ଆମ ଜିଲା ଖବର

ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟ: ଖାଲି ପଡ଼ିଛି ୩୬ ଡାକ୍ତର ପଦବୀ

ଜଗତ୍‌ସିଂହପୁର ଅଫିସ,୧୬ା୧୨: ସ୍ବାସ୍ଥ୍ୟ ସେବାରେ ସୁଧାର ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋ ସରକାର ଯୋଜନା ପ୍ରଣୟନ କରିଛନ୍ତି। ଏହି ଅନୁଯାୟୀ ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଉକ୍ତ ଯୋଜନା କାର୍ଯ୍ୟକାରୀ ହେଉଥିବା ଦର୍ଶାଯାଉଛି। ବାସ୍ତବରେ କିନ୍ତୁ ସରକାର ଲୋକଙ୍କୁ…

ଭଙ୍ଗାଯାଉନି ବିପଦସଙ୍କୁଳ ଗୋଦାମ ଗୃହ: ଛାତ୍ରୀଛାତ୍ରଙ୍କ ପାଇଁ ବିପଦ ସାଜିଛି

ବାଲିଆ,୧୬ା୧୨: ବିରିଡ଼ି ବ୍ଲକ କାର୍ଯ୍ୟାଳୟର ମାତ୍ର ୩୦୦ ମିଟର ଦୂରରେ ରହିଛି ବିରିଡ଼ି ପ୍ରାଥମିକ ବିଦ୍ୟାଳୟ। ଏହାର ସାମ୍ନାରେ ରହିଛି ଏକ ପରିତ୍ୟକ୍ତ ଗୋଦାମ ଗୃହ। ଏହି ଗୋଦାମ ଗୃହଟି ସମ୍ପୂର୍ଣ୍ଣ ବିପଦପୂର୍ଣ୍ଣ ଅବସ୍ଥାରେ ରହିଥିବାବେଳେ ସେଥିରେ ଅନାବନା ଗଛ ମାଡ଼ି…

୯ ବଖରା ଜଳିଗଲା

ଭଣ୍ଡାରିପୋଖରୀ/ତିହିଡ଼ି, ୧୫।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ନେଉଳିଆ ଓ ତିହିଡ଼ି ଥାନା ବାରସର ପଞ୍ଚାୟତ ଅଧୀନ ଚକରାସାହି ଗ୍ରାମରେ ଅଗ୍ନିକାଣ୍ଡ ଘଟି ୭ ବଖରା ଘର ଜଳି ଯାଇଛି। ସୂଚନା ଅନୁଯାୟୀ, ନେଉଳିଆ ଗଁାରେ ରବିବାର ସନ୍ଧ୍ୟାରେ…

ଭତ୍ତା ନେବାକୁ ଆସି ବୃଦ୍ଧଙ୍କ ପ୍ରାଣ ଗଲା

ବାଲିଆପାଳ, ୧୫।୧୨(ସ୍ବ.ପ୍ର.)-ପଞ୍ଚାୟତ କାର୍ଯ୍ୟାଳୟକୁ ଭତ୍ତା ନେବାକୁ ଆସିଥିବା ବାଲିଆପାଳ ଅଞ୍ଚଳର ଜଣେ ୯୫ ବର୍ଷୀୟ ବୃଦ୍ଧଙ୍କ ରବିବାର ମୃତ୍ୟୁ ହୋଇଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳର ବରିଷ୍ଠ ନାଗରିକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ୧୫ ତାରିଖ ଭତ୍ତା ବଣ୍ଟନ…

ତାଳସାରୀ ବେଳାଭୂମିରୁ ମୃତ ଡଲଫିନ ଉଦ୍ଧାର

ଜଳେଶ୍ୱର/ଭୋଗରାଇ,୧୫।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ସମୁଦ୍ର ବେଳାଭୂମିରୁ ଏକ ମୃତ ଡଲଫିନ ଉଦ୍ଧାର ହୋଇଛି। ରବିବାର ସକାଳେ ତାଳସାରୀ ବେଳାଭୂମିରେ ମାଛ ଧରିବାକୁ ଯାଇଥିବା ସ୍ଥାାନୀୟ ଲୋକ ଓ ମତ୍ସ୍ୟଜୀବୀମାନେ ପ୍ରଥମେ ଏହି ମୃତ ଡଲ୍‌ଫିନ୍‌କୁ ଦେଖି ବନ ବିଭାଗକୁ…

ଦେହବ୍ୟବସାୟ ଭିଡିଓ ଭାଇରାଲ ଘଟଣା: ହୋଟେଲରେ ଚଢ଼ାଉ, ମାଲିକ, ମ୍ୟାନେଜର ଗିରଫ

ଜଳେଶ୍ୱର,୧୫।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଓ ତାର ଆଖପାଖ ଅଞ୍ଚଳରେ ଥିବା ଘରୋଇ ହୋଟେଲଗୁଡ଼ିକରେ ଦେହ ବ୍ୟବସାୟ ଚାଲିଥିବା ବାରମ୍ବାର ଅଭିଯୋଗ ହୋଇଆସୁଥିଲା। ସ୍ଥାନୀୟ ବାସିନ୍ଦା ପୋଲିସ ପ୍ରଶାସନ ପାଖରେ ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିଲା। ଏଭଳି…

କୋଇଲା ଉତ୍ତୋଳନରେ ଏମ୍‌ସିଏଲର ରେକର୍ଡ:ଡିସେମ୍ବର ୧୪ରେ ୬.୪୬ ଲକ୍ଷ ଟନ୍‌

ତାଳଚେର,୧୫ା୧୨(ନି.ପ୍ର.)- ମହାନଦୀ କୋଲ ଫିଲ୍ଡସ୍‌ ଲିମିଟେଡ (ଏମ୍‌ସିଏଲ)ଚଳିତ ଆର୍ଥିକ ବର୍ଷର ଡିସେମ୍ବର ୧୪ ତାରିଖରେ ୬.୪୬ ଲକ୍ଷ ଟନ କୋଇଲା ଉତ୍ତୋଳନ କରି ନୂତନ ରେକର୍ଡ କରିଛି। ତାଳଚେର କୋଲଫିଲ୍ଡସରୁ ୩.୯୭,୧୩୯ ମିଲିୟନ ଟନ ଏବଂ ଇବଭାଲିରୁ ୨.୪୯.୨୬୨ ମିଲିୟନ ଟନ…

ବାଇକ ଆରୋହୀଙ୍କଠାରୁ ୫.୭ଲକ୍ଷ ଲୁଟିନେଲେ

କଣ୍ଟାବାଞ୍ଜି, ୧୫ା୧୨(ଡି.ଏନ.ଏ.):ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିି ଥାନା ୨୬ନଂ ରାଜ୍ୟ ରାଜପଥର କାନୁଟ-ତଅଁଲା ଇଲେକ୍ଟ୍ରି ଗ୍ରୀଡ ନର୍ସରୀ ନିକଟରେ ରବିବାର ସନ୍ଧ୍ୟାରେ ମୁଖାପିନ୍ଧା ଲୁଟେରା ଜଣେ ବାଇକ ଆରୋହୀଙ୍କଠାରୁ ୫ଲକ୍ଷ ୭୦ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଲୁଟ୍‌ର ଶିକାର ଏସ.ରେଡ୍ଡି…

ଡାକ୍ତରଙ୍କ ଉପରକୁ ଗୁଳିମାଡ

ଖୋର୍ଦ୍ଧା ଅଫିସ୍‌, ୧୫।୧୨: ରବିବାର ଏକ ଘରୋଇ କ୍ଲିନିକର ଶିଶୁରୋଗ ବିଶେଷଜ୍ଞ ଡାକ୍ତର ମାନସ ଦାସଙ୍କ ଉପରକୁ ଗୁଳିମାଡ ହୋଇଥିବା ସୂଚନା ମିଳିଛି। ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ ନିକଟସ୍ଥ ବଲାଙ୍ଗୀର-ଖୋର୍ଦ୍ଧା ୫୭ ଜାତୀୟ ରାଜପଥର ପାର୍ଶ୍ୱରେ ଥିବା ଏକ ଘରୋଇ…

ପୋଖରୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ରାଜନଗର,୧୫।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସାନବଡ଼ ଗୋପାଳପୁର ପଞ୍ଚାୟତ ଅନ୍ତର୍ଗତ କୁଶାଇଲୋ ଗ୍ରାମର ନରହରି ଦାସଙ୍କ ଝିଅ ନମିତା (୧୪)ଙ୍କ ରବିବାର ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି। ସେ ତାଙ୍କ ମାଉସୀଙ୍କ ଘରକୁ ଆସିଥିବା ବେଳେ ପୋଖରୀକୁ ଗାଧୋଇବାକୁ ଯାଇଥିଲେ।…

ବାଲି ବୋଝେଇ ଭାରୀଯାନ ଚଳାଚଳକୁ ବିରୋଧ: ପୋଲିସ-ଜନତା ମୁହାଁମୁହିଁ

ଆନନ୍ଦପୁର,୧୫।୧୨(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ସିଂଡୋଭ ଗ୍ରାମବାସୀ ବଞ୍ଚୋ ବାଲିଘାଟରୁ ଗ୍ରାମରାସ୍ତାରେ ବେଆଇନ ଭାବେ ବାଲି ବୋଝେଇ ଭାରୀଯାନ ଚଳାଚଳକୁ ବିରୋଧ କରି ଚଳିତ ମାସ ୧୨ତାରିଖରୁ ରାସ୍ତାକଡ଼ରେ ଧାରଣାରେ ବସି ରହିଛନ୍ତି। ରବିବାର ଚତୁର୍ଥ ଦିନରେ…

ପୋଖରୀରୁ ମାଛ ଚୋରିକୁ ନେଇ ଗୁଳିମାଡ଼ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସର ତନାଘନା

ଗୋପାଳପୁର,୧୫।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁର ଗୋଳନ୍ଥରା ଥାନା ଅନ୍ତର୍ଗତ ଟାମଣା କାଳୁଆଘାଟି ନିକଟରେ ଗତ ବୁଧବାର ରାତିରେ ଏକ ପୋଖରୀରୁ ମାଛ ଚୋରି ନେଇ ଦୁର୍ଦ୍ଦାନ୍ତ ଅପରାଧୀ କୁନା ବେହେରାଙ୍କ ଗୁଳିମାଡ଼ରେ ଦୁଇ ଭାଇ ଗୁରୁତର ହୋଇଥିଲେ। ଏହି ଘଟଣାରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?