ଆମ ଜିଲା ଖବର

ଆଜିଠୁ ଶ୍ରୀମନ୍ଦିରରେ ପହିଲି ଭୋଗ

ପୁରୀ ଅଫିସ,୧୬।୧୨: ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ସୋମବାର ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ପହିଲି ଭୋଗ ନୀତି। ମକର ସଂକ୍ରାନ୍ତି ପୂର୍ବଦିନ ପଯର୍‌ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ। ଗତ ଶୁକ୍ରବାର ଅନୁଷ୍ଠିତ ନୀତି ସବ୍‌ କମିଟି ବୈଠକରେ ମହାପ୍ରଭୁଙ୍କ…

ଦୁରଦିନରେ ଗରିବ୍‌ ପରିବାର: ଭାଇ, ମାଏକିନାର ଚିକିଛା ଚିନ୍‌ତାରେ ବିକୀର୍ତ୍ତନ

ବିନିକା,୧୬।୧୨ (ଡି.ଏନ୍‌.ଏ.)- ସୁବର୍ଣପୁର ଜିଲା ବିନିକା ବ୍ଲକ ସେଲେଡ଼ି ପଁଚେତ୍‌ ତୁଲୁଣ୍ଡିପାଲି ଗଁାର ହରିଜନ ପଡ଼ାର ବିକୀର୍ତ୍ତନ ନାଗ(୩୧)। ପରିବାର କହେଲେ ବାପ୍‌ ରମେଶ ନାଗ, ମା’ ସୁବିଧା, ମାଏକିନା ଦେବାଳୀ, ଭାଇ ସଂକୀର୍ତ୍ତନ, ଝି’ ନିହାରିକା ଆର ପୁଓ ଶୁଭମକେ…

ଖଣି ଖନନ ପାଇଁ ୧୭ରେ ଜନଶୁଣାଣି

ପଟ୍ଟାଙ୍ଗି,୧୬।୧୨(ଡି.ଏନ୍‌.ଏ.) ପଟ୍ଟାଙ୍ଗି ବ୍ଲକର କୋଟିଆ, ମାଳିପୁଟ, ପଟ୍ଟାଙ୍ଗି ଓ ନୂଆଗାଁ ପଞ୍ଚାୟତକୁ ଲାଗି ରହିଛି ସେରୁବନ୍ଧ ବକ୍ସାଇଟ ପାହାଡ଼। ଏଠାରେ ଖଣି ଖନନ ପାଇଁ ନାଲ୍‌କୋ ଅନୁମତି ପାଇଛି। ନାଲ୍‌କୋ ତାର ଉତ୍ପାଦନ ପାଇଁ ଦାମନଯୋଡ଼ିସ୍ଥିତ ପଞ୍ଚପଟ୍ଟମାଳୀ ମାଇନ୍ସର ବକ୍ସାଇଟ ବ୍ୟବହାର…

ଇସ୍ରୋ ପରିଦର୍ଶନ ପାଇଁ ଅବିନାଶ ମନୋନୀତ

କୋରୁକୋଣ୍ଡା, ୧୬।୧୨(ଡ଼ି.ଏନ.ଏ.)- ମାଲକାନଗିରି ଜିଲା ବାଲିମେଳା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୧୦ମ ଶ୍ରେଣୀର ଛାତ୍ର ଅବିନାଶ ବେହେରା ଇସ୍ରୋ ପରିଦର୍ଶନ ପାଇଁ ମନୋନୀତ ହୋଇଛନ୍ତି। ଓଡ଼ିଶାରୁ ମନୋନୀତ ହୋଇଥିବା ୨୦ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅବିନାଶ ଅନ୍ୟତମ। ଗତ ୧୨ ତାରିଖରେ ଟାଟା…

ଅନିଶ୍ଚିତତାରେ ନିଶ୍ଚିତ କର୍ମନିଯୁକ୍ତି ଯୋଜନା:  ୧୦୦ଦିନର କାମ ସମ୍ପୂର୍ଣ୍ଣ ପରିସଂଖ୍ୟାନରେ ଜାଲିଆତି

ଯାଜପୁର ଅଫିସ,୧୬ା୧୨- ଶହେ ଦିନର କାମ ନିଶ୍ଚିତ କରିବା ପାଇଁ କେନ୍ଦ୍ର ସରକାରଙ୍କ ପ୍ରଣୀତ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆରଇଜିଏସ୍‌) ଯାଜପୁର ଜିଲାରେ ଅନିଶ୍ଚିତ ହୋଇପଡ଼ିଛି। ଗତ ନଭେମ୍ବର ୮ରେ ଯେଉଁଠି ମାତ୍ର ୧୮୪ଜଣ ୧୦୦ଦିନର କାମ…

ସର୍ବଭାରତୀୟ କରାଟେ ଚାମ୍ପିୟନଶିପ୍‌: ବ୍ରୋଞ୍ଜ ପଦକ ଜିତ୍‌ଲେ ସ୍ବାଗତିକା

ଭଟଲି,୧୬।୧୨ (ଡି.ଏନ୍‌.ଏ.)- ଗୋଆ ମାପୁସା ପେଡମ୍‌ ସାଗ୍‌ ଇନ୍‌ଡୋର ଷ୍ଟାଡିୟମ୍‌ରେ ଡିସେମ୍ବର ପହେଲା ହପ୍‌ତାରେ ୩ ଦିନ୍‌ ଧରି ହେଇଥିବାର ଏସ୍‌ସିକେଏଫ୍‌ଆଇ ସର୍ବଭାରତୀୟ କରାଟେ ଚାମ୍ପିୟନଶିପ୍‌ରେ ବରଗଡ଼ ଜିଲାର ସ୍ବାଗତିକା ମହାନ୍ତି ବ୍ରୋଞ୍ଜ ପଦକ ଜିତି ଜିଲାର ଟେକ୍‌ ରଖିଛନ୍‌। ଇଥିର…

ଶେଷ ସମିଆରେ ମିଲ୍‌ଲା ଭତା: ଜୀବନ ମରନ୍‌ ସଂଗେ ଯୁଝୁଛନ୍‌ ହେମ

ଅତାବିରା, ୧୬।୧୨ (ଡି.ଏନ୍‌.ଏ.)- ସରକାର ଗରିବ୍‌ ଦୁଖିକର ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଯୋଜନାକେ କାଯ୍‌କାରୀ କରୁଥିବାର ଅଧ୍‌କାରୀ, କରମ୍‌ଚାରୀକଁର ଅଁାତରିକତା ଅଭାବୁ ଅନେକ ଲୋକ୍‌ ଯୋଜନାର ସୁଫଲ ପାଏବାରୁ ବଁଚିତ୍‌ ହେଉଛନ୍‌। ଏନ୍‌ତା କି ସେମାନେ ମଲା…

ବରଗୋଛା-ଦପଲା ରାସ୍‌ତା: ନୂତନ ରାସ୍‌ତା ଲାଗି ଅଂଚଲବାସୀକର ଦାବି

ମନମୁଣ୍ଡା, ୧୬।୧୨ (ଡି.ଏନ୍‌.ଏ.)- ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଅଧୀନ ବରଗୋଛା-ଦପଲା ୨୦ କି.ମି. ରାସ୍‌ତା ବହୁତ୍‌ ବଛର ହେଲା ଦେଖ୍‌ରେଖ, ମରାମତି ଅଭାବୁ ପିଚୁ ଉଠି ମେଟାଲ ଯାକ ଯାହିଁତାହିଁ ପଡ଼ିଛେ। ସେନ୍‌ତା ରାସ୍‌ତାର ଅନେକ ଜାଗାରେ ବଡ଼ ବଡ଼…

ରତଳାଙ୍ଗରେ ମହିଳାଙ୍କୁ ହତ୍ୟା ଅଭିଯୋଗ ଘଟଣା: ସ୍ବାମୀ, ଯାଆ କୋର୍ଟ ଚାଲଣ

ବିଞ୍ଝାରପୁର,୧୬ା୧୨(ଡି.ଏନ.ଏ)- ବିଞ୍ଝାରପୁର ଥାନା ବରୀ ବ୍ଲକ ରତଳାଙ୍ଗ ଗ୍ରାପ ମଠସାହିରେ ଗତ ମଙ୍ଗଳବାର ରାତିରୁ ନିଖୋଜ ଥିବା କବିତା ବରାଳଙ୍କ ମୃତଦେହ ଶୁକ୍ରବାର ସ୍ଥାନୀୟ ପୋଖରୀରେ କ୍ଷତବିକ୍ଷତ ଅବସ୍ଥାରେ ମିଳିଥିଲା। ତାଙ୍କୁ ଶାଶୁଘର ଲୋକେ ଅଧିକ ଯୌତୁକ ଦାବିରେ ହତ୍ୟା କରିଥିବା…

ରଙ୍ଗବତୀ ଗୀତରେ ଝୁମିଲେ ଦର୍ଶକ

ସମ୍ବଲପୁର, ୧୬।୧୨ (ବ୍ୟୁରୋ) ଅଇଁଠାପାଲି ପିଏଚଡି ପଡିଆଠାରେ ଚାଲିଥିବା ସମ୍ବଲପୁର ମହୋତ୍ସବ-୨୦୧୯ ରବିବାର ରାତିରେ ଉଦ୍‌ଯାପିତ ହୋଇଯାଇଛି । ପଦ୍ମଶ୍ରୀ ଜିତେନ୍ଦ୍ର ହରିପାଲ ଓ ପ୍ରୀତିନନ୍ଦା ମିଶ୍ରଙ୍କ କଣ୍ଠରୁ ରଙ୍ଗବତୀ ଗୀତ ଝରି ପଡିଥିଲା । ସାରା ବିଶ୍ୱରେ ଖ୍ୟାତି ଅର୍ଜନ…

୬ବର୍ଷ ହେଲା ପ୍ରକଳ୍ପ ଅଧାପନ୍ତରିଆ: ପାଣି ପାଇଁ ଗ୍ରାମବାସୀ ହୀନସ୍ତା

ନୟାଗଡ଼ ଅଫିସ,୧୬ା୧୨: ଜିଲାରେ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ଦ୍ୱାରା କରାଯାଉଥିବା ବିଭିନ୍ନ ପ୍ରକଳ୍ପ ଅଧାପନ୍ତରିଆ ହୋଇ ପଡ଼ିଥିଲେ ମଧ୍ୟ ଏଥିପ୍ରତି କର୍ତ୍ତୃପକ୍ଷ ନଜର ଦେଉ ନ ଥିବା ଅଭିଯୋଗ ହେଉଛି। ଫଳରେ ଲୋକମାନେ ପାନୀୟ ଜଳ ପାଇଁ ନାହିଁ…

ଯୁବତୀଙ୍କୁ ବିବାହ କରିବାକୁ ଜିଦ୍‌, ଯୁବକ ଗିରଫ

ବାଲିକୁଦା,୧୬ା୧୨(ସ୍ବ.ପ୍ର.): ବାଲିକୁଦା ଥାନା ଅଧୀନ ତିତିରା ପଞ୍ଚାୟତର ଜଣେ ଯୁବତୀଙ୍କୁ ବିବାହ କରିବାକୁ ଜିଦ୍‌ କରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ଏପରି କି ଯୁବତୀଙ୍କ ପରିବାର ଲୋକଙ୍କ ଅଭିଯୋଗ ଆଧାରରେ ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରି ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?