ଜବାହରଚୌକ ପ୍ରତିଷ୍ଠାନ ପାଳିବ ପ୍ଲାଟିନମ୍ ଜୁବିଲି: ଛାମୁଣ୍ଡିଆରୁ କଂକ୍ରିଟ୍ ମଣ୍ଡପ
ଢେଙ୍କାନାଳ ଅଫିସ, ୧୬।୧୦-ଢେଙ୍କାନାଳର ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉତ୍ସବର ୨ନଂ. ମେଢ଼ ଜବାହରଚୌକ ପୂଜା ପ୍ରତିଷ୍ଠାନ ୭୫ବର୍ଷ ପୂର୍ତ୍ତି ଅବସରରେ ଚଳିତବର୍ଷ ପ୍ଲାଟିନମ୍ ଜୁବିଲି ଉତ୍ସବ ପାଳନ କରୁଛି। ଏହାକୁ ଦେଇ କମିଟି କର୍ମକର୍ତ୍ତାଙ୍କ ମଧ୍ୟରେ ବିପୁଳ ଉତ୍ସାହ ଉଦ୍ଦୀପନା ଦେଖାଦେଇଛି। ୧୯୪୪ରେ…
୭ନମ୍ବର ୱାର୍ଡରେ ସରକାରୀ ଡ୍ରେନ ଅବରୋଧ: ଦୁର୍ଦ୍ଦଶା ଭୋଗୁଛନ୍ତି ଆମ୍ବେଦକର କଲୋନୀବାସୀ
ଯାଜପୁର ଅଫିସ,୧୬ା୧୦- ଦୀର୍ଘ ବର୍ଷ ହେଲା ବ୍ୟାସନଗର ସହରର ବିଭିନ୍ନ ସମସ୍ୟା ଅସମାହିତ ହୋଇରହିଛି। ବାର୍ଷିକ କୋଟିକୋଟି ଟଙ୍କା ବ୍ୟୟବରାଦ ହେଉଥିଲେ ସୁଦ୍ଧା ଆଜି ବି ସହରର ଡ୍ରେନେଜ ବ୍ୟବସ୍ଥା ସୁଧୁରି ପାରି ନାହିଁ। ବ୍ୟାସନନଗର ପୌରାଞ୍ଚଳର ୭ ନମ୍ବର ୱାର୍ଡ…
ଯାଜପୁର ଜିଲାରେ ଇ-ଡେସପାଚ:ତଥ୍ୟ ଲୁଚାଇବାକୁ ନୂଆ ଫନ୍ଦି,ନମ୍ବର ବଢୁଛି, ଦିଶୁନି ଚିଠିପତ୍ର
ଯାଜପୁର ଅଫିସ,୧୬ା୧୦- ରାଜ୍ୟ ସରକାର ସ୍ବଚ୍ଛତା, ପ୍ରଯୁକ୍ତି ବିଦ୍ୟା, ସମୟାନୁବର୍ତ୍ତିତା, ସମ୍ମିଳିତ ଉଦ୍ୟମ ଓ ପରିବର୍ତ୍ତନ ଭଳି ୫-ଟି ଆଇନକୁ ଗୁରୁତ୍ୱ ଦେଉଥିବାବେଳେ ଯାଜପୁର ଜିଲା ପ୍ରଶାସନ ତଥ୍ୟ ଲୁଚାଇବାକୁ ନୂଆ ଫନ୍ଦି ଆପଣାଇଛନ୍ତି। ଯାଜପୁର ଜିଲାରେ ଇ-ଡେସ୍ପାଚ ବ୍ୟବସ୍ଥା ଏବେ…
ଜମା ଅର୍ଥ ଦେଉନି ସାହାରା ଇଣ୍ଡିଆ
ଛତ୍ରପୁର, ୧୬।୧୦(ଡି.ଏନ.ଏ.)-ଛତ୍ରପୁର ସାହାରା ଇଣ୍ଡିଆ କାର୍ଯ୍ୟାଳୟ ଜମାଅର୍ଥ ଫେରାଉ ନ ଥିବା ନେଇ ଜଣେ ଜମାକାରୀ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ସୂଚନା ଥାଉକି, ଗଞ୍ଜାମ ବ୍ଲକ ବଡକାଇଁଚପୁର ଗ୍ରାମର ବିଦେଶୀ ବେହେରା ଜଣେ ଏଜେଣ୍ଟଙ୍କ ଜରିଆରେ ୨୦ ହଜାର ଟଙ୍କା…
ସପ୍ତାହକ ମଧ୍ୟରେ ଓଭରବ୍ରିଜ ନିର୍ମାଣ ସମ୍ପୂର୍ଣ୍ଣ କର
ବ୍ରହ୍ମପୁର ଅଫିସ,୧୬ା୧୦-ବ୍ରହ୍ମପୁର ଇଞ୍ଜିନିୟରିଂ ସ୍କୁଲ ଛକରୁ ଆଙ୍କୁଲି ଶିଳ୍ପାଞ୍ଚଳ ପର୍ଯ୍ୟନ୍ତ ନିର୍ମାଣ କରାଯାଉଥିବା ରେଲୱେ ଓଭରବ୍ରିଜ ଅସମ୍ପୂର୍ଣ୍ଣ ରହିଛି। ଫଳରେ ପ୍ରତିଦିନ ହଜାର ହଜାର ଲୋକଙ୍କୁ ନାହିଁ ନ ଥିବା ଅସୁବିଧା ଭୋଗିବାକୁ ପଡ଼ୁଛି। ସପ୍ତାହକ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଗଞ୍ଜାମ…
ଆମତ୍ତୃପ୍ତି ଦେଉଛି କେନ୍ଦରା ବାଦନ
ଗଣିଆ, ୧୬।୧୦(ଡି.ଏନ.ଏ.):ଆଧୁନିକତା ଛାପରେ ହଜିଗଲାଣି ପାରମ୍ପରିକ ଲୋକକଳା ସାଙ୍ଗକୁ ପୁରାତନ ଲୋକବାଦ୍ୟ ା ଗୋପୀଯନ୍ତ୍ର, କେନ୍ଦରା, ଘୁଡୁକି,ଖଞ୍ଜଣି, ହାରମୋନିୟମ ଆଦି ପାରମ୍ପରିକ ଲୋକବାଦ୍ୟର ତାଳ ଆଉ ଶୁଣିବାକୁ ମିଳୁନାହିଁ ା ଏହାର ପ୍ରତିବଦଳରେ ବିଭିନ୍ନ ବୈଦ୍ୟୁତିକ ବାଦ୍ୟଯନ୍ତ୍ରର ଧୁନ୍ ଯୁବପିଢିଙ୍କୁ ମତୁଆଲା…
କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ: କଟକରୁ ଯୁବତୀ ଗିରଫ
ବ୍ରହ୍ମପୁର ଅଫିସ,୧୬ା୧୦-କୋଟିଏରୁ ଊର୍ଦ୍ଧ ଟଙ୍କା ଠକେଇ ମାମଲାରେ ବ୍ରହ୍ମପୁର ପୋଲିସ କଟକରୁ ଜଣେ ଯୁବତୀଙ୍କୁ ମଙ୍ଗବଳାର ଗିରଫ କରିଛି। ଅଭିଯୁକ୍ତା ରମ୍ଭାର ମଧୁସ୍ମିତା ମହାପାତ୍ର(୨୨)। ବୈଦ୍ୟନାଥପୁର ଥାନା ପୋଲିସ ମଧୁସ୍ମିତାଙ୍କୁ ମଙ୍ଗଳବାର କୋର୍ଟ ଗିରଫ କରି କୋର୍ଟ ଚାଲାଣ କରିଛି ବୋଲି…
ଅବଦୁଲ କଲାମଙ୍କ ପ୍ରତିମୂର୍ତ୍ତି ଅନାବରଣ ଉତ୍ସବ
ନୟାଗଡ଼ ଅଫିସ,୧୬।୧୦-ମହାନ ଜନନାୟକ, ମିଶାଇଲ ମ୍ୟାନ, ଭାରତର ପୂର୍ବତନ ରାଷ୍ଟ୍ରପତି ତଥା ଭାରତରତ୍ନ ଡ. ଏ.ପି.ଜେ. ଅବଦୁଲ କଲାମଙ୍କ ପୁଣ୍ୟ ଜନ୍ମତିଥିରେ ମଙ୍ଗଳବାର ତାଙ୍କର ପ୍ରତିମୂର୍ତ୍ତି ଅନାବରଣ ଉତ୍ସବ ନୟାଗଡ଼ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ା ନୟାଗଡ଼…
ସିବିଏସ୍ଇ ସ୍କେଟିଂ ପ୍ରତିଯୋଗିତା: ବ୍ରହ୍ମପୁରକୁ ୩ ସ୍ବର୍ଣ୍ଣ, ୩ ବ୍ରୋଞ୍ଜ
ବ୍ରହ୍ମପୁର ଅଫିସ୍,୧୬ା୧୦-ଚଳିତ ମାସ ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଛତିଶଗଡ ରାୟପୁରରେ ସିବିଏସ୍ଇ ଦ୍ୱାରା ଅନୁଷ୍ଠିତ ଜୋନାଲ୍ସ୍ତରୀୟ ସ୍କେଟିଂ ପ୍ରତିଯୋଗିତାରେ ବ୍ରହ୍ମପୁରର ସ୍କେଟରମାନେ ସଫଳତା ପାଇଛନ୍ତି। ପ୍ରତିଯୋଗିତାରେ ୩ଟି ଲେଖାଏ ସ୍ବର୍ଣ୍ଣ ଏବଂ ବ୍ରୋଞ୍ଜ ପଦକ ହାସଲ…
ନିର୍ମାଣ ଶ୍ରମିକ ମହାସଂଘ ପକ୍ଷରୁ ଧାରଣା
ନୟାଗଡ଼ ଅଫିସ,୧୬।୧୦-ନୟାଗଡ଼ ଜିଲାରେ କାର୍ଯ୍ୟରତ ନିର୍ମାଣ ଶ୍ରମିକ ମହାସଂଘ ପକ୍ଷରୁ ମଙ୍ଗଳବାର ଖଣ୍ଡପଡ଼ା ରୋଡ଼ସ୍ଥିତ ଶ୍ରମ ଆୟୁକ୍ତ କାର୍ଯ୍ୟାଳୟ ଆଗରେ ବିଭିନ୍ନ ଦାବି ନେଇ ଧାରଣା ଦିଆଯାଇଥିଲା। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଶ୍ରମିକମାନେ ଧାରଣା ଦେଇଥିଲେ। ଯେ ପର୍ଯ୍ୟନ୍ତ…
‘ଆହାର’ କେନ୍ଦ୍ରରେ ଖାଇଲେ ଏମ୍ପି, ବିଧାୟକ: ଖାଦ୍ୟ ପ୍ରସ୍ତୁତିକୁ ପ୍ରଶଂସା, ଅବ୍ୟବସ୍ଥାକୁ ଗାଳି
ବ୍ରହ୍ମପୁର ଅଫିସ୍,୧୬|୧୦-ବ୍ରହ୍ମପୁର ନୂଆବସ୍ଷ୍ଟାଣ୍ଡରେ ଥିବା ‘ଆହାର’ କେନ୍ଦ୍ରକୁ ମଙ୍ଗଳବାର ପରିଦର୍ଶନରେ ଯାଇଥିଲେ ଏମ୍ପି ଚନ୍ଦ୍ରଶେଖର ସାହୁ ଏବଂ ବିଧାୟକ ବିକ୍ରମ ପଣ୍ଡା। ପୂର୍ବାହ୍ନରେ କେନ୍ଦ୍ରରେ ପହଞ୍ଚିବା ପରେ ଖାଦ୍ୟ ଖାଉଥିବା ଲୋକମାନଙ୍କ ସହ ଆଲୋଚନା କରିଥିଲେ। ଖାଦ୍ୟର ମାନ ପରଖିବା ପାଇଁ…
ନାବାଳିକା ଉଦ୍ଧାର, ଅପହରଣକାରୀ କୋର୍ଟ ଚାଲାଣ
ଧର୍ମଶାଳା,୧୬ା୧୦(ଡି.ଏନ୍.ଏ.)- ଧର୍ମଶାଳା ଥାନା ଅଞ୍ଚଳରୁ ଅପହରଣ ହୋଇଥିବା ନାବାଳିକାଙ୍କୁ ସୋମବାର ରାତିରେ ପୋଲିସ ଉଦ୍ଧାର କରିଛି। ଏଥିସହ ଅପହରଣକାରୀ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ ନୂଆଖୁଣ୍ଟା ଗ୍ରାମର ବୁଲୁ ଦଳେଇ। ୨୦୧୭ ଅକ୍ଟୋବର ୧୦ତାରିଖରେ ବୁଲୁ ଉକ୍ତ ନାବାଳିକାଙ୍କୁ…
Archives


