ଆମ ଜିଲା ଖବର

ବୃଦ୍ଧା ହତ୍ୟା ମାମଲା: ମହିଳାଙ୍କୁ ଆଜୀବନ ଜେଲ

କାମାକ୍ଷାନଗର, ୧୧।୯(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ କଣ୍ଟାପାଳ ଅଞ୍ଚଳର ବୃଦ୍ଧା ସହଚରୀ ମହନ୍ତ ହତ୍ୟାକାଣ୍ଡ ମାମଲାର ରାୟ ବୁଧବାର କାମାକ୍ଷାନଗର ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ)ଙ୍କ ଅଦାଲତରେ ପ୍ରକାଶ ପାଇଛି। ଏଡିଜେ ବାମାଶଙ୍କର ମିଶ୍ର ଘଟଣାର ଅଭିଯୁକ୍ତା ରାଇମୁନି ମୁଣ୍ଡାଙ୍କୁ…

କାଟିଙ୍ଗିଆ ଶାଖା ଡାକଘରୁ ଲୁଟପାଟ ଅଭିଯୋଗ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗଁ।,୧୧।୯(ଡି.ଏନ.ଏ.): ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ଶାଖା ଡାକଘରୁ ଲୁଟୁପାଟ ସହ ଆସବାବପତ୍ର ଓ ବିଭିନ୍ନ ଯାନ୍ତ୍ରୀକ ସାମଗ୍ରୀ ଭଙ୍ଗାରୁଜା ନେଇ ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡ଼ି ଏସ୍‌ଆଇ ସଂଗ୍ରାମ ଜେନା କାଟିଙ୍ଗିଆରେ ପହଞ୍ଚତ୍ ତଦନ୍ତ ଚଳାଇଛନ୍ତ। ଲୁଟ ସାମଗ୍ରୀ…

୪ ମାସରେ ଦବିଲା ପ୍ରଧାନମନ୍ତ୍ରୀ ସଡ଼କ ରାସ୍ତା

କଣାସ,୧୧।୯(ସ୍ବ.ପ୍ର.): କଣାସ ବ୍ଲକର ପ୍ରତିଟି ରାସ୍ତାଗୁଡିକର ମାଟି ନମନୀୟ ହୋଇଥିବାରୁ ରାସ୍ତା ସବୁ ଚିରସ୍ଥାୟୀ ହୋଇ ରହିପାରୁନି। ଫଳରେ ଅଧିକାଂଶ ସମୟରେ ରାସ୍ତା ସବୁ ଅଳ୍ପଦିନ ମଧ୍ୟରେ ଖାଲଢ଼ିପ ହେବା ସହ ଖରାପ ହୋଇଯାଉଥିବାର ଦେଖାଯାଉଛି। ଏଭଳି ସମସ୍ୟା ବାରମ୍ବାର ହେଉଥିବାରୁ…

୩ ପଞ୍ଚାୟତର ୧୨ ଗ୍ରାମ ଜଳମଗ୍ନ: ବନ୍ୟାଞ୍ଚଳ ବୁଲି ଦେଖିଲେ ବିଧାୟକ, ତହସିଲଦାର

କଣାସ,୧୧।୯(ସ୍ବ.ପ୍ର./ଡି.ଏନ୍‌.ଏ.):  ପୁରୀ ଜିଲା କଣାସ ବ୍ଲକରେ ଗତ ଦୁଇଦିନ ଧରି ବନ୍ୟାଜଳର ପ୍ରଭାବ ବଢୁଥିବାରୁ ଦୋକନ୍ଦା, ବଡାସ, ଗଡବଳଭଦ୍ରପୁର ପଞ୍ଚାୟତର ୧୨ଟି ଗ୍ରାମ ସମ୍ପୂର୍ଣ୍ଣ ଜଳମଗ୍ନ ହୋଇଯାଇଛି। ପ୍ରାୟ ରାସ୍ତା ବୁଡିଯାଇଥିବେଳେ ଗମନାଗମନ ବିଚ୍ଛିନ୍ନ ହୋଇଯିବା ସହ ଲୋକେ ନାନା ଅସୁବିଧାର…

ବାମନ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ ଅଫିସ, ୧୧ା୯: ଶ୍ରୀମନ୍ଦିର ରତ୍ନସିଂହାସନରେ ବୁଧବାର ମହାପ୍ରଭୁ ଶ୍ରୀଜଗନ୍ନାଥ ବାମନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏହି ଅପୂର୍ବ ବେଶ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ହୋଇଥିଲା। ଦ୍ୱିପହର ଧୂପ ବଢିବା ପରେ ମହାପ୍ରଭୁଙ୍କ ବାମନ ବେଶ ଅନୁଷ୍ଠିତ…

ନଷ୍ଟ କରାଗଲା ଦେଶୀ ମଦ ଓ ପୋଚ

ଧରାକୋଟ,୧୧ା୯(ଡି.ଏନ.ଏ.): ଧରାକୋଟ ଥାନାଧିକାରୀ ସନ୍ତୋଷ କୁମାର ବେହେରା ସଦଳବଳ ଜଗମୋହନ ପଞ୍ଚାୟତ ଚମ୍ପାପଲ୍ଲୀ ଗ୍ରାମ ନିକଟସ୍ଥ ନାଳ ପାର୍ଶ୍ୱରେରେ ମଦ ରନ୍ଧା ଯାଉଥିବା ଖବର ପାଇ ବୁଧବାର ଭୋରରେ ଚଢ଼ାଉ କରିଥିଲେ। ପୋଲିସଙ୍କୁ ଦେଖି ମଦ ରାନ୍ଧୁଥିବା ଲୋକେ ଚମ୍ପଟ ମାରିଥିଲେ।…

ନିମାପଡ଼ାରେ ଜବରଦଖଲ ଉଚ୍ଛେଦ

ନିମାପଡ଼ା,୧୧ା୯(ଡି.ଏନ୍‌.ଏ.): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଡବ୍ଲ୍ୟୁ ପି(ସି) କେସ ନଂ. ୫୪୮୪/୧୯ ଅନୁଯାୟୀ ନିମାପଡ଼ା ରାଜସ୍ବ ବିଭାଗ ପକ୍ଷରୁ ବୁଧବାର ଦୋଳବେଦି ଛକରେ ଥିବା ସରକାରୀ ଜାଗାରୁ ଜବରଦଖଲ ହଟାଯାଇଛି। ପୋଲିସ ଫୋର୍ସ ସହାୟତାରେ ସ୍ଥାନୀୟ ତହସିଲଦାର କମଲଜିତ ଦାସ, ଅତିରିକ୍ତ ତହସିଲଦାର…

ଦୁର୍ବୃତ୍ତଙ୍କ ଆକ୍ରମଣରେ ତହଁର ପୂର୍ବତନ ସରପଞ୍ଚ ଗୁରୁତର

ଶେରଗଡ଼,୧୧ା୯(ଡି.ଏନ୍‌.ଏ.): ତହଁର ପୂର୍ବତନ ସରପଞ୍ଚ ପଦ୍ମ ଚରଣ ପାଢ଼ୀ ବୁଧବାର ଦୁର୍ବୃତ୍ତଙ୍କ ଆକ୍ରମଣରେ ଗୁରୁତର ହୋଇଛନ୍ତି। ପଦ୍ମଙ୍କ ପୁତୁରା ଏନେଇ ହିଞ୍ଜିଳି ଥାନାରେ ଏତଲା ଦେଇଛନ୍ତି। ପୋଲିସ ନଂ.୨୩୬/୧୯ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ପ୍ରକାଶ ଯେ, ବୁଧବାର ଭୋରରେ…

ପୋଲିସ ଛାଉଣୀରେ ଆରମ୍ଭ ହେଲା ଉଚ୍ଛେଦ ପ୍ରକ୍ରିୟା : ବଇଣ୍ଡାରେ ୩ ଦିନ ପାଇଁ ୧୪୪ ଧାରା ଜାରି

ବଇଣ୍ଡା,୧୧।୯(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ମୁଖ୍ୟ ବ୍ୟବସାୟିକ କେନ୍ଦ୍ରସ୍ଥଳୀ ବଇଣ୍ଡା ଛକରେ ଜାତୀୟ ରାଜପଥ ବିଭାଗ ଓ ପ୍ରଶାସନ ପକ୍ଷରୁ ବୁଧବାର ଉଚ୍ଛେଦ ପକ୍ରିୟା ଆରମ୍ଭ ହୋଇଛି। ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ଦୋକାନ ଓ ଘର ଗୁଡ଼ିକ…

କଟକରେ ଏନକାଉଣ୍ଟର: ଅଭିଯୁକ୍ତ ବୁଦ୍ଧିଆ ଆହତ

କଟକ ଅଫିସ,୧୧ା୯: ପୂଜାକୁ ନେଇ କଟକ ସହର ଚଳଚଞ୍ଚଳ ହୋଇ ଉଠିଥିବାବେଳେ ବୁଧବାର ପୂର୍ବାହ୍ନରେ ଜଣେ ଅଭିଯୁକ୍ତଙ୍କୁ କମିଶନରେଟ୍‌ ପୋଲିସ ଏନ୍‌କାଉଣ୍ଟର କରିଛି। ଏଥିରେ ଅଭିଯୁକ୍ତ ସିଡ଼ିଏ ସେକ୍ଟର-୧୩ ମୁଣ୍ଡାସାହିର ବୁଦ୍ଧିଆ ଦାସ(୨୮) ଆହତ ହୋଇଛନ୍ତି। ତାଙ୍କ ନିକଟରୁ ଗୋଟିଏ ୯…

ବଡବିଲରେ ହେବ ବିଶାଳ ଘଣ୍ଟାସ୍ତମ୍ଭର ସ୍ଥାପନ

ବଡବିଲ, ୧୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ସହର ମଧ୍ୟଭାଗରେ ଥିବା ପୂର୍ତ୍ତ ଓ ଗୃହ ବିଭାଗ ଡାକବଙ୍ଗଳା ପରିସରରେ ସୁଦୂର ଦୃଶ୍ୟମାନ ନିମନ୍ତେ ଏକ ଘଣ୍ଟାସ୍ତମ୍ଭର ନିର୍ମାଣ ନିମନ୍ତେ ବୁଧବାର ଚମ୍ପୁଆ ଉପଜିଲାପାଳ ପାରୁଲ ପଟାୱାରୀ ଶିଳାନ୍ୟାସ କରିଛନ୍ତି। ଉପଜିଲାପାଳ ପଟାୱାରୀ…

ବିଶ୍ୱ ନାଟ୍ୟ ମେଳାରେ ଖୋର୍ଦ୍ଧା ସାଉଁଟିଲା ୯ ପୁରସ୍କାର

ଖୋର୍ଦ୍ଧା ଅଫିସ,୧୧ା୯: ବିଶ୍ୱନାଟ୍ୟ ମେଳାରେ ଖୋର୍ଦ୍ଧାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଆନ୍ଦୋଳନ ପକ୍ଷରୁ ମଞ୍ଚସ୍ଥ ନାଟକ ଅଟୋବାଲା ୯ ଟି ବିଭାଗରେ ପୁରସ୍କାର ହାତେଇଛି। ଶ୍ରେଷ୍ଠ ପ୍ରଯୋଜନା ବିଭାଗରେ ଆନ୍ଦୋଳନର ଅଟୋବାଲା ପୁରସ୍କୃତ ହେବା ସହ ଶ୍ରେଷ୍ଠ ନାଟ୍ୟକାର ଡା. ଧନେଶ୍ୱର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri