ଆମ ଜିଲା ଖବର

ଠିକାକାମକୁ ନେଇ ଗୋଷ୍ଠୀ ସଂଘର୍ଷ: ଜେଲ ଗଲେ ସରପଞ୍ଚଙ୍କ ସ୍ବାମୀ ସମେତ ଅନ୍ୟଜଣେ…

ଦିଗପହଣ୍ଡି,୧୨ା୧୧(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଅଧିନ ବିଭିନ୍ନ ଗ୍ରାମରେ ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ଚାଲିଥିବା ଠିକାକାମକୁ ନେଇ ଦୀର୍ଘଦିନ ଧରି ଭାଜପା ସମର୍ଥିତ ୨ ଗୋଷ୍ଠୀ ମଧ୍ୟରେ ଲାଗି ରହିଥିବା ବାଦ ବିବାଦ ୫ ତାରିଖ...

ମାଁ ପଁର୍ରାପାଟ କପ୍ ଫୁଟବଲ୍ ପ୍ରତିଯୋଗିତା ଉଦଘାଟିତ: ସେମି ଫାଇନାଲରେ ପାତିକରପାଲି

ବରଗଡ଼,୧୨।୧୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ ବ୍ଲକ ଅନ୍ତର୍ଗତ ବରହାଗୋଡା ଫୁଟବଲ୍ ପଡିଆରେ ବୁଧବାର ମାଁ ପଁର୍ରାପାଟ କପ୍ ଫୁଟବଲ୍ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି। ପୂର୍ବତନ ବିଧାୟକ ସାଧୁ ନେପାକ, ନଥୁରମ୍ ଶେଠ୍ ଅତିଥିଭାବେ ଯୋଗଦେଇ ପ୍ରତିଯୋଗିତାକୁ ଉଦଘାଟନ କରିଥିଲେ । ସାଇ...

ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ଖବରଦାତା ସମ୍ମିଳନୀ, ନଭେମ୍ବର ୩୦ରେ …

କେସିଙ୍ଗା,୧୨।୧୧(ତୁମେଶ୍ୱର ସାହୁ) କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ସରକାରୀ ବିଦ୍ୟାପୀଠର ସଭାଗୃହରେ ଅନୁଷ୍ଠାନର ସଭାନେତ୍ରୀ ଜାଜ୍ଞସେନୀଙ୍କ ନେତୃତ୍ବରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ନଭେମ୍ବର ୩୦ରେ ୩୭ ତମ ରାଜ୍ୟସ୍ତରୀୟ...

ଜଙ୍ଗଲରେ ଚଳାଇଥିଲେ ବେଆଇନ କାରବାର, ଅତର୍କିତ ଚଢ଼ାଉ କରି ଅବକାରୀ ବିଭାଗ…

ମୋହନା, ୧୨।୧୧(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅବକାରୀ ବିଭାଗ ଅତର୍କିତ ଭାବେ ଚଢ଼ାଉ କରି ଦେଶୀ ମହୁଲି ମଦ ଓ ପୋଚ଼ ଜବତ କରିଛି। ବୁଧବାର ଘଟଣାସ୍ଥଳରେ ପୋଚ଼ ନଷ୍ଟ କରାଯାଇଥିବା ଜଣାପଡ଼ିଛି। ମୋହନା ଅବକାରୀ ବିଭାଗର ଭାରପ୍ରାପ୍ତ...

ଖାଇବା ଦେବାରେ ବିଳମ୍ବ ହେଲା ବୋଲି ବାପାଙ୍କ ବେକରେ ଛିଡ଼ା ହୋଇ ପଡ଼ିଲେ ପୁଅ, ଚାଲିଗଲା ଜୀବନ

କେନ୍ଦୁଝର,୧୨।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ଅନ୍ତର୍ଗତ ଠାକୁରପାଟଣା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଖାଇବାକୁ ନେଇ ଏକମାତ୍ର ପୁଅ ମାଡରେ ବାପାଙ୍କ ମୃତ୍ୟୁ ଘଟିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ମୃତ ବାପାଙ୍କ...

ଭୂମିହୀନ ବୋଲି ମିଳିଥିବା ଜାଗା ଜବରଦଖଲ ଅଧୀନରେ, ଏବେ ଘର ନିର୍ମାଣକୁ ନେଇ ଦ୍ୱନ୍ଦ୍ୱରେ ଅନ୍ତୋଦୟ ହିତାଧିକାରୀ

ଖଜୁରୀପଡ଼ା,୧୨।୧୧(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ଖଜୁରୀପଡ଼ା ପଞ୍ଚାୟତର ଚାରିପଡା ଗ୍ରାମରେ ରହୁଥିବା ଭୂମିହୀନ ବିଧବା ମହିଳା ଗୋଲାପ ରଣାକୁ ଆର୍ଥିକ ବର୍ଷ ୨୦୨୫-୨୬ରେ ଅନ୍ତୋଦ୍ୟାୟ ଗୃହ ଯୋଜନାରେ ସାମିଲ କରି ଘର ନିର୍ମାଣ କରିବା ପାଇଁ ସମିତି ପକ୍ଷରୁ...

ଫସିଗଲେ କେଶବ: ରାସ୍ତାକଡ଼ରେ ପ୍ଲାଷ୍ଟିକ୍‌ ଜାରକିନ ଧରି ବସି ବିକୁଥିଲେ…

ଦିଗପହଣ୍ଡି,୧୨।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁ ପଞ୍ଚାୟତ ପୁଟଖାଲ ଗ୍ରାମର କେଶବ ମଲ୍ଲିକଙ୍କଠାରୁ ୧୮ ଲିଟର ଦେଶୀମଦ ଜବତ କରାଯାଇଛି। ବୁଧବାର ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ଦିଗପହଣ୍ଡି ଅବକାରୀ ଥାନା ମାମଲା ନଂ.୧୪୩/୨୫-୨୬...

ଭିତର ଅଞ୍ଚଳରେ ‘ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର’ ଅନୁଷ୍ଠିତ

ତୁମୁଡିବନ୍ଧ,୧୨ା୧୧(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଭିତର ଅଞ୍ଚଳରେ ଥିବା ଝିରିପାଣି ପଞ୍ଚାୟତ ପରିସରରେ ବୁଧବାର ‘ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର’ ଅନୁଷ୍ଠିତ ହୋଇଯାଇଛି। ତୁମୁଡିବନ୍ଧ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସୌମ୍ୟ ରଞ୍ଜନ ସାହୁ...

ନିର୍ମାଣ କାର୍ଯ୍ୟରେ ତ୍ରୁଟି, ଦୁର୍ଘଟଣା ସ୍ପଟ୍‌ ପାଲଟିଛି ପୋଲ

ଖଜୁରୀପଡ଼ା,୧୨ା୧୧(ବିଦୁର ବେହେରା): ସରକାର ରାସ୍ତା, ପୋଲ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । କିନ୍ତୁ ଦାୟିତ୍ୱରେ ଥିବା ବିଭାଗର ଅବହେଳା ଏବଂ ଠିକାଦାର ଓ ଯନ୍ତ୍ରୀଙ୍କ ପୋଲ ନିର୍ମାଣ କାର୍ଯ୍ୟ ତ୍ରୁଟି ଯୋଗୁ ଏବେ ପୋଲ...

ଚିକିତ୍ସା ପାଇଁ ନିଖୋଜ ଥିଲେ ବୃଦ୍ଧ, ୧୫ ଦିନ ପରେ ମିଳିଲା ମୃତଦେହ

ବାଲିଗୁଡ଼ା,୧୨ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ସାରଙ୍ଗଡ଼ ଥାନା ଅଧିନସ୍ଥ ଗୁଟିଙ୍ଗିଆ ପଞ୍ଚାୟତର ତରାପିଡ଼ା ଗ୍ରାମର ୬୭ ବର୍ଷୀୟ ବୃଦ୍ଧ ଦିବାକର ଦିଗାଳ ନିଖୋଜ ହେବାର ୧୫ ଦିନ ପରେ ନିକଟସ୍ଥ ଖଡ଼ଗ ନଦୀରୁ ଗଳିତ...

ଜଙ୍ଗଲରେ ଝୁଲୁଛି ଅଜଣା ଯୁବତୀଙ୍କ ମୃତଦେହ, ପହଞ୍ଚିଲା ବାଲିଗୁଡ଼ା ପୋଲିସ

ବାଲିଗୁଡା, ୧୨।୧୧:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବୁଡ୍ରୁକିଆ ପଞ୍ଚାୟତର ଡପାସାହି ନିକଟସ୍ଥ ଏକ ଜଙ୍ଗଲ ମଧ୍ୟରେ ଅଜଣା ଯୁବତୀର ଝୁଲନ୍ତା ମୃତଦେହ ଜବତ କରିଛି ବାଲିଗୁଡ଼ା ପୋଲିସ l ଘଟଣାରୁ ପ୍ରକାଶ ଯେ, ଉକ୍ତ ଗ୍ରାମର...

ମହିଳାଙ୍କୁ ପନିକିରେ ହାଣିଲେ ପଡ଼ୋଶୀ

ପୁରୁଷୋତ୍ତମପୁର,୧୨ା୧୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବେଢ଼ ଦେଉଳପଲ୍ଲୀ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ସମ୍ବନ୍ଧୀୟ ପୂର୍ବ ଶତ୍ରୁତାକୁ ନେଇ ମଙ୍ଗଳବାର ରାତିରେ କୁନି ମହାନ୍ତି ନାମକ ମହିଳାଙ୍କୁ ତାଙ୍କ ପଡ଼ୋଶୀ ପନିକିରେ ହାଣି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri