ଆମ ଜିଲା ଖବର

ଏସ୍‌ସିବି ମେଡିକାଲରେ ଭିଜିଲାନ୍ସର ଖୋଳତାଡ: ୨୯୪ କର୍ମଚାରୀ ନିଯୁକ୍ତିକୁ ନେଇ ଅଡୁଆ ପରିସ୍ଥିତି

କଟକ ଅଫିସ,୧୨।୧୨: ଏସ୍‌ସିବି ମେଡିକାଲରେ ଏକ ଘରୋଇ ସଂସ୍ଥା ମାଧ୍ୟମରେ ୨୯୪ଜଣ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇଥିଲା। ଏହି ନିଯୁକ୍ତିରେ ବ୍ୟାପକ ଜାଲିଆତି କରାଯାଇଥିବା ନେଇ ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଲୋକାୟୁକ୍ତଙ୍କ ନିର୍ଦ୍ଦେଶକ୍ରମେ ଏହି ଘଟଣାର ତଦନ୍ତ ଏବେ…

ଶ୍ରୀସେତୁ ପାଇଁ ଚାଲିଛି ଏସ୍‌ଆଇଏ ସର୍ଭେ

ପୁରୀ ଅଫିସ,୧୨।୧୨: ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟସ୍ଥଳୀ କରିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ଶ୍ରୀକ୍ଷେତ୍ରକୁ ଦେଶର ଶ୍ରେଷ୍ଠ ପର୍ଯ୍ୟଟନସ୍ଥଳୀ ଭାବେ ଠିଆ କରିବାକୁ ଦୀର୍ଘମିଆଦୀ ରୋଡ୍‌ ମ୍ୟାପ ପ୍ରସ୍ତୁତ କରିଛନ୍ତି। ଏଥିଲାଗି ଭିତ୍ତିଭୂମିର ବିକାଶ, କ୍ଷତିଗ୍ରସ୍ତଙ୍କୁ ଥଇଥାନ, ନୂଆ ବହୁଥାକିଆ ରାସ୍ତା,…

କୁଜଙ୍ଗ ବଳାତ୍କାର ଘଟଣା: ୧୮ ସୁଦ୍ଧା ଅଭିଯୁକ୍ତ ଗିରଫ ନ ହେଲେ ରେଳରୋକୋ କରିବ ଭାଜପା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟରେ ନାରୀ ନିର୍ଯାତନା, ମହିଳା ଓ ନାବାଳିକା ବଳାତ୍କାର ଭଳି ନିନ୍ଦନୀୟ ଘଟଣା ଦିନକୁ ଦିନ ବୃଦ୍ଧି ପାଇଚାଲିଛି। ରାଜ୍ୟର ବହୁଚର୍ଚ୍ଚିତ ବଳାତ୍କାର ଏବଂ ନିର୍ଯାତନା ଘଟଣାଗୁଡିକରେ ଶାସକ ଦଳର ସମ୍ପୃକ୍ତି ଥିବା ପ୍ରମାଣିତ ହୋଇଛି ବୋଲି ଭାଜପା ଅଭିଯୋଗ…

ଇଏ ମୋ ବୃତ୍ତି: ଏ କାର୍ତ୍ତିକ-ପ୍ରଭାତୀଙ୍କ ‘ରୁଟି’

କଟକ ଅଫିସ,୧୨।୧୨: ପେଟ ପୋଷେ ପରିଶ୍ରମ। ଭିନ୍ନ ଭିନ୍ନ ପ୍ରକାର ପରିଶ୍ରମକୁ ନେଇ ମଣିଷ ଏହାର ନାଁ ଦେଇଛି ବୃତ୍ତି। କୁଟୁମ୍ବ ପୋଷିବା ପାଇଁ ମଣିଷ ବାଧ୍ୟରେ ଏକ ବୃତ୍ତିରେ ବାନ୍ଧି ହୋଇ ରହେ। ସହରରେ ବୃତ୍ତିକୁ ଆବୋରି ବଞ୍ଚୁଥିବା ମଣିଷମାନଙ୍କ…

ଦ୍ୱିତୀୟ ବିବାହ ଅଭିଯୋଗ: ବରଙ୍କୁ ଉଠାଇନେଲା ପୋଲିସ

ଭଞ୍ଜନଗର,୧୨।୧୨(ଡି.ଏନ.ଏ.)-ଭଞ୍ଜନଗର ପୋଲିସ ବୁଧବାର ଅପରାହ୍ନରେ ସୋରାଦେବୀ ମନ୍ଦିରରେ ଚାଲିଥିବା ଏକ ବିବାହ ବେଦୀରୁ ବରଙ୍କୁ ଉଠାଇ ଆଣିଛି। ସମ୍ପୃକ୍ତ ଯୁବକ ଜଣକ ଦ୍ୱିତୀୟ ବିବାହ କରୁଥିବା ଅଭିଯୋଗ ହୋଇଥିବାରୁ ପୋଲିସ ଏପରି କରିଛି । ଭଞ୍ଜନଗର ବ୍ଲକ ଅଞ୍ଚଳର ଏହି ଯୁବକ…

ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ ସ୍ବାସ୍ଥ୍ୟ ବିଭାଗ ସ୍ବତନ୍ତ୍ର ସଚିବ; କର୍ତ୍ତୃପକ୍ଷଙ୍କ ସହ କାର୍ଯ୍ୟର ସମୀକ୍ଷା

ଅନୁଗୋଳ ଅଫିସ, ୧୨।୧୨: ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ବତନ୍ତ୍ର ସଚିବ ହରପ୍ରସାଦ ପଟ୍ଟନାୟକ, ନର୍ସିଂ ନିର୍ଦ୍ଦେଶକ ଡାକ୍ତର ସୁଶୀଲ କୁମାର କର ଓ ଉପଦେଷ୍ଟା ପି.କେ. ପ୍ରଧାନ ଦୁଇ ଦିନିଆ ଅନୁଗୋଳ ଗସ୍ତ ଶେଷ କରି ମଙ୍ଗଳବାର…

ନିର୍ମାଣ କାମ ପାଇଁ ୧୨ ଟ୍ରେନ୍‌ ବାତିଲ: କେତେକ ସମୟ ସାରଣୀରେ ପରିବର୍ତ୍ତନ

ସମ୍ବଲପୁର/ବାମରା,୧୨।୧୨ (ବୁରୋ/ଡି.ଏନ.ଏ.): ଦକ୍ଷିଣ ପୂର୍ବ ରେଲଓ୍ବେ ଚକ୍ରଧରପୁର ମଣ୍ଡଳ ଝାରସୁଗୁଡା ସେକ୍ସନ ବାମରା ଷ୍ଟେଶନରେ ଉନ୍ନୟନ କାମ ଓ ତୃତୀୟ ରେଳ ଲାଇନର ପ୍ରଗତି କାର୍ଯ୍ୟ ପାଇଁ ୧୨ଟି ଟ୍ରେନକୁ ବାତିଲ କରାଯାଇଛି। ଏହା ସହ କେତେକ ଟ୍ରେନର ସମୟ ସାରଣୀରେ…

କଳା ଶୁଣାଇଥାଏ ଜୀବନର ଗାଥା

ବନ୍ତ,୧୨।୧୨(ଡି.ଏନ.ଏ.)- ଜୀବନ ପାଇଁ କଳା ଅପରିହାର୍ଯ୍ୟ। କଳା ସଂସ୍କୃତିରେ ମଣିଷ ଜୀବନର ଅନୁଭବ ହସକାନ୍ଦ ଫେଣ୍ଟି ହୋଇ ରହିଥାଏ। କଳା ପାଇଁ ସାଧନାର ପଥ ବାଛି ନେଉଥିବା ଗ୍ରାମୀଣ କଳାକାରଙ୍କୁ ଆଜି ବି କିଭଳି ସଂଘର୍ଷମୟ ଜୀବନ ବିତାଇବାକୁ ପଡୁଛି ଭଦ୍ରକ…

ହାତୀପଲ ପାଇଁ ବନ ବିଭାଗ ନୟାନ୍ତ

ଜଳେଶ୍ୱର, ୧୨।୧୨(ସ୍ବ.ପ୍ର.)- ବାଲେଶ୍ୱର ଜିଲାର ଜଳେଶ୍ୱର ରେଞ୍ଜ ଅଧୀନ ରାଇବଣିଆ ସମେତ ସୀମାନ୍ତବର୍ତ୍ତୀ ମୟୂରଭଞ୍ଜ ଜିଲାର ରାସଗୋବିନ୍ଦପୁର ଓ ମୁରୁଡ଼ା ଅଞ୍ଚଳରେ ଉପଦ୍ରବ ଚଳାଇଥିବା ହାତୀପଲ ଜଙ୍ଗଲତଳି ଇଲାକାରେ ଲୋକଙ୍କ ନିଦ ହଜାଇଛନ୍ତି। ଏହି ଅଞ୍ଚଳକୁ ପଶି ଆସିଥିବା ଶତାଧିକ ଝାଡଖଣ୍ଡ…

ପର୍ଯ୍ୟଟନକେନ୍ଦ୍ରରେ ଅସ୍ବାସ୍ଥ୍ୟକର ପରିବେଶ: ବଣଭୋଜି ପରେ ଉଠାଯାଉନି ଖଲିପତ୍ର

ଦାରିଙ୍ଗବାଡ଼ି,୧୨।୧୨(ଡି.ଏନ.ଏ.)-ଦାରିଙ୍ଗବାଡ଼ିରବିଭିନ୍ନ ପର୍ଯ୍ୟଟନ କେନ୍ଦ୍ରରେ ଏବେ ପର୍ଯ୍ୟଟକମାନଙ୍କ ଭିଡ଼ ଜମୁଛି। ଦୈନିକ ଶତାଧିକ ପର୍ଯ୍ୟଟକ ଆସି ବଣଭୋଜି କରି ଭରପୁର ମଜା ଉଠାନ୍ତି। ଶନିବାର ଏବଂ ରବିବାର ବହୁ ସଂଖ୍ୟାରେ ପର୍ଯ୍ୟଟକ ଆସନ୍ତି। ହେଲେ ଯେଉଁଠି ବଣଭୋଜି ହେଉଛି, ସେଠି ଅଇଁଠା ଖଲିପତ୍ର…

ଏମ୍‌ସିସିକୁ ବିରୋଧ, ଫେରିଲା ପୌରପାଳିକା

ଅନୁଗୋଳ ଅଫିସ, ୧୨।୧୨: ଅନୁଗୋଳ ପୌରପାଳିକା ଅନ୍ତର୍ଗତ ମିଶ୍ରପଡ଼ା ହାଇଟେକ୍‌ ନର୍ସରୀ ନିକଟରେ ଏମ୍‌ସିସି ପ୍ରକଳ୍ପକୁ ମଙ୍ଗଳବାର ପୁଣି ସ୍ଥାନୀୟ ଲୋକମାନେ ବିରୋଧ କରିଛନ୍ତି। ଫଳରେ ଘଟଣାସ୍ଥଳକୁ ଯାଇଥିବା ମାଜିଷ୍ଟ୍ରେଟ ଓ ପୋଲିସ ଉପସ୍ଥିତିରେ କାର୍ଯ୍ୟ ଆରମ୍ଭ କରି ନ ପାରି…

ପରିଚଏ ବଲି କିଛି ନାଇଁ: ବିଦେଶୀ ପାଲଟିଛନ୍‌ ଦିବ୍ୟାଙ୍ଗ ଦୁର୍ଜନ

ଗଣ୍ଡତୁରୁମ, ୧୨ା୧୨(ଡି.ଏନ୍‌.ଏ.)- ସମାଜରେ ବାସ କରୁଥିବାର ଭିନେ ଭିନେ ବରଗର ଲୁକ୍‌କର ବିକାଶ ଲାଗି ସବୁ ସ୍ତରରେ ବେବସ୍‌ତା ରହିଛେ। ସେନ୍‌ତା ଗଁାରେ ଜନପରତିନିଧି ହିସାବେ ଓ୍ବାର୍ଡ ସଭ୍ୟଠାନୁ ମୂଲ କରି ପଁଚେତ୍‌ରେ ସରପଁଚ୍‌, ବ୍ଲକରେ ଚେୟାରମ୍ୟାନ, ଜିଲାସ୍ତରରେ ଜିଲାପରିଷଦ ଅଧ୍ୟକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?