ଆମ ଜିଲା ଖବର

ପୁରୀ ପୋଲିସର ଡବଲ ଏନ୍‌କାଉଣ୍ଟର:ମୋଷ୍ଟ ଓ୍ବାଣ୍ଟେଡ ଟିକି ଖାଁ, ବିଶ୍ୱରଞ୍ଜନ ସାହୁ ଆହତ

ପୁରୀ ଅଫିସ, ୧୧-୯:ପୁରୀର ବିକାଶ ପାଇଁ ଶ୍ରୀମନ୍ଦିର ଚର୍ତୁପାର୍ଶ୍ୱରୁ ଉଚ୍ଛେଦ କାର୍ଯ୍ୟ ଚାଲିଥିବାବେଳେ ପୁରୀକୁ ଅପରାଧ ମୁକ୍ତ କରିବା ଲାଗି ପୋଲିସ ପକ୍ଷରୁ ଆରମ୍ଭ ହୋଇଛି ଅପରାଧୀ କ୍ଲିନ୍‌ ଡ୍ରାଇଭ୍‌। ହାର୍ଡକୋର ଅପରାଧୀଙ୍କୁ ଦମନ କରିବା ଲାଗି ବ୍ଲ୍ୟୁପ୍ରିଣ୍ଟ ପ୍ରସ୍ତୁତ କରିଛି…

ଆଠମାସ ପରେ ପରିବାରକୁ ଫେରିଲେ ବୃଦ୍ଧ: ସହଯୋଗର ହାତ ବଢ଼ାଇଲା ଆରପିଏଫ୍‌

ପୁରୀ ଅଫିସ, ୧୧-୯:କେନ୍ଦୁଝର ଆନନ୍ଦପୁର ଅଞ୍ଚଳରୁ ଗତ ଜାନୁୟାରୀରେ ନିଖୋଜ ହୋଇଥିବା ବୃଦ୍ଧ ଜୟାନନ୍ଦ ନାଥ (୭୫ବଷ)ଙ୍କୁ ପରିବାର ଲୋକଙ୍କୁ ହସ୍ତାନ୍ତର କରିିଛି ପୁରୀ ଆରପିଏଫ୍‌ ପୋଲିସ। ଦୀର୍ଘ ୮ମାସ ପରେ ନିଖୋଜ ବାପାଙ୍କୁ ପାଇ ପୁଅ ଦିଲୀପ ଏବଂ ପରିବାର…

ମାପଚୁପ ହେଲା ମଙ୍ଗୁ ମଠ: ଉଚ୍ଛେଦ ଛଡ଼ାଇ ନେଇଛି ଖୁସି, ଫିକା ପଡ଼ିଲା ସୁନିଆ

ପୁରୀ ଅଫିସ, ୧୧-୯:ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ଚାଲିଛି ଉଚ୍ଛେଦ ଅଭିଯାନ। ପ୍ରାଥମିକ ପର୍ଯ୍ୟାୟରେ ବିପଦସଙ୍କୁଳ ମଠ ଭଙ୍ଗାଯାଉଛି। ଇତିମଧ୍ୟରେ ୨ଟି ପୁରାତନ ମଠ ଲଙ୍ଗୁଳି ଏବଂ ବଡ଼ ଆଖଡା ମଠ ମାଟିରେ ମିଶିଥିବା ବେଳେ ଏମାର ମଠ…

ଝିଅକୁ ଧରି ନଦୀକୁ ଡେଇଁପଡ଼ିଲେ ମା’: କାରଣ ଅସ୍ପଷ୍ଟ, ଉଭୟ ନିଖୋଜ

ନାଉଗାଁ, ୧୧-୯ (ସ୍ବ.ପ୍ର.):ନାଉଗାଁ ଥାନା ବଛାଳୋ ପଞ୍ଚାୟତ ପୋକାମୂଳ ଗ୍ରାମରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳା ନିଜ ୫ମାସର ଶିଶୁକନ୍ୟାକୁ ଧରି ଦେବୀ ନଦୀକୁ ଡେଇଁପଡିଥିବା ଜଣାପଡ଼ିଛି। ନଦୀରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ପ୍ରଖର ସ୍ରୋତରେ…

ହୋମ୍‌ଓ୍ବାର୍କ କରି ନ ଥିବାରୁ ଦଣ୍ଡ:ଛାତ୍ରଙ୍କୁ ଶ୍ରେଣୀକକ୍ଷରେ ବନ୍ଦକରି ପଳାଇଲେ ଶିକ୍ଷୟିତ୍ରୀ

ଜୟପୁର,୧୧।୯(ଡି.ଏନ୍‌.ଏ.):ହୋମଓ୍ବାର୍କ କରି ନ ଥିବାରୁ ଷ୍ଟାଣ୍ଡାର୍ଡ଼ ଓ୍ବାନ୍‌ର ଜଣେ କୋମଳମତି ଛାତ୍ରଙ୍କୁ ଶ୍ରେଣୀକକ୍ଷରେ ଲାଇଟ୍‌ ଓ ଫ୍ୟାନ୍‌ ଅଫ୍‌କରି କବାଟ ଦେଇ ପଳାଇଛନ୍ତି ଶିକ୍ଷୟିତ୍ରୀ। ଛାତ୍ର ଜଣକ ପ୍ରାୟ ୪୫ ମିନିଟ୍‌ ଧରି ବନ୍ଦ କୋଠରିରେ ରହିବା ପରେ ଷ୍ଟାଣ୍ଡାର୍ଡ଼-୭ରେ ପଢୁଥିବା…

ଗାଡ଼ି ଧକ୍କାରେ ୨ ଛାତ୍ର ମୃତ

ଭଦ୍ରକ ଅଫିସ, ୧୧।୯:ଭଦ୍ରକ ସହର ନୂଆ ବସ୍‌ଷ୍ଟାଣ୍ଡ ନିକଟସ୍ଥ ଲୋକାଲ ରୋଡ୍‌ ନିକଟରେ ମଙ୍ଗଳବାର ସକାଳ ସାଢେ ୬ଟା ବେଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୨ ଜଣ ଛାତ୍ରଙ୍କ ଜୀବନ ଯାଇଛି। ଏହି ଦୁର୍ଘଟଣା ଅଞ୍ଚଳରେ ଶୋକର ଛାୟା…

ନବବଧୂଙ୍କ ମୁଣ୍ଡକୁ ହାଣି ହତ୍ୟା: ସ୍ବାମୀ, ଶାଶୁ ଅଟକ

ଗୋପାଳପୁର, ୧୧-୯:ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ମନସୁର୍‌କୋଟା ଗ୍ରାମର ଜଣେ ନବବଧୂଙ୍କୁ ହତ୍ୟା କରାଯାଇଛି। ଅଧିକ ଯୌତୁକ ଦାବି ନେଇ ରବିବାର ରାତିରେ ନବବଧୂ ତଥା ପୁରୀ ଅଞ୍ଚଳର ନାନୁ ଦାସ (୨୨)ଙ୍କ ମୁଣ୍ଡକୁ ଏକ ଧାରୁଆ ଅସ୍ତ୍ରରେ ହାଣି ତାଙ୍କ…

ହୀରାକୁଦ ଡ୍ୟାମ୍‌:୨୦ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

ସମ୍ବଲପୁର,  ୧୧-୯ (ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମରୁ ମଙ୍ଗଳବାର ୨୦ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସନ କରାଯାଇଛି । ରାତି ୯ଟା ପର୍ଯ୍ୟନ୍ତ ମିଳିଥିବା ରିପୋର୍ଟ ଅନୁସାରେ ପ୍ରତି ସେକେଣ୍ଡରେ ୩ଲକ୍ଷ ୪୧ ହଜାର ୮୭୬ କ୍ୟୁସେକ ପାଣି ଡ୍ୟାମରୁ ନିଷ୍କାସନ…

ଉଚ ଶିକ୍ଷାରୁ ବଁଚିତ୍‌ ଜ୍ୟୋତିଜୟା ଘଟଣା: କୋମନା କଲେଜରେ ନାଁ ଲେଖାଲେ ଜ୍ୟୋତିଜୟା

କୋମନା, ୧୧ା୯ (ଡି.ଏନ୍‌.ଏ.): ନୂଆପଡ଼ା ଜିଲା କୋମନା ବ୍ଲକ ପଏଁର ପଁଚେତ୍‌ ଅଧୀନ ମହୁଲଭଟା ଗଁାର ଗରିବ ଛାତ୍ରୀ ଜ୍ୟୋତିଜୟା ପାତ୍ର ଟଁକା ଅଭାବୁ ଉଚ ଶିକ୍ଷାରୁ ବଁଚିତ୍‌ ହେଇ ରହିଥିଲେ। ଇଥିରଲାଗି ଜ୍ୟୋତିଜୟାକଁର ମା’ ଝି’ର ପାଠ୍‌ପଢ଼ା ସାହାଯ୍‌ ଲାଗି…

ଭାନୁପ୍ରତାପ ଯୋଷୀ ସ୍ମାରକୀ ଫୁଟବଲ ଟୁନାମେଣ୍ଟ: ବାରିକ ଚ୍ୟାଲେଞ୍ଜର ଉଦ୍ୟାନବନ୍ଧ ବିଜୟୀ

କୋମନା,୧୧।୯(ଡି.ଏନ.ଏ.)-ନୂଆପଡା ଜିଲା କୋମନା ବ୍ଲକ ଭେଲାସ୍ଥିତ ହାଇସ୍କୁଲ ମିନି ଷ୍ଟାଡିୟମରେ ଭେଲା ଫୁଟବଲ ଆସୋସିଏଶନ ପକ୍ଷରୁ ଚାଲିଥିବା ପ୍ରଥମ ଭାନୁପ୍ରତାପ ଯୋଷୀ ସ୍ମାରକୀ ଫୁଟବଲ ଟୁର୍ନାମେଣ୍ଟର ମଙ୍ଗଳବାର ଦ୍ୱିତୀୟ ମ୍ୟାଚରେ ଉଦ୍ୟାନବନ୍ଧ ବାରିକ ଚ୍ୟାଲେଞ୍ଜର ବିଜୟୀ ହୋଇଛି। ମଙ୍ଗଳବାର ପୁଲ ଏ’ର…

ଦମାପଲା ଗ୍ରାମରେ ନୂଆଁଖାଇ ଭେଟ୍‌ଘାଟ୍‌, କବିତା ପାଠୋତ୍ସବ

ଖଡିଆଳ,୧୧।୯(ଡି.ଏନ.ଏ.)-ନୂଆପଡା ଜିଲା ଖଡିଆଳ ବ୍ଲକ ଚିନ୍ଦାଗୁଡା ପଞ୍ଚାୟତ ଦମାପଲା କ୍ଲବ ଗୃହରେ ନୂଆଁଖାଇ ଭେଟ୍‌ଘାଟ୍‌ ଓ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଥାନାଧିକାରୀ ନନ୍ଦକିଶୋର ପ୍ରଧାନୀ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟଅତିଥି ବିଶିଷ୍ଟ ସଙ୍ଗୀତଜ୍ଞ ନନ୍ଦଲାଲ ବାରିକ,…

ବୋଡେନ ପଞ୍ଚାୟତ ସମିତି ବୈଠକ: ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା

ବୋଡେନ,୧୧।୯(ଡି.ଏନ.ଏ.)-ନୂଆପଡା ଜିଲା ବୋଡେନ ବ୍ଲକ ପଞ୍ଚାୟତ ସମିତି ସଭାଗୃହଠାରେ ଷଷ୍ଠ ସମିତି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧକ୍ଷା ପ୍ରେମଶିଳା ନାଗଙ୍କ ଅଧକ୍ଷତାରେ ଅନୁଷ୍ଠିତ ବୈଠକରେ ବୋଡେନ ବିଡିଓ ପୂର୍ଣ୍ଣଚନ୍ଦ୍ର ଭୋଇ ସଭା ପରିଚାଳନା କରିଥିଲେ। ନୂଆପଡା ଜିଲା ପରିଷଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri