ଆମ ଜିଲା ଖବର

ବିଶ୍ୱର ଆଦି ଭାଷା ସଂସ୍କୃତ: କେନ୍ଦ୍ରମନ୍ତ୍ରୀ ପ୍ରତାପଙ୍କ ସଂସ୍କୃତ ଭାଷଣରେ କମ୍ପିଲା ସଂସଦ

ବାଲେଶ୍ୱର ଅଫିସ, ୧୫।୧୨-ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଗତ ଗୁରୁବାର ଲୋକସଭାରେ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ବିଲ୍‌ ଉପରେ ଆଲୋଚନା ସମୟରେ ସଂସ୍କୃତ ଭାଷାରେ…

ବିଳମ୍ବରେ ଚେତିଲା ପୌରପାଳିକା:ବେଆଇନ ପୋଷ୍ଟର କାଟିଲା, ସଂସ୍ଥାକୁ ତାଗିଦ

ଅନୁଗୋଳ ଅଫିସ, ୧୫।୧୨ ବିଳମ୍ବରେ ଚେତିଛି ଅନୁଗୋଳ ପୌରପାଳିକା। ସହରର ଗଳି କନ୍ଦିରେ ଲାଗିଥିବା ବେଆଇନ ପୋଷ୍ଟର ଓ ହୋର୍ଡିଂ କାଟିବା କାର୍ଯ୍ୟ ଶନିବାର ପୌରସଂସ୍ଥା ପକ୍ଷରୁ ଆରମ୍ଭ କରାଯାଇଛି। ଏପରି ଅଭିଯାନ ଆଗକୁ ଜାରି ରହିବ ବୋଲି ପୌର କର୍ତ୍ତୃପକ୍ଷଙ୍କ…

ମୌଳିକ ସୁବିଧାରୁ ବଞ୍ଚିତ ପାଟବେଡ଼ାବାସୀ:ସ୍ବଚ୍ଛ ପାଣି, ଭଲ ରାସ୍ତା ଅପେକ୍ଷାରେ ୯୦ ପରିବାର

ଖମାର, ୧୫।୧୨ ସର୍ବନିମ୍ନ ସୁବିଧାରୁ ଆଜି ପର୍ଯ୍ୟନ୍ତ ବଞ୍ଚିତ ହୋଇ ରହିଛନ୍ତି ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଶଙ୍ଖମୁର ପଞ୍ଚାୟତ ଅଧୀନ ପାଟବେଡ଼ା ଗ୍ରାମବାସୀ। ସ୍ବଚ୍ଛ ପାଣି, ରାସ୍ତା ଭଳି ମୌଳିକ ଆବଶ୍ୟକତା ପୂରଣ ହେବା ସେମାନଙ୍କ ପାଇଁ ସ୍ବପ୍ନ ହୋଇ…

ପୁନରାବୃତ୍ତି ହେବନି କହିଲେ ସିଡିଏମ୍‌ଓ

ଅନୁଗୋଳ ଅଫିସ, ୧୫।୧୨ ଅନେକ ସମୟରେ ସନ୍ଦିଗ୍ଧ ଅବସ୍ଥାରେ ଆହତ କିମ୍ବା ଗୁରୁତର ହୋଇ ବ୍ୟକ୍ତି ମେଡିକାଲକୁ ଆସୁଥିଲେ ହେଁ ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସାଳୟ ପକ୍ଷରୁ ତୁରନ୍ତ ପୋଲିସକୁ ସୂଚନା ଦିଆଯାଉ ନ ଥିବା ଅଭିଯୋଗ ହେଉଛି। ଏ…

ମାଛ ମାରିବା ବେଳେ ୫ ଆହତ ଘଟଣା:ରାତିଅଧିଆ ଏସ୍‌ଡିପିଓଙ୍କ ତଦନ୍ତ

ଅନୁଗୋଳ ଅଫିସ, ୧୫।୧୨ ଅନୁଗୋଳ ଥାନା ପଣ୍ଡପୁର ଗ୍ରାମ ନିକଟ ବଉଳୀ ଜୋରକୁ ଶୁକ୍ରବାର ମାଛ ମାରିବାକୁ ଯାଇ ୫ ଜଣ ଆହତ ହେବା ଘଟଣାର ତଦନ୍ତ ଆରମ୍ଭ କରିଛି ଅନୁଗୋଳ ପୋଲିସ। କେଉଁ କାରଣରୁ ଜଣେ ନାବାଳକଙ୍କ ସମେତ ୫ଜଣ…

ବେଆଇନ ମୋରମ ଚାଲାଣବେଳେ ଦୁର୍ଘଟଣା:ହାଇଓ୍ବା ଉପରେ ଖସିିଲା ପଥର

ଭୁବନ, ୧୫ା୧୨(ଡି.ଏନ.ଏ.) ଢେଙ୍କାନାଳ ଜିଲା ଭୁବନ ସଦର ବାଜି ରାଉତ କଲେଜ ପଛପଟୁ ବେଆଇନ ଭାବେ ମୋରମ ଚୋରାଚାଲାଣ ବେଳେ ଶନିବାର ଦୁର୍ଘଟଣା ଘଟିଛି। ପାହାଡ଼ ଉପରରୁ ଏକ ବିରାଟକାୟ ପଥର ଖସିପଡ଼ି ମୋରମ ପରିବହନରେ ନିୟୋଜିତ ହାଇଓ୍ବା ଉପରେ ପଡ଼ିଥିଲା।…

କନ୍ଧମାଳ ସାହିତ୍ୟ ମହୋତ୍ସବ ଉଦ୍‌ଘାଟିତ: କୌଣସି ସ୍ଥାନ ଓଡ଼ିଆ ସାହିତ୍ୟଠାରୁ ଦୂରରେ ନାହିଁ

ଫୁଲବାଣୀ ଅଫିସ, ୧୫ା୧୨-ଫୁଲବାଣୀ ଗାନ୍ଧୀ ସ୍ମୃତିଭବନ ପରିସରରେ କନ୍ଧମାଳ ସାହିତ୍ୟ ମହୋତ୍ସବ ଶନିବାର ଉଦ୍‌ଘାଟିତ ହୋଇଯାଇଛି। କେନ୍ଦ୍ର ସାହିତ୍ୟ ଏକାଡେମୀ କାର୍ଯ୍ୟ ନିର୍ବାହୀ ସଦସ୍ୟ ତଥା କବି ଅମରେଶ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି…

ସୂଚନା ଅଧିକାର କର୍ମୀଙ୍କୁ ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକୋ

ବାଲିଗୁଡା,୧୫ା୧୨(ଡି.ଏନ୍‌.ଏ.)-ବାଲିଗୁଡା ପାତ୍ରସାହି ନିକଟରେ ଚଳିତ ମାସ ୧୦ ତାରିଖରେ ବାଟାଗୁଡାର ପୂର୍ବତନ ସରପଞ୍ଚ ଓ ସମିତି ସଭ୍ୟ ତଥା ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡାଙ୍କୁ ୨ଜଣ ଦୁର୍ବୃତ୍ତ ଘରୁ ଡାକିଆଣି ଗୁଳିକରି ହତ୍ୟା କରିଥିଲେ। ଘଟଣାକୁ ୪ଦିନ ବିତିଯାଇଥିଲେ ବି…

ଛତ୍ରପୁର ଆରଟିଓ ଅଫିସରେ ତରିକା ବଦଳାଇଲେ ଦଲାଲ: ଉଲ୍ଲଂଘନକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଛତ୍ରପୁର,୧୫ା୧୨(ଡି.ଏନ.ଏ)-ଗାଡି ରେଜିଷ୍ଟ୍ରେଶନଠାରୁ ଆରମ୍ଭ କରି ଇନ୍‌ସ୍ୟୁରାନ୍ସ ସାର୍ଟିଫିକେଟ୍‌, ଡ୍ରାଇଭିଂ ଲାଇସେନ୍ସ ଓ ପଲ୍ୟୁସନ ସାର୍ଟିଫିକେଟ ପ୍ରସ୍ତୁତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅବଧିକୁ ଆଉ ୩ ମାସ ବଢାଇ ଦିଆଯାଇଛି । ଅପରପକ୍ଷରେ ଛତ୍ରପୁରସ୍ଥିତ ଆରଟିଓ ଅଫିସ ପରିସରରେ ପୂର୍ବରୁ…

ଏଣ୍ଡୋକ୍ରାଇନ୍‌ ସୋସାଇଟି ବାର୍ଷିକ ସମ୍ମିଳନୀ ଉଦ୍‌ଘାଟିତ ରୋଗୀଙ୍କ ପାଇଁ ଡାକ୍ତର ଦେବତାତୁଲ୍ୟ: ରାଜ୍ୟପାଳ

ବ୍ରହ୍ମପୁର ଅଫିସ,୧୫ା୧୨-ଭାରତୀୟ ସଂସ୍କୃତିରେ ଡାକ୍ତରଙ୍କୁ ଭଗବାନଙ୍କ ସଦୃଶ ବିବେଚନା କରାଯାଇଛି ା ଭଗବାନ ଯେପରି ମନୁଷ୍ୟର ସମସ୍ୟା, ବ୍ୟାଧି ଦୂର କରିଥାନ୍ତି, ସେହିପରି ଡାକ୍ତର ରୋଗୀଙ୍କ ରୋଗ ଦୂର କରିଥାନ୍ତି ା ଡାକ୍ତରମାନେ ରୋଗୀଙ୍କ ପାଇଁ ଦେବତାତୁଲ୍ୟ ବୋଲି ଶନିବାର ବ୍ରହ୍ମପୁର…

ଗଡ଼ହରିଶପୁର ନୋଳିଆ ସାହିରେ ସୁନାମୀ ମକ୍‌ଡ୍ରିଲ୍‌ : ମୁକାବିଲା ବିଷୟରେ ବୁଝିଲେ ୟୁନେସ୍କୋ ପ୍ରତିନିଧି ଦଳ

ଜଗତ୍‌ସିଂହପୁର ଅଫିସ,୧୫ା୧୨: ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଅନ୍ତର୍ଗତ ଗଡ଼ହରିଶପୁର ପଞ୍ଚାୟତ ନୋଳିଆସାହି ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀରେ ଶନିବାର ସୁନାମୀ ମକ୍‌ଡ୍ରିଲ୍‌ ଅନୁଷ୍ଠିତ ହୋଇଯାଇଛି। ଏହି ମକ୍‌ଡ୍ରିଲ୍‌ କିପରି ହେଉଛି ସେ ସମ୍ପର୍କରେ ଅବଗତ ହେବା ପାଇଁ ହାଇଦ୍ରାବାଦସ୍ଥିତ ଇଣ୍ଡିଆନ ନ୍ୟାଶନାଲ…

କୋକିଢ଼ିହ-ଗାରୋଇ ରାସ୍ତାରେ ଫସିଲା ହାଇଓ୍ବା ୧୨ ଘଣ୍ଟା ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ନାଉଗଁା,୧୫ା୧୨(ସ୍ବ.ପ୍ର.): ନାଉଗଁ। ବ୍ଲକ ସଦର ମହକୁମାରୁ କୋରୁଅ ପଞ୍ଚାୟତ ତେଲସରାକୁ ସଂଯୋଗୀକରଣ ପାଇଁ ନାଉଗଁା-ଗାରୋଇ ରାସ୍ତା ରହିଛି। ଏହି ରାସ୍ତା ପୂର୍ତ୍ତ ବିଭାଗ ଅଧୀନରେ ଯାଉଛି। ରାସ୍ତାଟି ମୋଟ୍‌ ୧୫ କିମି ହୋଇଥିବାବେଳେ ପ୍ରାୟ ୩ କିମି କଂକ୍ରିଟ ହୋଇଛି। ଅବଶିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?