ଆମ ଜିଲା ଖବର

ଏହି ସୁନ୍ଦରୀଙ୍କ ପ୍ରେମରେ ଉବୁଟୁବୁ ହେଉଛନ୍ତି ଶାହାରୁଖଙ୍କ ପୁଅ ଆର୍ୟନ! ଭାଇରାଲ ହେଉଛି Video

ବମ୍ବେ: ପ୍ରେମରେ ପଡ଼ିଛନ୍ତି ବଲିଉଡ୍‌ କିଙ୍ଗ ଖାନ୍‌ ଶାହାରୁଖଙ୍କ ବଡ଼ ପୁଅ ଆର୍ୟନ ଖାନ୍‌। ବ୍ରାଜିଲ୍‌ର ଜଣେ ଅଭିନେତ୍ରୀଙ୍କୁ ଡେଟ୍‌ କରୁଛନ୍ତି ସେ। କିଛି ଏଭଳି ଚର୍ଚ୍ଚା ଏବେ ଜୋର ଧରିଥିବା ବେଳେ ଉଭୟଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ...

ବିଜେପୁରରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ, ସନତଙ୍କ ଉପରେ ଭାଜପାର ଭରସା

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଏକଦା କଂଗ୍ରେସର ଗଡ଼ ଥିଲା। ପୂର୍ବତନ କଂଗ୍ରେସ ବିଧାୟକ ସ୍ବର୍ଗତ ସୁବଳ ସାହୁଙ୍କ ଦେହାନ୍ତ ପରେ ତାଙ୍କ ପରିବାର ବିଜେଡିରେ ମିଶିଥିଲେ । ଏହି ମିଶ୍ରଣ ପରେ ଆସନଟି...

ପୋଲିସ ଗୁଳିରେ ଟଳିଲେ ୯ରୁ ଊର୍ଦ୍ଧ୍ୱ ମାଓବାଦୀ

ମାଲକାନଗିରି,୨ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡରେ ପୋଲିସ ଗୁଳିରେ ମଙ୍ଗଳବାର ୯ରୁ ଊର୍ଦ୍ଧ୍ୱ ମାଓବାଦୀ ନିହତ ହୋଇଥିବା ବେଳେ ବହୁ ସଂଖ୍ୟାରେ ମାଓବାଦୀ ଆହତ ହୋଇଥିବା ଜଣାପଡିଛି । ତଲାସୀ ସମୟରେ ଅତ୍ୟାଧୁନିକ ବନ୍ଧୁକ ଓ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ...

ଆସିଲା କଂଗ୍ରେସ ପ୍ରାର୍ଥୀ ତାଲିକା: ପାରଳାଖେମୁଣ୍ଡିରୁ ବିଜୟ, ମୋହନାରୁ ଦାସୀରଥୀଙ୍କୁ ମିଳିଲା ଟିକେଟ୍‌

ପାରଳାଖେମୁଣ୍ଡି୨।୪(ଗିରିଧାରୀ ପରିଛା): ବିଜେଡି, ଭାଜପା ପରେ କଂଗ୍ରେସର ୮ ଲୋକସଭା ଆସନ ଏବଂ ୪୯ ବିଧାନସଭା ଆସନ ପାଇଁ ମଙ୍ଗଳବାର ପାର୍ଥୀ ତାଲିକା ଘୋଷଣା କରିଛି। ଏହି ପରିପ୍ରେକ୍ଷୀରେ ଗଜପତି ଜିଲାର ୨ଟି ନିର୍ବାଚନ ମଣ୍ଡଳୀରୁ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ...

ପାରଳାଖେମୁଣ୍ଡିରୁ ଲଢିବେ କେ.ନାରାୟଣ ରାଓ, ଅଟକିଲା ମୋହନା

ପାରଳାଖେମୁଣ୍ଡି୨।୪(ଗିରିଧାରୀ ପରିଛା): ଭାଜପା ମଙ୍ଗଳବାର ୧୧୨ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ୩୫ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିନାହିଁ। ଗଜପତି ଜିଲାର ଦୁଇଟି ନିର୍ବାଚନ ମଣ୍ଡଳୀରୁ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ନାରାୟଣ ରାଓଙ୍କୁ...

ଟିକେଟ୍‌ ଘୋଷଣା ପରେ ଉତ୍ସାହିତ କଂଗ୍ରେସ କର୍ମୀ, ଏଥର ଜିତିବୁ

ଦାରିଙ୍ଗବାଡି,୧।୪ (ଅରୁଣ ସାହୁ ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ଭାବେ କଂଗ୍ରେସ ପ୍ରଫୁଲ ଚନ୍ଦ୍ର ପ୍ରଧାନଙ୍କ ନାମ ଘୋଷଣା କରିଥିବା ବେଳେ କନ୍ଧମାଳ ଏମ୍‌ପି ପ୍ରାର୍ଥୀ ଭାବେ ଅମୀର ଚାନ୍ଦ ନାୟକଙ୍କୁ ଦଳ...

ମାନଗୋବିନ୍ଦଙ୍କ ଉପରେ ପୁଣି ଆସ୍ଥା ପ୍ରକଟ କଲା ଭାଜପା

ଦାରିଙ୍ଗବାଡି,୨।୪(ଅରୁଣ ସାହୁ ): କନ୍ଧମାଳ ଜିଲା ଜି. ଉଦୟଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇଛି। ଦଳ ପକ୍ଷରୁ ମାନଗୋବିନ୍ଦ ପ୍ରଧାନଙ୍କୁ ଦ୍ୱିତୀୟ ଥର ପାଇଁ ପ୍ରାର୍ଥୀ ଘୋଷଣା କରିଛି । ପୂର୍ବରୁ ଦଳ...

ବରଗଡ଼ ବିଧାନସଭା: ପ୍ରାର୍ଥୀ ଦୋହରାଇଲେ ସବୁଦଳ

ବରଗଡ଼,୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ଦଳୀୟ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ଆଗରୁ ବିଜେଡି ପ୍ରାର୍ଥୀ ଘୋଷଣା କରିଥିବା ବେଳେ ମଙ୍ଗଳବାର ଭାଜପା ଏବଂ କଂଗ୍ରେସ...

କଳାହାଣ୍ଡି ଏମ୍‌ପି ପ୍ରାର୍ଥୀ ଲମ୍ବୋଧରଙ୍କ ନିର୍ବାଚନ ପ୍ରଚାର ଆରମ୍ଭ

ଭୁବନେଶ୍ୱର,୪।୨: ଟିକେଟ୍‌ ପାଇବା ପରେ ନିର୍ବାଚନ ମୈଦାନକୁ ଓହ୍ଲାଇଛନ୍ତି ବିଜେଡିର କଳାହାଣ୍ଡି ଏମ୍‌ପି ପ୍ରାର୍ଥୀ ଲମ୍ବୋଧର ନିଆଲ। ସେ ପ୍ରଥମେ ଦଳୀୟ କର୍ମକର୍ତ୍ତାଙ୍କ ସହ ମନ୍ଦିର ଯାଇ ପୂଜାର୍ଚ୍ଚନା କରିବା ପରେ ନିର୍ବାଚନ ପ୍ରଚାର ଆରମ୍ଭ କରିଦେଇଛନ୍ତି। ଏପରିକି ଗାଁକୁ...

ନୀଳମଣିଙ୍କ ଉପରେ ଭରସା କଲା ଭାଜପା: ସମର୍ଥକଙ୍କ ମଧ୍ୟରେ ଖୁସିର ମାହୋଲ

ସୋରଡା,୨।୪(ଲମ୍ବୋଦର ପାଣିଗ୍ରାହୀ): ଭାଜପା ସୋରଡା ବିଧାୟକ ପ୍ରାର୍ଥୀ ଭାବେ ନୀଳମଣି ବିଶୋୟୀଙ୍କୁ ଟିକେଟ୍‌ ଦେଇଛି। ୩ ଥରର ବିଧାୟକ ପ୍ରାର୍ଥୀ ନୀଳମଣିଙ୍କୁ ମଙ୍ଗଳବାର ଦଳୀୟ ପ୍ରାର୍ଥୀ ଭାବେ ଘୋଷଣା ହେବାପରେ ଏଠାରେ ରାଜନୈତିକ ମାହୋଲ ସରଗରମ ହୋଇ ଉଠିଛି। ତାଙ୍କ...

ଭାଜପାରେ ମିଶୁମିଶୁ ନିହାରଙ୍କୁ ମିଳିଗଲା ଦଳୀୟ ଟିକେଟ

ବରଗଡ଼,୨।୩(ପ୍ରେମାନନ୍ଦ ଖମାରୀ): ଦଳକୁ ନବାଗତ ପୂର୍ବତନ ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦଙ୍କ ଉପରେ ଭାଜପା ଭରସା ରଖିଛି। ଦଳର ପୁରୁଖା ନେତା ଏବଂ ଆଶାୟୀଙ୍କୁ ବାଦ ଦେଇ ଭାଜପା ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିହାରଙ୍କୁ ଦଳୀୟ ପ୍ରାର୍ଥୀଭାବେ...

ଭାଜପାର ବିଧାନସଭା ପ୍ରାର୍ଥୀ ଘୋଷଣା: ପାରଳାଖେମୁଣ୍ଡିରୁ ଲଢିବେ କେ ନାରାୟଣ ରାଓ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା)୨।୪: ଭାଜପାର ବିଧାନସଭା ପ୍ରାର୍ଥୀ ଘୋଷଣା ମଙ୍ଗଳବାର ଘୋଷଣା ହୋଇଯାଇଛି। ଆଜି ୧୧୨ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବଳକା ୩୫ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାହୋଇନାହିଁ। ଗଜପତି ଜିଲାର ଦୁଇଟି ନିର୍ବାଚନ ମଣ୍ଡଳୀରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri