ଆମ ଜିଲା ଖବର

ଦୁରଦିନରେ ପରିବାର: ସରକାରୀ ଚିକିଛା ସାହାଯ୍‌ ଆଶ୍‌ରେ ହେମନ୍ତ

  ଜାମଟିକ୍ରା, ୧୪।୧୨ (ଡି.ଏନ୍‌.ଏ.)- ବରଗଡ଼ ଜିଲା ଅତାବିରା ବ୍ଲକ ଝିଲିମିଣ୍ଡା ପଁଚେତ୍‌ ଅଧୀନ ରଙ୍ଗିଆଟିକ୍ରା ଗଁାର ହେମନ୍ତ ମେହେର(୪୫)କଁର ପରିବାର କହେଲେ ମାଏକିନା ଆର ଦୁଇ ପୁଓ ଝି’କେ ନେଇ ସଁସାର। ପରିବାରଟା ନିହାତି ଗରିବ୍‌ ହେଇଥିଲାବେଲେ ହେମନ୍ତ କୁଲିମଜୁରି…

ଶ୍ରୀଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନ: ଦୁଇଦିନିଆ କର୍ମଶାଳା, ପ୍ରଶିକ୍ଷଣ ଉଦ୍‌ଘାଟିତ

ପୁରୀ ଅଫିସ, ୧୩ା୧୨: ସ୍ଥାନୀୟ ଆୟୁର୍ବେଦ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଶ୍ରୀଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନର ଦ୍ୱିଦିବସୀୟ କାର୍ଯ୍ୟକର୍ତ୍ତା କର୍ମଶାଳା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶୁକ୍ରବାର ଉଦ୍‌ଘାଟିତ ହୋଇଛିି। ଉଦ୍‌ଘାଟନୀ ସମାରୋହରେ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ହରିହର ହୋତା…

ଶେଷ ପର୍ଯ୍ୟାୟରେ ସାନଛତା ମଠ ଉଚ୍ଛେଦ: ଶନିବାର ଭଙ୍ଗାଯିବ ଘରୋଇ କୋଠା

ପୁରୀ ଅଫିସ, ୧୩ା୧୨: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ପ୍ରଶାସନ ପକ୍ଷରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛିି। ମଙ୍ଗୁ ମଠର ବ୍ୟବସାୟିକ କୋଠା ଭାଙ୍ଗିବା ପରେ ତିନିଦିନ ଧରି ଦୋଳବେଦି କୋଣରେ ଥିବା ସାନଛତା ମଠ ଭଙ୍ଗାଯାଉଛିି। ଶୁକ୍ରବାର ତୃତୀୟ ଦିନରେ ଏହି…

ବିପଦରେ ବ୍ରିଟିଶ ଅମଳର ପୋଲ

ଜୟପୁର,୧୩ା୧୨(ନି.ପ୍ର.): କୋରାପୁଟ ଜିଲା ଜୟପୁର ନିକଟସ୍ଥ ପାତ୍ରପୁଟଠାରେ ଥିବା ବ୍ରିଟିଶ ଅମଳର ପୋଲ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏପରିକି ଭାରୀଯାନ ଏହା ମଧ୍ୟଦେଇ ଗଲେ ପୋଲ ଥରୁଛି। ଏହି ପୋଲ ବୈପାରିଗୁଡ଼ା, ମାଲକାନଗିରି, ଲମତାପୁଟ ଓ ମାଛକୁଣ୍ଡକୁ ସଂଯୋଗ କରୁଛି।…

ବିଡିଓଙ୍କୁ ବଦଳି ଦାବିରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ପତ୍ର

ଖଇରପୁଟ,୧୩ା୧୨(ଡି.ଏନ୍‌.ଏ: ମାଲକାନଗିରି ଜିଲା ଖଇରପୁଟ ବିଡିଓ ବିଶ୍ୱଜିତ୍‌ ବର୍ମନଙ୍କ ବିରୋଧରେ ଦୁନୀତି ଓ ଲୋକ ପ୍ରତିନିଧିଙ୍କୁ ଖରାପ ବ୍ୟବହାର ପ୍ରଦର୍ଶନ ନେଇ ଅଭିଯୋଗ ହୋଇଛି। ତାଙ୍କୁ ଏହି ବ୍ଲକରୁ ତୁରନ୍ତ ବଦଳି କରିବାକୁ ବ୍ଳକର ଲୋକ ପ୍ରତିନିଧିମାନେ ଦାବି କରିଛନ୍ତି। ଶୁକ୍ରବାର…

ଜଙ୍ଗଲ,ବନ୍ୟଜନ୍ତୁ ସୁରକ୍ଷା ଚିନ୍ତା: ଏକାଠି ହେଲେ ୬ ବନ ସଂରକ୍ଷଣ ସମିତି ସଦସ୍ୟ

ମାଲକାନଗିରି,୧୩ା୧୨ (ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ପ୍ରାକୃତିକ ଜଙ୍ଗଲର ଅବକ୍ଷୟ, ମୂଲ୍ୟବାନ ଗଛସବୁ ବିଲୁପ୍ତ ହେବାରେ ଲାଗିଛି। ଏଥିସହ ବନ୍ୟଜନ୍ତୁଙ୍କ ସଂଖ୍ୟା ଦିନକୁ ଦିନ ଲୋପ ପାଉଛି। ଏହାକୁ ନେଇ ମାଲକାନଗିରି ଜିଲାର ୬ଟି ବନ ସଂରକ୍ଷଣ ସମିତି ଉଦ୍‌ବେଗ ପ୍ରକାଶ କରିଛନ୍ତି।…

ଧାନଖଳାରେ ଅଗ୍ନିକାଣ୍ଡ

ପଡିଆ, ୧୩ା୧୨(ଡି.ଏନ.ଏ.): ମାଲକାନଗିରି ଜିଲା ପଡିଆ ସଦର ମହକୁମାସ୍ଥିତ ଖ୍ରୀଷ୍ଟିଆନସାହିର ଚାଷୀ ଜାନରାଜୁ ନାରା ଅମଳ କରି ଖଳାରେ ନିଆଁ ଲାଗି ଧାନ ସବୁ ନଷ୍ଟ ହୋଇଯାଇଛି। ଫଳରେ ତାଙ୍କର ସବୁ ଧାନ ପୋଡି ପାଉଁଶ ହୋଇଯାଇଛି। ପଡିଆଠାରୁ ୨୫୦୦ମିଟର ଦୂର…

ବନ ବିଭାଗ ପକ୍ଷରୁ ଚଢ଼ାଉ: ବାର୍‌ହା ମାଂସ ଜବତ

ସୋର/ଔପଦା, ୧୩ା୧୨(ଡି.ଏନ.ଏ.): ସୋର ଥାନା ଅଧୀନ ଔପଦା ରେଞ୍ଜ ଖୁଣ୍ଟାପାଟଣା ବିଟ୍‌ ବାଘଆମ୍ପୁଡା ଜଙ୍ଗଲରେ ଶୁକ୍ରବାର ପୂର୍ବାହ୍ନରେ ବନବିଭାଗ ପକ୍ଷରୁ ପାଟ୍ରୋଲିଂ କରାଯାଉଥିବା ବେଳେ ବାର୍‌ହା ମାଂସ ସହ ଅସ୍ତ୍ର ଜବତ କରାଯାଇଛି। ହେଲେ ଶିକାରୀ ଫେରାର ହୋଇଯିବାରେ ସକ୍ଷମ ହୋଇଛନ୍ତି।…

ଗୁଟ୍‌ଖା ବିକ୍ରି ରୋକିବାକୁ ଝୁମ୍ପୁରା ବଜାରରେ ଚଢ଼ାଉ

ଝୁମ୍ପୁରା, ୧୩।୧୨ (ଡି.ଏନ.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ଏବଂ ନିକଟସ୍ଥ ଅର୍ଶଳା ବଜାରରେ ଥିବା ବିଭିନ୍ନ ଦୋକାନରେ ଗୁଟୁଖା ବିକ୍ରି ବନ୍ଦ କରିବା ପାଇଁ ପ୍ରଶାସନ ପକ୍ଷରୁ ଗୁରୁବାର ଚଢାଉ କରାଯାଇ ବହୁ ଗୁଟୁଖା ପ୍ୟାକେଟ ଜବତ କରାଯାଇ ଏହାକୁ ନଷ୍ଟ…

ନାବାଳିକାଙ୍କୁ ବଳାତ୍କାର ଭିଡିଓ ଭାଇରାଲ ମାମଲା: ମୁଖ୍ୟ ଅଭିଯୁକ୍ତଙ୍କୁ ୨୦ବର୍ଷ କାରାଦଣ୍ଡ

ଢେଙ୍କାନାଳ ଅଫିସ, ୧୩।୧: ଢେଙ୍କାନାଳ ଜିଲା ଭୁବନ ଥାନା ମାର୍ଥାପୁର ଅଞ୍ଚଳର ଜନୈକ ନାବାଳିକାଙ୍କୁ ବଳାତ୍କାର ଏବଂ ଘଟଣାର ଭିଡିଓ ଭାଇରାଲ ମାମଲାର ରାୟ ଶୁକ୍ରବାର ସ୍ବତନ୍ତ୍ର ପୋକ୍‌ସୋ ଅଦାଲତରେ ପ୍ରକାଶ ପାଇଛି। ବିଚାରପତି ରାଜକିଶୋର ମହାପାତ୍ର ଘଟଣାର ମୁଖ୍ୟ ଅଭିଯୁକ୍ତ…

ଅପହୃତା ନାବାଳିକା ଉଦ୍ଧାର

ଭଦ୍ରକ ଅଫିସ, ୧୩।୧୨: ଭଦ୍ରକ ଟାଉନ ଥାନା ଅଧୀନ କୁଅଁ।ସ ଅଞ୍ଚଳରୁ ଅପହରଣ ହୋଇଥିବା ଜଣେ ନାବାଳିକାଙ୍କୁ ପୋଲିସ ଉଦ୍ଧାର କରିଛି। ଏଥିସହ ଅପହରଣରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ଧରି ପୋଲିସ କିଶୋର ନ୍ୟାୟ ପରିଷଦରେ ଉପସ୍ଥାପନ କରାଇଛି। ଏ ନେଇ…

ବୋଲେରୋକୁ ଧକ୍କାଦେଲା ଡମ୍ପର: ଡ୍ରାଇଭରକୁ ଅଟକ ରଖିଲେ ଗ୍ରାମବାସୀ

ଯୋଡ଼ା,୧୩।୧୨(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ବାମେବାରୀ ଥାନା ଜୁରୁଡ଼ି – ବାମେବାରୀ ୨ ନଂ. ରାଜ୍ୟ ରାଜପଥ ଜୁରୁଡି କ୍ରେଚ ହଟିଂଠାରେ ଶୁକ୍ରବାର ଅପରାହ୍ନରେ ଏକ ବୋଲେରୋକୁ ଡମ୍ପର ଧକ୍କା ଦେବାରୁ ବୋଲେରୋଟି ଭାଙ୍ଗିରୁଜି ଯାଇଛି। ଏଥିରେ ବସିଥିବା ଡ୍ରାଇଭର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?