ଆମ ଜିଲା ଖବର

ନିର୍ବନ୍ଧ ଆଗରୁ ବିଷପିଇ ଆତ୍ମହତ୍ୟା କଲେ ଯୁବତୀ

ଗୋପାଳପୁର,୧୫।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ଆରୁଆପଲ୍ଲୀ ଗ୍ରାମର ଜଣେ ଯୁବତୀ ଶନିବାର ବିଷପିଇ ଅତ୍ମହତ୍ୟା କରିଛନ୍ତି। ସେ ହେଲେ ସନ୍ତୋଷିନୀ ପ୍ରଧାନ (୧୮)। ତାଙ୍କ ମା’ ଓ ଭଉଣୀ ନିକଟସ୍ଥ ଜମିକୁ ଧାନ କାଟିବାକୁ ଯାଇଥିଲେ। ସନ୍ଧ୍ୟାରେ ଘରେ…

ମୋବାଇଲ ଚାର୍ଜ କରିବା ହେଲା କାଳ: ବିଦ୍ୟୁତ୍‌ ସଂସ୍ପର୍ଶରେ ଯୁବକଙ୍କ ମୃତ୍ୟୁ

ଭବାନୀପାଟଣା,୧୫।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ମେର୍ଘରା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକ ମୋବାଇଲ ଚାର୍ଜ କଲାବେଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ସୁରେନ୍ଦ୍ର ମାଝି, ବୟସ (୨୦)। ଗୁରୁତର…

ଆଦିବାସୀ ମହାସଂଘ ପକ୍ଷରୁ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ରାୟଗଡ଼ା ଅଫିସ,୧୫।୧୨: ଆଦିବାସୀ ନେତା ଭାଗୀରଥି ମାଣ୍ଡାଙ୍ଗୀଙ୍କ ହତ୍ୟାକାଣ୍ଡ ଘଟଣାର ସିବିଆଇ ତଦନ୍ତ ଦାବିରେ ରବିବାର ଆଦିବାସୀ ମହାସଂଘ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଭାଗୀରଥି ହତ୍ୟାକାଣ୍ଡକୁ ୯ ବର୍ଷ ବିତି ଯାଇଥିଲେ ସୁଦ୍ଧା ଏ ପର୍ଯ୍ୟନ୍ତ କୌଣସି…

ଆକ୍ଟିଭାକୁ ଧକ୍କାଦେଲା ଟ୍ରଲର: ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ଗୁରୁତର

ଅନୁଗୋଳ ଅଫିସ,୧୫।୧୨: ଅନୁଗୋଳ ଟ୍ରାଫିକ ଛକଠାରେ ଟ୍ରଲର ଓ ଆକ୍ଟିଭା ମଧ୍ୟରେ ଦୁର୍ଘଟଣା ଘଟି ଜଣଙ୍କ ଜୀବନ ଚାଲିଯାଇଛି। ରବିବାର ସମ୍ବଲପୁରରୁ କଟକ ଅଭିମୁଖେ ଏକ ଟ୍ରଲର ଯାଉଥିବାବେଳେ ଆକ୍ଟିିଭାକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରୁ ଜଣଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ…

ଛାତ୍ରାବାସରୁ ଖସି ଆସିଥିବା ୪ ଛାତ୍ରଙ୍କୁ ଉଦ୍ଧାର ପରେ ଚାଇଲ୍ଡଲାଇନ୍‌କୁ ହସ୍ତାନ୍ତର

ଜମନକିରା,୧୫।୧୨(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ପୋଲିସ ରବିବାର ୪ ଛାତ୍ରଙ୍କୁ ଉଦ୍ଧାର କରିଛି। ଉଦ୍ଧାର ପରେ କୁଚିଣ୍ଡା ଚାଇଲ୍ଡଲାଇନ୍‌କୁ ହସ୍ତାନ୍ତର କରିଛି। ଛାତ୍ରମାନେ ହେଲେ ଜମନକିରା ଥାନା ବଲବସପୁର ନିତ୍ୟା ବଲୁଆଙ୍କ ପୁଅ ପିଙ୍କୁ (୧୨), କୁଚିଣ୍ଡା ଥାନା ଅନ୍ତର୍ଗତ…

ଗୋଡ଼ା ଅଞ୍ଚଳରେ ହାତୀ ଉପଦ୍ରବ: ନଷ୍ଟ କଲେ ଧାନଫସଲ

ଖୋର୍ଦ୍ଧା ଅଫିସ,୧୫।୧୨: ଖୋର୍ଦ୍ଧା ବନଖଣ୍ଡ ବେଗୁନିଆ ବ୍ଲକର ଦେଉଳି ପଞ୍ଚାୟତ ଗୋଡ଼ା ଅଞ୍ଚଳରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ଶନିବାର ବିଳମ୍ବିତ ରାତିରେ ଗୋଡ଼ ଗାଁ ଭିତରକୁ ୨ଟି ହାତୀ ପଶି ଆସି ରଣ ବିଜୁଳି, ପତିତ ଶ୍ରୀଚନ୍ଦନ, ରାଜ ବେହେରାଙ୍କର…

ଜଙ୍ଗଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର: ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ, ଘଟଣାସ୍ଥଳରେ ଉତ୍ତେଜନା

ପରଜଙ୍ଗ,୧୫।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଏକ ଗ୍ରାମର ବେରଣା ବଡକଟା ଜଙ୍ଗଲରୁ ରବିବାର ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ବୁଧେଇ ବେହେରା (୬୦)। ତେବେ ହାତୀ ଆକ୍ରମଣରେ…

ବିଧାୟକଙ୍କ ଗାଡ଼ି ପୋଡ଼ି ଘଟଣା: ୨ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର

ତାଳଚେର,୧୫।୧୨(ନି.ପ୍ର.): ତାଳଚେର ବିଧାୟକଙ୍କ ଗାଡ଼ି ପୋଡି ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ରବିବାର ସକାଳେ ତାଳଚେର ଏସ୍‌ଡିଜେଏମ୍‌ କୋର୍ଟ ଚାଲାଣ କରାଯାଇଥିଲା। ସେଠାରେ ୨ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର ହୋଇଛି। ସୂଚନାଯୋଗ୍ୟ, ଗତ ୮ ତାରିଖ ବିଳମ୍ବିତ ରାତିରେ ବିଧାୟକଙ୍କ ଭରତପୁରସ୍ଥିତ କ୍ୟାମ୍ପ…

ବିଧାୟକଙ୍କ ଗାଡ଼ି ପୋଡ଼ି ଘଟଣା: ୨ ଅଭିଯୁକ୍ତ କୋର୍ଟ ଚାଲାଣ

ତାଳଚେର,୧୫।୧୨(ନି.ପ୍ର.): ତାଳଚେର ବିଧାୟକଙ୍କ ଗାଡ଼ି ପୋଡି ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ରବିବାର ସକାଳେ କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ଯୁବ ସମାଜସେବୀ ସଂଗଠନର ଦୁଇ ପ୍ରମୁଖ କର୍ମକର୍ତ୍ତା। ଗତ ୮ ତାରିଖରେ ବିଧାୟକଙ୍କ ଭରତପୁରସ୍ଥିତ କ୍ୟାମ୍ପ୍‌ ଅଫିସରେ ବିଳମ୍ବିତ ରାତିରେ…

ମୁହାଁମୁହିଁ ଧକ୍କା ହୋଇ ଗ୍ୟାସ୍‌ ଟ୍ୟାଙ୍କର-କୋଇଲା ବୋଝେଇ ଟ୍ରକ୍‌ ଜଳିଯିବା ଘଟଣା: ଟ୍ୟାଙ୍କରରୁ ଗ୍ୟାସ୍‌ ରିଫିଲ

ସମ୍ବଲପୁର,୧୫।୧୨(ବ୍ୟୁରୋ): ସମ୍ବଲପୁର-ଅନୁଗୋଳ ଜାତୀୟ ରାଜପଥ ଯୁଯୁମୁରା ଥାନା ନିକଟରେ ଶନିବାର ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର ଓ କୋଇଲା ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ରବିବାର ସକାଳୁ ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ରିଫିଲ୍‌ କରାଯାଇ ଅନ୍ୟ ଏକ ଟ୍ୟାଙ୍କର ବଦଳା ଯାଇଛି ।…

ମିଳୁନି ବିଧବା ଭତ୍ତା: ଦୁଃଖରେ ଦିନ କାଟୁଛନ୍ତି ପୁଷ୍ପଲତା

ଆଠଗଡ, ୧୫।୧୨(ସ୍ବ.ପ୍ର.): ତିଗିରିଆ ବ୍ଲକ ଅନ୍ତର୍ଗତ ଭିରୁଡା ପଞ୍ଚାୟତର ଗୋଡିଝରିଆ ଗ୍ରାମର ପୁଷ୍ପଲତା ବାରିକ ବିଧବା ଭତ୍ତା ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ସେ ବର୍ଷେ ହେବ ଏଥି ପାଇଁ ପ୍ରଶାସନ ପାଖକୁ ଦୌଡୁଛନ୍ତି। ମାତ୍ର ଏ ପର୍ଯ୍ୟନ୍ତ ତାଙ୍କୁ ଭତ୍ତା ମିଳିପାରିନାହଁି।…

କଟକ ଡବଲ ମର୍ଡରକୁ ବିତିଲା ୪୮ ଘଣ୍ଟା: ଅଭିଯୁକ୍ତଙ୍କ ପତ୍ତା ପାଉନି ପୋଲିସ

କଟକ ଅଫିସ, ୧୫।୧୨: କଟକ ବେଲେଶ୍ୱର ନ୍ୟୁ କଲୋନୀ ବୃଦ୍ଧ ଦମ୍ପତିଙ୍କ ହତ୍ୟା ଘଟଣାକୁ ୪୮ଘଣ୍ଟା ବିତିଯାଇଥିଲେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କୁ ଧରିବାରେ ବିଫଳ ହୋଇଛି। ହତ୍ୟାକାଣ୍ଡ ଘଟିଥିବା ଘରକୁ ପୋଲିସ ସିଲ୍‌ କରିଥିବା ବେଳେ ସେଠାରେ ୨୪ଘଣ୍ଟିଆ ପୋଲିସ ପହରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?