ, ୧୬।୧୨-ବାଲେଶ୍ୱର ଚାନ୍ଦିପୁରସ୍ଥିତ ଆଇଟିଆର୍ (ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେଞ୍ଜରେ ରବିବାର ପୂର୍ବାହ୍ନରେ ୩୭ତମ ରାଇଜିଂ ଦିବସ ପାଳିତ ହୋଇଛି। ବିପିୟୁଟିର ଭାଇସ୍ ଚାନ୍ସେଲର ପ୍ରଫେସର ଚିତ୍ତରଞ୍ଜନ ତ୍ରିପାଠୀ ଏଥିରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଆଇଟିଆର୍ର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଉଲ୍ଲେଖ…
ଆଜିଠୁ ଶ୍ରୀମନ୍ଦିରରେ ପହିଲି ଭୋଗ
ପୁରୀ ଅଫିସ,୧୬।୧୨: ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ସୋମବାର ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ପହିଲି ଭୋଗ ନୀତି। ମକର ସଂକ୍ରାନ୍ତି ପୂର୍ବଦିନ ପଯର୍ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ। ଗତ ଶୁକ୍ରବାର ଅନୁଷ୍ଠିତ ନୀତି ସବ୍ କମିଟି ବୈଠକରେ ମହାପ୍ରଭୁଙ୍କ…
ଦୁରଦିନରେ ଗରିବ୍ ପରିବାର: ଭାଇ, ମାଏକିନାର ଚିକିଛା ଚିନ୍ତାରେ ବିକୀର୍ତ୍ତନ
ବିନିକା,୧୬।୧୨ (ଡି.ଏନ୍.ଏ.)- ସୁବର୍ଣପୁର ଜିଲା ବିନିକା ବ୍ଲକ ସେଲେଡ଼ି ପଁଚେତ୍ ତୁଲୁଣ୍ଡିପାଲି ଗଁାର ହରିଜନ ପଡ଼ାର ବିକୀର୍ତ୍ତନ ନାଗ(୩୧)। ପରିବାର କହେଲେ ବାପ୍ ରମେଶ ନାଗ, ମା’ ସୁବିଧା, ମାଏକିନା ଦେବାଳୀ, ଭାଇ ସଂକୀର୍ତ୍ତନ, ଝି’ ନିହାରିକା ଆର ପୁଓ ଶୁଭମକେ…

